Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ...

  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ...

  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ...

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ...

  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ...

  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ...

  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ...

  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ...

Home ›› ››କୋଭିଡ କଟକଣା ମଧ୍ୟରେ ଖୋଲିଲା ଅଷ୍ଟମଶ୍ରେଣୀ

କୋଭିଡ କଟକଣା ମଧ୍ୟରେ ଖୋଲିଲା ଅଷ୍ଟମଶ୍ରେଣୀ

2021-10-25 06:13:33
15432
Share:
Facebook
Twitter
E-Mail
WhatsApp
Telegram
କୋଭିଡ କଟକଣା ମଧ୍ୟରେ ଖୋଲିଲା ଅଷ୍ଟମଶ୍ରେଣୀ


ଭୁବନେଶ୍ୱର: କରୋନା ମହାମାରୀ ଯୋଗୁଁ ଦୀର୍ଘ ୧୮ମାସ ଧରି ବନ୍ଦ ରହିଥିବା ସ୍କୁଲ ଖୋଲିଛି । ସ୍କୁଲରେ ଶ୍ରେଣୀ ଗୃହରେ ବସି ପାଠ ପଢିବା ପାଇଁ ପିଲାମାନେ ଅତ୍ୟନ୍ତ ଖୁସି ଅଛନ୍ତି । ଉଭୟ ଶିକ୍ଷକ, ଶିକ୍ଷୟତ୍ରୀ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଉସôାହ ଦେଖିବାକୁ ମିଳିଛି । ତେବେ ସମସ୍ତ ପ୍ରକାର କୋଭିଡ ଗାଇଡଲାଇନ ମାନି ବିଦ୍ୟାଳୟରେ ଅଫଲାଇନ ଶିକ୍ଷାଦାନ କରାଯିବ ବୋଲି ମନ୍ତ୍ରୀ ସମୀର ଦାସ କହିଛନ୍ତି ।

ବିଦ୍ୟାଳୟରେ ୯ରୁ ୧୨ଟା ପର୍ଯ୍ୟନ୍ତ ଶିକ୍ଷାଦାନ କରାଯିବ । ଏହାସହିତ ସମସ୍ତ କରୋନା କଟକଣା, ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ଓ ସାନିଟାଇଜେସନ ଉପରେ ଗୁରୁତ୍ୱ ଦିଆଯାଇ ଆଜି ବିଦ୍ୟାଳୟ ଖୋଲିଛି । ଏହାସହିତ ଆଜି ପିଲାଙ୍କ ଶରୀରର ତାପମାତ୍ରା ମପାଯାଇ ବିଦ୍ୟାଳୟ ଭିତରକୁ ପ୍ରବେଶ ଅନୁମତି ମିଳିଛି । କେତେକ ସ୍ଥାନରେ ପିଲାଙ୍କୁ ଚନ୍ଦନ ଟିପା ଲଗାଇ ବିଦ୍ୟାଳୟକୁ ମଧ୍ୟ ସ୍ୱାଗତ କରାଯାଇଛି ।


ସୂଚନା ଅନୁସାରେ କରୋନା ମହାମାରୀ ଯୋଗୁଁ ଦୀର୍ଘ ଦିନ ପର୍ଯ୍ୟନ୍ତ ବିଦ୍ୟାଳୟ ବନ୍ଦ ରହିଥିଲା । ପିଲାମାନେ ଘରେ ରହି ଅନଲାଇନ ମାଧ୍ୟମରେ ଶିକ୍ଷାଲାଭ କରୁଥିଲେ । ଅନେକ ଅଞ୍ଚଳରେ ନେଟୱାର୍କ ସମସ୍ୟା ଯୋଗୁଁ ଅନଲାଇନ୍ ଶିକ୍ଷାଦାନରୁ ଅନେକ ପିଲା ବଞ୍ଚିତ ହେଉଥିଲେ ।

Powered by Froala Editor

Tags School reopen

Related articles Odisha News Lens 4.1

  • ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ
    ଦେଶ-ଦେଶାନ୍ତର

    ଟିଏମ୍‌ସି ନେତା ଦୀପଙ୍କର ଭଟ୍ଟାଚାର୍ଯ୍ୟ ଗିରଫ

    15887
    May 29, 2026
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ
    ଦେଶ-ଦେଶାନ୍ତର

    ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    15123
    May 30, 2026
  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ
    ଦେଶ-ଦେଶାନ୍ତର

    ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14161
    May 30, 2026
  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ
    ଦେଶ-ଦେଶାନ୍ତର

    ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ବିଧାୟକ ଦଳ ବୈଠକ

    13452
    May 30, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ
    ବିଶେଷ

    ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14509
    May 31, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ
    ବିଶେଷ

    ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14346
    May 29, 2026
  • ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...
    ଦେଶ-ଦେଶାନ୍ତର

    ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍ ଓ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ...

    15810
    May 29, 2026
  •  ପୁଣି  ବୃଦ୍ଧି ହେଲା CNG ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14633
    May 30, 2026
  • ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ
    ଦେଶ-ଦେଶାନ୍ତର

    ହରମୁଜ୍ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ କଲା ଇରାନ

    15688
    May 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    15123
    May 30, 2026
  • ବିଶେଷ

    ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14621
    May 30, 2026
  • ବିଶେଷ

    ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14509
    May 31, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16896
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17516
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17566
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17951
    Sep 06, 2023

ବିଶେଷ

  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14509
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14621
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14346
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15342
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14922
    May 26, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15440
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15184
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15667
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14006
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14346
    May 29, 2026
  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14633
    May 30, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14509
    May 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In