Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, November 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନେପାଳର କୋଶୀରେ ଭୂମିକମ୍ପ ଝଟକା

  • ବିଜେପି ଓ ଅକାଳୀ ଦଳ ମେଣ୍ଟ ଘୋଷଣା

  • ବ୍ରିଜା କାର୍ ଯୌତୁକ ମାଗି ଚାକିରିରୁ ...

  • ବରଙ୍କୁ ୧-୧ କୋଟି ଟଙ୍କାର ବିଶାଳ ନୋଟ୍ ମାଳ

  • ଡିସେମ୍ବର ୧୬ରେ ନିଜ ଦେଶକୁ ଫେରିବାକୁ ...

  • ଉଜବେକିସ୍ତାନର ରାଷ୍ଟ୍ରପତିଙ୍କ ଝିଅଙ୍କ ...

  • ଦିଲଜିତ୍‌ଙ୍କ କନ୍‌ସର୍ଟରେ ୪.୩୦ ଲକ୍ଷ ...

  • ୪,୦୦୦ ଅଗ୍ନିବୀରଙ୍କ ତଥ୍ୟ ଚୋରି କଲା ...

  • ଗିନିଜ୍ ବୁକ୍‌ ରେ ୱାର୍ଲ୍ଡ ରେକର୍ଡ କଲା GTA-6

  • କାର୍ ପାଇଁ ବିବାହ କରିବାକୁ ମନା କରିଦେଲା ...

ରାଜ୍ୟ
Home ›› ରାଜ୍ୟ ››ଗ୍ରୀନ୍ ଫିଲ୍ଡ ମେଗା ଟେକ୍ସଟାଇଲ ପାର୍କ ପ୍ରତିଷ୍ଠା କରିବା ପାଇଁ ପିୟୂଷ ଗୋଏଲଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ଗ୍ରୀନ୍ ଫିଲ୍ଡ ମେଗା ଟେକ୍ସଟାଇଲ ପାର୍କ ପ୍ରତିଷ୍ଠା କରିବା ପାଇଁ ପିୟୂଷ ଗୋଏଲଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

2021-10-26 09:05:22
14140
Share:
Facebook
Twitter
E-Mail
WhatsApp
Telegram
ଗ୍ରୀନ୍ ଫିଲ୍ଡ ମେଗା ଟେକ୍ସଟାଇଲ ପାର୍କ ପ୍ରତିଷ୍ଠା କରିବା ପାଇଁ ପିୟୂଷ ଗୋଏଲଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ଭୁବନେଶ୍ବର:  ବୟନ ଶିଳ୍ପ କ୍ଷେତ୍ରରେ ଅପାର ସମ୍ଭାବନା ଥିବା ଓଡିଶା ରାଜ୍ୟରେ ପିଏମ୍ ମିତ୍ର ଯୋଜନାରେ ଏକ ଗ୍ରୀନ୍ ଫିଲ୍ଡ ମେଗା ଟେକ୍ସଟାଇଲ ପାର୍କ ପ୍ରତିଷ୍ଠା କରିବା ପାଇଁ ବିଚାର କରିବାକୁ କେନ୍ଦ୍ର ବୟନ ଶିଳ୍ପ, ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପିୟୂଷ ଗୋଏଲଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଧର୍ମେନ୍ଦ୍ର ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ନିକଟରେ ଭାରତ ସରକାରଙ୍କ ବୟନଶିଳ୍ପ ମନ୍ତ୍ରଣାଳୟ ଦ୍ଵାରା ଦେଶରେ ପିଏମ ମେଗା ଇଂଟିଗ୍ରେଟେଡ୍‌ ଟେକ୍ସଟାଇଲ ରିଜିଓନ ଏଣ୍ଡ୍ ଆପାରେଲ ( ମିତ୍ର ) ଯୋଜନାରେ ୭ଟି ମେଗା ଟେକ୍ସଟାଇଲ ପାର୍କ ପ୍ରତିଷ୍ଠା ପାଇଁ ଘୋଷଣା କରାଯାଇଛି । ପିପିପି ମୋଡରେ ଭାରତୀୟ କମ୍ପାନୀମାନଙ୍କୁ ବୟନ ଏବଂ କପଡା ଶିଳ୍ପ କ୍ଷେତ୍ରରେ ବିଶ୍ଵ ଚାମ୍ପିଅନ ପରିଣତ କରିବା ପାଇଁ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ସହଭାଗୀତାରେ ଏକ ସ୍ପେଶାଲ ପ୍ରୋପଜ ଭେଇକିଲ୍ ବିକଶିତ ହେଉଛି । ପ୍ରସ୍ତାବିତ ଗ୍ରୀନ୍ ଫିଲ୍ଡ ମିତ୍ର ପାର୍କ ପ୍ରତିଷ୍ଠା ହେଲେ ବୟନଶିଳ୍ପ ସହ ଓଡିଶାର ସର୍ବାଙ୍ଗୀନ ବିକାଶ ହୋଇପାରିବ । ଲକ୍ଷ ଲକ୍ଷ ରୋଜଗାର ସୃଷ୍ଟି ହେବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ “ ପୂର୍ବୋଦୟ ମିଶନ ” କଳ୍ପନା ବହୁମାତ୍ରାରେ ସାକାର ହୋଇପାରିବ ।ବୟନ ଶିଳ୍ପ କ୍ଷେତ୍ରରେ ଓଡିଶାର ଦୀର୍ଘ ଏବଂ ସମୃଦ୍ଧ ଇତିହାସ ରହିଛି । ଓଡିଶାର ହସ୍ତତନ୍ତ ଉଚ୍ଚକୋଟିର ଡିଜାଇନ୍‌ ଏବଂ ଗୁଣବତା ପାଇଁ ବିଶ୍ଵ ବିଖ୍ୟାତ । ତେଣୁ ଓଡିଶା ବୟନ ଶିଳ୍ପ କ୍ଷେତ୍ରରେ ପୁଞ୍ଜିନିବେଶ କରିବା ପାଇଁ ଅନେକ ସୁଯୋଗ ରହିଛି ।  ଓଡିଶା ଦକ୍ଷତା ବିକାଶ ପ୍ରାଧିକରଣର ପ୍ରତିଷ୍ଠା କରାଯାଇଛି । ଏହାଦ୍ଵାରା ଶିଳ୍ପ ଚାହିଦା ଆଧାରରେ ଲୋକଙ୍କୁ ପ୍ରଶିକ୍ଷିତ କରିବା ପାଇଁ ସ୍ଵତନ୍ତ୍ର ପ୍ରଶିକ୍ଷଣ କାର୍ୟ୍ୟକ୍ରମ ବିକଶିତ କରାଯାଉଛି ।୧୦ ହଜାର କିମିର ରାଜପଥ ନେଟୱାର୍କ , ପାରାଦୀପ , ଧାମରା ଓ ଗୋପାଳପୁର ବନ୍ଦର, ଶିଳ୍ପ କେନ୍ଦ୍ରର ନିକଟବର୍ତ୍ତୀ ରାଜ୍ୟରେ ଅତିକ୍ରମ କରୁଥିବା ଜଗଦିଶପୁର-ହଳଦିଆ ଏବଂ ବୋକାରୋ - ଧାମରା ( ଜେଏଚବିଡିପିଏଲ ) ଗ୍ୟାସ ପାଇପଲାଇନ ସହ ଲଜିଷ୍ଟିକ୍‌ ଏବଂ ଶିଳ୍ପାୟନ ସହ ଓଡିଶା ସ୍ଵତନ୍ତ୍ର ଭାବେ ପ୍ରସ୍ତୁତ ହୋଇରହିଛି । ଆନୁସଙ୍ଗିକ ବ୍ୟବସ୍ଥା ସହ ଧାମରା ବନ୍ଦର ଏବଂ ଭୁବନେଶ୍ଵର ନିକଟ ମଳିପଡା ଠାରେ ଦୁଇଟି ଟେକ୍ସଟାଇଲ ଏବଂ କପଡା ପାର୍କ ନିର୍ମାଣ କାର୍ୟ୍ୟ ଜାରି ରହିଛି । ଏହାସହିତ ଭଦ୍ରକ ଠାରେ ଟେକ୍ନିକାଲ୍ ଟେକ୍ସଟାଇଲ ପାର୍କକୁ ମଧ୍ୟ ବିକଶିତ କରାଯାଉଛି । ଏହି ପାର୍କ ବାର୍ଷିକ ୩୦୦ କିଲୋ ଟନ୍ ବିଶିଷ୍ଟ ଆଇଓସିଏଲ ପଲିଷ୍ଟର ଏବଂ ଫାଇବର ପାଂଟ୍ରର ସାହାଯ୍ୟରେ ବାର୍ଷିକ ୧୦୦ କିଲୋ ଟନ୍ ବିଶିଷ୍ଟ ପଲିଷ୍ଟର ଷ୍ଟାପଲ ଫାଇବର , ବାର୍ଷିକ ୧୬୫ କିଲୋ ଟନ୍ ବିଶିଷ୍ଟ ଡ୍ରୋନ୍ ଟେକ୍ସଚରଡ୍ ୟାର୍ସ ଏବଂ ବାର୍ଷିକ ୩୫ କିଲୋ ଟନ ବିଶିଷ୍ଟ ଫୁଲି ଡ୍ରୋନ ୟାନ ଏହି ପାର୍କ ପାଇଁ ଫିଡ୍ ଷ୍ଟକ୍ ରହିଛି । ତେଣୁ ଏହି ଅପାର ସମ୍ଭାବନାକୁ ଦୃଷ୍ଟିରେ ରଖି ଏକ ଗ୍ରୀନ୍ ଫିଲ୍ଡ ମିତ୍ର ପାର୍କ ପ୍ରତିଷ୍ଠା କରିବା ପାଇଁ ବିଚାର କରିବାକୁ ଧର୍ମେନ୍ଦ୍ର ବିଭାଗୀୟ କେନ୍ଦ୍ରମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ।

Powered by Froala Editor

Tags Dharmendra pradhan

Related articles Odisha News Lens 4.1

  • ନେପାଳର କୋଶୀରେ ଭୂମିକମ୍ପ ଝଟକା
    ଦେଶ-ଦେଶାନ୍ତର

    ନେପାଳର କୋଶୀରେ ଭୂମିକମ୍ପ ଝଟକା

    15150
    Nov 24, 2026
  • ଦିଲଜିତ୍‌ଙ୍କ କନ୍‌ସର୍ଟରେ ୪.୩୦ ଲକ୍ଷ ଟଙ୍କାର ଫୋନ୍ ଚୋରି
    ଦେଶ-ଦେଶାନ୍ତର

    ଦିଲଜିତ୍‌ଙ୍କ କନ୍‌ସର୍ଟରେ ୪.୩୦ ଲକ୍ଷ ଟଙ୍କାର ଫୋନ୍ ଚୋରି

    14730
    Nov 24, 2026
  • ଉଜବେକିସ୍ତାନର ରାଷ୍ଟ୍ରପତିଙ୍କ ଝିଅଙ୍କ ଭାରତୀୟ ଅଭ୍ୟର୍ଥନା
    ଦେଶ-ଦେଶାନ୍ତର

    ଉଜବେକିସ୍ତାନର ରାଷ୍ଟ୍ରପତିଙ୍କ ଝିଅଙ୍କ ଭାରତୀୟ ଅଭ୍ୟର୍ଥନା

    13662
    Nov 24, 2026
  • ଡିସେମ୍ବର ୧୬ରେ ନିଜ ଦେଶକୁ ଫେରିବାକୁ ଚାହୁଁଛନ୍ତି ଶେଖ୍ ହସିନା
    ଦେଶ-ଦେଶାନ୍ତର

    ଡିସେମ୍ବର ୧୬ରେ ନିଜ ଦେଶକୁ ଫେରିବାକୁ ଚାହୁଁଛନ୍ତି ଶେଖ୍ ହସିନା

    15241
    Nov 24, 2026
  • ଗିନିଜ୍ ବୁକ୍‌ ରେ ୱାର୍ଲ୍ଡ ରେକର୍ଡ କଲା GTA-6
    ଦେଶ-ଦେଶାନ୍ତର

    ଗିନିଜ୍ ବୁକ୍‌ ରେ ୱାର୍ଲ୍ଡ ରେକର୍ଡ କଲା GTA-6

    14634
    Nov 23, 2026
  • ବ୍ରିଜା କାର୍ ଯୌତୁକ  ମାଗି ଚାକିରିରୁ ନିଲମ୍ବିତ ହେଲେ ପୁଲିସ କନଷ୍ଟେବଳ
    ଦେଶ-ଦେଶାନ୍ତର

    ବ୍ରିଜା କାର୍ ଯୌତୁକ ମାଗି ଚାକିରିରୁ ନିଲମ୍ବିତ ହେଲେ ପୁଲିସ କନଷ୍ଟେବଳ

    14462
    Nov 24, 2026
  • ବିଜେପି ଓ ଅକାଳୀ ଦଳ ମେଣ୍ଟ ଘୋଷଣା
    ଦେଶ-ଦେଶାନ୍ତର

    ବିଜେପି ଓ ଅକାଳୀ ଦଳ ମେଣ୍ଟ ଘୋଷଣା

    14671
    Nov 24, 2026
  • କାର୍ ପାଇଁ ବିବାହ କରିବାକୁ ମନା କରିଦେଲା ପୋଲିସ ବର
    ଦେଶ-ଦେଶାନ୍ତର

    କାର୍ ପାଇଁ ବିବାହ କରିବାକୁ ମନା କରିଦେଲା ପୋଲିସ ବର

    14873
    Nov 23, 2026
  • ୪,୦୦୦ ଅଗ୍ନିବୀରଙ୍କ ତଥ୍ୟ ଚୋରି କଲା ନାବାଳକ
    ଦେଶ-ଦେଶାନ୍ତର

    ୪,୦୦୦ ଅଗ୍ନିବୀରଙ୍କ ତଥ୍ୟ ଚୋରି କଲା ନାବାଳକ

    14655
    Nov 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଉଜବେକିସ୍ତାନର ରାଷ୍ଟ୍ରପତିଙ୍କ ଝିଅଙ୍କ ଭାରତୀୟ ଅଭ୍ୟର୍ଥନା

    13662
    Nov 24, 2026
  • ଦେଶ-ଦେଶାନ୍ତର

    ବ୍ରିଜା କାର୍ ଯୌତୁକ ମାଗି ଚାକିରିରୁ ନିଲମ୍ବିତ ହେଲେ ପୁଲିସ କନଷ୍ଟେବଳ

    14462
    Nov 24, 2026
  • ଦେଶ-ଦେଶାନ୍ତର

    ବିଜେପି ଓ ଅକାଳୀ ଦଳ ମେଣ୍ଟ ଘୋଷଣା

    14671
    Nov 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17311
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    18013
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17969
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18383
    Sep 06, 2023

ବିଶେଷ

  • ଛୋଟପିଲାଙ୍କ ମଧୁମେହ ଲକ୍ଷଣ ଜାଣନ୍ତୁ ଏମିତି....

    15505
    Nov 18, 2026
  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14906
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14539
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15879
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14657
    Nov 07, 2026

ବାଣିଜ୍ୟ

ମାସକରେ କମିଲାଣି ୨୧ ହଜାର ସୁନା

ସର୍ବୋଚ୍ଚ ସ୍ତରରୁ ବହୁ ମାତ୍ରାରେ ଶସ୍ତା ହୋଇଯାଇଛି ସୁନା ଏବଂ ରୁପା । ୫ ଦିନରେ ୧୨ ହଜାର ଟଙ୍କା ପର୍ଯ୍ୟନ୍ତ କମିଛି ସୁନା ଦର । ସେହିଭଳି ମାସକରେ ଦର ପାଖାପାଖି ୨୧ ହଜାର କମିଗଲାଣି । ଶୁକ୍ରବାର ରାଜଧାନୀ ଭୁବନେଶ୍ୱରରେ ୧୦ ଗ୍ରାମ ପିଛା ୨୨ ଏବଂ ୨୪ କ୍ୟାରେଟ ସୁନା ଦରରେ ଯଥାକ୍ରମେ ୪୭୦୦ ଟଙ୍କା ଏବଂ ୫୧୨୦ ଟଙ୍କା ହ୍ ...

  • ଭିଏଏମ୍ଏଲ୍ ସିଜିମାଳି ବକ୍ସାଇଟ୍ ଖଣି ପକ୍ଷରୁ କର୍କଟ ଚିହ୍ନଟ ଶିବିର ଆୟୋଜିତ, କଳାହାଣ୍ଡି ଓ ରାୟଗଡ଼ାର ୩୫୦ରୁ ଅଧିକ ଗୋଷ୍ଠୀ ସଦସ୍ୟ ଉପକୃତ

    15785
    Nov 20, 2026
  • ନିବେଶକଙ୍କ ଖୁସି : ଅଟୋ, ବ୍ୟାଙ୍କିଙ୍ଗ୍ ଓ କଞ୍ଜ୍ୟୁମର ସେକ୍ଟରରେ ଜବରଦସ୍ତ ଉତ୍ସାହ

    14105
    Nov 20, 2026
  • ଖରିଫ ସମ୍ପର୍କିତ ଶିକ୍ଷା ଆହରଣର ସମୀକ୍ଷା ଓ ଜଳବାୟୁ-ସହନଶୀଳ ରବି ଋତୁ ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ପୁରୀରେ ଅନୁଷ୍ଠିତ ତୃତୀୟ ଡିଏଲ୍‌ସିସି ବୈଠକରେ ସାତଟି ଲାଇନ୍‌ ବିଭାଗ ଓ କେଭିକେ ଯୋଗଦେଲେ

    15748
    Nov 18, 2026
  • ଭିଏଏମଏଲ ପକ୍ଷରୁ କଳାହାଣ୍ଡି ଓ ରାୟଗଡ଼ାର ୩୩୦ରୁ ଅଧିକ ପରିବାରଙ୍କୁ ଇନ୍ଧନ-ଦକ୍ଷ ଚୁଲା ବିତରଣ

    14369
    Nov 18, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଉଜବେକିସ୍ତାନର ରାଷ୍ଟ୍ରପତିଙ୍କ ଝିଅଙ୍କ ଭାରତୀୟ ଅଭ୍ୟର୍ଥନା

    13662
    Nov 24, 2026
  • ଗିନିଜ୍ ବୁକ୍‌ ରେ ୱାର୍ଲ୍ଡ ରେକର୍ଡ କଲା GTA-6

    14634
    Nov 23, 2026
  • ୪,୦୦୦ ଅଗ୍ନିବୀରଙ୍କ ତଥ୍ୟ ଚୋରି କଲା ନାବାଳକ

    14655
    Nov 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In