Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, October 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ...

  • କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ

  • ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ...

  • ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ...

  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ...

  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ...

  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ...

  • ଆଖି ଭ୍ରୁଲତାରେ ଦାନ୍ତ

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ...

ବିଶେଷ
Home ›› ବିଶେଷ ››ପ୍ରେସର କୁକରରେ ପ୍ରସ୍ତୁତ ଖାଦ୍ୟ ଶରୀର ପାଇଁ କେତେ ସ୍ୱାସ୍ଥ୍ୟକର ଜାଣନ୍ତୁ.....

ପ୍ରେସର କୁକରରେ ପ୍ରସ୍ତୁତ ଖାଦ୍ୟ ଶରୀର ପାଇଁ କେତେ ସ୍ୱାସ୍ଥ୍ୟକର ଜାଣନ୍ତୁ.....

2021-10-27 03:43:19
16054
Share:
Facebook
Twitter
E-Mail
WhatsApp
Telegram
ପ୍ରେସର କୁକରରେ ପ୍ରସ୍ତୁତ ଖାଦ୍ୟ ଶରୀର ପାଇଁ କେତେ ସ୍ୱାସ୍ଥ୍ୟକର ଜାଣନ୍ତୁ.....

ଖାଦ୍ୟ ପ୍ରସ୍ତୁତ କରିବା ପାଇଁ ପ୍ରେସର କୁକର ସମସ୍ତଙ୍କ ରୋଷେଇ ଘରେ ରହିଥାଏ। ପ୍ରେସର କୁକରରେ ଭାତ ଠାରୁ ଆରମ୍ଭ କରି ଡାଲି, ଚିକେନ୍, ମାଂସ ଆଦି ପ୍ରସ୍ତୁତ କରିବା ପାଇଁ ଅଧିକାଂଶ ଲୋକ ବ୍ୟବହାର କରିଥାଆନ୍ତି। ତେବେ ପ୍ରେସର କୁକରରେ ପ୍ରସ୍ତୁତ ହେଉଥିବା ଖାଦ୍ୟ ଆମ ଶରୀର ପାଇଁ କେତେ ସ୍ୱାସ୍ଥ୍ୟକର ଆସନ୍ତୁ ଜାଣିବା। ଏହା ଏଭଳି ଏକ ଉପାୟ ଯାହାକି ବନ୍ଦ ଷ୍ଟିମ୍ ଅର୍ଥାତ ବାମ୍ଫ ଜରିଆରେ ଖାଦ୍ୟ ପଦାର୍ଥକୁ ପ୍ରସ୍ତୁତ କରାଯାଇଥାଏ। କୁକର ଭିତରେ ଥିବା ପାଣିକୁ ଯେତେବେଳେ ଗରମ କରାଯାଏ ତାହାର ପ୍ରେସର ବଢ଼ିଥାଏ ଓ ବାମ୍ଫ ଜରିଆରେ ଖାଦ୍ୟ ତିଆରି ଶୀଘ୍ର ତିଆରି ହୋଇଥାଏ। କେତେକ ଲୋକଙ୍କ ଧାରଣା ପ୍ରେସର କୁକରରେ ଅଧିକ ତାପମାତ୍ରାରେ ଖାଦ୍ୟ ପ୍ରସ୍ତୁତ ହୋଇଥାଏ ଯାହା ଶରୀର ପାଇଁ ଠିକ୍ ହୋଇ ନଥାଏ। କାରଣ ଅଧିକ ତାପମାତ୍ରାରେ ପ୍ରସ୍ତୁତ ହେଉଥିବା ଖାଦ୍ୟରେ ଥିବା ପୋଷକ ତତ୍ତ୍ୱ ନଷ୍ଟ ହୋଇଯାଇଥାଏ। ଆଉ କେତେକ ଲୋକଙ୍କ ଧାରଣା ରୋଷେଇ କରିବାର ଏହି ପଦ୍ଧତି ସ୍ୱାସ୍ଥ୍ୟକର ଅଟେ। କାରଣ ଖାଦ୍ୟ ବାମ୍ଫ ଦ୍ୱାରା ପ୍ରସ୍ତୁତ ହେଉଥିବାରୁ ଏଥିରେ ଥିବା ପୋଷାକ ତତ୍ତ୍ୱ ମହଜୁଦ ରହିଥାଏ। ବିଶେଷଜ୍ଞଙ୍କ ଅନୁସାରେ, ପ୍ରେସର କୁକରରେ ପ୍ରସ୍ତୁତ ହେଉଥିବା ଖାଦ୍ୟରେ ପୋଷକ ତତ୍ତ୍ୱ ନଷ୍ଟ ହୋଇ ନଥାଏ। ଯଦି ପନିପରିବାକୁ ଅନ୍ୟ କୌଣସି ବାସନରେ ସିଝା ଯାଏ ଏଥିପାଇଁ ଅଧିକ ଗରମ କରିବା ସହିତ ଅଧିକ ସମୟ ଲାଗିଥାଏ। ତେଣୁ ଖାଦ୍ୟରେ ଥିବା ପୋଷକ ତତ୍ତ୍ୱ ନଷ୍ଟ ହୋଇଯାଇଥାଏ। ପ୍ରେସର କୁକର ପ୍ରତ୍ୟେକ ଖାଦ୍ୟ ପଦାର୍ଥ ପାଇଁ ଅଲଗା ଭାବେ କାମ କରିଥାଏ। ଉଦାହରଣ ସ୍ୱରୂପ- କୁକରରେ ପ୍ରସ୍ତୁତ ଭାତ ଓ ହାଣ୍ଡିରେ ପ୍ରସ୍ତୁତ ହେଉଥିବା ଭାତ ତୁଳନାରେ ଅଧିକ ଭାରୀ ରହିଥାଏ। ପ୍ରେସର କୁକୁରରେ ପ୍ରସ୍ତୁତ ହେଉଥିବା ବିଲାତି ବାଇଗଣ ଅଧିକ ସ୍ୱାସ୍ଥ୍ୟକର ରହିଥାଏ। ସେହିପରି କୁକରରେ ପ୍ରସ୍ତୁତ ମାଂସ ଖାଇବା ଦ୍ୱାରା ସହଜରେ ହଜମ ହୋଇଥାଏ। ଅନ୍ୟପକ୍ଷରେ ପ୍ରେସର କୁକରରେ ପ୍ରସ୍ତୁତ ହେଉଥିବା ଭାତ, ଆଳୁ ଓ ପାସ୍ତାରେ ଏକ୍ରିଲାମାଇଡ୍ ନାମକ ହାନିକାରକ କ୍ୟାମିକାଲ ଜାତ ହୋଇଥାଏ। ଏହାକୁ ନିୟମିତ ରୁପେ ଖାଇବା ଦ୍ୱାରା ନପୁଂସକ, କର୍କଟ ଆଦି ହେବାର ଆଶଙ୍କା ଅଧିକ ରହିଥାଏ।

Powered by Froala Editor

Tags pressure cooker

Related articles Odisha News Lens 4.1

  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ
    ଦେଶ-ଦେଶାନ୍ତର

    ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    14460
    Oct 19, 2026
  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି
    ଦେଶ-ଦେଶାନ୍ତର

    ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

    14884
    Oct 20, 2026
  • ଆଖି ଭ୍ରୁଲତାରେ ଦାନ୍ତ
    ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    15337
    Oct 19, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ...
    ବାଣିଜ୍ୟ

    ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ...

    13944
    Oct 21, 2026
  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    16014
    Oct 19, 2026
  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

    15498
    Oct 20, 2026
  • ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ବଡ଼ ଖୁଲାସା: ସଲମାନ୍ ଖାନ୍ ଥିଲେ ପ୍ରଥମ ...
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ବଡ଼ ଖୁଲାସା: ସଲମାନ୍ ଖାନ୍ ଥିଲେ ପ୍ରଥମ ...

    13360
    Oct 21, 2026
  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ
    ଦେଶ-ଦେଶାନ୍ତର

    ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ

    15736
    Oct 20, 2026
  •  ବିଜୟାଦଶମୀରେ  ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ
    ଦେଶ-ଦେଶାନ୍ତର

    ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ

    15525
    Oct 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    15337
    Oct 19, 2026
  • ଦେଶ-ଦେଶାନ୍ତର

    କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ

    13693
    Oct 21, 2026
  • ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    16014
    Oct 19, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17201
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17897
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17842
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18267
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14912
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15431
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14775
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14870
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15872
    Sep 29, 2026

ବାଣିଜ୍ୟ

ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

ଫ୍ୟୁଚର ରେଡି ଓମେନ୍‌ ପ୍ରୋଗ୍ରାମ ଅଧୀନରେ ଏହି ସର୍ବପ୍ରଥମ ପ୍ରୟାସ ରଜୋନିବୃତ୍ତି ସଚେତନତାକୁ ଓଡ଼ିଶାର ଚାରିଟି ଜିଲ୍ଲାରେ ଗ୍ରାମାଞ୍ଚଳ, ଆଦିବାସୀ ବହୁଳ ଓ ସହରାଞ୍ଚଳ ସମୁଦାୟଙ୍କ ନିକଟକୁ ଆଣିଛି

...

  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    14603
    Oct 16, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14630
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13995
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15114
    Oct 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

    15498
    Oct 20, 2026
  • ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ବଡ଼ ଖୁଲାସା: ସଲମାନ୍ ଖାନ୍ ଥିଲେ ପ୍ରଥମ ଟାର୍ଗେଟ୍

    13360
    Oct 21, 2026
  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    16014
    Oct 19, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In