Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, June 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜାପାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ

  • ଆତଙ୍କବାଦୀ ଆକ୍ରମଣରେ ୬ ମୃତ

  • ମୋଦିଙ୍କ 'ମନ କି ବାତ' କାର୍ଯ୍ୟକ୍ରମ: କଣ ...

  • ଗାଲାକ୍ସି ଆପାର୍ଟମେଣ୍ଟ ଛାଡ଼ି ଦେବେ ...

  • ଉତ୍ତର-ପୂର୍ବ ଜାପାନରେ ଭୂକମ୍ପ, ସୁନାମୀ ...

  • ଦିଲ୍ଲୀ-ଏନସିଆର ସମେତ ଜମ୍ମୁ-କାଶ୍ମୀରରେ ...

  • ବିଷାକ୍ତ କ୍ୟାପସୁଲ ବାଣ୍ଟିବାକୁ କରୁଥିଲା ...

  • କରାଚିରେ ଅର୍ଦ୍ଧସାମରିକ ମୁଖ୍ୟାଳୟରେ ...

  • ହୃଦୟ ଜିତୁଛି ଇଥା ଟିଜର

  • ଘରକୁ ଥଣ୍ଡା ରଖନ୍ତୁ ଏମିତି

Home ›› ››ପିପିଲି ଉପନିର୍ବାଚନ ପାଇଁ ସନ୍ଧ୍ୟା ସୁଦ୍ଧା କଂଗ୍ରେସ ପ୍ରାର୍ଥୀ ଘୋଷଣା

ପିପିଲି ଉପନିର୍ବାଚନ ପାଇଁ ସନ୍ଧ୍ୟା ସୁଦ୍ଧା କଂଗ୍ରେସ ପ୍ରାର୍ଥୀ ଘୋଷଣା

2021-04-22 07:27:00
15686
Share:
Facebook
Twitter
E-Mail
WhatsApp
Telegram
ପିପିଲି ଉପନିର୍ବାଚନ ପାଇଁ  ସନ୍ଧ୍ୟା ସୁଦ୍ଧା କଂଗ୍ରେସ ପ୍ରାର୍ଥୀ ଘୋଷଣା

ଭୁବନେଶ୍ୱର:  ପିପିଲି ଉପନିର୍ବାଚନ ପରିପ୍ରେକ୍ଷୀରେ ଆଜି ସନ୍ଧ୍ୟା ସୁଦ୍ଧା କଂଗ୍ରେସର ପ୍ରାର୍ଥୀ ଘୋଷଣା କରାଯିବ ।  ଏନେଇ କଂଗ୍ରେସ କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ ସୂଚନା ଦେଇଛନ୍ତି ।  ସେ କହିଛନ୍ତି ଯେ, ଅଜିତ ମଙ୍ଗରାଜଙ୍କ ପରିବାରରୁ କାହାକୁ ପ୍ରାର୍ଥୀ କରିବାକୁ ଚାହୁଁଥିଲୁ । ସେମାନେ  ମନା କରିଛନ୍ତି ।  ଆମର ପ୍ଲାନ ‘ଏ’ ଫେଲ ମାରିଛି, ପ୍ଲାନ ‘ବି’ କାର୍ଯ୍ୟକାରୀ କରିବୁ  ବୋଲି କଂଗ୍ରେସ କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ ସୂଚନା ଦେଇଛନ୍ତି । 

ପ୍ରକାଶ ଯେ,  ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ପରେ ପିପିଲିରେ ଉପ ନିର୍ବାଚନ ହେବାକୁ ଥିଲା । ଏଥିପାଇଁ ପ୍ରଥମେ ଏପ୍ରିଲ ୧୭ ତାରିଖ ଧାର୍ୟ୍ୟ ହୋଇଥିଲା । ହେଲେ କଂଗ୍ରେସ ବିଧାୟକ ପ୍ରାର୍ଥୀ ଅଜିତ ମଙ୍ଗରାଜ କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇବା ପରେ ଉପ ନିର୍ବାଚନକୁ ସ୍ଥଗିତ ଘୋଷଣା କରାଯାଇଥିଲା । ଏବେ ପୁଣି ଥରେ ଉପ ନିର୍ବାଚନ ନେଇ ସାନି ତାରିଖ ଘୋଷଣା କରାଯାଇଛି । ଆସନ୍ତା ମେ ୧୩ ତାରିଖରେ ପଡିବ ପିପିଲି ଉପ ନିର୍ବାଚନ ଭୋଟ୍ । ଏଥିସହ ମେ ୧୩ ତାରିଖରେ ଭୋଟ୍ ପଡିବା ପରେ ଆସନ୍ତା ୧୬ ତାରିଖରେ ଭୋଟ୍ ଗଣତି କରାଯାଇ ରେଜଲ୍ଟ ଘୋଷଣା ହେବ ବୋଲି ସିଇଓ ସୁଶୀଲ କୁମାର ଲୋହାନୀ ସୂଚନା ଦେଇଛନ୍ତି । ପିପିଲି ଉପ ନିର୍ବାଚନ ପାଇଁ କଂଗ୍ରେସ ହିଁ କେବଳ ନୂଆ ପ୍ରାର୍ଥୀ ଦେବ । ଅଜିତ ମଙ୍ଗରାଜଙ୍କ ବଦଳରେ ଦଳ କାହାକୁ ଟିକେଟ୍ ଦେଉଛି ତା ଉପରେ ନଜର ରହିବ । ତେବେ ବିଜେଡି ପକ୍ଷରୁ ରୁଦ୍ର ମହାରଥୀ ଓ ବିଜେପି ପକ୍ଷରୁ ଆଶ୍ରିତ ପଟ୍ଟନାୟକ ମଇଦାନକୁ ଓହ୍ଲାଇଛନ୍ତି ।



Powered by Froala Editor

Tags pipili election

Related articles Odisha News Lens 4.1

  • କରାଚିରେ ଅର୍ଦ୍ଧସାମରିକ ମୁଖ୍ୟାଳୟରେ ଆତଙ୍କବାଦୀ ଆକ୍ରମଣ
    ଦେଶ-ଦେଶାନ୍ତର

    କରାଚିରେ ଅର୍ଦ୍ଧସାମରିକ ମୁଖ୍ୟାଳୟରେ ଆତଙ୍କବାଦୀ ଆକ୍ରମଣ

    15000
    Jun 28, 2026
  • ମୋଦିଙ୍କ 'ମନ କି ବାତ' କାର୍ଯ୍ୟକ୍ରମ: କଣ କହିଲେ ମୋଦୀ ଜାଣନ୍ତୁ
    ଦେଶ-ଦେଶାନ୍ତର

    ମୋଦିଙ୍କ 'ମନ କି ବାତ' କାର୍ଯ୍ୟକ୍ରମ: କଣ କହିଲେ ମୋଦୀ ଜାଣନ୍ତୁ

    15010
    Jun 28, 2026
  • ଜାପାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ଜାପାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ

    13807
    Jun 28, 2026
  • ହୃଦୟ ଜିତୁଛି ଇଥା ଟିଜର
    ମନୋରଞ୍ଜନ

    ହୃଦୟ ଜିତୁଛି ଇଥା ଟିଜର

    13777
    Jun 28, 2026
  • ଦିଲ୍ଲୀ-ଏନସିଆର ସମେତ ଜମ୍ମୁ-କାଶ୍ମୀରରେ ଭୂକମ୍ପ ଝଟକା
    ଦେଶ-ଦେଶାନ୍ତର

    ଦିଲ୍ଲୀ-ଏନସିଆର ସମେତ ଜମ୍ମୁ-କାଶ୍ମୀରରେ ଭୂକମ୍ପ ଝଟକା

    14926
    Jun 28, 2026
  • ଗାଲାକ୍ସି ଆପାର୍ଟମେଣ୍ଟ ଛାଡ଼ି ଦେବେ ସଲମାନ
    ମନୋରଞ୍ଜନ

    ଗାଲାକ୍ସି ଆପାର୍ଟମେଣ୍ଟ ଛାଡ଼ି ଦେବେ ସଲମାନ

    14012
    Jun 28, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି
    ବିଶେଷ

    ଘରକୁ ଥଣ୍ଡା ରଖନ୍ତୁ ଏମିତି

    13837
    Jun 28, 2026
  • ଉତ୍ତର-ପୂର୍ବ ଜାପାନରେ ଭୂକମ୍ପ, ସୁନାମୀ ଚେତାବନୀ ନାହିଁ
    ଦେଶ-ଦେଶାନ୍ତର

    ଉତ୍ତର-ପୂର୍ବ ଜାପାନରେ ଭୂକମ୍ପ, ସୁନାମୀ ଚେତାବନୀ ନାହିଁ

    13569
    Jun 28, 2026
  • ଆତଙ୍କବାଦୀ ଆକ୍ରମଣରେ ୬ ମୃତ
    ଦେଶ-ଦେଶାନ୍ତର

    ଆତଙ୍କବାଦୀ ଆକ୍ରମଣରେ ୬ ମୃତ

    14107
    Jun 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କରାଚିରେ ଅର୍ଦ୍ଧସାମରିକ ମୁଖ୍ୟାଳୟରେ ଆତଙ୍କବାଦୀ ଆକ୍ରମଣ

    15000
    Jun 28, 2026
  • ଦେଶ-ଦେଶାନ୍ତର

    ବିଷାକ୍ତ କ୍ୟାପସୁଲ ବାଣ୍ଟିବାକୁ କରୁଥିଲା ଯୋଜନା, ଅଭିଯୁକ୍ତ ଗିରଫ

    14206
    Jun 28, 2026
  • ମନୋରଞ୍ଜନ

    ଗାଲାକ୍ସି ଆପାର୍ଟମେଣ୍ଟ ଛାଡ଼ି ଦେବେ ସଲମାନ

    14012
    Jun 28, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16956
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17567
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17617
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18014
    Sep 06, 2023

ବିଶେଷ

  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    13837
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15664
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15636
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15284
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    15112
    Jun 21, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13791
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14888
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15501
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15257
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମୋଦିଙ୍କ 'ମନ କି ବାତ' କାର୍ଯ୍ୟକ୍ରମ: କଣ କହିଲେ ମୋଦୀ ଜାଣନ୍ତୁ

    15010
    Jun 28, 2026
  • ଦିଲ୍ଲୀ-ଏନସିଆର ସମେତ ଜମ୍ମୁ-କାଶ୍ମୀରରେ ଭୂକମ୍ପ ଝଟକା

    14926
    Jun 28, 2026
  • ବିଷାକ୍ତ କ୍ୟାପସୁଲ ବାଣ୍ଟିବାକୁ କରୁଥିଲା ଯୋଜନା, ଅଭିଯୁକ୍ତ ଗିରଫ

    14206
    Jun 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In