Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, November 20, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କଲା ଅନୀଲ ...

  • ୧୦ମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ...

  • ପୁଣି ଥରେ ପରିବର୍ତ୍ତନ ହେବ ଆଧାରକାର୍ଡର ...

  • ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଜଳ ପରିଚାଳନା ...

  • ଭାରତ ଫେରିଲା ଗ୍ୟାଙ୍ଗଷ୍ଟାର ଅନମୋଲ

  • ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ...

  • ଉପମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିବେ ...

  • ଅସ୍ତ୍ର ଛାଡି ମାଓବାଦୀଙ୍କୁ ଆତ୍ମସମର୍ପଣ ...

  • ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ...

  • ହନୁମାନଙ୍କ ବିରୋଧରେ କହି ବିବାଦରେ ...

ରାଜ୍ୟ
Home ›› ରାଜ୍ୟ ››ମଧ୍ୟବିତ୍ତଙ୍କ ଅଣ୍ଟା ଭାଙ୍ଗି ଦେଲାଣି ବଜାର ଦର, ରାଜ୍ୟରେ ପରିବା ଦର ଆକାଶଛୁଆଁ

ମଧ୍ୟବିତ୍ତଙ୍କ ଅଣ୍ଟା ଭାଙ୍ଗି ଦେଲାଣି ବଜାର ଦର, ରାଜ୍ୟରେ ପରିବା ଦର ଆକାଶଛୁଆଁ

2021-10-27 08:10:06
14270
Share:
Facebook
Twitter
E-Mail
WhatsApp
Telegram
ମଧ୍ୟବିତ୍ତଙ୍କ ଅଣ୍ଟା ଭାଙ୍ଗି ଦେଲାଣି ବଜାର ଦର, ରାଜ୍ୟରେ ପରିବା ଦର ଆକାଶଛୁଆଁ


ଭୁବନେଶ୍ୱର: ମହଙ୍ଗା ବଜାର ମାଡ଼ରେ ତ୍ରାହି ତ୍ରାହି ଡାକିଲେଣି ଓଡ଼ିଶାବାସୀ । ମହଙ୍ଗା ବଜାର ଦରରେ ରାଜ୍ୟର ସହରରୁ ଗାଁ ସବୁ ପ୍ରଭାବିତ । ବଜାର ଦର ମଧ୍ୟବିତ୍ତଙ୍କ ଅଣ୍ଟା ଭାଙ୍ଗି ଦେଲାଣି । କାର୍ତ୍ତିକ ମାସ ଆରମ୍ଭ ହେବା ସହ ରାଜ୍ୟରେ ପରିବା ଦର ଆକାଶଛୁଆଁ ହୋଇଛି । ଭୁବନେଶ୍ୱର ଦର ସବୁଠୁ ଉଚ୍ଚା । ସବୁ ପରିବା ୮୦ ଟଙ୍କା ଉପରେ । ସୋରିଷ ତେଲ ୨୦୦ ଡେଇଁଲାଣି । ପେଟ୍ରୋଲ ଦର ୧୦୯ ଟଙ୍କା ପାଖାପାଖି ହେଲାଣି । ଆଉ ଦିନ କେଇଟାରେ ୧୧୦ ଟଙ୍କା ଛୁଇଁଯିବ ।
ଦେଶୀ ପୋଟଳ କିଲୋ ୧୨୦ ଟଙ୍କା । ଚାଲାଣ (ବାହାର ରାଜ୍ୟରୁ ଆସୁଥିବା) ପୋଟଳ ୬୦-୮୦ ଟଙ୍କା ।   ବାଇଗଣ ବିକ୍ରି ହେଉଛି ୬୦ରୁ ୮୦ ଟଙ୍କାରେ । ଭେଣ୍ଡି ଦର ୭୦-୮୦ ଟଙ୍କା । ଜହ୍ନି କେଉଁଠି ୬୦/୭୦ ଟଙ୍କା ତ ଆଉ କେଉଁଠି ୮୦ ଟଙ୍କା । ବାଇଗଣ, କଲରା, କାକୁଡ଼ି ସବୁ ଦର ପ୍ରାୟ ୮୦ ଟଙ୍କା । ଟମାଟୋ ଭାଉ ୬୦ ଉପରେ । ବିନ୍ସ ଦର ଶୁଣିଲେ ଆଖି ତରାଟି ହୋଇଯିବ । କିଲୋ ୧୨୦ ଟଙ୍କା ଥିବାବେଳେ ୨୫୦କୁ ୩୦ ଟଙ୍କା ଡାକ ଛାଡ଼ୁଛନ୍ତି ବ୍ୟବସାୟୀ ।

ଫୁଲ କୋବି ଗୋଟା ୫୦ ଟଙ୍କା ଥିବାବେଳେ ବନ୍ଧା କୋବି ୩୫/୪୦ ଟଙ୍କାରେ ବିକ୍ରି ହେଉଛି । ଝୁଡ଼ଙ୍ଗ ୬୦ରୁ ୮୦ ଟଙ୍କା ହେଲାଣି । ଧନିଆ ପତ୍ର କିଲୋ ୩୦୦ ଟଙ୍କା ଛୁଇଁଛି । ପରିବା ବଜାର ଭାଉ ଏଭଳି ଥିବାବେଳେ ତେଜରାତି ଦୋକାନରେ ବି ଅଧିକାଂଶ ସାମଗ୍ରୀର ଦର ଚଢ଼ା ରହିଛି । ସୋରିଷ ତେଲ ଲିଟର ୧୯୫ ଟଙ୍କାରୁ ୨୦୫ ଟଙ୍କା ରହିଥିବାବେଳେ ହରଡ଼ ଡାଲି କିଲୋ ୧୦୦ରୁ ୧୦୫ ଟଙ୍କା ରହିଛି । ଏମିତି ବଜାର ଦରରେ ଗରିବ ଓ ମଧ୍ୟବିତ୍ତ ପରିବାରଙ୍କ ଅବସ୍ଥା ଶୋଚନୀୟ ହୋଇପଡ଼ିଛି ।

ପନିପରିବା ଓ ତେଲ ଦରବୃଦ୍ଧି ସହ ରନ୍ଧନ ଗ୍ୟାସ ସିଲିଣ୍ଡର ଦାମ୍‌ ୯୦୦ ଟଙ୍କା ଉପରେ ରହିଥିବାବେଳେ ହାଣ୍ଡିଶାଳରେ ଯେମିତି ଚଡ଼କ ପଡ଼ିଛି । ଏ ମହଙ୍ଗା ମାଡ଼ରୁ  ଏବେ ସାମାନ୍ୟତମ ଆଶ୍ୱସ୍ତି ମିଳିବା ଆଶା କମ୍‌ ।

Powered by Froala Editor

Tags High rate

Related articles Odisha News Lens 4.1

  • ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କଲା ଅନୀଲ ଅମ୍ବାନୀଙ୍କ ସମ୍ପତ୍ତି ଆଟାଚ୍
    ଦେଶ-ଦେଶାନ୍ତର

    ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କଲା ଅନୀଲ ଅମ୍ବାନୀଙ୍କ ସମ୍ପତ୍ତି ଆଟାଚ୍

    13263
    Nov 20, 2025
  • ୧୦ମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ
    ଦେଶ-ଦେଶାନ୍ତର

    ୧୦ମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ

    13263
    Nov 20, 2025
  • ଭାରତ ଫେରିଲା ଗ୍ୟାଙ୍ଗଷ୍ଟାର ଅନମୋଲ
    ଦେଶ-ଦେଶାନ୍ତର

    ଭାରତ ଫେରିଲା ଗ୍ୟାଙ୍ଗଷ୍ଟାର ଅନମୋଲ

    14031
    Nov 19, 2025
  • ଅସ୍ତ୍ର ଛାଡି ମାଓବାଦୀଙ୍କୁ ଆତ୍ମସମର୍ପଣ କରିବାକୁ ଅନୁରୋଧ କଲେ ଭୂପତି
    ଦେଶ-ଦେଶାନ୍ତର

    ଅସ୍ତ୍ର ଛାଡି ମାଓବାଦୀଙ୍କୁ ଆତ୍ମସମର୍ପଣ କରିବାକୁ ଅନୁରୋଧ କଲେ ଭୂପତି

    14953
    Nov 19, 2025
  • ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ
    ମନୋରଞ୍ଜନ

    ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ

    14943
    Nov 18, 2025
  • ପୁଣି ଥରେ ପରିବର୍ତ୍ତନ ହେବ ଆଧାରକାର୍ଡର ରୂପ
    ଦେଶ-ଦେଶାନ୍ତର

    ପୁଣି ଥରେ ପରିବର୍ତ୍ତନ ହେବ ଆଧାରକାର୍ଡର ରୂପ

    15472
    Nov 20, 2025
  • ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ କର୍ପୋରେଟ ତାଲିମ ...
    ବାଣିଜ୍ୟ

    ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ କର୍ପୋରେଟ ତାଲିମ ...

    14183
    Nov 20, 2025
  • ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ତ୍ଵଚା
    ବିଶେଷ

    ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ତ୍ଵଚା

    14594
    Nov 19, 2025
  • ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ଆକ୍ରମଣ କଲା ଇସ୍ରାଏଲ, ୧୧ ମୃତ
    ଦେଶ-ଦେଶାନ୍ତର

    ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ଆକ୍ରମଣ କଲା ଇସ୍ରାଏଲ, ୧୧ ମୃତ

    14631
    Nov 19, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ କର୍ପୋରେଟ ତାଲିମ କାର୍ଯ୍ୟକ୍ରମ ଆୟୋଜିତ

    14183
    Nov 20, 2025
  • ଦେଶ-ଦେଶାନ୍ତର

    ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କଲା ଅନୀଲ ଅମ୍ବାନୀଙ୍କ ସମ୍ପତ୍ତି ଆଟାଚ୍

    13263
    Nov 20, 2025
  • ଦେଶ-ଦେଶାନ୍ତର

    ପୁଣି ଥରେ ପରିବର୍ତ୍ତନ ହେବ ଆଧାରକାର୍ଡର ରୂପ

    15472
    Nov 20, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16857
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16953
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17298
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15770
    Apr 03, 2021

ବିଶେଷ

  • ଏହି ଖାଦ୍ୟ ଖାଆନ୍ତୁ, ଚିକ୍ ଚିକ୍ କରିବ ତ୍ଵଚା

    14594
    Nov 19, 2025
  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

    14575
    Nov 17, 2025
  • ଏହି କାରଣରୁ ବିନ୍ଧିଥାଏ ଗୋଡ

    16174
    Nov 16, 2025
  • ଶୀତଦିନ ପାଇଁ ସୁପର୍ ଫୁଡ

    15191
    Nov 15, 2025
  • ଏହି ଦିନ ପାଦରେ ପିନ୍ଧନ୍ତୁ ଝୁଣ୍ଟିଆ

    14465
    Nov 13, 2025

ବାଣିଜ୍ୟ

ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ କର୍ପୋରେଟ ତାଲିମ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର: ହିଣ୍ଡାଲ୍‌କୋ ଇଣ୍ଡଷ୍ଟ୍ରିଜ ଲିମିଟେଡର ଏକ ୟୁନିଟ୍‌ ଆଦିତ୍ୟ ଆଲୁମିନିୟମ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ ୟୁଏନ୍‌ ଗ୍ଲୋବାଲ କମ୍ପାକ୍ଟ ନେଟୱର୍କ ଇଣ୍ଡିଆ (ୟୁଏନ୍‌ଜିସିଏନ୍& ...

  • ଓଡ଼ିଶାସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ ଏ .ଜେ.ଏସ୍‌.ଏ ଇଣ୍ଡିଆକୁ କପ୍‌ ୩୦ ସମ୍ମିଳନୀରେ ମିଳିଲା ବିଶ୍ୱସ୍ତରୀୟ ମାନ୍ୟତା

    14845
    Nov 15, 2025
  • ଭାରତର ଉଦୀୟମାନ ଆର୍ଥିକ ଅଭିବୃଦ୍ଧି କାହାଣୀକୁ କବଜା କରିବା ପାଇଁ ବଜାଜ୍ ଫିନସର୍ଭ ଆସେଟ୍ ମ୍ୟାନେଜମେଣ୍ଟ ଲିମିଟେଡ୍ ଆରମ୍ଭ କରିଛି ଏହାର ବ୍ୟାଙ୍କିଂ ଏବଂ ଆର୍ଥିକ ସେବା ପାଣ୍ଠି

    14725
    Nov 10, 2025
  • ଆମୱେର ହୃଦୟରେ ଭାରତ ରହିଛି: ପ୍ରେସିଡେଣ୍ଟ ଓ ସିଇଓ ମାଇକେଲ ନେଲ୍‌ସନ

    14316
    Oct 30, 2025
  • ଷ୍ଟାର୍ଟଅପ୍ ମାନ୍ଦା, ବନ୍ଦ ହୋଇଗଲାଣି ଅଧାରୁ ଅଧିକ

    13960
    Oct 27, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପୁଣି ଥରେ ପରିବର୍ତ୍ତନ ହେବ ଆଧାରକାର୍ଡର ରୂପ

    15472
    Nov 20, 2025
  • ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଜଳ ପରିଚାଳନା ଏବଂ ଜୈବ ବିବିଧତା ଉପରେ କର୍ପୋରେଟ ତାଲିମ କାର୍ଯ୍ୟକ୍ରମ ଆୟୋଜିତ

    14183
    Nov 20, 2025
  • ଉପମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିବେ ସମ୍ରାଟ ଚୌଧୁରୀ ଏବଂ ବିଜୟ ସିହ୍ନା

    13940
    Nov 19, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In