Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, April 19, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇଟାଲୀରେ ଦୁଇ ଭାରତୀୟଙ୍କୁ ଗୁଳି କରି ...

  • ହର୍ମୁଜ ପାରି ଉଦ୍ୟମ ବେଳେ ଦୁଇଟି ଜାହାଜ ...

  • ରାହୁଲ ଗାନ୍ଧୀଙ୍କ ବାସଭବନ ସାମ୍ନାରେ ...

  • ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ...

  • ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ...

  • ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ...

  • ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ...

  • ଇରାନରୁ ଖୁସି ଖବର, ଖୋଲିଲା ହର୍ମୁଜ୍ ...

  • ପିଲାଦିନର ସାଥୀଙ୍କୁ ଜୀବନସାଥୀ କଲେ ଜୁବିନ

  • ‘ବୋଉ ବୁଟୁ ଭୂତ’ ଓ ‘ଅନନ୍ତା’ ...

Home ›› ››ମମିତାଙ୍କ ପାଇଁ କଳା କୋଟ ପିନ୍ଧିବି: ନରସିଂହ ମିଶ୍ର

ମମିତାଙ୍କ ପାଇଁ କଳା କୋଟ ପିନ୍ଧିବି: ନରସିଂହ ମିଶ୍ର

2021-10-28 09:09:51
13805
Share:
Facebook
Twitter
E-Mail
WhatsApp
Telegram
ମମିତାଙ୍କ ପାଇଁ କଳା କୋଟ ପିନ୍ଧିବି: ନରସିଂହ ମିଶ୍ର

ଭୁବନେଶ୍ୱର: ଆଜି କଂଗ୍ରେସର କେନ୍ଦ୍ରୀୟ ନେତୃବୃନ୍ଦଙ୍କ ସହିତ ମୃତ ଶିକ୍ଷୟିତ୍ରୀ ମମିତା ମେହେରଙ୍କ ପରିବାର ଲୋକଙ୍କୁ ଭେଟିବା ପରେ ବରିଷ୍ଠ ନେତା ତଥା ବିଧାୟକ ନରସିଂହ ମିଶ୍ର ନିଜ ପ୍ରତିକ୍ରିୟା ରଖି କହିଛନ୍ତି ଯେ, ମୁଁ ମମିତା ମେହେରଙ୍କୁ ନ୍ୟାୟ ଦେବା ପାଇଁ କଳା କୋଟ ପିନ୍ଧିବି । ଏହା ସହିତ ସେ କହିଛନ୍ତି ଆଜି ଦ୍ୱିତୀୟ ଥର ପାଇଁ ପୀଡିତାଙ୍କ ପରିବାର ବର୍ଗ ସହିତ ଆମେ ସମସ୍ତେ ଆଲୋଚନା କଲେ । ଆମର ଏଆଇସିସି ନେତୃବୃନ୍ଦଙ୍କ ସହିତ ସ୍ଥାନୀୟ ନେତୃବୃନ୍ଦ ଆଲୋଚନାରେ ଉପସ୍ଥିତ ଥିଲେ । ସେ କହିଛନ୍ତି ମମିତା ନ୍ୟାୟ ପାଇବା ପାଇଁ ସେମାନଙ୍କୁ ଯାହା ସାହାଯ୍ୟ ସହଯୋଗ ଆବଶ୍ୟକ ତାହା କରାଯିବ ।

ନରସିଂହ କହିଛନ୍ତି, ଏହା ଏକ ବୀଭସô ହତ୍ୟାକାଣ୍ଡ । କେବଳ ଓଡିଶା ନୁହେଁ, ସାରା ଭାରତ ବର୍ଷରେ ବୋଧହୁଏ ଏହା ଏକ ବିରଳ ଘଟଣା । ଏହି ଘଟଣାରେ ଜଣକୁ ମାରି ଶରୀରକୁ ଖଣ୍ଡ ଖଣ୍ଡ କରି ପୋଡି ଦିଆଯାଇଛି । ସବୁଠୁ ଦୁର୍ଭାଗ୍ୟର କଥା ହେଉଛି ଏଫଆଇଆର ମଧ୍ୟ ବଦଳାଇବାକୁ ଚେଷ୍ଟା କରାଯାଇଛି । ଏଫଆଇଆର ପଢି ଲାଗୁନାହିଁ ଯେ, ପରିବାର ଲୋକେ ନିଜ ଇଚ୍ଛାରେ ସେହି ଏଫଆଇଆର ଲେଖିଛନ୍ତି ।
 ସେ ଆହୁରି ମଧ୍ୟ କହିଛନ୍ତି, ଡିଆଇଜି କହୁଛନ୍ତି ଯେ ତଦନ୍ତ ପ୍ରାୟ ସରିଗଲାଣି । ଆଉ ତଦନ୍ତର ଆବଶ୍ୟକତା ନାହିଁ । ତା’ମାନେ ୟା ପଛରେ ଯେଉଁମାନେ ଅଛନ୍ତି ଓ ଷଡଯନ୍ତ୍ର କରିଛନ୍ତି, ସେମାନଙ୍କ ବିରୋଧରେ ଆଉ ତଦନ୍ତ ହେବ ନାହିଁ । ଏହାକୁ ସେ ନିନ୍ଦା କରୁଛନ୍ତି ଓ ବର୍ତ୍ତମାନ ଗୃହମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ବହିଷ୍କାର କରନ୍ତୁ ବୋଲି ସେ ଦାବି କରିଛନ୍ତି ।

Powered by Froala Editor

Tags narasingh mishra

Related articles Odisha News Lens 4.1

  •  ହର୍ମୁଜ ପାରି ଉଦ୍ୟମ ବେଳେ ଦୁଇଟି ଜାହାଜ ଉପରେ ଗୁଳିମାଡ଼
    ଦେଶ-ଦେଶାନ୍ତର

    ହର୍ମୁଜ ପାରି ଉଦ୍ୟମ ବେଳେ ଦୁଇଟି ଜାହାଜ ଉପରେ ଗୁଳିମାଡ଼

    14752
    Apr 18, 2026
  • ଇଟାଲୀରେ ଦୁଇ ଭାରତୀୟଙ୍କୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଇଟାଲୀରେ ଦୁଇ ଭାରତୀୟଙ୍କୁ ଗୁଳି କରି ହତ୍ୟା

    14294
    Apr 19, 2026
  • ପିଲାଦିନର ସାଥୀଙ୍କୁ ଜୀବନସାଥୀ କଲେ ଜୁବିନ
    ମନୋରଞ୍ଜନ

    ପିଲାଦିନର ସାଥୀଙ୍କୁ ଜୀବନସାଥୀ କଲେ ଜୁବିନ

    15792
    Apr 18, 2026
  • ‘ବୋଉ ବୁଟୁ ଭୂତ’ ଓ ‘ଅନନ୍ତା’ ଚଳଚ୍ଚିତ୍ରକୁ ଇନ୍‌କା ଆୱାର୍ଡ
    ମନୋରଞ୍ଜନ

    ‘ବୋଉ ବୁଟୁ ଭୂତ’ ଓ ‘ଅନନ୍ତା’ ଚଳଚ୍ଚିତ୍ରକୁ ଇନ୍‌କା ଆୱାର୍ଡ

    15719
    Apr 18, 2026
  • ଇରାନରୁ ଖୁସି ଖବର, ଖୋଲିଲା ହର୍ମୁଜ୍ ପ୍ରଣାଳୀ
    ଦେଶ-ଦେଶାନ୍ତର

    ଇରାନରୁ ଖୁସି ଖବର, ଖୋଲିଲା ହର୍ମୁଜ୍ ପ୍ରଣାଳୀ

    15660
    Apr 18, 2026
  • ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ଶିକାର ହେଲେ ବିରାଟ
    ଦେଶ-ଦେଶାନ୍ତର

    ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ଶିକାର ହେଲେ ବିରାଟ

    15708
    Apr 18, 2026
  • ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ସରକାର
    ଦେଶ-ଦେଶାନ୍ତର

    ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ସରକାର

    15196
    Apr 18, 2026
  • ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର
    ଦେଶ-ଦେଶାନ୍ତର

    ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର

    14380
    Apr 18, 2026
  • ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ଶାସକ ଓ ବିରୋଧୀ ଦଳ ଦେଲେ ଏମିତି ପ୍ରତିକ୍ରିୟା
    ଦେଶ-ଦେଶାନ୍ତର

    ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ଶାସକ ଓ ବିରୋଧୀ ଦଳ ଦେଲେ ଏମିତି ପ୍ରତିକ୍ରିୟା

    15071
    Apr 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀଙ୍କ ବାସଭବନ ସାମ୍ନାରେ ବିକ୍ଷୋଭ ପ୍ରଦର୍ଶନ ସହ କୁଶପୁତ୍ତଳିକା ଦାହ କଲା ମହିଳା ମୋର୍ଚ୍ଚା

    13512
    Apr 18, 2026
  • ଦେଶ-ଦେଶାନ୍ତର

    ଇଟାଲୀରେ ଦୁଇ ଭାରତୀୟଙ୍କୁ ଗୁଳି କରି ହତ୍ୟା

    14294
    Apr 19, 2026
  • ଦେଶ-ଦେଶାନ୍ତର

    ହର୍ମୁଜ ପାରି ଉଦ୍ୟମ ବେଳେ ଦୁଇଟି ଜାହାଜ ଉପରେ ଗୁଳିମାଡ଼

    14752
    Apr 18, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17424
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17478
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17835
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16307
    Apr 03, 2021

ବିଶେଷ

  • ଅସ୍ଥି ମଜଭୁତ କରେ ଖଜୁରି

    15982
    Apr 16, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15796
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16153
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14772
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15746
    Apr 09, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15343
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15074
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15576
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13873
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରାହୁଲ ଗାନ୍ଧୀଙ୍କ ବାସଭବନ ସାମ୍ନାରେ ବିକ୍ଷୋଭ ପ୍ରଦର୍ଶନ ସହ କୁଶପୁତ୍ତଳିକା ଦାହ କଲା ମହିଳା ମୋର୍ଚ୍ଚା

    13512
    Apr 18, 2026
  • ଇରାନରୁ ଖୁସି ଖବର, ଖୋଲିଲା ହର୍ମୁଜ୍ ପ୍ରଣାଳୀ

    15660
    Apr 18, 2026
  • ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର

    14380
    Apr 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In