Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, May 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ...

  • ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ

  • ଜୁନ୍ ୧ ରୁ ମହିଳାମାନେ ପାଇବେ ୩,୦୦୦ ଟଙ୍କା

  • ନାବାଳିକା ଦୁଷ୍କର୍ମ ମାମଲା : ପ୍ରେସମିଟରେ ...

  • ୪୨ ଜଣ ବରଙ୍କୁ ଠକିଦେଲେ ମଧ୍ୟସ୍ଥି, ...

  • ୮୦ ବର୍ଷର ଜଟିଳ ଗଣିତ ସମାଧାନ କଲା ...

  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ...

  • କକ୍ରୋଚ ଜନତା ପାର୍ଟିକୁ ସମର୍ଥନ ଜଣାଇଲେ ...

  • ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ...

  • ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ...

Home ›› ››ମୋଦିଙ୍କ ୟୁରୋପ ଗସ୍ତର ଆଜି ଦ୍ୱିତୀୟ ଦିନ, ରହିଛି ଏହି କାର୍ଯ୍ୟକ୍ରମ

ମୋଦିଙ୍କ ୟୁରୋପ ଗସ୍ତର ଆଜି ଦ୍ୱିତୀୟ ଦିନ, ରହିଛି ଏହି କାର୍ଯ୍ୟକ୍ରମ

2021-10-30 04:13:46
13783
Share:
Facebook
Twitter
E-Mail
WhatsApp
Telegram
ମୋଦିଙ୍କ ୟୁରୋପ ଗସ୍ତର ଆଜି ଦ୍ୱିତୀୟ ଦିନ, ରହିଛି ଏହି କାର୍ଯ୍ୟକ୍ରମ


 ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୫ ଦିନିଆ ୟୁରୋପ ଗସ୍ତର ଆଜି ଦ୍ୱିତୀୟ ଦିନ  । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଣ୍ଡୋନେସିଆର ରାଷ୍ଟ୍ରପତି ଜୋକୋ ୱିଡୋଡୋ ଏବଂ ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲି ହୋସେନ ଲଙ୍ଗଙ୍କ ସହ ଭେଟି ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି ।  ଏହାସହ ପ୍ରଧାନମନ୍ତ୍ରୀ ମୋଦି ଏବଂ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି । ଦୁଇ ରାଷ୍ଟ୍ରନେତାଙ୍କ ମଧ୍ୟରେ ହେବାକୁ ଥିବା ଏହି ଆଲୋଚନା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ହେବାକୁ ଯାଉଛି  । ଅଷ୍ଟ୍ରେଲିଆ, ବ୍ରିଟେନ ଏବଂ ଆମେରିକା “ଅକସ” ଗଠନ କରିବା ପରେ ଭାରତ ଏବଂ ଫ୍ରାନ୍ସ ରାଷ୍ଟ୍ର ମୁଖ୍ୟଙ୍କ ମଧ୍ୟରେ ଏହା ପ୍ରଥମ ସାମ୍ନାସାମ୍ନି ଆଲୋଚନା  ।

 ସୂଚନା ଅନୁସାରେ ଦିନ ୧୧ଟା ୩୫ରେ ଭାଟିକାନ ଗସ୍ତରେ ବାହାରିବେ ପ୍ରଧାନମନ୍ତ୍ରୀ  । ଦିନ ୧୨ଟାରେ ପୋପ ଫ୍ରାନ୍ସିକୋଙ୍କ ଆଲୋଚନା କରିବେ  ।
ଏହାପରେ ଭାଟିକାନର ସେକ୍ରେଟାରୀ ଅଫ ଷ୍ଟେଟଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନାରା କାର୍ଯ୍ୟକ୍ରମ ରହିଛି  । ସେହିପରି ଅପରାହ୍ମ ୩ଟା ୧୫ରୁ ୫ଟା ୩୦ ପର୍ଯ୍ୟନ୍ତ  ‘ବିଶ୍ୱ ଅର୍ଥନୀତି ଏବଂ ବିଶ୍ୱ ସ୍ୱାସ୍ଥ୍ୟ’ ଶୀର୍ଷକ ଜି-୨୦ ଶିଖର ସମ୍ମିଳନୀର ପ୍ରଥମ ଅଧିବେଶନରେ ଯୋଗ ଦେବେ । ଏହାପରେ ୫ଟା ୩୫ରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କ ସହ ଆଲୋଚନା କରିବାର କାର୍ଯ୍ୟକୟମ ରହିଛି ।

Powered by Froala Editor

Tags Narendra modi

Related articles Odisha News Lens 4.1

  • ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ଓ ଭାତ
    ଦେଶ-ଦେଶାନ୍ତର

    ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ଓ ଭାତ

    14793
    May 26, 2026
  • ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ବିମାନ ଆକ୍ରମଣ
    ଦେଶ-ଦେଶାନ୍ତର

    ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ବିମାନ ଆକ୍ରମଣ

    14703
    May 27, 2026
  • ୮୦ ବର୍ଷର ଜଟିଳ ଗଣିତ ସମାଧାନ କଲା ଚାଟ୍‌ଜିପିଟି
    ଦେଶ-ଦେଶାନ୍ତର

    ୮୦ ବର୍ଷର ଜଟିଳ ଗଣିତ ସମାଧାନ କଲା ଚାଟ୍‌ଜିପିଟି

    13686
    May 27, 2026
  • ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ
    ଦେଶ-ଦେଶାନ୍ତର

    ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ

    15150
    May 27, 2026
  • ନାବାଳିକା ଦୁଷ୍କର୍ମ ମାମଲା : ପ୍ରେସମିଟରେ ହସି ୩ IPS ସସପେଣ୍ଡ
    ଦେଶ-ଦେଶାନ୍ତର

    ନାବାଳିକା ଦୁଷ୍କର୍ମ ମାମଲା : ପ୍ରେସମିଟରେ ହସି ୩ IPS ସସପେଣ୍ଡ

    13528
    May 27, 2026
  • ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ
    ଦେଶ-ଦେଶାନ୍ତର

    ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ

    13544
    May 26, 2026
  •  ଜୁନ୍ ୧ ରୁ ମହିଳାମାନେ ପାଇବେ ୩,୦୦୦ ଟଙ୍କା
    ଦେଶ-ଦେଶାନ୍ତର

    ଜୁନ୍ ୧ ରୁ ମହିଳାମାନେ ପାଇବେ ୩,୦୦୦ ଟଙ୍କା

    14998
    May 27, 2026
  • ୪୨ ଜଣ ବରଙ୍କୁ ଠକିଦେଲେ ମଧ୍ୟସ୍ଥି, ଅପେକ୍ଷା କରି କରି ଫେରିଲେ
    ଦେଶ-ଦେଶାନ୍ତର

    ୪୨ ଜଣ ବରଙ୍କୁ ଠକିଦେଲେ ମଧ୍ୟସ୍ଥି, ଅପେକ୍ଷା କରି କରି ଫେରିଲେ

    15240
    May 27, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ
    ବିଶେଷ

    ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    14754
    May 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜୁନ୍ ୧ ରୁ ମହିଳାମାନେ ପାଇବେ ୩,୦୦୦ ଟଙ୍କା

    14998
    May 27, 2026
  • ଦେଶ-ଦେଶାନ୍ତର

    ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ

    13544
    May 26, 2026
  • ଦେଶ-ଦେଶାନ୍ତର

    ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ଓ ଭାତ

    14793
    May 26, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16884
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17505
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17552
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17934
    Sep 06, 2023

ବିଶେଷ

  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    14754
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14686
    May 26, 2026
  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15751
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    15040
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14451
    May 20, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15426
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15168
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15658
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13994
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୮୦ ବର୍ଷର ଜଟିଳ ଗଣିତ ସମାଧାନ କଲା ଚାଟ୍‌ଜିପିଟି

    13686
    May 27, 2026
  • ୪୨ ଜଣ ବରଙ୍କୁ ଠକିଦେଲେ ମଧ୍ୟସ୍ଥି, ଅପେକ୍ଷା କରି କରି ଫେରିଲେ

    15240
    May 27, 2026
  • ଜୁନ୍ ୧ ରୁ ମହିଳାମାନେ ପାଇବେ ୩,୦୦୦ ଟଙ୍କା

    14998
    May 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In