Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, March 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

  • ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ...

  • ଲକଡାଉନ ଗୁଜବର ଜବାବ ଦେଲେ ନିର୍ମଳା ...

  • ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ...

  • ସୋସିଆଲ ମିଡିଆ ବ୍ୟବହାର ପାଇଁ ...

  • ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ...

  • ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ...

  • ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା

  • ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ...

  • ପେଟ୍ରୋଲ୍‌ ଦାମ୍‌ ୫ ଟଙ୍କା ବଢ଼ାଇଲା ...

Home ›› ››ପ୍ରତିଶୋଧର ନିଆଁ: ବିଷ ଦେଇ ୫୮ ଗାଇଙ୍କୁ ମାରିଦେଲା ଯୁବକ

ପ୍ରତିଶୋଧର ନିଆଁ: ବିଷ ଦେଇ ୫୮ ଗାଇଙ୍କୁ ମାରିଦେଲା ଯୁବକ

2021-10-30 19:18:27
14539
Share:
Facebook
Twitter
E-Mail
WhatsApp
Telegram
ପ୍ରତିଶୋଧର ନିଆଁ: ବିଷ ଦେଇ  ୫୮ ଗାଇଙ୍କୁ ମାରିଦେଲା ଯୁବକ

ପ୍ରତିଶୋଧ ପୂରଣ ପାଇଁ ୫୮ଟି ଗାଈକୁ ବିଷ ଦେଇ ହତ୍ୟା କରିଛି ଜଣେ ମାନସିକ ବିକୃତ ଯୁବକ । ଏପରି ଅଭାବନୀୟ ଘଟଣା ନୋଏଡା ଥାନା ଅନ୍ତର୍ଗତ ସୁରଜପୁର ଅଞ୍ଚଳ ଖୋଦନା ଖୁର୍ଦ ଗାଁରେ ଘଟିଛି। ଅଭିଯୁକ୍ତ ଜଣକ ପୂର୍ବରୁ ଏଠାରେ କାମ କରୁଥିଲା। କାମରୁ ବାହାର କରି ଦିଆଯିବାରୁ ପ୍ରତିଶୋଧ ପରାୟଣ ହୋଇ ବିଷ ଦେଇ ଗାଈଙ୍କୁ ହତ୍ୟା କରିଥିବା ପୋଲିସ ଅଧିକାରୀ କହିଛନ୍ତି।

ପୋଲିସ କମିଶନରଙ୍କ ମୁଖପାତ୍ର ଆଲୋକ ସିଂହ କହିଛନ୍ତି, ଖୋଦନା ଖୁର୍ଦ ଗାଁରେ ରହୁଥିବା ଓମବୀର ନାଗରଙ୍କ ଗୋଶାଳା ରହିଛି। ଏଠାରେ ବହୁ ସଂଖ୍ୟାରେ ଗାଈ ରହିଛନ୍ତି। ହେଲେ ଓମବୀର ନାଗରଙ୍କ ୫୮ ଗାଈ ପାଞ୍ଚ ଦିନ ଭିତରେ ସନ୍ଦିଗ୍ଧ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହା ପରେ ସେ ଥାନାରେ ଅଭିଯୋଗ କରିଥିଲେ। ଯେତେବେଳେ ପୁଲିସ ପ୍ରାଣୀ ଚିକିତ୍ସକଙ୍କ ଏକ ଟିମକୁ ଡାକି ଏହାର ଅନୁସନ୍ଧାନ କଲା, ସେତେବେଳେ ବିଷଜନିତ କ୍ରିୟାରୁ ଗାଈମାନଙ୍କର ମୃତ୍ୟୁ ହୋଇଥିବା ଜଣାପଡିଥିଲା। ଏହା ପରେ ପୁଲିସ ଏହି ଘଟଣାର ଅନୁସନ୍ଧାନ କରିଥିଲା । ଆଉ ଆଜି ଫାର୍ମର ଜଣେ ପୂର୍ବତନ କର୍ମଚାରୀ ଧର୍ମେନ୍ଦ୍ରଙ୍କୁ ସନ୍ଦେହରେ ଅଟକ ରଖି ପଚରାଉଚୁରା କରିଥିଲା । ପଚରାଉଚରା ବେଳେ ପୁଲିସ ଜାଣିବାକୁ ପାଇଲା ଯେ ଧର୍ମେନ୍ଦ୍ର ସବୁବେଳେ ନିଶା ସେବନ କରନ୍ତି, ଯେଉଁଥିପାଇଁ ତାଙ୍କୁ ଫାର୍ମରୁ କାଢି ଦିଆଯାଇଥିଲା | ଏଥିରେ ରାଗିଯାଇ ସେ ପାଣିରେ ବିଷ ମିଶାଇଦେଇଥିଲେ, ଯାହାକୁ ପିଇ ୫୮ ଗାଈଙ୍କ ପାଞ୍ଚ ଦିନ ଭିତରେ ମୃତ୍ୟୁ ଘଟିଛି। 

Powered by Froala Editor

Tags revange

Related articles Odisha News Lens 4.1

  • ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା
    ଦେଶ-ଦେଶାନ୍ତର

    ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା

    13938
    Mar 26, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା
    ବିଶେଷ

    ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    14684
    Mar 27, 2026
  • ଲକଡାଉନ ଗୁଜବର ଜବାବ ଦେଲେ ନିର୍ମଳା ସୀତାରମଣ, କହିଲେ ଏହା....
    ଦେଶ-ଦେଶାନ୍ତର

    ଲକଡାଉନ ଗୁଜବର ଜବାବ ଦେଲେ ନିର୍ମଳା ସୀତାରମଣ, କହିଲେ ଏହା....

    13960
    Mar 27, 2026
  • ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ

    14252
    Mar 26, 2026
  • ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ
    ଦେଶ-ଦେଶାନ୍ତର

    ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ

    14440
    Mar 27, 2026
  • ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ବାଲେନ ଶାହ
    ଦେଶ-ଦେଶାନ୍ତର

    ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ବାଲେନ ଶାହ

    13572
    Mar 27, 2026
  • ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା
    ଦେଶ-ଦେଶାନ୍ତର

    ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା

    15132
    Mar 26, 2026
  • ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି
    ଦେଶ-ଦେଶାନ୍ତର

    ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି

    15057
    Mar 26, 2026
  • ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ମହଙ୍ଗା ହେବ
    ଦେଶ-ଦେଶାନ୍ତର

    ଜ୍ୱର, ମୁଣ୍ଡବିନ୍ଧା, ଆଣ୍ଟିବାୟୋଟିକ ମହଙ୍ଗା ହେବ

    14244
    Mar 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ବାଲେନ ଶାହ

    13572
    Mar 27, 2026
  • ବିଶେଷ

    ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    14684
    Mar 27, 2026
  • ଦେଶ-ଦେଶାନ୍ତର

    ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି

    15057
    Mar 26, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17386
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17450
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17798
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16270
    Apr 03, 2021

ବିଶେଷ

  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    14684
    Mar 27, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15126
    Mar 25, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    14993
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13977
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    15128
    Mar 20, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15020
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15528
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13828
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14268
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ

    14440
    Mar 27, 2026
  • ବୀର ଯୋଦ୍ଧାଙ୍କ ପାଇଁ ରେଳବାଇର ବଡ଼ ଘୋଷଣା

    13938
    Mar 26, 2026
  • ଟ୍ରାଭେଲ୍ସ ବସ୍‌ - ଟିପ୍ପର ଟ୍ରକ ଧକ୍କା, ୧୩ ଜୀବନ୍ତ ଦଗ୍ଧ

    14252
    Mar 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In