Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, April 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ...

  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ...

  • ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ...

  • ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ

  • ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ

  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ...

  • ଠକାମୀ କରି ଆସନ କବଜା କରିବାକୁ ଯୋଜନା ...

  • ୧୬ ରୁ ୧୮ ପର୍ଯ୍ୟନ୍ତ ସମସ୍ତ ସାଂସଦ ଗୃହରେ ...

  • ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ...

  • ଲଦାଖକୁ ମିଳିଲା ସ୍ବତନ୍ତ୍ର ଆଧାର ପରିଚୟ

Home ›› ››ଗୋଟିଏ ଟିକାର ବିଭିନ୍ନ ଦାମ ନେଇ ପ୍ରଧାନମନ୍ତ୍ରୀଙ୍କୁ ପ୍ରଶ୍ନ କଲେ ସୋନିଆ

ଗୋଟିଏ ଟିକାର ବିଭିନ୍ନ ଦାମ ନେଇ ପ୍ରଧାନମନ୍ତ୍ରୀଙ୍କୁ ପ୍ରଶ୍ନ କଲେ ସୋନିଆ

2021-04-22 11:11:25
14052
Share:
Facebook
Twitter
E-Mail
WhatsApp
Telegram
ଗୋଟିଏ ଟିକାର ବିଭିନ୍ନ ଦାମ ନେଇ ପ୍ରଧାନମନ୍ତ୍ରୀଙ୍କୁ ପ୍ରଶ୍ନ କଲେ ସୋନିଆ

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ଆପତି ଜଣାଇଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ । ସୋନିଆ ଗାନ୍ଧୀ ପତ୍ର ଲେଖି କେନ୍ଦ୍ର ସରକାରଙ୍କୁ ଭ୍ୟାକସିନ୍ ପଲିସି ଉପରେ ପ୍ରଶ୍ନ ପଚାରିଛନ୍ତି। ପ୍ରଧାନମନ୍ତ୍ରୀଙ୍କୁ ସୋନିଆ ଗାନ୍ଧୀ ଲେଖିଥିବା ଚିିଠିରେ ଗୋଟିଏ ଟିକାର ବିଭିନ୍ନ ଦାମ ନେଇ ପ୍ରଶ୍ନ ପଚରାଯାଇଛି । ସୋନିଆ ଗାନ୍ଧୀ ତାଙ୍କ ଚିଠିରେ କହିଛନ୍ତି କି , ଯେତେବେଳେ ହସ୍ପିଟାଲରେ ବେଡର ଅଭାବ, ଅକ୍ସିଜେନର ଅଭାବ ସେତେବେଳେ ସରକାର ଲାଭଖୋର ମନୋଭାବ ପୋଷଣ କରୁଛନ୍ତି । କରୋନା ଟିକାର ନୂଆ ନୀତି ଜରିଆରେ କେନ୍ଦ୍ର ସରକାର ୧୮ରୁ ୪୫ ବର୍ଷର ଲୋକଙ୍କୁ ମାଗଣାରେ ଟିକା ଉପଲବ୍ଧ କରିବାର ଦାୟିତ୍ବ ପଛରେ ଛାଡି ଦେଇଛନ୍ତି। କିଛିଦିନ ତଳେ କୋଭିସିଲ୍ଡ ଟିକାକୁ ନେଇ ସେରମ୍ ଇନଷ୍ଟିଚ୍ୟୁଟ୍ ଦର ଧାର୍ଯ୍ୟ କରିଥିଲେ । କୋଭିସିଲ୍ଡ ଟିକାର ଗୋଟିଏ ଡୋଜ ପାଇଁ କେନ୍ଦ୍ର ସରକାରଙ୍କୁ ୧୫୦ ଟଙ୍କା, ରାଜ୍ୟ ସରକାରଙ୍କୁ ୪୦୦ ଟଙ୍କା ଓ ଘରୋଇ ହସ୍ପିଟାଲ ୬୦୦ ଟଙ୍କ ଦେବାକୁ ହେବ ବୋଲି ସେରମ ଇନଷ୍ଟିଚ୍ୟୁଟ୍ ପକ୍ଷରୁ କୁହାଯାଇଛି । ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଲେଖିଥିବା ଚିଠିରେ ସୋନିଆ ପ୍ରଶ୍ନ ପଚାରିଛନ୍ତି ଯେ, ଭ୍ୟାକସିନ୍‌ର ଅଧିକ ଦାମ୍‌ ଦ୍ବାରା ରାଜ୍ୟ ସରକାରଙ୍କ ଉପରେ ଚାପ ବଢିବ ଓ ସାଧାରଣ ଲୋକଙ୍କୁ ଭ୍ୟାକସିନ୍ ପାଇଁ ଅଧିକ ଟଙ୍କା ଦେବାକୁ ହେବ। ଏଭଳି ସ୍ଥିତିରେ ଭ୍ୟାକସିନ୍ ନିର୍ମାତା କମ୍ପାନୀ ୩ ପ୍ରକାର ରେଟ୍ କିଭଳି ଧାର୍ଯ୍ୟ କରିପାରିବ? କଂଗ୍ରେସ ପୂର୍ବରୁ ଦାବି କରିଛି, ଏହି ନୀତିର ପୁନଃମୂଲ୍ୟାଙ୍କନ କରାଯାଉ। କେନ୍ଦ୍ର ସରକାର ତୁରନ୍ତ ଏହି ମାମଲାରେ ହସ୍ତକ୍ଷେପ କରନ୍ତୁ ଓ ଭୁଲ ନିଷ୍ପତ୍ତିକୁ ବଦଳାନ୍ତୁ ବୋଲି ଚିଠି ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ସୋନିଆ ଗାନ୍ଧୀ ।

Powered by Froala Editor

Tags sonia gandhi , narendra modi

Related articles Odisha News Lens 4.1

  •  ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ
    ଦେଶ-ଦେଶାନ୍ତର

    ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ

    13264
    Apr 13, 2026
  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ
    ଦେଶ-ଦେଶାନ୍ତର

    ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ

    13953
    Apr 13, 2026
  • ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ
    ଦେଶ-ଦେଶାନ୍ତର

    ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ

    14329
    Apr 13, 2026
  • ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ଦେଶବାସୀଙ୍କୁ ସମ୍ବୋଧିତ କରି ମୋଦୀ କହିଲେ ଏହା
    ଦେଶ-ଦେଶାନ୍ତର

    ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ଦେଶବାସୀଙ୍କୁ ସମ୍ବୋଧିତ କରି ମୋଦୀ କହିଲେ ଏହା

    13905
    Apr 13, 2026
  • ୧୬ ରୁ ୧୮ ପର୍ଯ୍ୟନ୍ତ ସମସ୍ତ ସାଂସଦ ଗୃହରେ ରହିବା ବାଧ୍ୟତାମୂଳକ
    ଦେଶ-ଦେଶାନ୍ତର

    ୧୬ ରୁ ୧୮ ପର୍ଯ୍ୟନ୍ତ ସମସ୍ତ ସାଂସଦ ଗୃହରେ ରହିବା ବାଧ୍ୟତାମୂଳକ

    14723
    Apr 12, 2026
  • ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସ୍‌ଲେ
    ଦେଶ-ଦେଶାନ୍ତର

    ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସ୍‌ଲେ

    14298
    Apr 12, 2026
  • ଲଦାଖକୁ ମିଳିଲା ସ୍ବତନ୍ତ୍ର ଆଧାର ପରିଚୟ
    ଦେଶ-ଦେଶାନ୍ତର

    ଲଦାଖକୁ ମିଳିଲା ସ୍ବତନ୍ତ୍ର ଆଧାର ପରିଚୟ

    14201
    Apr 12, 2026
  •  ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ
    ବିଶେଷ

    ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    14760
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି
    ବିଶେଷ

    ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    15484
    Apr 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ଦେଶବାସୀଙ୍କୁ ସମ୍ବୋଧିତ କରି ମୋଦୀ କହିଲେ ଏହା

    13905
    Apr 13, 2026
  • ଦେଶ-ଦେଶାନ୍ତର

    ଠକାମୀ କରି ଆସନ କବଜା କରିବାକୁ ଯୋଜନା କରୁଛି: ବିଜେପି

    14423
    Apr 12, 2026
  • ବିଶେଷ

    ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    15484
    Apr 12, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17414
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17471
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17825
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16299
    Apr 03, 2021

ବିଶେଷ

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    14760
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    15484
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14558
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15595
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    14447
    Apr 08, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15328
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15058
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15561
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13857
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ଦେଶବାସୀଙ୍କୁ ସମ୍ବୋଧିତ କରି ମୋଦୀ କହିଲେ ଏହା

    13905
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    15484
    Apr 12, 2026
  • ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ

    13264
    Apr 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In