Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, May 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ...

  • ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ...

  • ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ...

  • ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ ...

  • ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ...

  • CUET UG 2026 ପରୀକ୍ଷା ସ୍ଥଗିତ

  • ୧୦ ଦିନରେ ପୁଣି ପେଟ୍ରୋଲ-ଡିଜେଲ୍ ଦର ...

  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ...

  • ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ...

  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ...

ଖେଳ ଖବର
Home ›› ଖେଳ ଖବର ››ନୈରାଶ୍ୟଜନକ: ନ୍ୟୁଜିଲାଣ୍ଡଠୁ ହାରିଲା ଭାରତ

ନୈରାଶ୍ୟଜନକ: ନ୍ୟୁଜିଲାଣ୍ଡଠୁ ହାରିଲା ଭାରତ

2021-10-31 20:10:22
22244
Share:
Facebook
Twitter
E-Mail
WhatsApp
Telegram
ନୈରାଶ୍ୟଜନକ: ନ୍ୟୁଜିଲାଣ୍ଡଠୁ ହାରିଲା ଭାରତ

ଆଇସିସି ଦ୍ୱାରା ପରିଚାଳିତ ଟି-୨୦ ପୁରୁଷ ବିଶ୍ୱକପ୍‌ର ମୁକାବିଲାରେ ନ୍ୟୁଜିଲାଣ୍ଡ ୮ ୱିକେଟ୍‌ରେ ରବିବାର ଭାରତକୁ ପରାସ୍ତ କରିଛି। ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ୍‌ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଟସ୍‌ ଜିଣି ନ୍ୟୁଜିଲାଣ୍ଡ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେବା ପରେ କୋହଲିଙ୍କ ନେତୃତ୍ୱରେ ଟିମ୍‌ ଇଣ୍ଡିଆ ବ୍ୟାଟିଂ କରିଥିଲା। ତେବେ ଆରମ୍ଭରୁ ହିଁ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ଭାରତ ୨୦ ଓଭରରେ ୭ଟି ୱିକେଟ୍‌ ହରାଇ ୧୧୦ ରନ୍‌ କରିଥିଲା। ଫଳରେ ନ୍ୟୁଜିଲାଣ୍ଡକୁ ୧୧୧ ରନ୍‌ ବିଜୟ ଲକ୍ଷ୍ୟ ମିଳିଥିଲା। ଏହାକୁ ନ୍ୟୁଜିଲାଣ୍ଡ ୧୪.୩ ଓଭରରେ ୨ଟି ୱିକେଟ ହରାଇ ହାସଲ କରିଛି।

ଓପନର ଇଶାନ କିଶାନ ୪ ରନ୍ କରି ଆଉଟ୍ ହୋଇଥିବାବେଳେ ଲୋକେଶ୍ ରାହୁଲ ୧୮ ରନ୍ କରି ଆଉଟ୍ ହୋଇଥିଲେ । ସେହିଭଳି ରୋହିତ ଶର୍ମା ୧୪ ରନ୍, ବିରାଟ କୋହଲି ୯ ରନ୍, ହାର୍ଦିକ ପାଣ୍ଡ୍ୟା ୨୩ ରନ୍ ଓ ରିସଭ ପନ୍ଥ ୧୨ ରନ୍ କରି ଆଉଟ୍ ହୋଇଥିଲେ । ୧୧୧ ରନକୁ ପିଛା କରି ଦୁଇ ଓ୍ବିକେଟ୍ ହରାଇ ଲକ୍ଷ୍ୟ ହାସଲ କରି ନେଇଥିଲା ନ୍ୟୁଜିଲାଣ୍ଡ । ଡେରି ମିଚେଲ୍ ସର୍ବାଧିକ ୪୯ ରନ୍ କରିଥିବାବେଳେ ଅଧିନାୟକ ଓ୍ବିଲିୟମସନ୍ ୩୩ ରନ୍ କରିଥିଲେ ।

ନିର୍ଦ୍ଧାରିତ ୨୦ ଓଭରରେ ଭାରତୀୟ ଟିମ ୭ ୱିକେଟ ହରାଇବା ସହ ୧୧୦ ରନ ସଂଗ୍ରହ କରିବାରେ ସଫଳ ହୋଇଥିଲା । ସେପଟେ ଦ୍ୱିତୀୟ ଇଂନିସରେ ବ୍ୟାଟି ଗ୍ରାଉଣ୍ଡକୁ ଓହ୍ଲାଇଥିବା ନ୍ୟୁଜିଲ୍ୟାଣ୍ଡ ଟିମ ଆରମ୍ଭରୁ ଦମଦାର ପ୍ରଦର୍ଶନ କରିଥିଲା । ଦଳ ୧୪ ଓଭର ମଧ୍ୟରେ ୧୧୧ ରନ କରି ବିଜୟୀ ହୋଇଛି । ଏହି ମ୍ୟାଚରେ ପରାଜୟ ପରେ ଭାରତର ସେମିଫାଇନାଲ୍ ଆଶା ମଉଳିବାରେ ଲାଗିଛି । ସୂଚନାଯୋଗ୍ୟ, ଭାରତ ଗତ ୨୪ ତାରିଖରେ ପାକିସ୍ତାନ ଠାରୁ ୧୦ ୱିକେଟ୍‌ରେ ପରାସ୍ତ ହୋଇଥିଲା।

Powered by Froala Editor

Tags ind-t 20

Related articles Odisha News Lens 4.1

  • ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ସୁପ୍ରିମକୋର୍ଟ

    13298
    May 25, 2026
  • ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ କାକୋଲି
    ରାଜନୀତି

    ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ କାକୋଲି

    14524
    May 25, 2026
  •  ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ନିକଟରେ ଗୁଳିକାଣ୍ଡ
    ଦେଶ-ଦେଶାନ୍ତର

    ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ନିକଟରେ ଗୁଳିକାଣ୍ଡ

    14510
    May 25, 2026
  • ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ...
    ଦେଶ-ଦେଶାନ୍ତର

    ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ...

    14938
    May 24, 2026
  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ...
    ଦେଶ-ଦେଶାନ୍ତର

    ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ...

    15605
    May 24, 2026
  • ୧୦ ଦିନରେ ପୁଣି ପେଟ୍ରୋଲ-ଡିଜେଲ୍ ଦର ବଢିଲା
    ଦେଶ-ଦେଶାନ୍ତର

    ୧୦ ଦିନରେ ପୁଣି ପେଟ୍ରୋଲ-ଡିଜେଲ୍ ଦର ବଢିଲା

    14482
    May 25, 2026
  • ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ

    14738
    May 25, 2026
  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ
    ଦେଶ-ଦେଶାନ୍ତର

    ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ

    15058
    May 24, 2026
  • CUET UG 2026 ପରୀକ୍ଷା ସ୍ଥଗିତ
    ଦେଶ-ଦେଶାନ୍ତର

    CUET UG 2026 ପରୀକ୍ଷା ସ୍ଥଗିତ

    14780
    May 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ

    14738
    May 25, 2026
  • ଦେଶ-ଦେଶାନ୍ତର

    ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ଆହତ

    14938
    May 24, 2026
  • ଦେଶ-ଦେଶାନ୍ତର

    ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ପରାମର୍ଶ

    15605
    May 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16877
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17497
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17543
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17928
    Sep 06, 2023

ବିଶେଷ

  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15512
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14983
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14394
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14519
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15580
    May 17, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15420
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15161
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15651
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13985
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ କାକୋଲି

    14524
    May 25, 2026
  • ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ନେଉଛି ବୋହୂ

    15031
    May 25, 2026
  • ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ଆହତ

    14938
    May 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In