Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, July 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ...

  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ...

  • ଆଜିଠୁ ଆରମ୍ଭ ହୋଇଛି ସଂସଦର ମୌସୁମି ...

  • ତ୍ରିପୁରା ଡିଜିପିଙ୍କ ଅଫିସ କ୍ୟାବିନରୁ ...

  • ମୌସୁମୀ ଅଧିବେଶନର ପୂର୍ବରୁ ଦେଶବାସୀଙ୍କୁ ...

  • ପେରୁରେ ୫.୧ ତୀବ୍ରତାର ଭୂମିକମ୍ପ, ୫ ଜଣଙ୍କ ...

  • ୱିଲିୟମ ଇଶ୍ମାଏଲଙ୍କୁ ବିବାହ କଲେ ଜେନିଫର

  • ନାଗାଲାଣ୍ଡରେ ଭୂସ୍ଖଳନ, ୮ ମୃତ

  • ଲାଞ୍ଚ ନେବା ଅଭିଯୋଗ : ୭ ଜଣ ଅଧିକାରୀ ...

  • କାମ କରିବା ବନ୍ଦ କରିଦେଲା ଫେସବୁକ

ରାଜ୍ୟ
Home ›› ରାଜ୍ୟ ››ଆଜିଠୁ ୟୁଜି ପ୍ରଥମବର୍ଷ ଶ୍ରେଣୀଗୃହ ପାଠପଢା

ଆଜିଠୁ ୟୁଜି ପ୍ରଥମବର୍ଷ ଶ୍ରେଣୀଗୃହ ପାଠପଢା

2021-11-01 05:33:54
13588
Share:
Facebook
Twitter
E-Mail
WhatsApp
Telegram
ଆଜିଠୁ ୟୁଜି ପ୍ରଥମବର୍ଷ ଶ୍ରେଣୀଗୃହ ପାଠପଢା


ଭୁବନେଶ୍ବର: ରାଜ୍ୟରେ ଧିରେ ଧିରେ କୋରୋନା ସ୍ଥିତିରେ ସୁଧାର ଆସୁଛି । ଫଳରେ ପର୍ୟ୍ୟାୟକ୍ରମେ ଶିକ୍ଷାନୁଷ୍ଠାନ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଅନଲାଇନ ପାଠପଢା ପରିବର୍ତ୍ତେ ଅଫଲାଇନ ପାଠପଢା ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛି ଶିକ୍ଷା ବିଭାଗ  । ଏହି ପରିପ୍ରେକ୍ଷୀରେ ଆଜିଠୁ  ୟୁଜି (ସ୍ନାତ୍ତକ) ପ୍ରଥମ ବର୍ଷ ପିଲାଙ୍କ ଶ୍ରେଣୀଗୃହ ପାଠପଢା ଆରମ୍ଭ ହେବ । କୋରୋନା କଟକଣା ପାଳନ କରିବାକୁ ସମସ୍ତ ଶିକ୍ଷାନୁଷ୍ଠାନକୁ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଛନ୍ତି ।

ୟୁଜି ପିଲାଙ୍କ ଶ୍ରେଣୀଗୃହ ପାଠପଢା ନେଇ ଅକ୍ଟୋବର ୨୭ ତାରିଖରେ ସମସ୍ତ ବିଶ୍ବବିଦ୍ୟାଳୟର କୁଳପତି ଓ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି ଉଚ୍ଚଶିକ୍ଷା ସଚିବ ଶାଶ୍ବତ ମିଶ୍ର । ୟୁଜିରେ ନୂଆକରି ନାମ ଲେଖାଇଥିବା ଛାତ୍ରଛାତ୍ରୀ ଶ୍ରେଣୀଗୃହରେ ପଢ଼ିବେ। ତେବେ କୋଭିଡ୍ କଟକଣା ମାନି ଶ୍ରେଣୀଗୃହ ପାଠପଢ଼ା ନେଇ ନିର୍ଦ୍ଦେଶ ଦେଇଛି ଉଚ୍ଚଶିକ୍ଷା ବିଭାଗ। ଉଚ୍ଚଶିକ୍ଷା ବିଭାଗ ସଚିବଙ୍କ ପକ୍ଷରୁ ଦିଆଯାଇଥିବା ଚିଠିରେ ଶ୍ରେଣୀଗୃହରେ ପାଠପଢ଼ା ପାଇଁ ଛାତ୍ରଛାତ୍ରୀଙ୍କ ପାଇଁ ମାସ୍କ ବାଧ୍ୟତାମୂଳକ କରାଯାଇଛି। ସେମାନେ ନିୟମିତ ବ୍ୟବଧାନରେ ହାତ ସଫା କରିବେ। ଶ୍ରେଣୀଗୃହ, ପାଠାଗାର ତଥା ଲାବୋରଟୋରୀ ଗୁଡ଼ିକରେ ଛାତ୍ରଛାତ୍ରୀମାନେ ସେମାନଙ୍କ ମଧ୍ୟରେ ସାମାଜିକ ଦୂରତା ବଜାୟ ରଖିବେ। କେହି କଲେଜ ପରିସର ମଧ୍ୟରେ ବାହାରେ ଏଣେତେଣେ ଛେପ ପକାଇ ପାରିବେ ନାହିଁ। କାଶିବା ବା ଛିଙ୍କିବା ବେଳେ ରୁମାଲ ଆଦି ବ୍ୟବହାର କରିବାକୁ ପରାମର୍ଶ ଦିଆଯାଇଛି ।ଛାତ୍ରଛାତ୍ରୀମାନେ ନିଜ ସ୍ବାସ୍ଥ୍ୟ ବିଷୟରେ ଯେପରି ସଚେତନ ରହିବେ, ସେଥିପାଇଁ ସେମାନଙ୍କୁ ପ୍ରୋତ୍ସାହିତ କରିବାକୁ ବିଶ୍ବବିଦ୍ୟାଳୟ ଓ କଲେଜ କର୍ତ୍ତୃପକ୍ଷଙ୍କୁ କୁହାଯାଇଛି । ସେହିପରି ଜରୁରୀ ସ୍ଥିତି ପାଇଁ ସବୁ କଲେଜ ଏକ ନିର୍ଦ୍ଦିଷ୍ଟ କଠୋରୀକୁ ପ୍ରସ୍ତୁତ ରଖିବାକୁ ଚିଠିରେ ଉଲ୍ଲେଖ ହୋଇଛି । ଶ୍ରେଣୀ ଗୃହ ପାଠପଢ଼ା ଆରମ୍ଭ କରିବା ସହିତ ହଷ୍ଟେଲ ଗୁଡ଼ିକୁ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି । ଯେଉଁମାନେ ହଷ୍ଟେଲରେ ନାଁ ଲେଖାଇଛନ୍ତି, ସେମାନେ ସେଠାରେ ରହିପାରିବେ। ହଷ୍ଟେଲ୍‌ରେ ମଧ୍ୟ ସମସ୍ତ କୋଭିଡ କଟକଣା ଯେମିତି ପାଳନ ହୁଏ ସେଥିପ୍ରତି ଧ୍ୟାନ ଦେବାରୁ ନିର୍ଦ୍ଦେଶ ହୋଇଛି ।

Powered by Froala Editor

Tags Ug classroom study

Related articles Odisha News Lens 4.1

  • ନାଗାଲାଣ୍ଡରେ ଭୂସ୍ଖଳନ, ୮ ମୃତ
    ଦେଶ-ଦେଶାନ୍ତର

    ନାଗାଲାଣ୍ଡରେ ଭୂସ୍ଖଳନ, ୮ ମୃତ

    15720
    Jul 20, 2026
  • ପେରୁରେ ୫.୧ ତୀବ୍ରତାର ଭୂମିକମ୍ପ, ୫ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ପେରୁରେ ୫.୧ ତୀବ୍ରତାର ଭୂମିକମ୍ପ, ୫ ଜଣଙ୍କ ମୃତ୍ୟୁ

    14909
    Jul 20, 2026
  • ଲାଞ୍ଚ ନେବା ଅଭିଯୋଗ : ୭ ଜଣ ଅଧିକାରୀ ନିଲମ୍ବିତ କଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଲାଞ୍ଚ ନେବା ଅଭିଯୋଗ : ୭ ଜଣ ଅଧିକାରୀ ନିଲମ୍ବିତ କଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ

    14821
    Jul 19, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା
    ବିଶେଷ

    କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    15476
    Jul 21, 2026
  • ତ୍ରିପୁରା ଡିଜିପିଙ୍କ ଅଫିସ କ୍ୟାବିନରୁ ଝୁଲନ୍ତା ମୃତଦେହ ଉଦ୍ଧାର
    ଦେଶ-ଦେଶାନ୍ତର

    ତ୍ରିପୁରା ଡିଜିପିଙ୍କ ଅଫିସ କ୍ୟାବିନରୁ ଝୁଲନ୍ତା ମୃତଦେହ ଉଦ୍ଧାର

    14620
    Jul 20, 2026
  • ୱିଲିୟମ ଇଶ୍ମାଏଲଙ୍କୁ ବିବାହ କଲେ ଜେନିଫର
    ମନୋରଞ୍ଜନ

    ୱିଲିୟମ ଇଶ୍ମାଏଲଙ୍କୁ ବିବାହ କଲେ ଜେନିଫର

    14943
    Jul 20, 2026
  • ଆଜିଠୁ ଆରମ୍ଭ ହୋଇଛି ସଂସଦର ମୌସୁମି ଅଧିବେଶନ
    ଦେଶ-ଦେଶାନ୍ତର

    ଆଜିଠୁ ଆରମ୍ଭ ହୋଇଛି ସଂସଦର ମୌସୁମି ଅଧିବେଶନ

    14166
    Jul 20, 2026
  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ...
    ବାଣିଜ୍ୟ

    ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ...

    13492
    Jul 20, 2026
  • କାମ କରିବା ବନ୍ଦ କରିଦେଲା ଫେସବୁକ
    ଦେଶ-ଦେଶାନ୍ତର

    କାମ କରିବା ବନ୍ଦ କରିଦେଲା ଫେସବୁକ

    15626
    Jul 19, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ଭିଟାମିନ ଡି’ ସଚେତନତାକୁ ଆଗେଇ ନେଲା

    13492
    Jul 20, 2026
  • ଦେଶ-ଦେଶାନ୍ତର

    ନାଗାଲାଣ୍ଡରେ ଭୂସ୍ଖଳନ, ୮ ମୃତ

    15720
    Jul 20, 2026
  • ମନୋରଞ୍ଜନ

    ୱିଲିୟମ ଇଶ୍ମାଏଲଙ୍କୁ ବିବାହ କଲେ ଜେନିଫର

    14943
    Jul 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16986
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17594
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17648
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18050
    Sep 06, 2023

ବିଶେଷ

  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    15476
    Jul 21, 2026
  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    14115
    Jul 18, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14395
    Jul 15, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14738
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    15026
    Jul 10, 2026

ବାଣିଜ୍ୟ

ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ଭିଟାମିନ ଡି’ ସଚେତନତାକୁ ଆଗେଇ ନେଲା

ଏକ ୨- ମିନିଟର ସନ୍‌ଫିଷ୍ଟ ମାରୀ ଲାଇଟ ଭିଟାମିନ ଡି’ ଆବଶ୍ୟକତା ଯାଞ୍ଚ ଜରିଆରେ


ଭୁବନେଶ୍ୱର / ପୁରୀ : ପ୍ରଚୁର ସୂର୍ଯ୍ୟକିରଣ ପ୍ରାପ୍ତି ସତ୍ତ୍ୱେ ନିୟୁତ ନିୟୁତ ଭାରତୀୟଙ୍କୁ ...

  • ‘ଆଶୀର୍ବାଦ’ ବିଶ୍ୱକର୍ମା ମହାରଣାମାନଙ୍କୁ ଗୁଣାତ୍ମକ ପରମ୍ପରା ଅଭିଯାନ ଜରିଆରେ ଅଭିବାଦନ ଜଣାଇଲା

    14056
    Jul 19, 2026
  • ଆଶୀର୍ବାଦର “ଆୟୋଡିନ ର ତିଳକ” ଅଭିଯାନ ପୁରୀ ରଥ ଯାତ୍ରାରେ ଦର୍ଶନ, ଅନ୍ନ, ସେବାକୁ ପୁନଃ ଚିତ୍ରିତ କରୁଛି

    13907
    Jul 18, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ସ୍ୱାସ୍ଥ୍ୟ ସଚେତନତା ସୃଷ୍ଟି କରୁଛି

    14175
    Jul 16, 2026
  • ଆମୱେ ଇଣ୍ଡିଆ ନିଜର ପ୍ରିମିୟମ ସ୍କିନକେୟାର ବର୍ଗମାଳାକୁ ସୁଦୃଢ କଲା, ନୁ୍ୟଟ୍ରିଲାଇଟ-ପାୱାର୍ଡ ଉଦ୍ଦିଦଜାତ ଉପାଦାନ ସହିତ ପ୍ରଚଳନ କଲା ଆର୍ଟିଷ୍ଟ୍ରି ସ୍କିନ୍‌ ନୁ୍ୟଟ୍ରିସନ ମଲ୍‌ଟି- ଡିଫେନ୍ସ ୟୁଭି ପ୍ରୋଟେକ୍ଟ

    15843
    Jul 14, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ତ୍ରିପୁରା ଡିଜିପିଙ୍କ ଅଫିସ କ୍ୟାବିନରୁ ଝୁଲନ୍ତା ମୃତଦେହ ଉଦ୍ଧାର

    14620
    Jul 20, 2026
  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ଭିଟାମିନ ଡି’ ସଚେତନତାକୁ ଆଗେଇ ନେଲା

    13492
    Jul 20, 2026
  • ୱିଲିୟମ ଇଶ୍ମାଏଲଙ୍କୁ ବିବାହ କଲେ ଜେନିଫର

    14943
    Jul 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In