Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, March 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ...

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ...

  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ...

  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ...

  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ...

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ...

  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ...

  • ଯୁକ୍ତରାଷ୍ଟ୍ରର ପୃଥିବୀର ସବୁଠାରୁ ...

  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ ...

Home ›› ››ବେଲଗାମ୍ ହୋଇଛି ଦର ବୃଦ୍ଧି,ଆଜିଠୁ ରାଜ୍ୟବ୍ୟାପୀ ବିଜେଡି ପକ୍ଷରୁ ଆନ୍ଦୋଳନ

ବେଲଗାମ୍ ହୋଇଛି ଦର ବୃଦ୍ଧି,ଆଜିଠୁ ରାଜ୍ୟବ୍ୟାପୀ ବିଜେଡି ପକ୍ଷରୁ ଆନ୍ଦୋଳନ

2021-11-01 05:44:46
14430
Share:
Facebook
Twitter
E-Mail
WhatsApp
Telegram
ବେଲଗାମ୍ ହୋଇଛି ଦର ବୃଦ୍ଧି,ଆଜିଠୁ ରାଜ୍ୟବ୍ୟାପୀ ବିଜେଡି ପକ୍ଷରୁ ଆନ୍ଦୋଳନ

ଭୁବନେଶ୍ୱର: ବେଲଗାମ୍ ହୋଇଛି ଦର ବୃଦ୍ଧି । ହନ୍ତସନ୍ତ ହେଲେଣି ଖାଉଟି  । ବେଫିକର୍ ହୋଇଛନ୍ତି କେନ୍ଦ୍ର ସରକାର । ସେପଟେ ସାଧାରଣ ଖାଉଟି ଦର ବୃଦ୍ଧିରେ ଅସହ୍ୟ ହେଲେଣି  । ଏନେଇ କେନ୍ଦ୍ର ସରକାରଙ୍କ ବିରୋଧରେ ରାଜରାସ୍ତାକୁ ଓହ୍ଲାଇଛି ବିଜେଡି । ରବିବାର ଦଳ ତରଫରୁ ଭୁବନେଶ୍ୱରରେ ପ୍ରତିବାଦ କରାଯାଇଥିବାବେଳେ ଆଜିଠୁ ରାଜ୍ୟବ୍ୟାପୀ ବିଜୁ ଜନତା ଦଳ ପକ୍ଷରୁ କରାଯିବ ଆନ୍ଦୋଳନ ।

ଆଜି ମହିଳା ବିଜେଡି କର୍ମୀ ରାଜ୍ୟର ସବୁ ନିର୍ବାଚନ ମଣ୍ଡଳୀରେ କରିବେ ପ୍ରତିବାଦ । ହୁ ହୁ ହୋଇ ବଢି ଚାଲିଥିବା ତୈଳ ଦରକୁ ବିରୋଧ କରି ଏହି ପ୍ରତିବାଦ କରାଯାଉଛି । ସେପଟେ ଆସନ୍ତା ୫ରୁ ୭ତାରିଖ ଯାଏଁ ସବୁ ପେଟ୍ରୋଲ ପମ୍ପ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବେ ଯୁବ ଓ ଛାତ୍ର ବିଜେଡି । ପେଟ୍ରୋଲ ଓ ଡିଜେଲ ସାଙ୍ଗକୁ ରୋଷେଇ ଗ୍ୟାସର ଅତ୍ୟଧିକ ଦର ସହ ପନିପରିବା, ତେଲ, ଡାଲି ଦର ବି ଆକାଶ ଛୁଆଁ ହୋଇଛି ।

କେନ୍ଦ୍ର ସରକାର ତୁରନ୍ତ ଦରଦାମ୍ ନିୟନ୍ତ୍ରଣ ନକଲେ ଆଗକୁ ବଡ଼ ଆନ୍ଦୋଳନ ହେବ ବୋଲି ଚେତାବନୀ ଦେଇଛି ବିଜେଡି । ଦରଦାମର ଅବେତୁକ ବୃଦ୍ଧିରେ ଓଡ଼ିଶା ବାସୀ ଅତିଷ୍ଠ ହେଲେଣି  । ଗ୍ୟାସ ଠାରୁ ଆରମ୍ଭ କରି ପେଟ୍ରୋଲ, ଡ଼ିଜେଲ ପ୍ରତିଦିନ ବୃଦ୍ଧି ଘଟିଚାଲିଛି  । ଏପରିସ୍ଥଳେ କେନ୍ଦ୍ର ସରକାର କୌଣସି ପ୍ରତିବନ୍ଧକ କିମ୍ବା ଦରବୃଦ୍ଧିରେ ରୋକ ଲଗାଉ ନାହାଁନ୍ତି  । ତେବେ କେନ୍ଦ୍ରର ବେଫିକର ପରିସ୍ଥିତି ପାଇଁ ସାଧାରଣ ଲୋକ ଯନ୍ତ୍ରଣା ଭୋଗୁଥିବା କହିଛି ବିଜେଡ଼ି  । ଯାହାର ପ୍ରତିବାଦ ସମଗ୍ର ରାଜ୍ୟରେ କରାଯିବାକୁ ନିଷ୍ପତି ନେଇଛି ଦଳ  ।

Powered by Froala Editor

Tags BJD

Related articles Odisha News Lens 4.1

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ
    ଦେଶ-ଦେଶାନ୍ତର

    ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15423
    Mar 04, 2026
  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ
    ଦେଶ-ଦେଶାନ୍ତର

    ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ

    14330
    Mar 03, 2026
  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ
    ଦେଶ-ଦେଶାନ୍ତର

    ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    15104
    Mar 04, 2026
  • ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା
    ଦେଶ-ଦେଶାନ୍ତର

    ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା

    14441
    Mar 02, 2026
  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି
    ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14171
    Mar 04, 2026
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ
    ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15090
    Mar 04, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି
    ବିଶେଷ

    ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14720
    Mar 03, 2026
  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ
    ଦେଶ-ଦେଶାନ୍ତର

    ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14693
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ
    ବିଶେଷ

    ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13930
    Mar 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13930
    Mar 02, 2026
  • ଦେଶ-ଦେଶାନ୍ତର

    ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    15104
    Mar 04, 2026
  • ଦେଶ-ଦେଶାନ୍ତର

    ଟେଲିଫୋନରେ ନେତାନ୍ୟାହୁ ଓ ମୋଦୀଙ୍କ କଥାବାର୍ତ୍ତା

    14441
    Mar 02, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17360
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17427
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17773
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16246
    Apr 03, 2021

ବିଶେଷ

  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14720
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13930
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15021
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14642
    Feb 27, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    14442
    Feb 26, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15125
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14976
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14489
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16108
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14693
    Mar 03, 2026
  • ଗେରାଶ ସହରରେ ଶକ୍ତିଶାଳୀ ଭୂମିକମ୍ପ, ଲୋକେ ଆତଙ୍କିତ

    14330
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    13930
    Mar 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In