Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, June 14, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ହୃଦୟ ବିଦାରକ ଦୃଶ୍ୟ, ନିଆଁ ସହ ଲଢ଼ି ମଧ୍ୟ ...

ରାଜ୍ୟ
Home ›› ରାଜ୍ୟ ››ରାଜ୍ୟ ସରକାରଙ୍କ ଘୋଷଣା:ବୈଦୁତିକ ଯାନ ପାଇଁ ପଞ୍ଜୀକରଣ ଶୁଳ୍କ ଛାଡ

ରାଜ୍ୟ ସରକାରଙ୍କ ଘୋଷଣା:ବୈଦୁତିକ ଯାନ ପାଇଁ ପଞ୍ଜୀକରଣ ଶୁଳ୍କ ଛାଡ

2021-11-01 08:34:15
13703
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟ ସରକାରଙ୍କ ଘୋଷଣା:ବୈଦୁତିକ ଯାନ ପାଇଁ ପଞ୍ଜୀକରଣ ଶୁଳ୍କ ଛାଡ

ଭୁବନେଶ୍ବର: ବୈଦୁତିକ ଯାନ ପାଇଁ ପଞ୍ଜୀକରଣ ଶୁଳ୍କ ଛାଡ । ଇ-ଯାନ ଉପରୁ ମୋଟର ଯାନ ଟିକସ ଓ ପଞ୍ଜୀକରଣ ଶୁଳ୍କ ସମ୍ପୂର୍ଣ୍ଣ ଛାଡ କରିବାକୁ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଏନେଇ ଜାରି ହୋଇଛି ସରକାରୀ ବିଜ୍ଞପ୍ତି ।

ଇ-ଯାନର ଶୀଘ୍ର ଗ୍ରହଣୀୟତା ନେଇ ଲୋକଙ୍କୁ ଉତ୍ସାହିତ କରିବାକୁ ଏହି ନିଷ୍ପତ୍ତି ନିଆଯାଇଛି । ଓଡିଶା ମୋଟର ଯାନ ଟିକସ ଅଧିନିୟମ ଅନୁଯାୟୀ ଏହି ନିଷ୍ପତ୍ତି ନିଆଯାଇଛି । ଏହି ଛାଡ ୨୦୨୫ ପର୍ୟ୍ୟନ୍ତ ପ୍ରଯୁଜ୍ୟ ଅଟେ । ପରେ ଏହାକୁ ବଢା ଯିବ । ଓଡ଼ିଶା ବୈଦ୍ୟୁତିକ ଯାନ ନୀତି ଅନୁଯାୟୀ ଇ-ଯାନର କ୍ରେତା, ଉତ୍ପାଦକ, ବ୍ୟାଟେରୀ ଏବଂ ଚାର୍ଜିଂ ଷ୍ଟେସନ ପାଇଁ ରାଜ୍ୟ ସରକାର ଅନେକ ପ୍ରୋତ୍ସାହନ ରାଶି ବୃଦ୍ଧି କରିବାକୁ ପ୍ରସ୍ତାବ ଦେଇଥିବା ଅଧିକାରୀଙ୍କ ପକ୍ଷରୁ କୁହାଯାଇଛି ।ବିଜ୍ଞପ୍ତି ଅନୁଯାୟୀ, ରାଜ୍ୟ ସରକାର ମୋଟର ଯାନ ଟିକସ ଏବଂ ବ୍ୟାଟେରୀ ଚାଳିତ ଯାନ ପାଇଁ ପଞ୍ଜୀକରଣ ଶୁଳ୍କ ଉପରେ ୧୦୦ ପ୍ରତିଶତ ଛାଡ କରିଛନ୍ତି । ଗ୍ରାହକଙ୍କୁ ଆକର୍ଷିତ କରିବା ପାଇଁ ଇ-ଯାନ ଉପରେ ସବସିଡି ଅନୁମତି ଦେବାକୁ ପରିବହନ ବିଭାଗ ସରକାରଙ୍କୁ ଏକ ପ୍ରସ୍ତାବ ଦାଖଲ କରିଥିବା ପୂର୍ବରୁ କହିଥିଲେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ।ଦୁଇ ଚକିଆ, ତିନି ଚକିଆ ଏବଂ ଚାରି ଚକିଆ ଯାନ ଉପରେ ୧୫ ପ୍ରତିଶତ ସବସିଡି ବୃଦ୍ଧି କରିବାକୁ ପ୍ରସ୍ତାବ ଦେଇଛି ପରବହନ ମନ୍ତ୍ରଣାଳୟ ଯେଉଁଥିରେ ସର୍ବାଧିକ ପରିମାଣ ୫୦୦୦ରୁ ଅଧିକ ହେବ ନାହିଁ । ଏହା ସହିତ ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଇ-ଯାନରେ ସୁଧମୁକ୍ତ ଋଣ ବ୍ୟବସ୍ଥା କରିଛି ବିଭାଗ । ଏହି ପ୍ରସ୍ତାବରେ ମ୍ୟୁନିସିପାଲିଟି ଅଞ୍ଚଳରେ ଏହିପରି ଯାନ ପାଇଁ ସବସିଡିଯୁକ୍ତ ପାର୍କିଂ ଫି ଏବଂ ପାର୍କିଂ ସ୍ଥାନରେ ବ୍ୟାଟେରୀ ଚାର୍ଜିଂ ସୁବିଧା ଅନ୍ତର୍ଭୁକ୍ତ ବୋଲି ପରିବହନ ମନ୍ତ୍ରୀ କହିଛନ୍ତି ।

Powered by Froala Editor

Tags E- vehicle

Related articles Odisha News Lens 4.1

  • ଦୁର୍ଘଟଣା ପୂର୍ବରୁ ପାଇଲଟ କରିଥିଲେ ମେଡେ କଲ୍
    ଦେଶ-ଦେଶାନ୍ତର

    ଦୁର୍ଘଟଣା ପୂର୍ବରୁ ପାଇଲଟ କରିଥିଲେ ମେଡେ କଲ୍

    14516
    Jun 12, 2025
  • ଭାଇର ମୃତ୍ୟୁ ପରେ କଣ୍ଟେଣ୍ଟ ସେୟାର କଲେ ସୃଷ୍ଟି, ୟୁଜର୍ସ ଦେଲେ ଏମିତି ମନ୍ତବ୍ୟ...
    ଅପରାଧ

    ଭାଇର ମୃତ୍ୟୁ ପରେ କଣ୍ଟେଣ୍ଟ ସେୟାର କଲେ ସୃଷ୍ଟି, ୟୁଜର୍ସ ଦେଲେ ଏମିତି ମନ୍ତବ୍ୟ...

    14655
    Jun 12, 2025
  • ବିମାନରେ ବୋମା, ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ
    ଦେଶ-ଦେଶାନ୍ତର

    ବିମାନରେ ବୋମା, ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ

    13605
    Jun 13, 2025
  •  କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…
    ବିଶେଷ

    କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…

    14171
    Jun 13, 2025
  • ହୃଦୟ ବିଦାରକ ଦୃଶ୍ୟ, ନିଆଁ ସହ ଲଢ଼ି ମଧ୍ୟ ପୁଅକୁ ବଞ୍ଚାଇ ପାରିଲାନି ମା
    ଦେଶ-ଦେଶାନ୍ତର

    ହୃଦୟ ବିଦାରକ ଦୃଶ୍ୟ, ନିଆଁ ସହ ଲଢ଼ି ମଧ୍ୟ ପୁଅକୁ ବଞ୍ଚାଇ ପାରିଲାନି ମା

    14383
    Jun 13, 2025
  • କେଶ ଝଡ଼ିବା କମାଇବ ଯୋଗ
    ବିଶେଷ

    କେଶ ଝଡ଼ିବା କମାଇବ ଯୋଗ

    14124
    Jun 13, 2025
  • ଇସ୍ରାଏଲ- ଇରାନ ମଧ୍ୟରେ ଉତ୍ତେଜନା, ଉଦବେଗ ପ୍ରକାଶ କଲା ଭାରତ
    ଦେଶ-ଦେଶାନ୍ତର

    ଇସ୍ରାଏଲ- ଇରାନ ମଧ୍ୟରେ ଉତ୍ତେଜନା, ଉଦବେଗ ପ୍ରକାଶ କଲା ଭାରତ

    15538
    Jun 13, 2025
  • ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ କ୍ଷତିପୂରଣ
    ଦେଶ-ଦେଶାନ୍ତର

    ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ କ୍ଷତିପୂରଣ

    14025
    Jun 12, 2025
  • ବିମାନ ଦୁର୍ଘଟଣାରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ବିମାନ ଦୁର୍ଘଟଣାରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତ୍ୟୁ

    15111
    Jun 12, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇସ୍ରାଏଲ- ଇରାନ ମଧ୍ୟରେ ଉତ୍ତେଜନା, ଉଦବେଗ ପ୍ରକାଶ କଲା ଭାରତ

    15538
    Jun 13, 2025
  • ଅପରାଧ

    ଭାଇର ମୃତ୍ୟୁ ପରେ କଣ୍ଟେଣ୍ଟ ସେୟାର କଲେ ସୃଷ୍ଟି, ୟୁଜର୍ସ ଦେଲେ ଏମିତି ମନ୍ତବ୍ୟ...

    14655
    Jun 12, 2025
  • ଦେଶ-ଦେଶାନ୍ତର

    ବିମାନରେ ବୋମା, ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ

    13605
    Jun 13, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16660
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16963
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15489
    Apr 03, 2021

ବିଶେଷ

  • କେଶ ଝଡ଼ିବା କମାଇବ ଯୋଗ

    14124
    Jun 13, 2025
  • କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…

    14171
    Jun 13, 2025
  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    15352
    Jun 11, 2025
  • ଭାରି ଲାଭକାରୀ ଭୃସଙ୍ଗପତ୍ର

    14882
    Jun 11, 2025
  • ସପ୍ତାହରେ ୨ ଥର ପିଅନ୍ତୁ ଡାଳିମ୍ବ ଜୁସ୍‌…

    14186
    Jun 10, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15702
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16329
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14031
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14829
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ କ୍ଷତିପୂରଣ

    14025
    Jun 12, 2025
  • ଇସ୍ରାଏଲ- ଇରାନ ମଧ୍ୟରେ ଉତ୍ତେଜନା, ଉଦବେଗ ପ୍ରକାଶ କଲା ଭାରତ

    15538
    Jun 13, 2025
  • ବିମାନରେ ବୋମା, ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ

    13605
    Jun 13, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In