Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 19, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ମହଙ୍ଗା ହେଲା କମର୍ସିଆଲ ଗ୍ୟାସ୍ ସିଲିଣ୍ଡର, କେତେ ଜାଣନ୍ତୁ

ମହଙ୍ଗା ହେଲା କମର୍ସିଆଲ ଗ୍ୟାସ୍ ସିଲିଣ୍ଡର, କେତେ ଜାଣନ୍ତୁ

2021-11-01 09:14:14
15898
Share:
Facebook
Twitter
E-Mail
WhatsApp
Telegram
ମହଙ୍ଗା ହେଲା କମର୍ସିଆଲ ଗ୍ୟାସ୍ ସିଲିଣ୍ଡର, କେତେ ଜାଣନ୍ତୁ


ନୂଆଦିଲ୍ଲୀ: ମହଙ୍ଗା ହେଲା କମର୍ସିଆଲ ଗ୍ୟାସ୍ ସିଲିଣ୍ଡର। ୨୬୬ ଟଙ୍କା ବଢ଼ିଲା କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ଦାମ୍ । ବର୍ଦ୍ଧିତ ଦର ଆଜିଠୁ ଲାଗୁ ହୋଇଛି । ଦିଲ୍ଲୀରେ ୧୯ କେଜି କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ଦାମ୍ ୨ ହଜାର ଟଙ୍କା ୫୦ ପଇସା ହୋଇଛି । ପୂର୍ବରୁ ଏହା ୧୭ ଶହ ୩୪ଟଙ୍କା ଥିଲା । ଭୁବନେଶ୍ବରରେ କମର୍ସିଆଲ ଗ୍ୟାସ ସିଲିଣ୍ଡର ଦର ୨୭୦ ଟଙ୍କା ବୃଦ୍ଧି ହୋଇଛି । ୨୧ଶହ ଟଙ୍କା ହୋଇଛି ବର୍ଦ୍ଧିତ ଦର । ଆଗରୁ ଏହା ୧୮ ଶହ ୩୦ ଟଙ୍କା ଥିଲା । ଘରୋଇ ଗ୍ୟାସ ସିଲିଣ୍ଡର ଦର ଅପରିବର୍ତ୍ତିତ ରହିଛି ।

ସୂଚନାଯୋଗ୍ୟ ଯେ, ଅକ୍ଟୋବର ୬, ୨୦୨୧ରେ କରାଯାଇଥିବା ସମୀକ୍ଷା ଅନୁଯାୟୀ, ଦିଲ୍ଲୀରେ ୧୯.୨ କିଲୋଗ୍ରାମ ସିଲିଣ୍ଡରର ମୂଲ୍ୟ ମାତ୍ର ୧୭୩୬.୫୦ ଟଙ୍କା ଥିଲା, କିନ୍ତୁ ନଭେମ୍ବର ମାସ ଆରମ୍ଭ ଅର୍ଥାତ୍ ଆଜି ଠାରୁ ଏଥିରେ ୨୬୬ ଟଙ୍କା ବୃଦ୍ଧି କରାଯାଇଛି । ଇଣ୍ଡିଆନ୍ ଅଏଲ୍ ୱେବସାଇଟ୍ ଅନୁଯାୟୀ, ବର୍ତ୍ତମାନ ଦିଲ୍ଲୀରେ ବ୍ୟବସାୟିକ ସିଲିଣ୍ଡରର ମୂଲ୍ୟ ୨୦୦୦.୫୦ ଟଙ୍କାକୁ ବୃଦ୍ଧି ପାଇଛି। ସେହିଭଳି କୋଲକାତାରେ ୧୯.୨ କିଲୋଗ୍ରାମ ସିଲିଣ୍ଡରର ମୂଲ୍ୟ ୨୦୭୩.୫ ଟଙ୍କା, ମୁମ୍ବାଇରେ ୧୯୫୦ ଟଙ୍କା ଏବଂ ଲକ୍ଷ୍ନୌରେ ୨୦୯୩ ଟଙ୍କାକୁ ବୃଦ୍ଧି ପାଇଛି ।ଏହି କାରଣରୁ ରେଷ୍ଟୁରାଣ୍ଟର ଖାଦ୍ୟ ଆହୁରି ମହଙ୍ଗା ହୋଇଯିବ ।
ଅନ୍ୟପଟେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ କ୍ରମାଗତ ଷଷ୍ଠ ଦିନ ପାଇଁ ସାରା ଦେଶରେ ବୃଦ୍ଧି କରାଯାଇଥିଲା । ପେଟ୍ରୋଲ ଓ ଡିଜେଲ ଦର ୩୫ପଇସା ଲେଖାଏ ବୃଦ୍ଧି ହୋଇଛି । ଦିଲ୍ଲୀରେ ପେଟ୍ରୋଲ ଦର ୧୦୯ଟଙ୍କା ୬୯ ପଇସା ଥିବା ବେଳେ ଡିଜେଲ ଦର ଲିଟର ପିଛା ୯୮ଟଙ୍କା ୪୨ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଦର ୧୧୫ ଟଙ୍କା ୫୦ ପଇସା ଡିଜେଲ ଦର ୧୦୬ ଟଙ୍କା ୪୨ ପଇସା ହୋଇଛି ।
ସେହିପରି କୋଲକାତାରେ ପେଟ୍ରୋଲ ଲିଟର ପିଛା ୧୦୬ଟଙ୍କା ୩୫ ପଇସା ଥିବା ବେଳେ ଡିଜେଲ ଦର ୧୦୧ଟଙ୍କା ୫୬ ପଇସା ରହିଛି ।  ଭୁବନେଶ୍ବରରେ ପେଟ୍ରୋଲ ଦର ୧୧୦ଟଙ୍କା ୬୭ପଇସା ଥିବା ବେଳେ ଡିଜେଲ ଦର ୧୦୭ଟଙ୍କା ୩୪ ପଇସା ହୋଇଛି । ରାୟଗଡ଼ାରେ ପେଟ୍ରୋଲ ଦର ୧୧୪ ଟଙ୍କା ୧୫ ପଇସା ଥିବା ବେଳେ ଡିଜେଲ ଦର ୧୧୦ ଟଙ୍କା ୬୮ ପଇସା ହୋଇଛି । ମାଲକାନଗିରିରେ ପେଟ୍ରୋଲ ୧୧୫ଟଙ୍କା ୯୦ ପଇସା ଥିବା ବେଳେ ଡିଜେଲ ଦର ୧୧୨ଟଙ୍କା ୩୯ ପଇସା ହୋଇଛି ।

Powered by Froala Editor

Tags Commercial gas cylinder

Related articles Odisha News Lens 4.1

  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ...
    ବାଣିଜ୍ୟ

    ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ...

    14333
    Jun 19, 2025
  • ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା
    ବିଶେଷ

    ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା

    15031
    Jun 19, 2025
  • କେଦାରନାଥ ଧାମରେ ଭୂସ୍ଖଳନ: ଦୁଇ ମୃତ, ୩ ଆହତ
    ଦେଶ-ଦେଶାନ୍ତର

    କେଦାରନାଥ ଧାମରେ ଭୂସ୍ଖଳନ: ଦୁଇ ମୃତ, ୩ ଆହତ

    13425
    Jun 18, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ...
    ବାଣିଜ୍ୟ

    ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ...

    14322
    Jun 19, 2025
  • ଦିନେ ମାଳି ବିକୁଥିଲେ, ଆଜି କୋଟିଏ ଟଙ୍କାର କାର୍‌ରେ ବୁଲୁଛନ୍ତି
    ମନୋରଞ୍ଜନ

    ଦିନେ ମାଳି ବିକୁଥିଲେ, ଆଜି କୋଟିଏ ଟଙ୍କାର କାର୍‌ରେ ବୁଲୁଛନ୍ତି

    14464
    Jun 18, 2025
  • ନିଜ ନାମରୁ 'ଆହୁଜା' ହଟାଇଲେ ସୁନିତା
    ମନୋରଞ୍ଜନ

    ନିଜ ନାମରୁ 'ଆହୁଜା' ହଟାଇଲେ ସୁନିତା

    15560
    Jun 18, 2025
  • ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?
    ବିଶେଷ

    ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14146
    Jun 19, 2025
  • ଭିଡରେ ନିଜକୁ ପୁଣି ଥରେ ଖୋଜି ପାଇବାକୁ ଚାହେଁ...
    ମନୋରଞ୍ଜନ

    ଭିଡରେ ନିଜକୁ ପୁଣି ଥରେ ଖୋଜି ପାଇବାକୁ ଚାହେଁ...

    15365
    Jun 18, 2025
  • ମାତ୍ର ୩୦୦୦ରେ ବାର୍ଷିକ Fastag ରିଚାର୍ଜ
    ଦେଶ-ଦେଶାନ୍ତର

    ମାତ୍ର ୩୦୦୦ରେ ବାର୍ଷିକ Fastag ରିଚାର୍ଜ

    15057
    Jun 18, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ନିଜ ନାମରୁ 'ଆହୁଜା' ହଟାଇଲେ ସୁନିତା

    15560
    Jun 18, 2025
  • ଦେଶ-ଦେଶାନ୍ତର

    ମାତ୍ର ୩୦୦୦ରେ ବାର୍ଷିକ Fastag ରିଚାର୍ଜ

    15057
    Jun 18, 2025
  • ଦେଶ-ଦେଶାନ୍ତର

    କେଦାରନାଥ ଧାମରେ ଭୂସ୍ଖଳନ: ଦୁଇ ମୃତ, ୩ ଆହତ

    13425
    Jun 18, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16677
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16982
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15499
    Apr 03, 2021

ବିଶେଷ

  • ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14146
    Jun 19, 2025
  • ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା

    15031
    Jun 19, 2025
  • ଶଜନାଶାଗ ଖାଇଲେ ବଢ଼ାଏ ସୌନ୍ଦର୍ଯ୍ୟ

    14399
    Jun 18, 2025
  • ଶୋଇବା ପୂର୍ବରୁ ଖାଆନ୍ତୁ ମାତ୍ର ୨ ଗୁଜୁରାତି, ମିଳିବ ଚମତ୍କାର ଲାଭ

    14122
    Jun 18, 2025
  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14618
    Jun 17, 2025

ବାଣିଜ୍ୟ

ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

ନୂଆଦିଲ୍ଲୀ: ବର୍ଦ୍ଧିତ ଜୀବନଶୈଳୀ ଜନିତ ରୋଗ ଏବଂ ସ୍ୱାସ୍ଥ୍ୟ ସଚେତନତା ବୃଦ୍ଧି ସହିତ ଭାରତ ସକାରାତ୍ମକ ସ୍ୱାସ୍ଥ୍ୟସେବା ପ୍ରତି ଏକ ସ୍ପଷ୍ଟ ସ୍ଥାନାନ୍ତରଣ ଲକ୍ଷ୍ୟ କରୁଛି । ଗ୍ରାହକଙ୍କର ପରିବର୍ତିତ ଆବଶ୍ୟକତା ସହିତ ...

  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14333
    Jun 19, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13733
    Jun 17, 2025
  • ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

    15384
    Jun 14, 2025
  • କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

    14487
    May 30, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭିଡରେ ନିଜକୁ ପୁଣି ଥରେ ଖୋଜି ପାଇବାକୁ ଚାହେଁ...

    15365
    Jun 18, 2025
  • ନିଜ ନାମରୁ 'ଆହୁଜା' ହଟାଇଲେ ସୁନିତା

    15560
    Jun 18, 2025
  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14322
    Jun 19, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In