Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, September 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମନ କି ବାତ୍ କାର୍ୟ୍ୟକ୍ରମରେ ...

  • ଇରାନର ସାତଦିନିଆ ଅସ୍ତ୍ରବିରତି ...

  • ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

  • ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ...

  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର ...

  • ୩୦ରେ ବଡ଼ ବୈଠକ, ସିଇସି ଜ୍ଞାନେଶଙ୍କୁ ...

  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ...

  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ...

  • ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ‘ଟ୍ରମ୍ପ ...

  • ଉତ୍ତରାଖଣ୍ଡରୁ ସାମ୍ନାକୁ ଆସିଲା ...

ରାଜ୍ୟ
Home ›› ରାଜ୍ୟ ››ପଶ୍ଚିମବଙ୍ଗରୁ ଓଡ଼ିଶା ଆସୁଥିଲେ ୧୪ ଦିନିଆ କ୍ବାରେଣ୍ଟାଇନ୍‌ ବାଧ୍ୟତାମୂଳକ କରିଛନ୍ତି ରାଜ୍ୟ ସରକାର

ପଶ୍ଚିମବଙ୍ଗରୁ ଓଡ଼ିଶା ଆସୁଥିଲେ ୧୪ ଦିନିଆ କ୍ବାରେଣ୍ଟାଇନ୍‌ ବାଧ୍ୟତାମୂଳକ କରିଛନ୍ତି ରାଜ୍ୟ ସରକାର

2021-04-23 05:35:54
13871
Share:
Facebook
Twitter
E-Mail
WhatsApp
Telegram
ପଶ୍ଚିମବଙ୍ଗରୁ ଓଡ଼ିଶା ଆସୁଥିଲେ ୧୪ ଦିନିଆ କ୍ବାରେଣ୍ଟାଇନ୍‌ ବାଧ୍ୟତାମୂଳକ କରିଛନ୍ତି ରାଜ୍ୟ ସରକାର

ଭୁବନେଶ୍ବର:  ପଶ୍ଚିମବଙ୍ଗରୁ ଓଡ଼ିଶା ଆସୁଥିଲେ ୧୪ ଦିନିଆ କ୍ବାରେଣ୍ଟାଇନ୍‌ ବାଧ୍ୟତାମୂଳକ କରିଛନ୍ତି ରାଜ୍ୟ ସରକାର। କିନ୍ତୁ ଯେଉଁମାନଙ୍କ ପାଖରେ ୪୮ ଘଣ୍ଟା ପୂର୍ବର ଆରଟିପିସିଆର ନେଗେଟିଭ୍ ରିପୋର୍ଟ ଏବଂ କୋଭିଡ-୧୯ ଟିକାର ୨ଟି ଡୋଜ୍‌ ନେଇଥିବା ପ୍ରମାଣପତ୍ର ଥିବ ସେମାନଙ୍କୁ ଗୃହ ସଂଗରୋଧରେ ରହିବାକୁ ଅନୁମତି ମିଳିବ। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଗୁରୁବାର ଏହି ସୂଚନା ଦେଇଛନ୍ତି।

ମୁଖ୍ୟ ଶାସନ ସଚିବ କହିଛନ୍ତି ଯେ, ପଶ୍ଚିମବଙ୍ଗରେ ଦୈନିକ ୧୦,୦୦୦ ସଂକ୍ରମିତ ହେଉଛନ୍ତି। ତେଣୁ ପଶ୍ଚିମବଙ୍ଗ ସୀମାନ୍ତ ଜିଲ୍ଲାଗୁଡ଼ିକରେ ମଧ୍ୟ ଅଧିକ ଲୋକ କରୋନା ପଜିଟିଭ ଚିହ୍ନଟ ହେଉଛନ୍ତି। ପଶ୍ଚିମବଙ୍ଗରେ ଏବେ ସ୍ୱଦେଶୀ ଟ୍ରିପଲ-ମ୍ୟୁଟେସନ ବା ତିନିଥର ରୂପାନ୍ତରିତ ହୋଇଥିବା  ଭୂତାଣୁ (ବେଙ୍ଗଲ୍ ଷ୍ଟ୍ରେନ୍) ବ୍ୟାପୁଥିବା ନେଇ ଖବର ପ୍ରକାଶ ହେବା ପରେ ରାଜ୍ୟ ସରକାର ଅଧିକ ସତର୍କ ରହିଛନ୍ତି। ଏଣୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ଯେ, ପଶ୍ଚିମବଙ୍ଗରୁ ଆସୁଥିବା ଲୋକଙ୍କୁ ୧୪ ଦିନ କ୍ବାରେଣ୍ଟାଇନ ରହିବାକୁ ପଡ଼ିବ।

ରାଜ୍ୟ ସରକାର ବାଲେଶ୍ବର ଓ ମୟୂରଭଂଜ ଜିଲ୍ଲାପାଳ ଏବଂ ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଯେ, ସେମାନେ ପଶ୍ଚିମବଙ୍ଗ-ଓଡ଼ିଶା ସୀମାରେ ଚେକିଂକୁ କଡ଼ାକଡ଼ି କରିବେ। ପ୍ରତି ରାସ୍ତାରେ ଚେକପୋଷ୍ଟ କରାଯିବ। ପଶ୍ଚିମବଙ୍ଗରୁ ଆସୁଥିବା ସମସ୍ତ ଯାତ୍ରୀଙ୍କୁ ଯାଞ୍ଚ କରାଯିବ। ଯେଉଁମାନେ ‌୪୮ ଘଣ୍ଟାର ଆରଟିପିସିଆର ନମୁନା ରିପୋର୍ଟ  ଅଥବା କୋଭିଡ-୧୯ଟିକାର ୨ଟି ଯାଗ ଡୋଜ୍‌ ନେଇ ସାରିଥିବେ, ତା’ର ପ୍ରମାଣ ପତ୍ର ଦେଖାଇ ପାରିବେ ସେମାନେ ଗୃହ ସଂଗରୋଧରେ ରହିପାରି‌ବେ। କିନ୍ତୁ ଏହି ୨ଟି ପ୍ରମାଣ ପତ୍ର ନଥିବା ଲୋକଙ୍କ ପାଇଁ ସରକାର କ୍ଲଷ୍ଟର ଟିଏମ୍‌ସିର ବ୍ୟବସ୍ଥା କରିଛନ୍ତି।  ଏହି କ୍ଲଷ୍ଟର ଟିଏମ୍‌ସିରେ ସରକାର ଖାଦ୍ୟ-ପେୟର ବ୍ୟବସ୍ଥା କରିଛନ୍ତି। କିନ୍ତୁ ଯେଉଁମାନେ ସରକାରୀ ଟିଏମ୍‌ସିରେ ରହବାକୁ ଚାହିଁବେ ନାହିଁ, ଦେୟଯୁକ୍ତ ସଂଗରୋଧରେ ରହିପାରିବେ। ଏଥି ପାଇଁ ସରକାର ଲଜ୍‌ ଏବଂ ହୋଟେଲର ବ୍ୟବସ୍ଥା ମଧ୍ୟ କରିଛନ୍ତି।

ପଶ୍ଚିମବଙ୍ଗରୁ ବିମାନରେ ଭୁବନେଶ୍ବର ଓ ଝାରସୁଗୁଡ଼ା ଆସୁଥିଲେ ମଧ୍ୟ ୧୪ ଦିନ କ୍ବାରେଣ୍ଟାଇନ ରହିବାକୁ ପଡ଼ିବ। ପଶ୍ଚିମବଙ୍ଗ ଫେରନ୍ତା ସିଧାସଳଖ ନିଜ ଇଚ୍ଛାରେ ଘରକୁ ଯାଇପାରିବେ ନାହିଁ। ଜାତୀୟ ରାଜପଥ ଓ ଅନ୍ୟ ସମସ୍ତ ରାସ୍ତାକୁ ସିଲ କରାଯିବ। ପଶ୍ଚିମବଙ୍ଗ-ଓଡ଼ିଶା ସୀମାରେ ବାଲେଶ୍ବର ଓ ମୟୂରଭଂଜ ଜିଲ୍ଲା ପ୍ରଶାସନ ପକ୍ଷରୁ ମାଇକରେ ଲୋକଙ୍କୁ ସତର୍କ ସୂଚନା ଦିିଆଯିବ। ଆସନ୍ତାକାଲି ଠାରୁ ପଶ୍ଚିମବଙ୍ଗ ସୀମାରେ କଡ଼ାକଡ଼ି ଯାଂଚ କରାଯିବ।



Powered by Froala Editor

Tags corona

Related articles Odisha News Lens 4.1

  • ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ

    15420
    Sep 27, 2026
  • ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...
    ଦେଶ-ଦେଶାନ୍ତର

    ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...

    15157
    Sep 27, 2026
  • ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା
    ଦେଶ-ଦେଶାନ୍ତର

    ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

    13837
    Sep 27, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ ...
    ବାଣିଜ୍ୟ

    ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ ...

    13898
    Sep 26, 2026
  • ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ସମ୍ପତ୍ତି ୧୦ ହଜାର କୋଟି
    ମନୋରଞ୍ଜନ

    ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ସମ୍ପତ୍ତି ୧୦ ହଜାର କୋଟି

    15255
    Sep 27, 2026
  • ୩୦ରେ ବଡ଼ ବୈଠକ, ସିଇସି ଜ୍ଞାନେଶଙ୍କୁ ହଟାଇବାକୁ ସ୍ୱାକ୍ଷର କରାଯିବ ମହାଭିଯୋଗ ...
    ଦେଶ-ଦେଶାନ୍ତର

    ୩୦ରେ ବଡ଼ ବୈଠକ, ସିଇସି ଜ୍ଞାନେଶଙ୍କୁ ହଟାଇବାକୁ ସ୍ୱାକ୍ଷର କରାଯିବ ମହାଭିଯୋଗ ...

    13629
    Sep 27, 2026
  • ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ‘ଟ୍ରମ୍ପ ଷ୍ଟ୍ରେଟ’ ନାମ ରଖିଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ‘ଟ୍ରମ୍ପ ଷ୍ଟ୍ରେଟ’ ନାମ ରଖିଲେ ଟ୍ରମ୍ପ

    15099
    Sep 26, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......
    ବିଶେଷ

    ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13476
    Sep 27, 2026
  • ଉତ୍ତରାଖଣ୍ଡରୁ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ମାମଲା: ଟଙ୍କା ନେଇ ଜାଲ ପ୍ରମାଣପତ୍ର ...
    ଦେଶ-ଦେଶାନ୍ତର

    ଉତ୍ତରାଖଣ୍ଡରୁ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ମାମଲା: ଟଙ୍କା ନେଇ ଜାଲ ପ୍ରମାଣପତ୍ର ...

    13679
    Sep 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଉତ୍ତରାଖଣ୍ଡରୁ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ମାମଲା: ଟଙ୍କା ନେଇ ଜାଲ ପ୍ରମାଣପତ୍ର ଦେଇ ଏମବିବିଏସ ନାମ ଲେଖାରେ ସହଯୋଗ କରୁଥିଲା ...

    13679
    Sep 26, 2026
  • ବାଣିଜ୍ୟ

    ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    13898
    Sep 26, 2026
  • ଦେଶ-ଦେଶାନ୍ତର

    ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ‘ଟ୍ରମ୍ପ ଷ୍ଟ୍ରେଟ’ ନାମ ରଖିଲେ ଟ୍ରମ୍ପ

    15099
    Sep 26, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17132
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17821
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17790
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18201
    Sep 06, 2023

ବିଶେଷ

  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13476
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15664
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15228
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14601
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14841
    Sep 11, 2026

ବାଣିଜ୍ୟ

ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

ନୂଆଦିଲ୍ଲୀ: ଆକ୍ସନ ଗ୍ରୁପ୍‌ର ଏକ ଅଂଶ ତଥା କାଷ୍ଠ ଭିତ୍ତିକ ପାନେଲ୍‌ ଉତ୍ପାଦଗୁଡିକର ଏକ ଅଗ୍ରଣୀ ଉତ୍ପାଦନକାରୀ ଆକ୍ସନ ଟେସା ୨୪ ସେପ୍ଟେମ୍ବର ୨୦୨୬ ଦିନ ଭାରତର ୫୦ରୁ ଅଧିକ ସ୍ଥାନରେ ଜାତୀୟ ବଢେଇ ଦିବସ ପ ...

  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15940
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14430
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15622
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    15385
    Sep 16, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୩୦ରେ ବଡ଼ ବୈଠକ, ସିଇସି ଜ୍ଞାନେଶଙ୍କୁ ହଟାଇବାକୁ ସ୍ୱାକ୍ଷର କରାଯିବ ମହାଭିଯୋଗ ପ୍ରସ୍ତାବ

    13629
    Sep 27, 2026
  • ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

    13837
    Sep 27, 2026
  • ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ମୋଦୀ

    15157
    Sep 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In