Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, February 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ...

  • ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ...

  • ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ...

  • ମେଡିକାଲ ରିପୋର୍ଟରେ ବଳାତ୍କାର ସ୍ପଷ୍ଟ

  • ପାଠ୍ୟପୁସ୍ତକରୁ ହଟିଲା ‘ନ୍ୟାୟପାଳିକାରେ ...

  • ରଶ୍ମିକା ସେୟାର କଲେ ବିବାହର ପ୍ରଥମ ଫଟୋ

  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ...

  • ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ...

  • ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, ...

  • ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ...

Home ›› ››ୱାକ୍ସିଂ କରୁଥିଲେ ଏହି ସବୁ ଦିଗ ଉପରେ ଧ୍ୟାନ ଦିଅନ୍ତୁ

ୱାକ୍ସିଂ କରୁଥିଲେ ଏହି ସବୁ ଦିଗ ଉପରେ ଧ୍ୟାନ ଦିଅନ୍ତୁ

2021-11-02 03:30:20
16252
Share:
Facebook
Twitter
E-Mail
WhatsApp
Telegram
ୱାକ୍ସିଂ କରୁଥିଲେ ଏହି ସବୁ ଦିଗ ଉପରେ ଧ୍ୟାନ ଦିଅନ୍ତୁ


ଭୁବନେଶ୍ୱର: ବୁ୍ୟଟିପାର୍ଲର ହେଉ କିମ୍ବା ଘରେ ୱାକ୍ସିଂ କରିବା ଲାଗି ବ୍ୟବହାର କରୁଥିବା ଅନେକ ୱାକ୍ସିଂ ପ୍ରଡକ୍ଟ କେମିକାଲଯୁକ୍ତ, ଯାହାକି ତ୍ୱଚାକୁ ଡ୍ରାଏ କରିବା ସହ ଆଲର୍ଜୀ ଭଳି ସମସ୍ୟା ମଧ୍ୟ ସୃଷ୍ଟି କରିଥାଏ । ଏହା ଶରୀର ଉପରେ ଖରାପ ପ୍ରଭାବ କରିଥାଏ । 
- ୱାକ୍ସିଂ କରିବାପରେ ଅନେକ ସମୟରେ ଉକ୍ତ ସ୍ଥାନ ଲାଲ ପଡିଯାଇଥାଏ । ଏହାକୁ ରୋକିବା ଲାଗି ଆଲୋଭେରା ଜେଲ୍ ଲଗେଇ ପାରିବେ । ଯଦି ଆଲୋଭେରା ଗଛ ଉପଲବ୍ଧ ନାହିଁ, ତେବେ ଡାକ୍ତରଙ୍କ ପରାମର୍ଶ ନେଇ ଆଲକୋହଲ ଫ୍ରି ଆଲୋଭେରା ପ୍ରଡକ୍ଟ ଆଣି ବ୍ୟବହାର କଲେ ମଧ୍ୟ ଯନ୍ତ୍ରଣାରୁ ଉପଶମ ପାଇପାରିବେ ।
-ୱାକ୍ସିଂ ପରେ ଜଳାପୋଡା ହେଲେ ତୁରନ୍ତ ଥଣ୍ଡା ପାଣିରେ ଧୁଅନ୍ତୁ କିମ୍ବା ୨୦ ମିନିଟ ପର୍ଯ୍ୟନ୍ତ ବୁଡାଇ ରଖନ୍ତୁ । ଯଦି ନକମୁଛି ଆଣ୍ଟିବ୍ୟାକ୍ଟେରିଆ ଅଏଣ୍ଟମେଣ୍ଟ ଲଗେଇପାରିବେ । 
-ୱାକ୍ସିଂ କରିବା ପରେ ଅନେକଙ୍କ ଠାରେ କୁଣ୍ଡେଇ ହେବା ଭଳି ସମସ୍ୟା ଦେଖା ଦେଇଥାଏ । ଯଦି ୨୪ ଘଣ୍ଟାରୁ ଅଧିକ ସମୟ ହୁଏ, ତେବେ ଉକ୍ତ ସ୍ଥାନରେ ମଶ୍ଚରାଇଜର କିମ୍ବା ଡାକ୍ତରଙ୍କ ପରାମର୍ଶ କ୍ରମେ ମେଡିସିନ୍ ଲଗାନ୍ତୁ ।
-ଆମ ଶରୀରର ଉପର ଚର୍ମ ବା ଏପିଡର୍ମାଲ ଲେୟାର ବହୁତ ପତଳା ଏବଂ ସମ୍ବେଦନଶୀଳ । ତେଣୁ ୱାକ୍ସିଂ କରିବାବେଳେ ଯଦି ଏହାର କିଛି ଅଂଶ ଉଠିଯାଏ, ଯାହାକି ଖରା ସଂସ୍ପର୍ଶରେ ଆସିଲେ ଖୁବ୍ ପୋଡାଜଳା ହୋଇଥାଏ । ତେଣୁ ୱାକ୍ସିଂ କରିବା କରିବା ପରେ ଖରାରେ ବୁଲନ୍ତୁ ନାହିଁ । 
-ୱାକ୍ସିଂ ପରେ ସେହି ସ୍ଥାନକୁ ଫେସୱାଶ୍ କିମ୍ବା ସାବୁନ ଲଗାଇ ନଖଉଷୁମ ପାଣିରେ ଧୋଇଦିଅନ୍ତୁ । ଯଦି ବ୍ରଣ କିମ୍ବା ଏଜିଙ୍ଗ୍ ବ୍ୟବହାର କରିଥିଲେ ତେବେ ୱାକ୍ସିଂ କରିବାର ୫-୬ ଦିନ ପୂର୍ବରୁ ଏହାକୁ ବ୍ୟବହାର କରିବା ବନ୍ଦ କରନ୍ତୁୁ ।

Powered by Froala Editor

Tags Waxing

Related articles Odisha News Lens 4.1

  • ରଶ୍ମିକା ସେୟାର କଲେ ବିବାହର ପ୍ରଥମ ଫଟୋ
    ମନୋରଞ୍ଜନ

    ରଶ୍ମିକା ସେୟାର କଲେ ବିବାହର ପ୍ରଥମ ଫଟୋ

    13609
    Feb 26, 2026
  • ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ଯୁକ୍ତ ପେଟ୍ରୋଲ
    ଦେଶ-ଦେଶାନ୍ତର

    ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ଯୁକ୍ତ ପେଟ୍ରୋଲ

    14131
    Feb 26, 2026
  • ମେଡିକାଲ ରିପୋର୍ଟରେ ବଳାତ୍କାର ସ୍ପଷ୍ଟ
    ଦେଶ-ଦେଶାନ୍ତର

    ମେଡିକାଲ ରିପୋର୍ଟରେ ବଳାତ୍କାର ସ୍ପଷ୍ଟ

    15536
    Feb 26, 2026
  • ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ
    ଦେଶ-ଦେଶାନ୍ତର

    ଖାଇବାକୁ ଦେବା ପରେ ବାପାଙ୍କୁ ଜୀବନ୍ତ ଜାଳିଦେଲା ପୁଅ

    13584
    Feb 26, 2026
  • ପାଠ୍ୟପୁସ୍ତକରୁ ହଟିଲା ‘ନ୍ୟାୟପାଳିକାରେ ଦୁର୍ନୀତି’ ସଂକ୍ରାନ୍ତ ଅଧ୍ୟାୟ
    ଦେଶ-ଦେଶାନ୍ତର

    ପାଠ୍ୟପୁସ୍ତକରୁ ହଟିଲା ‘ନ୍ୟାୟପାଳିକାରେ ଦୁର୍ନୀତି’ ସଂକ୍ରାନ୍ତ ଅଧ୍ୟାୟ

    15400
    Feb 26, 2026
  • ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା
    ଦେଶ-ଦେଶାନ୍ତର

    ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା

    14279
    Feb 25, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ
    ବିଶେଷ

    ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    13749
    Feb 27, 2026
  • ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, “ପ୍ରିୟ ବନ୍ଧୁ” ବୋଲି ଅଭିହିତ କଲେ ନେତାନ୍ୟାହୁ
    ଦେଶ-ଦେଶାନ୍ତର

    ଇସ୍ରାଏଲରେ ପ୍ରଧାନମନ୍ତ୍ରୀ ମୋଦି, “ପ୍ରିୟ ବନ୍ଧୁ” ବୋଲି ଅଭିହିତ କଲେ ନେତାନ୍ୟାହୁ

    15088
    Feb 25, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍
    ବିଶେଷ

    ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    13824
    Feb 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା

    14279
    Feb 25, 2026
  • ଦେଶ-ଦେଶାନ୍ତର

    ମେଡିକାଲ ରିପୋର୍ଟରେ ବଳାତ୍କାର ସ୍ପଷ୍ଟ

    15536
    Feb 26, 2026
  • ଦେଶ-ଦେଶାନ୍ତର

    ପାଠ୍ୟପୁସ୍ତକରୁ ହଟିଲା ‘ନ୍ୟାୟପାଳିକାରେ ଦୁର୍ନୀତି’ ସଂକ୍ରାନ୍ତ ଅଧ୍ୟାୟ

    15400
    Feb 26, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17354
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17423
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17769
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16242
    Apr 03, 2021

ବିଶେଷ

  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    13749
    Feb 27, 2026
  • ବାସି ଭାତ ଖାଇଲେ ମିଳିଥାଏ ଏହିସବୁ ପ୍ରୋଟିନ୍

    13824
    Feb 26, 2026
  • ନିଜର ଓଜନକୁ ରଖନ୍ତୁ ସନ୍ତୁଳିତ, ଆଜ୍‌ମା ସମସ୍ୟାଠାରୁ ରୁହନ୍ତୁ ଦୂରେଇ

    15125
    Feb 25, 2026
  • ନାକରୁ ପାଣି ବାହାରୁଥିଲେ ଏହା କଲେ ତୁରନ୍ତ ମିଳିବ ଆରାମ୍

    15873
    Feb 23, 2026
  • ହୃଦୟ ପାଇଁ ବହୁତ ଲାଭଦାୟକ ରସୁଣ

    16162
    Feb 21, 2026

ବାଣିଜ୍ୟ

ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

ଭୁବନେଶ୍ୱର: ଖିମଜୀ ଜୁଏଲର୍ସ ପକ୍ଷରୁ ନିଜର ନୂଆ ବିବାହ ଅଭିଯାନ ‘ନିଭାୟେଙ୍ଗେ ଅଲଓ୍ୱେଜ୍’ ଉନ୍ମୋଚନ କରାଯାଇଛି। ଏହା ହେଉଛି ବିବାହର ଚିରସ୍ଥାୟୀ ପ୍ରତିଶ୍ରୁତି ପ୍ରତି ଏକ ହୃଦୟସ୍ପର୍ଶୀ ସମ୍ମାନ। ଏହା କ ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15119
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14970
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14483
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16096
    Jan 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଜୟ-ରଶ୍ମିକାଙ୍କୁ ଶୁଭେଚ୍ଛା ଜଣେଇଲେ ପ୍ରଧାନମନ୍ତ୍ରୀ

    14554
    Feb 25, 2026
  • ୧ ଏପ୍ରିଲରୁ ବିକ୍ରି ହେବ କେବଳ ଇଥାନଲ୍ ଯୁକ୍ତ ପେଟ୍ରୋଲ

    14131
    Feb 26, 2026
  • ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଖପ୍ପା

    14279
    Feb 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In