Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 05, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଆଇଫୋନରେ ଚାଲିବ ନାହିଁ YouTube

ରାଜ୍ୟ
Home ›› ରାଜ୍ୟ ››ସଡକ ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣା, ଜାଣନ୍ତୁ କ’ଣ

ସଡକ ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣା, ଜାଣନ୍ତୁ କ’ଣ

2021-11-02 09:42:03
15711
Share:
Facebook
Twitter
E-Mail
WhatsApp
Telegram
ସଡକ ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଏହି  ଘୋଷଣା, ଜାଣନ୍ତୁ କ’ଣ

ସମ୍ବଲପୁର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କୁଚିଣ୍ଡାରେ ସମ୍ବଲପୁର ଜିଲ୍ଲା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ।  ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦  ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

 

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା  -  ସମସ୍ତେ  ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ।

 

ଆମ ପାଇ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ।

 

ଏହି ଅବସରରେ ସଡକ ଦୁର୍ଘଟଣାରେ ବହୁ ଲୋକଙ୍କର ମୃତ୍ୟୁ ହେଉଥିବା ସଂପର୍କରେ ଚିନ୍ତାପ୍ରକଟ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ କ୍ଷେତ୍ରରେ ତୁରନ୍ତ ଚିକିତ୍ସା ସେବା ଯୋଗାଇ ଦିଆଯାଇ ପାରିଲେ, ଅନେକ ମୂଲ୍ୟବନ ଜୀବନ ବଞ୍ଚାଇ ହେବ । ଆହତ ଲୋକଙ୍କୁ ତୁରନ୍ତ ଚିକିତ୍ସା ପାଇଁ ରାଜ୍ୟ ସରକାର ୧୪୭ କୋଟି ଟଙ୍କାର ଏକ ପାଣ୍ଠି ଗଠନ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଦୁର୍ଘଟଣା କ୍ଷେତ୍ରରେ ପ୍ରଥମ ୪୮ ଘଣ୍ଟା ମଧ୍ୟରେ ଚିକିତ୍ସା ଯୋଗାଇ ଦେବା ଅତି ଜରୁରୀ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ପାଣ୍ଠି ଜରିଆରେ ଦୁର୍ଘଟଣାର ପ୍ରଥମ ୪୮ ଘଣ୍ଟା ମଧ୍ୟରେ ସମସ୍ତ ଚିକିତ୍ସା ଖର୍ଚ୍ଚ ଏହି ପାଣ୍ଠିରୁ ବହନ କରାଯିବ। 

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ଟ୍ରମ୍ପଙ୍କ ଆଗତ ଟିକସ ବିଲ୍‌କୁ ମସ୍କଙ୍କ ତୀବ୍ର ସମାଲୋଚନା
    ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କ ଆଗତ ଟିକସ ବିଲ୍‌କୁ ମସ୍କଙ୍କ ତୀବ୍ର ସମାଲୋଚନା

    13362
    Jun 05, 2025
  • ଯବାନଙ୍କ ଗୁଳିରେ ମାଓବାଦୀ ସୁଧାକର ନିହତ
    ଦେଶ-ଦେଶାନ୍ତର

    ଯବାନଙ୍କ ଗୁଳିରେ ମାଓବାଦୀ ସୁଧାକର ନିହତ

    15016
    Jun 05, 2025
  • ଭାରତରେ  ନିର୍ମାଣ ହେବ ରାଫେଲ
    ଦେଶ-ଦେଶାନ୍ତର

    ଭାରତରେ ନିର୍ମାଣ ହେବ ରାଫେଲ

    13942
    Jun 05, 2025
  • ଦେଶରେ ୪୩୦୨ କରୋନା ସଂକ୍ରମିତ ଚିହ୍ନଟ
    ଦେଶ-ଦେଶାନ୍ତର

    ଦେଶରେ ୪୩୦୨ କରୋନା ସଂକ୍ରମିତ ଚିହ୍ନଟ

    14966
    Jun 05, 2025
  • ରାମ ଦରବାରର ପ୍ରାଣ ପ୍ରତିଷ୍ଠା ସମ୍ପନ୍ନ
    ଦେଶ-ଦେଶାନ୍ତର

    ରାମ ଦରବାରର ପ୍ରାଣ ପ୍ରତିଷ୍ଠା ସମ୍ପନ୍ନ

    15356
    Jun 05, 2025
  • ଆଇଫୋନରେ ଚାଲିବ ନାହିଁ YouTube
    ଦେଶ-ଦେଶାନ୍ତର

    ଆଇଫୋନରେ ଚାଲିବ ନାହିଁ YouTube

    15219
    Jun 05, 2025
  •  ଆମେରିକାରେ ପ୍ରବେଶ କରିପାରିବେନି ୧୨ ଦେଶର ନାଗରିକ
    ଦେଶ-ଦେଶାନ୍ତର

    ଆମେରିକାରେ ପ୍ରବେଶ କରିପାରିବେନି ୧୨ ଦେଶର ନାଗରିକ

    15471
    Jun 05, 2025
  • ୫୦୦ ଟଙ୍କିଆ ନୋଟ୍ ବନ୍ଦ ନେଇ ଆସିଲା ଅପଡେଟ୍
    ଦେଶ-ଦେଶାନ୍ତର

    ୫୦୦ ଟଙ୍କିଆ ନୋଟ୍ ବନ୍ଦ ନେଇ ଆସିଲା ଅପଡେଟ୍

    14205
    Jun 04, 2025
  • ୨୦୨୭ ମାର୍ଚ୍ଚ ୧ରୁ ହୋଇପାରେ ଜନଗଣନା
    ଦେଶ-ଦେଶାନ୍ତର

    ୨୦୨୭ ମାର୍ଚ୍ଚ ୧ରୁ ହୋଇପାରେ ଜନଗଣନା

    15622
    Jun 04, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାମ ଦରବାରର ପ୍ରାଣ ପ୍ରତିଷ୍ଠା ସମ୍ପନ୍ନ

    15356
    Jun 05, 2025
  • ଦେଶ-ଦେଶାନ୍ତର

    ୫୦୦ ଟଙ୍କିଆ ନୋଟ୍ ବନ୍ଦ ନେଇ ଆସିଲା ଅପଡେଟ୍

    14205
    Jun 04, 2025
  • ମନୋରଞ୍ଜନ

    ICUରେ ଦୀପିକା, କର୍କଟ ଅସ୍ତ୍ରୋପଚାର ଶେଷ

    15035
    Jun 04, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16645
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16941
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15473
    Apr 03, 2021

ବିଶେଷ

  • ଅଧା କପ୍‌ ବିଟ୍‌ ରସର କରାମତି

    13885
    Jun 04, 2025
  • ଖରାଦିନେ ତ୍ୱଚାରେ ଚମକ ଆଣିବା ପାଇଁ ଜାଣନ୍ତୁ ଉପାୟ....

    13720
    Jun 04, 2025
  • କୋଲେଷ୍ଟରଲ କମାଏ ଅଁଳାରସ

    13760
    Jun 03, 2025
  • ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

    15361
    Jun 03, 2025
  • ଅବସାଦ ଦୂର କରିବାର ସହଜ ଉପାୟ ଜାଣନ୍ତୁ....

    15301
    Jun 02, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15690
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16308
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14016
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14812
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭାରତରେ ନିର୍ମାଣ ହେବ ରାଫେଲ

    13942
    Jun 05, 2025
  • ଯବାନଙ୍କ ଗୁଳିରେ ମାଓବାଦୀ ସୁଧାକର ନିହତ

    15016
    Jun 05, 2025
  • ଆମେରିକାରେ ପ୍ରବେଶ କରିପାରିବେନି ୧୨ ଦେଶର ନାଗରିକ

    15471
    Jun 05, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In