Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ...

  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

  • ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ...

  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ...

  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ...

  • ଭାରତ ମହାସାଗରରେ ଆମେରିକା ନୌସେନା ...

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ...

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ...

  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››କଂଗ୍ରେସରୁ ଇସ୍ତଫା ଦେଇ ‘ପଞ୍ଚାବ ଲୋକ କଂଗ୍ରେସ’ ଗଢ଼ିଲେ ଅମରିନ୍ଦର

କଂଗ୍ରେସରୁ ଇସ୍ତଫା ଦେଇ ‘ପଞ୍ଚାବ ଲୋକ କଂଗ୍ରେସ’ ଗଢ଼ିଲେ ଅମରିନ୍ଦର

2021-11-02 15:41:57
14999
Share:
Facebook
Twitter
E-Mail
WhatsApp
Telegram
କଂଗ୍ରେସରୁ ଇସ୍ତଫା ଦେଇ ‘ପଞ୍ଚାବ ଲୋକ କଂଗ୍ରେସ’ ଗଢ଼ିଲେ ଅମରିନ୍ଦର

କଂଗ୍ରେସରୁ ଇସ୍ତଫା ଦେଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମିରନ୍ଦର ସିଂ । ସେ ତାଙ୍କ ଇସ୍ତଫା ପତ୍ର କଂଗ୍ରେସ ସଭାପତି ସୋନିଆ ଗାନ୍ଧୀଙ୍କ ନିକଟକୁ ପଠାଇଛନ୍ତି ।  ଏହା ସହିତ ସେ ଏକ ନୂଆ ଦଳ ଗଢିବାକୁ ଘୋଷଣା କରିଛନ୍ତି । ଏହି ଦଳର ନାଁ ରଖାଯାଇଛି ‘ପଞ୍ଜାବ ଲୋକ କଂଗ୍ରେସ’ । ଦଳର ପଂଜୀକରଣ ନିର୍ବାଚନ ଆୟୋଗଙ୍କ ମଂଜୁରୀ ଅପେକ୍ଷାରେ ରହିଛି । ଏହା ପରେ ସେ ଦଳର ସଂକେତକୁ ଆୟୋଗର ମଂଜୁରୀ ମିଳିବ ।

ସେ ନିଜର ଇସ୍ତଫାପତ୍ର କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧିଙ୍କ ନିକଟକୁ ପଠାଇ ଦେଇଛନ୍ତି । ନିଜ ଇସ୍ତଫା ପତ୍ରରେ ସେ ଦଳ ଛାଡ଼ିବାର କାରଣ ମଧ୍ୟ ଦର୍ଶାଇଛନ୍ତି । ଏଥିରେ ସେ ଲେଖିଛନ୍ତି ଯେ, ସିଦ୍ଧୁଙ୍କୁ ପିସିସି ସଭାପତି କରି ଦଳ ବିରାଟ ଭୁଲ କରିଛି । ଦିନେ ଏଥିପାଇଁ ଦଳକୁ ପଶ୍ଚତାପ କରିବାକୁ ପଡିବ । ଏହା ସହିତ ଦଳ ଛାଡିବା ପାଇଁ ସେ ମଧ୍ୟ ଏକରକମ ସୋନିଆ ଓ ରାହୁଲ ତଥା ପ୍ରିୟଙ୍କାଙ୍କୁ ଦାୟୀ କରିଛନ୍ତି ।

ଗତ ମାସରେ ପଞ୍ଜାବ ପ୍ରଦେଶ କଂଗ୍ରେସ କମିଟି ସଭାପତି ନବଜ୍ୟୋତ ସିଂ ସିଦ୍ଧୁଙ୍କ ସହ ମନୋମାଳିନ୍ୟ ପରେ ସେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ । ଏହା ସହିତ ଦଳ ଛାଡ଼ି ଏକ ନୂଆ ଦଳ ଗଠନ କରିବା ସଂପର୍କରେ ସେ ସଂକେତ ଦେଇଥିଲେ । ଦଳରେ ତାଙ୍କୁ ଅପମାନିତ କରାଯାଇଛି ବୋଲି ସେ ଅଭିଯୋଗ କରି ମୁଖ୍ୟମନ୍ତ୍ରୀ ପଦ ଛାଡ଼ିଥିଲେ । ତାଙ୍କ ଇସ୍ତଫା ପରେ କଂଗ୍ରେସ ପକ୍ଷରୁ ଚରନଜିତ ସିଂ ଚନ୍ନିଙ୍କୁ ନୂଆ ମୁଖ୍ୟମନ୍ତ୍ରୀ କରାଯାଇଥିଲା ।



Powered by Froala Editor

Tags amrinder

Related articles Odisha News Lens 4.1

  •  ଏହି  ସ୍ଥାନରେ କଳାଜାଇ ଥିଲେ  ଖୋଲେ ପୂର୍ବଜନ୍ମର ରହସ୍ୟ
    ବିଶେଷ

    ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14057
    Mar 07, 2026
  • ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ସମ୍ପନ୍ନ
    ଦେଶ-ଦେଶାନ୍ତର

    ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ସମ୍ପନ୍ନ

    13369
    Mar 07, 2026
  •  ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର
    ଦେଶ-ଦେଶାନ୍ତର

    ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର

    14148
    Mar 07, 2026
  • ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ
    ଦେଶ-ଦେଶାନ୍ତର

    ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ

    14090
    Mar 06, 2026
  •  UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ
    ଦେଶ-ଦେଶାନ୍ତର

    UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13425
    Mar 06, 2026
  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    15170
    Mar 05, 2026
  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ
    ଦେଶ-ଦେଶାନ୍ତର

    ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14857
    Mar 06, 2026
  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    15190
    Mar 05, 2026
  •  ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ
    ବିଶେଷ

    ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14692
    Mar 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

    13612
    Mar 07, 2026
  • ଦେଶ-ଦେଶାନ୍ତର

    UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13425
    Mar 06, 2026
  • ବିଶେଷ

    ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14692
    Mar 05, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17775
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16247
    Apr 03, 2021

ବିଶେଷ

  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14057
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14692
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15159
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14367
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15069
    Feb 28, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15668
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15127
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14978
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14492
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର

    14148
    Mar 07, 2026
  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

    13612
    Mar 07, 2026
  • ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ସମ୍ପନ୍ନ

    13369
    Mar 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In