Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, July 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ...

  • ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ

  • ତାଜ ହୋଟେଲକୁ ବୋମା ଧମକ

  • ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

  • ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ...

  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

  • ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ...

  • ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ ...

  • ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ...

  • ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ...

ରାଜ୍ୟ
Home ›› ରାଜ୍ୟ ››ଦୀପାବଳିରେ ଶିଶୁଙ୍କ ସୁରକ୍ଷା ଉପରେ ଦୃଷ୍ଟି ଦେବା ଦରକାର:ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଦୀପାବଳିରେ ଶିଶୁଙ୍କ ସୁରକ୍ଷା ଉପରେ ଦୃଷ୍ଟି ଦେବା ଦରକାର:ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

2021-11-03 09:14:30
14554
Share:
Facebook
Twitter
E-Mail
WhatsApp
Telegram
ଦୀପାବଳିରେ ଶିଶୁଙ୍କ ସୁରକ୍ଷା ଉପରେ ଦୃଷ୍ଟି ଦେବା ଦରକାର:ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର:ଦୀପାବଳି ପାଇଁ ସତର୍କତା ସମେସ୍ତେ ଅବଲମ୍ବନ କରନ୍ତୁ । ସବୁଜ ବାଣ ଫୁଟାଇ ଦୀପାବଳି ପାଳନ କରିପାରିବେ । ସରକାରଙ୍କ ନିୟମ ପାଳନ କରନ୍ତୁ । ଶିଶୁ ମାନଙ୍କୁ ସୁରକ୍ଷା ଉପରେ ଦୃଷ୍ଟି ଦେବା ଦରକାର । ବାୟୁ ପ୍ରଦୂଷଣ ଯେପରି ନ ହେବ ସେନେଇ ମଧ୍ୟ ଯତ୍ନବାନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ  ।

ସେହିପରି ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି ଯେ, ଘର ଘର ବୁଲି ଟୀକାକାରଣ ପ୍ରକ୍ରିୟା ଆରମ୍ଭ । ଯେଉଁମାନେ ଟିକା ନେଇ ନାହାନ୍ତି ସେମାନେ ସ୍ବତଃପ୍ରବୃତ୍ତ ଭାବେ ଆସି ଟିକା ନିଅନ୍ତୁ ବୋଲି ଆହ୍ବାନ କରିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ଯେହେତୁ ଘରେ ଘରେ ବୁଲି ଟୀକାକରଣ କାର୍ୟ୍ୟକ୍ରମ ଆରମ୍ଭ ହୋଇଛି ନିଶ୍ଚିତ ଭାବେ ଟୀକାକରଣ ପ୍ରତିଶତ ବୃଦ୍ଧି ପାଇବ । ଶେଷ ମୁହୂର୍ତ୍ତରେ ସରକାରଙ୍କ ଏହି ସୁବିଧାରୁ ଯେଉଁମାନେ ବଞ୍ଚିତ ଅଛନ୍ତି ସେମାନେ ସୁଯୋଗ ନିଅନ୍ତୁ ବୋଲି କହିଛନ୍ତି ।

 କୋରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଛି । ଆଇସିୟୁରେ ମଧ୍ୟ କମ ରୋଗୀ ଅଛନ୍ତି । ଆମ ପାଖରେ ସବୁ ପ୍ରକାର ବ୍ୟବସ୍ଥା ଅଛି, ତା ମାନେ ନୁହେଁ ଯେ ଆମେ ବିପଦ ମୁକ୍ତ ହୋଇଗଲେ । ଅନ୍ୟ ଦେଶରେ ସଂକ୍ରମଣ ବଢୁଛି । ତେଣୁ ନିଜକୁ ନିଜେ ସଚେତନ ରହିବା ଉଚିତ୍ । ବିପଦ ସୃଷ୍ଟି ହେଲା ପରି ପରିସ୍ଥିତି ସୃଷ୍ଟି ନ କରିବାକୁ ସଂକଳ୍ପବଦ୍ଧ ହେବା ।

Powered by Froala Editor

Tags Corona

Related articles Odisha News Lens 4.1

  • ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ମୃତ୍ୟୁ

    14666
    Jul 11, 2026
  • ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ କରାଯିବାକୁ ନେଇ ଆପତ୍ତି
    ଦେଶ-ଦେଶାନ୍ତର

    ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ କରାଯିବାକୁ ନେଇ ଆପତ୍ତି

    13814
    Jul 11, 2026
  • ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ଅଶ୍ଳୀଳ ଭାଷା ପ୍ରୟୋଗ କଲେ ଆବେଦନକାରୀ
    ଦେଶ-ଦେଶାନ୍ତର

    ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ଅଶ୍ଳୀଳ ଭାଷା ପ୍ରୟୋଗ କଲେ ଆବେଦନକାରୀ

    15273
    Jul 11, 2026
  • ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
    ଦେଶ-ଦେଶାନ୍ତର

    ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

    15144
    Jul 12, 2026
  • ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ପରଲୋକ
    ମନୋରଞ୍ଜନ

    ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ପରଲୋକ

    14059
    Jul 12, 2026
  • ତାଜ ହୋଟେଲକୁ ବୋମା ଧମକ
    ଦେଶ-ଦେଶାନ୍ତର

    ତାଜ ହୋଟେଲକୁ ବୋମା ଧମକ

    14968
    Jul 12, 2026
  • ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ପ୍ରକାଶ
    ଦେଶ-ଦେଶାନ୍ତର

    ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ପ୍ରକାଶ

    13956
    Jul 12, 2026
  • ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ
    ଦେଶ-ଦେଶାନ୍ତର

    ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ

    14365
    Jul 12, 2026
  • ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ନିର୍ଦ୍ଦେଶନାମା ଜାରି: ‘ବନ୍ଦେ ମାତରମ୍ ’ ପ୍ରଥମେ ...
    ଦେଶ-ଦେଶାନ୍ତର

    ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ନିର୍ଦ୍ଦେଶନାମା ଜାରି: ‘ବନ୍ଦେ ମାତରମ୍ ’ ପ୍ରଥମେ ...

    15394
    Jul 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ପରଲୋକ

    14059
    Jul 12, 2026
  • ଦେଶ-ଦେଶାନ୍ତର

    ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ନିର୍ଦ୍ଦେଶନାମା ଜାରି: ‘ବନ୍ଦେ ମାତରମ୍ ’ ପ୍ରଥମେ ଓ ‘ଜନ ଗଣ ମନ’ ଗାନ ପରେ

    15394
    Jul 11, 2026
  • ଦେଶ-ଦେଶାନ୍ତର

    ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ କରାଯିବାକୁ ନେଇ ଆପତ୍ତି

    13814
    Jul 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16971
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17583
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17637
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18037
    Sep 06, 2023

ବିଶେଷ

  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14128
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14627
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15539
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15644
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15461
    Jul 05, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15841
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15709
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13816
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14934
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ମୃତ୍ୟୁ

    14666
    Jul 11, 2026
  • ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ପରଲୋକ

    14059
    Jul 12, 2026
  • ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ

    14365
    Jul 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In