Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, May 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କେମିତି ଦୂର କରିବେ ଟେନ୍‌ସନ୍‌

  • ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ...

  • ଜବତ ହେଲା ୪୪ ଲକ୍ଷରୁ ଅଧିକ ମୂଲ୍ୟର ...

  • ଆକ୍ରମଣ କଲେ ଇରାନକୁ ପୃଥିବୀରୁ ...

  • ରଚିତଙ୍କ ହାତ ଧରିବେ ହୁମା

  • ଥାଲାପତିଙ୍କ ବିଜୟରେ ତ୍ରିଶାଙ୍କ ଲକ୍

  • ଜାମିନ ପାଇଁ ଅପମାନଜନକ ସର୍ତ୍ତ, ଭର୍ତ୍ସନା ...

  • ବିଜୟଙ୍କ ଆଡ଼କୁ କଂଗ୍ରେସ ‘ହାତ’, ...

  • ୯ରେ ପଶ୍ଚିମବଙ୍ଗରେ ଶପଥ ଗ୍ରହଣ, ...

  • କିଏ କେଉଁଠି ଆଗରେ ଜାଣନ୍ତୁ

Home ›› ››ଓଡ଼ିଶାରେ ରାଷ୍ଟ୍ରପତି ଶାସନ ଜାରି ହେଉ: ଭକ୍ତ ଦାସ

ଓଡ଼ିଶାରେ ରାଷ୍ଟ୍ରପତି ଶାସନ ଜାରି ହେଉ: ଭକ୍ତ ଦାସ

2021-11-03 09:19:22
13991
Share:
Facebook
Twitter
E-Mail
WhatsApp
Telegram
ଓଡ଼ିଶାରେ ରାଷ୍ଟ୍ରପତି ଶାସନ ଜାରି ହେଉ: ଭକ୍ତ ଦାସ


ଭୁବନେଶ୍ୱର:  ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ୟ୍ୟସ୍ତ। ମହିଳାମାନେ ଅସୁରକ୍ଷିତ। ଏପରି ସ୍ଥିତିରେ ବିଜେଡ଼ି ଶାସନକୁ ଭାଙ୍ଗି ରାଜ୍ୟରେ ରାଷ୍ଟ୍ରପତି ଶାସନ ଜାରି କରିବା ପାଇଁ ଦାବି କଲେ ଏଆଇସିସି ସମ୍ପାଦକ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଦାସ। ମମିତା ହତ୍ୟା ପ୍ରସଙ୍ଗରେ କହିଲେ କ୍ୟାପେଟନଙ୍କୁ  ସୁରକ୍ଷା ଦେଇଛି ଉପର ମହଲା। ସରକାର ଅପରାଧୀକୁ ବଞ୍ଚାଇବାକୁ ଚେଷ୍ଟା  କରିଛନ୍ତି ।

ମମତାର ଅପରାଧୀକୁ ଘଣ୍ଟ ଘୋଡାଇ ରଖିବା ସ୍ପଷ୍ଟ ବୟାନ କରୁଛି ରାଜ୍ୟରେ ଆଇନ୍‌ କାନୁନ୍  ଭ୍ରଷ୍ଟ ହୋଇସାରିଛି। ଏବଂ ଆଇନ୍‌ କାନୁନ୍‌ର ସୁରକ୍ଷା କରିବା ରାଜ୍ୟବାସୀଙ୍କ ପାଇଁ ଆବଶ୍ୟକତା ଅଛି ତେଣୁ  ବିଜେଡି ଶାସନକୁ ବରଖାସ୍ତ କରାଯାଉ ବୋଲି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଦାସ କହିଛନ୍ତି।  ସେ ଅପିଲ କରିଛନ୍ତି ଯେ ମମିତାକୁ ଯେ ପର୍ୟ୍ୟନ୍ତ ନ୍ୟାୟ ନ ମିଳିଛି ସେ ପର୍ୟ୍ୟନ୍ତ  ବିଜେଡିର ନେତା, ମନ୍ତ୍ରୀ ଏବଂ ଏମଏଲମାନଙ୍କ କାର୍ୟ୍ୟକ୍ରମକୁ ବରଖାସ୍ତ କରାଯାଉ । ମୁଖ୍ୟମନ୍ତ୍ରୀଙ୍କ  ସମ୍ପୂର୍ଣ୍ଣ କାର୍ୟ୍ୟକ୍ରମକୁ ଆମେ ବିରୋଧ କରୁଛୁ ବୋଲି ଭକ୍ତ ଦାସ କହିଛନ୍ତି।

ଅନ୍ୟପଟେ  ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ସହ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଲିଙ୍କ ଥିବା ନେଇ ରାଜ୍ୟ ସରକାରଙ୍କୁ ଘେରୁଛନ୍ତି ବିରୋଧୀ । ଗୋଟିଏ ପଟେ ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିରୋଧି ଅଡି ବସିଥିବାବେଳେ ଏନେଇ ପୁଣିଥରେ ମୁହଁ ଖୋଲିଛନ୍ତି ମନ୍ତ୍ରୀ ଦିବ୍ୟଶଙ୍କର ।
ବିରୋଧୀଙ୍କ ବହିଷ୍କାର ଦାବି ନେଇ ମୁହଁ ଖୋଲିଲେ ଦିବ୍ୟଶଙ୍କରତାଙ୍କ ବିରୁଦ୍ଧରେ ମିଥ୍ୟା ଅଭିଯୋଗ କରାଯାଉଛି । ତାଙ୍କ ଉପରେ ଆରୋପ ଲଗାଉଥିବା ବିରୋଧି ଉପଯୁକ୍ତ ପ୍ରମାଣ ଦିଅନ୍ତୁ । ଶହ ଶହ ମିଥ୍ୟା କେବେ ହେଲେ ସତକୁ ଘୋଡାଇ ପାରିବନି ବୋଲି କହିଛନ୍ତି ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀ । ପୂର୍ବରୁ ମଧ୍ୟ ନିଜ ଉପରେ ଆସିଥିବା ଅଭିଯୋଗର ପ୍ରମାଣ ମାଗିଥିଲେ ମନ୍ତ୍ରୀ ।

Powered by Froala Editor

Tags president rule

Related articles Odisha News Lens 4.1

  • କେମିତି ଦୂର କରିବେ ଟେନ୍‌ସନ୍‌
    ବିଶେଷ

    କେମିତି ଦୂର କରିବେ ଟେନ୍‌ସନ୍‌

    14600
    May 05, 2026
  • କିଏ କେଉଁଠି ଆଗରେ ଜାଣନ୍ତୁ
    ଦେଶ-ଦେଶାନ୍ତର

    କିଏ କେଉଁଠି ଆଗରେ ଜାଣନ୍ତୁ

    14362
    May 04, 2026
  • ୯ରେ ପଶ୍ଚିମବଙ୍ଗରେ ଶପଥ ଗ୍ରହଣ, ମୁଖ୍ୟମନ୍ତ୍ରୀ ହେବାକୁ ଏମାନଙ୍କ ନାଁ ଆଗରେ...
    ଦେଶ-ଦେଶାନ୍ତର

    ୯ରେ ପଶ୍ଚିମବଙ୍ଗରେ ଶପଥ ଗ୍ରହଣ, ମୁଖ୍ୟମନ୍ତ୍ରୀ ହେବାକୁ ଏମାନଙ୍କ ନାଁ ଆଗରେ...

    15571
    May 05, 2026
  • ଥାଲାପତିଙ୍କ ବିଜୟରେ ତ୍ରିଶାଙ୍କ ଲକ୍
    ଦେଶ-ଦେଶାନ୍ତର

    ଥାଲାପତିଙ୍କ ବିଜୟରେ ତ୍ରିଶାଙ୍କ ଲକ୍

    14692
    May 05, 2026
  • ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ

    13475
    May 05, 2026
  •  ଆକ୍ରମଣ କଲେ ଇରାନକୁ ପୃଥିବୀରୁ ନିଶ୍ଚିହ୍ନ କରିଦିଆଯିବ: ଟ୍ରମ୍ପ
    ଦେଶ-ଦେଶାନ୍ତର

    ଆକ୍ରମଣ କଲେ ଇରାନକୁ ପୃଥିବୀରୁ ନିଶ୍ଚିହ୍ନ କରିଦିଆଯିବ: ଟ୍ରମ୍ପ

    13862
    May 05, 2026
  • ଜାମିନ ପାଇଁ ଅପମାନଜନକ ସର୍ତ୍ତ, ଭର୍ତ୍ସନା କଲେ ସର୍ବୋଚ୍ଚ ନ୍ୟାୟାଳୟ
    ଦେଶ-ଦେଶାନ୍ତର

    ଜାମିନ ପାଇଁ ଅପମାନଜନକ ସର୍ତ୍ତ, ଭର୍ତ୍ସନା କଲେ ସର୍ବୋଚ୍ଚ ନ୍ୟାୟାଳୟ

    13773
    May 05, 2026
  • ରଚିତଙ୍କ ହାତ ଧରିବେ ହୁମା
    ମନୋରଞ୍ଜନ

    ରଚିତଙ୍କ ହାତ ଧରିବେ ହୁମା

    14854
    May 05, 2026
  • ବିଜୟଙ୍କ ଆଡ଼କୁ କଂଗ୍ରେସ ‘ହାତ’, ରାହୁଲଙ୍କ ସବୁଜ ସଙ୍କେତ
    ଦେଶ-ଦେଶାନ୍ତର

    ବିଜୟଙ୍କ ଆଡ଼କୁ କଂଗ୍ରେସ ‘ହାତ’, ରାହୁଲଙ୍କ ସବୁଜ ସଙ୍କେତ

    13891
    May 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ରଚିତଙ୍କ ହାତ ଧରିବେ ହୁମା

    14854
    May 05, 2026
  • ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ

    13475
    May 05, 2026
  • ଦେଶ-ଦେଶାନ୍ତର

    ୯ରେ ପଶ୍ଚିମବଙ୍ଗରେ ଶପଥ ଗ୍ରହଣ, ମୁଖ୍ୟମନ୍ତ୍ରୀ ହେବାକୁ ଏମାନଙ୍କ ନାଁ ଆଗରେ...

    15571
    May 05, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17457
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17507
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17864
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16337
    Apr 03, 2021

ବିଶେଷ

  • କେମିତି ଦୂର କରିବେ ଟେନ୍‌ସନ୍‌

    14600
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15052
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13846
    May 02, 2026
  • ଏପରି ନିଅନ୍ତୁ ନିଜର ଯତ୍ନ

    14066
    May 01, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    14257
    Apr 30, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15375
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15111
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15606
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13923
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଜୟଙ୍କ ଆଡ଼କୁ କଂଗ୍ରେସ ‘ହାତ’, ରାହୁଲଙ୍କ ସବୁଜ ସଙ୍କେତ

    13891
    May 05, 2026
  • ଜବତ ହେଲା ୪୪ ଲକ୍ଷରୁ ଅଧିକ ମୂଲ୍ୟର ବ୍ରାଉନସୁଗାର, ୩ ଗିରଫ

    15275
    May 05, 2026
  • କିଏ କେଉଁଠି ଆଗରେ ଜାଣନ୍ତୁ

    14362
    May 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In