Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ...

  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ...

  • ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ...

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ...

  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ...

  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ...

  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ...

  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ...

  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ବିଶ୍ୱବାସୀଙ୍କୁ ବଡ଼ ଖୁସି ଖବର: ଆସିଲା କରୋନା ବିରୋଧୀ ପ୍ରଥମ ବଟିକା

ବିଶ୍ୱବାସୀଙ୍କୁ ବଡ଼ ଖୁସି ଖବର: ଆସିଲା କରୋନା ବିରୋଧୀ ପ୍ରଥମ ବଟିକା

2021-11-05 07:05:55
15994
Share:
Facebook
Twitter
E-Mail
WhatsApp
Telegram
ବିଶ୍ୱବାସୀଙ୍କୁ  ବଡ଼ ଖୁସି ଖବର:   ଆସିଲା କରୋନା ବିରୋଧୀ ପ୍ରଥମ ବଟିକା


ନୂଆଦିଲ୍ଲୀ:  ବିଶ୍ୱବାସୀଙ୍କୁ  ବଡ଼ ଖୁସି ଖବର ମିଳିଛି। କାରଣ ବିଶ୍ୱବାସୀଙ୍କୁ ମିଳିଛି କରୋନା ବିରୋଧୀ ପ୍ରଥମ ବଟିକା। ବିଶ୍ୱର ପ୍ରଥମ କୋଭିଡ ବଟିକା ମୋଲନୁପିରାଭିରକୁ ଆଜି ବ୍ରିଟେନ ସରକାର ବ୍ୟବହାର ପାଇଁ ଅନୁମତି ଦେଇଛନ୍ତି।

ସୂଚନାନୁଯାୟୀ , ଏହା ଲକ୍ଷଣ ଯୁକ୍ତ କରୋନା ରୋଗୀଙ୍କ ଚିକିତ୍ସାରେ ଗେମ ଚେଞ୍ଜର ସାବ୍ୟସ୍ତ ହେଉଥିବା ଟ୍ରାଏଲରୁ ଜଣାପଡ଼ିଥିଲା। ଏହାପରେ ବ୍ରିଟେନ ସରକାର ଏହାର ବ୍ୟବହାର ପାଇଁ ସର୍ତ୍ତମୂଳକ ଅନୁମତି ପ୍ରଦାନ କରିଛନ୍ତି। ବ୍ରିଟେନ ବିଶ୍ୱର ପ୍ରଥମ ରାଷ୍ଟ୍ର ଭାବେ କରୋନା ବଟିକାକୁ ଚିକିତ୍ସା ପ୍ରକ୍ରିୟାରେ ସାମିଲ କରିବାକୁ ଗ୍ରୀନ ସିଗ୍ନାଲ ଦେଇଛି ସତ, ହେଲେ ଅନ୍ୟ ରାଷ୍ଟ୍ରଗୁଡ଼ିକୁ ଏହି ବଟିକା କେବେ ମିଳିବ ସେକଥା କହିବାମ ମୁସ୍କିଲ।

ଅନ୍ୟପକ୍ଷରେ  ବିଶ୍ୱରେ ମହାମାରୀ କୋଭିଡର ଆଉ ଏକ ଲହର ଆସିବା ନେଇ ଚେତାବନୀ ଦେଇଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ହୁ) । ସଂଗଠନ ପକ୍ଷରୁ କୁହାଯାଇଛି ଯେ ଜନସାଧାରଣଙ୍କୁ କୋଭିଡ ଟିକା ପ୍ରଦାନରେ ବିଳମ୍ବ ଏବଂ କୋଭିଡ ସମ୍ପର୍କିତ ନିର୍ଦ୍ଦେଶାବଳୀକୁ ଜନସାଧାରଣ କଡାକଡି ପାଳନ କରୁନଥିବାରୁ ୟୁରୋପ ଏବଂ କେନ୍ଦ୍ର ଏସିଆରେ ଫେବ୍ରୁଆରୀ ସୁଦ୍ଧା ପ୍ରାୟ ୫ ଲକ୍ଷ ଲୋକ କୋଭିଡରେ ପ୍ରାଣ ହରାଇବେ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଆଞ୍ଚଳିକ ନିର୍ଦ୍ଦେଶକ ଡା.ହାନ୍ସ କ୍ଲୁଗେ କହିଛନ୍ତି ଯେ, ୟୁରୋପ ଏବଂ କେନ୍ଦ୍ର ଏସିଆ ରାଷ୍ଟ୍ରଗୁଡିକରେ ୯୫% ଲୋକ ଯଦି ତୁଣ୍ଡି ପିନ୍ଧନ୍ତି ତେବେ ସେମାନେ ୫ ଲକ୍ଷ ଲୋକଙ୍କ ମଧ୍ୟରୁ ୧,୮୮,୦୦୦ ଲୋକଙ୍କର ଜୀବନ ବଞ୍ଚାଇପାରିବେ ।
ଗତ ଚାରି ସପ୍ତାହ ମଧ୍ୟରେ ଏହି ଅଞ୍ଚଳରେ ନୂଆ କରୋନା ସଂକ୍ରମଣ ମାମଲାରେ ୫୫% ବୃଦ୍ଧି ପରିଲକ୍ଷିତ ହୋଇଛି । ସମୁଦାୟ ବିଶ୍ୱରେ ଯେତିକି କୋଭିଡ ଆକ୍ରାନ୍ତ ରହିଛନ୍ତି, ସେମାନଙ୍କ ମଧ୍ୟରୁ ୫୯% କେବଳ ୟୁରୋପ ଏବଂ କେନ୍ଦ୍ର ଏସିଆ ରାଷ୍ଟ୍ରରେ ରହିଥିବାବେଳେ ସମଗ୍ର ବିଶ୍ୱରେ ହେଉଥିବା କରୋନା ଜନିତ ମୃତ୍ୟୁର ୪୮% ଏହି ରାଷ୍ଟ୍ରଗୁଡିକରେ ଘଟୁଛି । ତେଣୁ କୋଭିଡ ମହାମାରୀର ଆଉ ଏକ ଲହରକୁ ନେଇ ଆମେ ଅତ୍ୟନ୍ତ ସମ୍ବେଦନଶୀଳ ସ୍ଥିତିରେ ରହିଥିବା ଡା. କ୍ଲୁଗେ କହିଛନ୍ତି । ତାଙ୍କ କହିବା ଅନୁଯାୟୀ ୟୁରୋପ ସଂପ୍ରତି ଏହି ମହାମାରୀ ପ୍ରତ୍ୟାବର୍ତ୍ତନର କେନ୍ଦ୍ର ସ୍ଥଳ ପାଲଟିଛି । ଅବଶ୍ୟ ସ୍ୱାସ୍ଥ୍ୟ ଅଧିକାରୀମାନେ ସଂପ୍ରତି ଏହି ଭୂତାଣୁ ସମ୍ପର୍କରେ ଅଧିକ ଭଲ ଭାବରେ ଜାଣିଛନ୍ତି ଏବଂ ତାହାର ମୁକାବିଲା କରିବାର ଯଥେଷ୍ଟ ସାଧନ ସେମାନଙ୍କ ନିକଟରେ ରହିଛି । ସେ କହିଛନ୍ତି ଯେ, ଯେଉଁସବୁ ସ୍ଥାନରେ ଟିକାକରଣ ହାର କମ୍‍ ରହିଛି, ସେଠାରେ ଅଧିକ ସଂଖ୍ୟାରେ ଲୋକ ଡାକ୍ତରଖାନାରେ ଭର୍ତ୍ତି ହେଉଛନ୍ତି । ୟୁରୋପରେ ସଂପ୍ରତି ପ୍ରତି ସପ୍ତାହରେ ପ୍ରାୟ ୧.୮ ନିୟୁତ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି, ଯାହା ପୂର୍ବ ସପ୍ତାହ ତୁଳନାରେ ୬% ଅଧିକ । ସେହିଭଳି ଏଠାରେ ମୃତ୍ୟୁହାର ମଧ୍ୟ ୧୨% ବୃଦ୍ଧିପାଇଛି ।

Powered by Froala Editor

Tags Corona tablet

Related articles Odisha News Lens 4.1

  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ
    ଦେଶ-ଦେଶାନ୍ତର

    ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ

    14927
    Oct 17, 2026
  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ

    13905
    Oct 17, 2026
  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ
    ଦେଶ-ଦେଶାନ୍ତର

    ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    14819
    Oct 17, 2026
  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର
    ଦେଶ-ଦେଶାନ୍ତର

    ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର

    13727
    Oct 17, 2026
  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ
    ମନୋରଞ୍ଜନ

    ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ

    15496
    Oct 17, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା
    ବିଶେଷ

    ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14155
    Oct 18, 2026
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ
    ଦେଶ-ଦେଶାନ୍ତର

    ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14209
    Oct 17, 2026
  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    13764
    Oct 18, 2026
  •  ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ
    ଦେଶ-ଦେଶାନ୍ତର

    ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ

    14904
    Oct 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14209
    Oct 17, 2026
  • ଦେଶ-ଦେଶାନ୍ତର

    ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ

    13905
    Oct 17, 2026
  • ଦେଶ-ଦେଶାନ୍ତର

    ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    13720
    Oct 18, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17192
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17887
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17833
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18257
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14155
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15191
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14678
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14778
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15780
    Sep 29, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14620
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13986
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15105
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15814
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ

    14904
    Oct 18, 2026
  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    14819
    Oct 17, 2026
  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    13720
    Oct 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In