୯ ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର: ପୁଣି ଓଡିଶାରେ ଲଘୁଚାପ । ଆସନ୍ତା ୯ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଦକ୍ଷିଣପୂର୍ବ ବଙ୍ଗୋପ ସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ଟୁଇଟ୍ ଯୋଗେ ସୂଚନା ଦେଇଛନ୍ତି ।
ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।
Powered by Froala Editor