Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, May 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ...

  • ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ...

  • ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ...

  • ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ ...

  • ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ...

  • CUET UG 2026 ପରୀକ୍ଷା ସ୍ଥଗିତ

  • ୧୦ ଦିନରେ ପୁଣି ପେଟ୍ରୋଲ-ଡିଜେଲ୍ ଦର ...

  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ...

  • ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ...

  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ...

Home ›› ›› ମୟୂର ପଙ୍ଖ ରଖିଲେ ଘରୁ ଦୂର ହୋଇଥାଏ ଆର୍ଥିକ ସମସ୍ୟା

ମୟୂର ପଙ୍ଖ ରଖିଲେ ଘରୁ ଦୂର ହୋଇଥାଏ ଆର୍ଥିକ ସମସ୍ୟା

2021-11-06 02:50:57
15074
Share:
Facebook
Twitter
E-Mail
WhatsApp
Telegram
 ମୟୂର ପଙ୍ଖ ରଖିଲେ ଘରୁ ଦୂର ହୋଇଥାଏ ଆର୍ଥିକ ସମସ୍ୟା

ମଣିଷର ଇଚ୍ଛା ଅତୁଳନୀୟ । ଧନର ମୋହ ଅଧିକାଂଶ ଲୋକଙ୍କର ଥାଏ । ମଣିଷ ଯେତେ ଧନ ସମ୍ପଦ ଅର୍ଜନ କଲେ ମଧ୍ୟ ତାର ମନ  ମାନି ନ ଥାଏ । ଅନେକ କ୍ଷେତ୍ରରେ କିଛି ଲୋକ ଅଧିକ ପରିଶ୍ରମ କରୁଥିଲେ ବି ସେମାନଙ୍କୁ ଉପଯୁକ୍ତ ଅର୍ଥ ମଳି ନଥାଏ । ଶାସ୍ତ୍ର ଅନୁସାରେ ଏଭଳି କିଛି ଉପାୟ ଅଛି ଯାହା ଦ୍ୱାରା ଘରକୁ ପଇସା ଆସିବାର ବାଟ ଖୋଲିଯାଏ । ମୟୂର ପଙ୍ଖ ଏକ ଚମକôାରୀ ଶକ୍ତିଶାଳୀ ଯନ୍ତ୍ର ଅଟେ । ବହୁ ପ୍ରାଚୀନ କାଳରୁ ଶାସ୍ତ୍ର, ଜ୍ୟୋତିଷ ଆଦିରେ ଏହାର ବ୍ୟବହାର ଉଲ୍ଲେଖ ରହିଛି । ମୟୁର ପଙ୍ଖକୁ ବିଦ୍ୟାଦେବୀ ସରସ୍ୱତୀ, ଧନଦେବୀ ମାତା ଲକ୍ଷ୍ମୀ, ଶ୍ରୀକୃଷ୍ଣ, କା ିର୍କ, ହନୁମାନ ଓ ସମସ୍ତଙ୍କ ସହ ଯୋଡା ଯାଇଥାଏ । ଏହି ମୟୂର ପଙ୍ଖକୁ ଯଦି ବଂଶୀ ସହ ଘରେ ରଖନ୍ତି, ତେବେ ସମ୍ପର୍କରେ ମଧୁରତା ଆସିଥାଏ ବୋଲି କୁହାଯାଏ । ସନ୍ଧ୍ୟା ଆଳତି ପରେ ଏହାକୁ ଜୋରରେ ହଲାଇବା ଦ୍ୱାରା ଘରୁ ନକରାତ୍ମକତା ଦୂରେଇ ଯାଇଥାଏ । ମୟୂର ପଙ୍ଖକୁ ଏଭଳି ଏକ ସ୍ଥାନରେ ରଖିବେ, ଯେଉଁଠାରେ ସମସ୍ତଙ୍କ ଦୃଷ୍ଟି ପଡିବ । ଏହା ଦ୍ୱାରା ଘରେ ସୁପ୍ରଭାବ ପଡିବା ସହିତ, ଘରୁ ଆର୍ଥିକ ସମସ୍ୟା ଦୂର ହୋଇଥାଏ । ଘରର ସମସ୍ତ ରୁମରେ ମୟୁର ପଙ୍ଖ ରଖିବା ଦ୍ୱାରା ସମସ୍ତ ବାସ୍ତୁ ଦୋଷ ଦୂର ହୋଇଥାଏ । ରାହୁ କେତୁ ଓ କାଳସର୍ପ ଦୋଷ ରହିଥିଲେ ପାଖରେ ମୟୂର ପଙ୍ଖ ରଖନ୍ତୁ । ବିଦ୍ୟାର୍ଥୀମାନେ ଏହାକୁ ବହିରେ ରଖିବା ଦ୍ୱାରା ବିଦ୍ୟା କ୍ଷେତ୍ରରେ ସମୃଦ୍ଧି ଆସିଥାଏ । ଘରର ଦକ୍ଷିଣ ପୂର୍ବ କୋଣରେ ଓ ଟଙ୍କା ରଖିବା ସ୍ଥାନରେ ରଖିବା ଦ୍ୱାରା ଘରେ ଟଙ୍କାର ଅଭାବ ରହିନଥାଏ ।

Powered by Froala Editor

Tags Mor pankh

Related articles Odisha News Lens 4.1

  •  ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ନିକଟରେ ଗୁଳିକାଣ୍ଡ
    ଦେଶ-ଦେଶାନ୍ତର

    ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ନିକଟରେ ଗୁଳିକାଣ୍ଡ

    14650
    May 25, 2026
  • ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ସୁପ୍ରିମକୋର୍ଟ

    13438
    May 25, 2026
  • ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ...
    ଦେଶ-ଦେଶାନ୍ତର

    ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ...

    15070
    May 24, 2026
  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ
    ଦେଶ-ଦେଶାନ୍ତର

    ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ

    15191
    May 24, 2026
  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ...
    ଦେଶ-ଦେଶାନ୍ତର

    ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ...

    15739
    May 24, 2026
  • CUET UG 2026 ପରୀକ୍ଷା ସ୍ଥଗିତ
    ଦେଶ-ଦେଶାନ୍ତର

    CUET UG 2026 ପରୀକ୍ଷା ସ୍ଥଗିତ

    14918
    May 25, 2026
  • ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ନେଉଛି ବୋହୂ
    ଦେଶ-ଦେଶାନ୍ତର

    ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ନେଉଛି ବୋହୂ

    15169
    May 25, 2026
  • ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ କାକୋଲି
    ରାଜନୀତି

    ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ କାକୋଲି

    14648
    May 25, 2026
  • ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ

    14878
    May 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୧୦ ଦିନରେ ପୁଣି ପେଟ୍ରୋଲ-ଡିଜେଲ୍ ଦର ବଢିଲା

    14623
    May 25, 2026
  • ଦେଶ-ଦେଶାନ୍ତର

    CUET UG 2026 ପରୀକ୍ଷା ସ୍ଥଗିତ

    14918
    May 25, 2026
  • ଦେଶ-ଦେଶାନ୍ତର

    ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ଆହତ

    15070
    May 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16879
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17498
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17545
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17929
    Sep 06, 2023

ବିଶେଷ

  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15644
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14998
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14410
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14534
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15596
    May 17, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15422
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15163
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15654
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13988
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ପରାମର୍ଶ

    15739
    May 24, 2026
  • CUET UG 2026 ପରୀକ୍ଷା ସ୍ଥଗିତ

    14918
    May 25, 2026
  • ୧୦ ଦିନରେ ପୁଣି ପେଟ୍ରୋଲ-ଡିଜେଲ୍ ଦର ବଢିଲା

    14623
    May 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In