Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, November 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭିଏଏମ୍ଏଲ୍ ସିଜିମାଳି ବକ୍ସାଇଟ୍ ଖଣି ...

  • ନୂଆ BS-ସିକ୍ସ ଗାଡ଼ି ପାଇଁ ୩ ବର୍ଷ ...

  • ଯୋଗୀ ଆଦିତ୍ୟନାଥଙ୍କ ମାଆ ସାବିତ୍ରୀ ...

  • ନଭେମ୍ବରରୁ ଡିସେମ୍ବରରେ ୫୨ ଲକ୍ଷ ବିବାହ !

  • ନିବେଶକଙ୍କ ଖୁସି : ଅଟୋ, ବ୍ୟାଙ୍କିଙ୍ଗ୍ ଓ ...

  • ଗୋଟିଏ ଫଟୋ ଭାଗ୍ୟ ଚମକାଇଲା: ୨ ବର୍ଷୀୟ ...

  • ବିଶ୍ୱର ପ୍ରଭାବଶାଳୀ ମୁସଲମାନଙ୍କ ...

  • ଶିଳ୍ପ ସଂସ୍ଥାଗୁଡ଼ିକ ଅଧିକ ନିଯୁକ୍ତି ...

  • ଭାରତରେ ପ୍ରଥମଥର ସ୍ୱଦେଶୀ ଏଚ୍‌-୫ଏନ୍‌-୧ ...

  • ଭୟଙ୍କର ସଡ଼କ ଦୁର୍ଘଟଣା: ୬ ମୃତ

ରାଜ୍ୟ
Home ›› ରାଜ୍ୟ ››ଆଜି ପଞ୍ଚାୟତ ନିର୍ବାଚନ ପାଇଁ ବସିବ ସର୍ବଦଳୀୟ ବୈଠକ

ଆଜି ପଞ୍ଚାୟତ ନିର୍ବାଚନ ପାଇଁ ବସିବ ସର୍ବଦଳୀୟ ବୈଠକ

2021-11-06 06:18:55
14372
Share:
Facebook
Twitter
E-Mail
WhatsApp
Telegram
ଆଜି ପଞ୍ଚାୟତ ନିର୍ବାଚନ ପାଇଁ ବସିବ ସର୍ବଦଳୀୟ ବୈଠକ

ଭୁବନେଶ୍ୱର: ପାଖେଇ ଆସୁଛି ପଞ୍ଚାୟତ ନିର୍ବାଚନ । ଆଜି ପଞ୍ଚାୟତ ନିର୍ବାଚନ ପାଇଁ ସର୍ବଦଳୀୟ ବୈଠକ  ବସିବ । ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନଙ୍କ ଦ୍ୱାରା ଏହି ସର୍ବଦଳୀୟ ବୈଠକ ଡକାଯାଇଛି । 

ଏହି ବୈଠକରେ ବଭିନ୍ନ ରାଜନୀତିକ ଦଳର ନେତା ମାନେ ଯୋଗଦେବେ । ପଞ୍ଚାୟତ ନିର୍ବାଚନ ପ୍ରସଙ୍ଗରେ ଏହି ବୈଠକରେ ମୁଖ୍ୟତଃ ଆଲୋଚନା ହେବ । ଅଧିକରୁ ଅଧିକ ନୂଆ ଭୋଟର କିଭଳି ତାଲିକାରେ ସାମିଲ ହେବେ ତାଉପରେ ଗୁରୁତ୍ୱ ଦିଆଯିବ ବୋଲି ବିଜେଡି ଉପସଭାପତି ଦେବୀ ପ୍ରସାଦ ମିଶ୍ର କହିଛନ୍ତି ।
ସେହିପରି ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି, ବୈଠକରେ ପଞ୍ଚାୟତ ଗୁଡିକରେ ରହୁଥିବା ସମସ୍ୟା କଥା ଉଠାଇବ । ସରକାର ବିଭିନ୍ନ ନିଷ୍ପତ୍ତି ତରବରିଆ ଭାବରେ ତିଆରି ହୋଇଛି  । ଏହାକୁ ନେଇ ଅଭିଯୋଗ ପରେ ବି ତର୍ଜମା ହୋଇନଥିବା କହିଛି ବିଜେପି । ସମସ୍ତ ପ୍ରକାର କରୋନା କଟକଣା ମାନି ବିଭିନ୍ନ ଦଳରୁ ସିମିତ ସଂଖ୍ୟକ ନେତାମାନେ ଏହି ବୈଠକରେ ଯୋଗ ଦେବେ ।

Powered by Froala Editor

Tags Panchayat election

Related articles Odisha News Lens 4.1

  • ଶିଳ୍ପ ସଂସ୍ଥାଗୁଡ଼ିକ ଅଧିକ ନିଯୁକ୍ତି ସୃଷ୍ଟି କରିବା ସହ କର୍ମଚାରୀଙ୍କ ଆୟ ବୃଦ୍ଧି ...
    ଦେଶ-ଦେଶାନ୍ତର

    ଶିଳ୍ପ ସଂସ୍ଥାଗୁଡ଼ିକ ଅଧିକ ନିଯୁକ୍ତି ସୃଷ୍ଟି କରିବା ସହ କର୍ମଚାରୀଙ୍କ ଆୟ ବୃଦ୍ଧି ...

    13585
    Nov 19, 2026
  • ନିବେଶକଙ୍କ ଖୁସି : ଅଟୋ, ବ୍ୟାଙ୍କିଙ୍ଗ୍ ଓ କଞ୍ଜ୍ୟୁମର ସେକ୍ଟରରେ ଜବରଦସ୍ତ ଉତ୍ସାହ
    ବାଣିଜ୍ୟ

    ନିବେଶକଙ୍କ ଖୁସି : ଅଟୋ, ବ୍ୟାଙ୍କିଙ୍ଗ୍ ଓ କଞ୍ଜ୍ୟୁମର ସେକ୍ଟରରେ ଜବରଦସ୍ତ ଉତ୍ସାହ

    13756
    Nov 20, 2026
  • ନୂଆ BS-ସିକ୍ସ ଗାଡ଼ି ପାଇଁ ୩ ବର୍ଷ ପର୍ଯ୍ୟନ୍ତ ମିଳିବ PUC ସାର୍ଟିଫିକେଟ
    ଦେଶ-ଦେଶାନ୍ତର

    ନୂଆ BS-ସିକ୍ସ ଗାଡ଼ି ପାଇଁ ୩ ବର୍ଷ ପର୍ଯ୍ୟନ୍ତ ମିଳିବ PUC ସାର୍ଟିଫିକେଟ

    13566
    Nov 20, 2026
  • ବିଶ୍ୱର ପ୍ରଭାବଶାଳୀ ମୁସଲମାନଙ୍କ ତାଲିକାରେ ଶାହରୁଖ, ଆମିର
    ମନୋରଞ୍ଜନ

    ବିଶ୍ୱର ପ୍ରଭାବଶାଳୀ ମୁସଲମାନଙ୍କ ତାଲିକାରେ ଶାହରୁଖ, ଆମିର

    15037
    Nov 20, 2026
  • ଯୋଗୀ ଆଦିତ୍ୟନାଥଙ୍କ ମାଆ ସାବିତ୍ରୀ ଦେବୀଙ୍କ ପରଲୋକ
    ଦେଶ-ଦେଶାନ୍ତର

    ଯୋଗୀ ଆଦିତ୍ୟନାଥଙ୍କ ମାଆ ସାବିତ୍ରୀ ଦେବୀଙ୍କ ପରଲୋକ

    14028
    Nov 20, 2026
  • ଗୋଟିଏ ଫଟୋ ଭାଗ୍ୟ ଚମକାଇଲା: ୨ ବର୍ଷୀୟ ଶିଶୁର ଷ୍ଟାଇଲ୍ ଲୁକ୍ ଭାଇରାଲ
    ଦେଶ-ଦେଶାନ୍ତର

    ଗୋଟିଏ ଫଟୋ ଭାଗ୍ୟ ଚମକାଇଲା: ୨ ବର୍ଷୀୟ ଶିଶୁର ଷ୍ଟାଇଲ୍ ଲୁକ୍ ଭାଇରାଲ

    15492
    Nov 20, 2026
  • ଭିଏଏମ୍ଏଲ୍ ସିଜିମାଳି ବକ୍ସାଇଟ୍ ଖଣି ପକ୍ଷରୁ କର୍କଟ ଚିହ୍ନଟ ଶିବିର ଆୟୋଜିତ, ...
    ବାଣିଜ୍ୟ

    ଭିଏଏମ୍ଏଲ୍ ସିଜିମାଳି ବକ୍ସାଇଟ୍ ଖଣି ପକ୍ଷରୁ କର୍କଟ ଚିହ୍ନଟ ଶିବିର ଆୟୋଜିତ, ...

    15383
    Nov 20, 2026
  • ନଭେମ୍ବରରୁ ଡିସେମ୍ବରରେ ୫୨ ଲକ୍ଷ ବିବାହ !
    ଦେଶ-ଦେଶାନ୍ତର

    ନଭେମ୍ବରରୁ ଡିସେମ୍ବରରେ ୫୨ ଲକ୍ଷ ବିବାହ !

    14648
    Nov 20, 2026
  • ଭାରତରେ ପ୍ରଥମଥର ସ୍ୱଦେଶୀ ଏଚ୍‌-୫ଏନ୍‌-୧ ବାର୍ଡ ଫ୍ଲୁ ଟିକା, ୨୦ ରେ ଲଞ୍ଚ କରିବେ ...
    ଦେଶ-ଦେଶାନ୍ତର

    ଭାରତରେ ପ୍ରଥମଥର ସ୍ୱଦେଶୀ ଏଚ୍‌-୫ଏନ୍‌-୧ ବାର୍ଡ ଫ୍ଲୁ ଟିକା, ୨୦ ରେ ଲଞ୍ଚ କରିବେ ...

    14468
    Nov 19, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ବିଶ୍ୱର ପ୍ରଭାବଶାଳୀ ମୁସଲମାନଙ୍କ ତାଲିକାରେ ଶାହରୁଖ, ଆମିର

    15037
    Nov 20, 2026
  • ବାଣିଜ୍ୟ

    ଭିଏଏମ୍ଏଲ୍ ସିଜିମାଳି ବକ୍ସାଇଟ୍ ଖଣି ପକ୍ଷରୁ କର୍କଟ ଚିହ୍ନଟ ଶିବିର ଆୟୋଜିତ, କଳାହାଣ୍ଡି ଓ ରାୟଗଡ଼ାର ୩୫୦ରୁ ଅଧିକ ଗୋଷ୍ଠୀ ସଦସ୍ୟ ...

    15383
    Nov 20, 2026
  • ଦେଶ-ଦେଶାନ୍ତର

    ଯୋଗୀ ଆଦିତ୍ୟନାଥଙ୍କ ମାଆ ସାବିତ୍ରୀ ଦେବୀଙ୍କ ପରଲୋକ

    14028
    Nov 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17297
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    18000
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17954
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18369
    Sep 06, 2023

ବିଶେଷ

  • ଛୋଟପିଲାଙ୍କ ମଧୁମେହ ଲକ୍ଷଣ ଜାଣନ୍ତୁ ଏମିତି....

    15392
    Nov 18, 2026
  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14798
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14424
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15767
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14548
    Nov 07, 2026

ବାଣିଜ୍ୟ

ଭିଏଏମ୍ଏଲ୍ ସିଜିମାଳି ବକ୍ସାଇଟ୍ ଖଣି ପକ୍ଷରୁ କର୍କଟ ଚିହ୍ନଟ ଶିବିର ଆୟୋଜିତ, କଳାହାଣ୍ଡି ଓ ରାୟଗଡ଼ାର ୩୫୦ରୁ ଅଧିକ ଗୋଷ୍ଠୀ ସଦସ୍ୟ ଉପକୃତ

ଭୁବନେଶ୍ୱର: ଗୋଷ୍ଠୀ ସ୍ୱାସ୍ଥ୍ୟସେବାକୁ ସୁଦୃଢ଼ କରିବା ଏବଂ ପ୍ରତିଷେଧକ ସ୍ୱାସ୍ଥ୍ୟ ଅଭ୍ୟାସକୁ ପ୍ରୋତ୍ସାହିତ କରିବା ପାଇଁ ନିଜର ପ୍ରତିବଦ୍ଧତାକୁ ସୁଦୃଢ଼ କରି ବେଦାନ୍ତ ଆଲୁମିନିୟମ ରାୟଗଡ଼ା, କାଶିପୁର, ଭବାନୀପାଟଣା ...

  • ନିବେଶକଙ୍କ ଖୁସି : ଅଟୋ, ବ୍ୟାଙ୍କିଙ୍ଗ୍ ଓ କଞ୍ଜ୍ୟୁମର ସେକ୍ଟରରେ ଜବରଦସ୍ତ ଉତ୍ସାହ

    13756
    Nov 20, 2026
  • ଖରିଫ ସମ୍ପର୍କିତ ଶିକ୍ଷା ଆହରଣର ସମୀକ୍ଷା ଓ ଜଳବାୟୁ-ସହନଶୀଳ ରବି ଋତୁ ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ପୁରୀରେ ଅନୁଷ୍ଠିତ ତୃତୀୟ ଡିଏଲ୍‌ସିସି ବୈଠକରେ ସାତଟି ଲାଇନ୍‌ ବିଭାଗ ଓ କେଭିକେ ଯୋଗଦେଲେ

    15712
    Nov 18, 2026
  • ଭିଏଏମଏଲ ପକ୍ଷରୁ କଳାହାଣ୍ଡି ଓ ରାୟଗଡ଼ାର ୩୩୦ରୁ ଅଧିକ ପରିବାରଙ୍କୁ ଇନ୍ଧନ-ଦକ୍ଷ ଚୁଲା ବିତରଣ

    14338
    Nov 18, 2026
  • ପ୍ରିମାଚ୍ୟୁର ଶିଶୁଙ୍କ ପାଇଁ ଭୁବନେଶ୍ୱରକୁ ଏକଜୁଟ କଲା ଆୟୁ ଫାଉଣ୍ଡେସନ୍ ଓ ଅଙ୍କୁରା ହସ୍ପିଟାଲ

    15200
    Nov 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନିବେଶକଙ୍କ ଖୁସି : ଅଟୋ, ବ୍ୟାଙ୍କିଙ୍ଗ୍ ଓ କଞ୍ଜ୍ୟୁମର ସେକ୍ଟରରେ ଜବରଦସ୍ତ ଉତ୍ସାହ

    13756
    Nov 20, 2026
  • ନୂଆ BS-ସିକ୍ସ ଗାଡ଼ି ପାଇଁ ୩ ବର୍ଷ ପର୍ଯ୍ୟନ୍ତ ମିଳିବ PUC ସାର୍ଟିଫିକେଟ

    13566
    Nov 20, 2026
  • ଭାରତରେ ପ୍ରଥମଥର ସ୍ୱଦେଶୀ ଏଚ୍‌-୫ଏନ୍‌-୧ ବାର୍ଡ ଫ୍ଲୁ ଟିକା, ୨୦ ରେ ଲଞ୍ଚ କରିବେ ଶିବରାଜ ସିଂ ଚୌହାନ

    14468
    Nov 19, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In