Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, February 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ...

  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ...

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

  • ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ...

  • ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ...

  • ହରଦୀପ ପୁରୀଙ୍କ ଇସ୍ତଫା ଦାବି କରି ...

  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ...

  • ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ...

  • ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ...

ରାଜ୍ୟ
Home ›› ରାଜ୍ୟ ››ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା

ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା

2021-11-06 06:33:17
14881
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ ହେବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବ୍ରେକ୍ ଲାଗିଛି। ଗତ ୨୪ ଘଣ୍ଟାରେ ୨୦୮ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୫୪ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଖୋର୍ଦ୍ଧାରୁ ୨ ଜଣ, ଅନୁଗୁଳ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ଲେଖାଁଏ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୩୧୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୩୧୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୧୪୨୫ ଜଣ ସୁସ୍ଥ ହୋଇଛନ୍ତି । 

Powered by Froala Editor

Tags Corona

Related articles Odisha News Lens 4.1

  • ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ପତ୍ନୀକୁ ମାରିଦେଲା
    ଅପରାଧ

    ସ୍ୱାମୀ-ସ୍ତ୍ରୀ-ପରକୀୟା ପ୍ରୀତି : ଗର୍ଭବତୀ ପତ୍ନୀକୁ ମାରିଦେଲା

    14221
    Feb 12, 2026
  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

    13622
    Feb 14, 2026
  •  ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା
    ଦେଶ-ଦେଶାନ୍ତର

    ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା

    13971
    Feb 13, 2026
  • ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ଅଳଙ୍କାର
    ଅପରାଧ

    ବାହାରପଟୁ କବାଟ ଦେଇ ଲୁଟିନେଲେ ୫ ଲକ୍ଷର ଅଳଙ୍କାର

    15691
    Feb 12, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ
    ବିଶେଷ

    ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15097
    Feb 14, 2026
  • ହରଦୀପ ପୁରୀଙ୍କ ଇସ୍ତଫା ଦାବି କରି ଲୋକସଭାରେ ହଟ୍ଟଗୋଳ, ଗୃହ ମୁଲତବୀ
    ଦେଶ-ଦେଶାନ୍ତର

    ହରଦୀପ ପୁରୀଙ୍କ ଇସ୍ତଫା ଦାବି କରି ଲୋକସଭାରେ ହଟ୍ଟଗୋଳ, ଗୃହ ମୁଲତବୀ

    13638
    Feb 13, 2026
  • ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ
    ଦେଶ-ଦେଶାନ୍ତର

    ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ

    14818
    Feb 13, 2026
  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ...
    ଦେଶ-ଦେଶାନ୍ତର

    ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ...

    14984
    Feb 14, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ
    ବିଶେଷ

    ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15556
    Feb 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

    13622
    Feb 14, 2026
  • ଦେଶ-ଦେଶାନ୍ତର

    ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ

    14818
    Feb 13, 2026
  • ବିଶେଷ

    ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15556
    Feb 13, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17336
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17404
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17749
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16224
    Apr 03, 2021

ବିଶେଷ

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15097
    Feb 14, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15556
    Feb 13, 2026
  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    16041
    Feb 12, 2026
  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

    13978
    Feb 11, 2026
  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14680
    Feb 10, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14948
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14458
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16066
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15348
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ

    14818
    Feb 13, 2026
  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ

    15159
    Feb 14, 2026
  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ସାରାଦେଶ

    14984
    Feb 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In