Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, March 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ...

  • ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ

  • ଜଙ୍ଗଲ ନିଆଁକୁ ଆୟତ୍ତ କରିବା ଲାଗି ...

  • ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ...

  • ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ...

  • ଔଷଧ ଉପରେ ବି ପଡ଼ିଲା ଇରାନ-ଆମେରିକା ...

  • ଏହି ରୋଗୀ ଖାଆନ୍ତୁନି ତରଭୁଜ

  • ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ...

  • ପୁଣି ଦୁବାଇ ବିମାନବନ୍ଦର ଉପରେ ଡ୍ରୋନ୍ ...

  • ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ଲାଗୁ କଲେ ...

Home ›› ››ଡିଆରଡିଓ ତଥ୍ୟଚୋରୀ ମାମଲାରେ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ତଥ୍ୟ

ଡିଆରଡିଓ ତଥ୍ୟଚୋରୀ ମାମଲାରେ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ତଥ୍ୟ

2021-11-06 09:28:32
13648
Share:
Facebook
Twitter
E-Mail
WhatsApp
Telegram
ଡିଆରଡିଓ ତଥ୍ୟଚୋରୀ ମାମଲାରେ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ତଥ୍ୟ


ଚାନ୍ଦିପୁର: ଡିଆରଡିଓ ଗୁପ୍ତ ତଥ୍ୟ ଚୋରୀ ମାମଲାରେ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ଡିଆରଡିଓ ତଥ୍ୟ ଚୋରୀ ମାମଲାରେ ଗିରଫ ହୋଇଥିବା ୫ଜଣଙ୍କ ମଧ୍ୟରୁ ଜଣଙ୍କ ମୁମ୍ବାଇ ଲିଙ୍କ୍ ଥିବା ଜଣାପଡିଛି। ଏହି ମାମଲାରେ ଆଉ ଜଣେ ମହିଳାଙ୍କ ସମ୍ପୃକ୍ତି ନେଇ ସୂଚନା ମିଳିଛି। ଆଉ ଗୋଟିଏ ଆଇଡିର ତଥ୍ୟ ମିଳିଛି। ତେବେ ଏହି ଆଇଡି ଚଳାଉଥିବା ମହିଳା ଜଣଙ୍କ ପୂର୍ବରୁ ଚିହ୍ନଟ ହୋଇଥିବା ସେହି ରହସ୍ୟମୟୀ ମହିଳା କି ଅନ୍ୟ ଜଣେ ମହିଳା ତାହା ଉପରେ କ୍ରାଇମବ୍ରାଞ୍ଚ ଅଧିକ ତଦନ୍ତ ଚଳାଇଛି। ଏନେଇ ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା  । ସେ କହିଛନ୍ତି ଗିରଫ ୫ ଅଭିଯୁକ୍ତଙ୍କ ମଧ୍ୟରୁ ଜଣଙ୍କୁ ମୁମ୍ବାଇର ଦୁଇ ଜଣ ଲୋକଙ୍କୁ ୪୦ ହଜାର ଟଙ୍କା ପଠାଇବାକୁ କହିଥିଲେ ଉକ୍ତ ମହିଳା।

 
ଅପ୍ରେଲ ୧୮ ତାରିଖ ଦିନ ଫୋନ ପେ ଏବଂ ଗୁୁଗୁଲ ପେ ମାଧ୍ୟମରେ ୪୦ ହଜାର ଟଙ୍କା ପଠାଇଥିଲେ ଅଭିଯୁକ୍ତ। ତେବେ ମହିଳା ଏପ୍ରିଲ ୧୯ ତାରିଖରେ ଅଭିଯୁକ୍ତଙ୍କୁ ଉକ୍ତ ୪୦ ହଜାର ଟଙ୍କା ଫେରାଇ ଦେଇଥିଲେ। ଚାନ୍ଦିପୁର ଏସବିଆଇ ବ୍ରାଂଚରେ ଥିବା ଏକ ଆକାଉଂଟରେ ଏହିି ଟଙ୍କା ଜମା ହୋଇଥିବା ସୂଚନା ମିଳିଛି।
ତେବେ ଟଙ୍କା ପଠାଯାଇଥିବା ଦୁଇଟି ଆକାଉଣ୍ଟ ଦୁଇ ଜଣ ଯୁବକଙ୍କ ନାଁରେ ଅଛି। ଏହି ଦୁଇଟି ଆକାଉଣ୍ଟ ଆକି୍ସସ ଏବଂ ଇଣ୍ଡିଆନ ବ୍ୟାଙ୍କରେ ଥିବା ସୂଚନା ମିଳିଛି। ତେବେ ଏହି ମାମଲାର ଅଧିକ ତଦନ୍ତ ପାଇଁ କ୍ରାଇମବ୍ରାଞ୍ଚ ମୁମ୍ବାଇ ଯିବ ବୋଲି ଏଡିଜି କହିଛନ୍ତିି।

Powered by Froala Editor

Tags Drdo

Related articles Odisha News Lens 4.1

  •  ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ
    ଦେଶ-ଦେଶାନ୍ତର

    ମୋଦୀଙ୍କ ପରାମର୍ଶ: ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ

    15400
    Mar 12, 2026
  • ଜଙ୍ଗଲ ନିଆଁକୁ ଆୟତ୍ତ କରିବା ଲାଗି ବାୟୁସେନାର ହେଲିକପ୍ଟର ମୁତୟନ
    ଦେଶ-ଦେଶାନ୍ତର

    ଜଙ୍ଗଲ ନିଆଁକୁ ଆୟତ୍ତ କରିବା ଲାଗି ବାୟୁସେନାର ହେଲିକପ୍ଟର ମୁତୟନ

    14524
    Mar 12, 2026
  • ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ

    14032
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ
    ବିଶେଷ

    ଏହି ରୋଗୀ ଖାଆନ୍ତୁନି ତରଭୁଜ

    13904
    Mar 11, 2026
  • ଔଷଧ ଉପରେ ବି ପଡ଼ିଲା ଇରାନ-ଆମେରିକା ଯୁଦ୍ଧର ପ୍ରଭାବ
    ଦେଶ-ଦେଶାନ୍ତର

    ଔଷଧ ଉପରେ ବି ପଡ଼ିଲା ଇରାନ-ଆମେରିକା ଯୁଦ୍ଧର ପ୍ରଭାବ

    14500
    Mar 12, 2026
  • ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ମନମୁଖୀ
    ଦେଶ-ଦେଶାନ୍ତର

    ଇନକମିଂ କଲ୍ ବନ୍ଦ କରିବା ସମ୍ପୂର୍ଣ୍ଣ ମନମୁଖୀ

    13792
    Mar 12, 2026
  • ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ
    ଦେଶ-ଦେଶାନ୍ତର

    ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ

    14420
    Mar 11, 2026
  • ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ପୁଲିସର ଦ୍ୱାରସ୍ଥ
    ମନୋରଞ୍ଜନ

    ପ୍ରେମିକ ଫରହାନଙ୍କ ସହ ମୋନାଲିସା କେରଳ ପୁଲିସର ଦ୍ୱାରସ୍ଥ

    13720
    Mar 12, 2026
  • ପୁଣି ଦୁବାଇ ବିମାନବନ୍ଦର ଉପରେ ଡ୍ରୋନ୍ ଆକ୍ରମଣ କଲା ଇରାନ, ୪ଆହତ
    ଦେଶ-ଦେଶାନ୍ତର

    ପୁଣି ଦୁବାଇ ବିମାନବନ୍ଦର ଉପରେ ଡ୍ରୋନ୍ ଆକ୍ରମଣ କଲା ଇରାନ, ୪ଆହତ

    14917
    Mar 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ

    14032
    Mar 12, 2026
  • ବିଶେଷ

    ଏହି ରୋଗୀ ଖାଆନ୍ତୁନି ତରଭୁଜ

    13904
    Mar 11, 2026
  • ଦେଶ-ଦେଶାନ୍ତର

    ପୁଣି ଦୁବାଇ ବିମାନବନ୍ଦର ଉପରେ ଡ୍ରୋନ୍ ଆକ୍ରମଣ କଲା ଇରାନ, ୪ଆହତ

    14917
    Mar 11, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17365
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17429
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17776
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16249
    Apr 03, 2021

ବିଶେଷ

  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    13904
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15019
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14773
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    15218
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15373
    Mar 03, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15674
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15133
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14984
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14497
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜଙ୍ଗଲ ନିଆଁକୁ ଆୟତ୍ତ କରିବା ଲାଗି ବାୟୁସେନାର ହେଲିକପ୍ଟର ମୁତୟନ

    14524
    Mar 12, 2026
  • ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ

    14420
    Mar 11, 2026
  • ଥକାଲି ଶ୍ରୀନିବାସନଙ୍କ ଦେହାନ୍ତ

    14032
    Mar 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In