Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ...

  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ...

  • ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ...

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ...

  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ...

  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ...

  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ...

  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ...

  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ...

ରାଜ୍ୟ
Home ›› ରାଜ୍ୟ ››ପଞ୍ଚାୟତ ନିର୍ବାଚନକୁ ନେଇ ଆସିଲା ଏହି ବଡ ଖବର, ଜାଣନ୍ତୁ କ’ଣ

ପଞ୍ଚାୟତ ନିର୍ବାଚନକୁ ନେଇ ଆସିଲା ଏହି ବଡ ଖବର, ଜାଣନ୍ତୁ କ’ଣ

2021-11-07 09:56:31
15831
Share:
Facebook
Twitter
E-Mail
WhatsApp
Telegram
ପଞ୍ଚାୟତ ନିର୍ବାଚନକୁ ନେଇ ଆସିଲା ଏହି ବଡ ଖବର, ଜାଣନ୍ତୁ କ’ଣ


ଭୁବନେଶ୍ୱର : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପରିପ୍ରେକ୍ଷୀରେ ଶନିବାର ଦିନ ରାଜ୍ୟ ନିର୍ବାଚନ କମିସନ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ସମସ୍ତ ରାଜନୈତିକ ଦଳଗୁଡ଼ିକର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ପଞ୍ଚାୟତ ନିର୍ବାଚନରେ ନିର୍ଭୁଲ ଏବଂ ଠିକ୍ ଭୋଟର ତାଲିକା ପ୍ରସ୍ତୁତିରେ କମିସନର ଦଳଗୁଡ଼ିଙ୍କର ପରାମର୍ଶ ଓ ସହଯୋଗ ଲୋଡ଼ିଥିଲେ । ସହଯୋଗ ପାଇଁ ପ୍ରତିନିଧିମାନେ ପ୍ରତିଶ୍ରୁତି ଦେଇଥିଲେ। ଆସନ୍ତା ନିର୍ବାଚନରେ ପ୍ରାର୍ଥୀଙ୍କ ନିର୍ବାଚନୀ ଖର୍ଚ୍ଚ ସୀମା ବୃଦ୍ଧି ପାଇଁ ସେମାନେ ପ୍ରସ୍ତାବ ଦେଇଥିଲେ। ସରପଞ୍ଚ ଓ ସମିତି ସଭ୍ୟଙ୍କ ଖର୍ଚ୍ଚ ୮୦ହଜାର ଥିବାବେଳେ ଏହାକୁ ୨ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଉ । ଜିଲ୍ଲା ପରିଷଦ ସଭ୍ୟଙ୍କ ନିର୍ବାଚନୀ ଖର୍ଚ୍ଚ ୨ଲକ୍ଷ ଟଙ୍କା ଥିବାବେଳେ ଏହାକୁ ୫ଲକ୍ଷ ଟଙ୍କାକୁ ବଢ଼ାଯାଉ। ଏଥର ନିର୍ବାଚନ ଯେପରି ମଦମୁକ୍ତ ହେବ ସେନେଇ ନିର୍ବାଚନ କମିସନ ପଦକ୍ଷେପ ନେବାକୁ ବିଭିନ୍ନ ଦଳ ପ୍ରସ୍ତାବ ଦେଇଛନ୍ତି ।
ଯେଉଁ ଅଞ୍ଚଳରେ ନିର୍ବାଚନ ହେବ ସେଠାରେ ୭ଦିନ ପୂର୍ବରୁ ମଦ ବିକ୍ରି ବନ୍ଦ କରଯାଉ, ଭୋଟ୍ ଗ୍ରହଣ ସମୟ ସୀମା ସକାଳ ୭ଟାରୁ ଅପରରାହ୍ନ ୨ଟା ପର୍ଯ୍ୟନ୍ତ କରାଯାଉ । ବହୁ ସ୍ଥାନରେ ନକଲି ଭୋଟ ପରିଚୟ ପତ୍ର ବ୍ୟବହାର ହେଉଥିବାରୁ ଏହାକୁ ରୋକାଯାଉ, ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟାରେ ୯୨ହଜାର ୫୦ଟି ୱାର୍ଡ ଏବଂ ୬୭୯୮ଟି ଗ୍ରାମପଞ୍ଚାୟତର ନିର୍ବାଚନ ପ୍ରକ୍ରିୟା ଦଳୀୟ ଆଧାରରେ ହେଉନଥିବାରୁ ଏହାର ନିର୍ବାଚନୀ ଖର୍ଚ୍ଚ ରାଜ୍ୟ ସରକାର ବହନ କରନ୍ତୁ ବୋଲି ପ୍ରସ୍ତାବ ଦିଆଯାଇଥିଲା ।
ଶ୍ରୀ ପାଢ଼ୀ କହିଛନ୍ତି ସମସ୍ତ ପ୍ରସ୍ତାବକୁ ବିଚାର କରି ପରବର୍ତ୍ତୀ ସମୟରେ ପଦକ୍ଷେପ ନିଆଯିବ । ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକର ଅବଧି, ଭୋଟ ଗ୍ରହଣ କେନ୍ଦ୍ର ଚିହ୍ନଟ, ଭୋଟର ତାଲିକା ପ୍ରସ୍ତୁତି, ଭୋଟ ଗ୍ରହଣ ଅବଧି, ନିର୍ବାଚନୀ ଖର୍ଚ୍ଚ ଓ ଯାନବାହନ ବ୍ୟବହାର ଏବଂ ଅନ୍ୟାନ୍ୟ ବିଷୟରେ ମଧ୍ୟ ଆଲୋଚନା ହୋଇଥିଲା।
ଏଥର ନିର୍ବାଚନରେ ପୂର୍ବଥର ପରି ପ୍ରତ୍ୟେକ ୱାର୍ଡ ପାଇଁ ଗୋଟିଏ ଭୋଟ ଗ୍ରହଣ କେନ୍ଦ୍ର କରାଯିବ। ଏହି ଭୋଟ ଗ୍ରହଣ କେନ୍ଦ୍ରଗୁଡ଼ିକ ଯେପରି ସରକାରୀ/ଅର୍ଦ୍ଧ ସରକାରୀ ଅନୁଷ୍ଠାନରେ ହେବ ସେଥିପ୍ରତି ଜିଲ୍ଲାପାଳମାନେ ଦୃଷ୍ଟି ଦେବେ। ଏ ସଂକ୍ରାନ୍ତରେ କମିସନ ପ୍ରତ୍ୟେକ ଜିଲ୍ଲାପାଳଙ୍କୁ ନିଦେ୍ର୍ଧଶ ଦେଇଛନ୍ତି। ନୂତନ ତଥା ଠିକ୍ ଓ ତ୍ରୁଟି ଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି କରିବା, ନୂତନ ଭୋଟରଙ୍କ ନାମ ଭୋଟର ତାଲିକାରେ ସ୍ଥାନ ଦେବା ନେଇ ବୈଠକରେ ଆଲୋଚନା ହୋଇଥିଲା। କମିସନଙ୍କ ଦ୍ୱାରା ଧାର୍ଯ୍ୟ ତାରିଖ ସୁଦ୍ଧା ଯେଉଁ ପୁରୁଷ ଓ ମହିଳାଙ୍କ ବୟସ ୧୮ବର୍ଷ ହୋଇଥିବ ସେମାନଙ୍କ ନାମ ଭୋଟର ତାଲିକାରେ ଅନ୍ତର୍ଭୁକ୍ତ କରିବା ପାଇଁ ସୁଯୋଗ ରହିବ। ଏଥିପାଇଁ ୧ ନଭେମ୍ବର ୨୦୨୧କୁ ଯୋଗ୍ୟତା ତାରିଖ ରୂପେ ରଖିବା ପାଇଁ ବୈଠକରେ ଦଳଗୁଡ଼ିକର ମତ ଲୋଡ଼ା ଯାଇଥିଲା। ସମସ୍ତ ସଂଶୋଧନ ପରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବ ବୋଲି କୁହାଯାଇଥିଲା। ବୈଠକରେ ୧୮ଟି ରାଜନୈତିକ ଦଳର ୨୭ଜଣ ପ୍ରତିନିଧିଙ୍କ ସମେତ ରାଜ୍ୟ ନିର୍ବାଚନ କମିସନଙ୍କ ସଚିବ ରବୀନ୍ଦ୍ର ନାଥ ସାହୁ, ସ୍ୱତନ୍ତ୍ର ସଚିବ ରଘୁରାମ ଆର. ଆୟାର, ଉପସଚିବ ଆଜାଦ୍ ହିନ୍ଦ ପାଣିଗ୍ରାହୀ, ଆଇନ ଅଧିକାରୀ ମାଧୁରୀ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।

 

Powered by Froala Editor

Tags Panchayat election

Related articles Odisha News Lens 4.1

  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ
    ଦେଶ-ଦେଶାନ୍ତର

    ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ

    14904
    Oct 17, 2026
  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    13740
    Oct 18, 2026
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ
    ଦେଶ-ଦେଶାନ୍ତର

    ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14186
    Oct 17, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା
    ବିଶେଷ

    ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14129
    Oct 18, 2026
  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ
    ଦେଶ-ଦେଶାନ୍ତର

    ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    14796
    Oct 17, 2026
  •  ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ
    ଦେଶ-ଦେଶାନ୍ତର

    ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    13695
    Oct 18, 2026
  •  ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ
    ଦେଶ-ଦେଶାନ୍ତର

    ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ

    14880
    Oct 18, 2026
  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ

    13882
    Oct 17, 2026
  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ
    ମନୋରଞ୍ଜନ

    ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ

    15472
    Oct 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    14796
    Oct 17, 2026
  • ଦେଶ-ଦେଶାନ୍ତର

    ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ

    14880
    Oct 18, 2026
  • ମନୋରଞ୍ଜନ

    ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ

    15472
    Oct 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17191
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17887
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17833
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18257
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14129
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15166
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14675
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14774
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15777
    Sep 29, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14620
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13986
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15105
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15814
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ

    13882
    Oct 17, 2026
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14186
    Oct 17, 2026
  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    13695
    Oct 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In