Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, September 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ...

  • ଦେଶରେ ମୌସୁମୀ ବର୍ଷା ସ୍ବାଭାବିକ ଠାରୁ ୧୫ ...

  • ୮ ଘଣ୍ଟାର ଅପରେସନ ସଫଳ, ୪ ଜଣଙ୍କୁ ହତ୍ୟା ...

  • ବନ୍ଦେ ମାତରମ୍‌ ଗାନ କରିବାକୁ ମନା ...

  • କ୍ୟାନ୍ସର ଔଷଧ ଦାମ୍ ୨୭ ହଜାର ଟଙ୍କା

  • ବୃଦ୍ଧାଙ୍କ ଉପରେ ଝପ୍‌ଟି ପଡ଼ିଲା ମାଙ୍କଡ଼, ...

  • ସିୟା କେତନଙ୍କୁ ଧକ୍କା, ଚେତନ ଗୋଇଠା ...

  • ସୁନା ଖଣିରେ ସୁଡ଼ଙ୍ଗ ଧସି ୧୧ ଜଣଙ୍କ ...

  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ...

  • ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ...

ବିଶେଷ
Home ›› ବିଶେଷ ››ରାସ୍ତା ଉପରେ ପଡିଥିବା ଟଙ୍କା କେବେ ପାଇଛନ୍ତି କି? ଜାଣନ୍ତୁ ଏହା ପଛର ରହସ୍ୟ

ରାସ୍ତା ଉପରେ ପଡିଥିବା ଟଙ୍କା କେବେ ପାଇଛନ୍ତି କି? ଜାଣନ୍ତୁ ଏହା ପଛର ରହସ୍ୟ

2021-11-08 04:33:34
16019
Share:
Facebook
Twitter
E-Mail
WhatsApp
Telegram
ରାସ୍ତା ଉପରେ ପଡିଥିବା ଟଙ୍କା କେବେ ପାଇଛନ୍ତି କି? ଜାଣନ୍ତୁ ଏହା ପଛର ରହସ୍ୟ

ଆପଣ ଯେତେ ଧନ ସମ୍ପତ୍ତିର ମାଲିକ ନହୁଅନ୍ତୁ ନା କାହିଁ ବାଟରେ ଯିବା ବେଳେ ଟଙ୍କା ମିଳିଗଲେ ଭାରି ଖୁସି ହୋଇଯାଆନ୍ତି। କିନ୍ତୁ କ’ଣ ଜାଣନ୍ତି କି ରାସ୍ତା ଉପରେ ଟଙ୍କା ମିଳିବା ପଛ‌ରେ କ’ଣ ରହିଛି ଗଭୀର ରହସ୍ୟ। ଜ୍ୟୋତିଷଙ୍କ ମତରେ ଟଙ୍କା ମିଳିବା କିମ୍ବା ହଜାଇବାର ସବୁର କିଛି ନା କିଛି ଅର୍ଥ ରହିଥାଏ। ଯଦି ଆପଣ ରାସ୍ତାରେ ଯିବା ବେଳେ ଟଙ୍କା ପଡିଥାଏ ତେବେ ଏହା କେଉଁ କଥାର ସଙ୍କେତ ହୋଇପାରେ। କୁହାଯାଏ ଯେ, ତଳେ ପଡିଥିବା ଧନ ମିଳିବାର ଅର୍ଥ ସଫଳତାର ସଙ୍କେତ ହୋଇଥାଏ। ଏହା ଜରିଆରେ ଇଶ୍ବର ଏହା କହିବାକୁ ଚାହାନ୍ତି ଯେ, ଆପଣ ସଫଳତାର ଆଡକୁ ବଢୁଛନ୍ତି ଓ ଆପଣଙ୍କୁ ଇଶ୍ବରଙ୍କ ସାଥ୍ ମିଳିଛି। ତେବେ ଅଚାନକ ଧନ ମିଳିବା ଉପରେ ଅଚାନକ ଧନ ମିଳିବା ଉପରେ ଆପଣଙ୍କୁ ସଂଜମତାର ସହିତ କାମ କରିବା ଦରକାର, କାରଣ ଅଚାନକ ଧନ ମିଳିବା ଇଶ୍ବରଙ୍କ ଦ୍ବାରା ଆପଣଙ୍କ ଦାୟିତ୍ବର ପରୀକ୍ଷା ନେବାର ସଙ୍କେତ ହୋଇପାରେ।

ଏହାଛଡା ବାଟରେ ହଠାତ୍ ଟଙ୍କା ମିଳିବାର ଅର୍ଥ ଅଚାନକ ଭାବରେ ପୂର୍ବପୁରୁଷଙ୍କ ସହ ଯୋଡିକି ଦେଖିହେବ। କୁହାଯାଏ ଯେ, ଧନ ଆମର ପୂର୍ବ-ପୁରୁଷଙ୍କ ନିର୍ଦେଶରେ ମିଳିଥାଏ। ଏହା ମାଧ୍ୟମରେ ପୂର୍ବଜ ଏହା ଜାଣିବାକୁ ଚାହାନ୍ତି ଯେ, ଆଗାମୀ ସମୟରେ ଆପଣ ଏହି ଧନର ବ୍ୟବହାର କିଭଳି କାମ ପାଇଁ କରୁଛନ୍ତି। ରାସ୍ତା ଉପରେ ପଡିଥିବା ଧନ ଗୋଟିଏ ଦୃଷ୍ଟିରୁ ଆପଣଙ୍କର ପରୀକ୍ଷା ମଧ୍ୟ ହୋଇଥାଏ। ଆପଣଙ୍କୁ ଏହି ପରୀକ୍ଷା ଏକ ବ୍ୟବସ୍ଥିତ ଢଙ୍ଗରେ ପାର କରିବା ଦରକାର। ଯେପରି ସେହି ଧନର କିଛି ଭାଗ ଦରକାରୀ ଲୋକଙ୍କୁ ଦେବେ। ଏହାର କିଛି ଭାଗ ମନ୍ଦିରକୁ ଅର୍ପଣ କରନ୍ତୁ ଓ ଏହାର କିଛି ଭାଗ ନିଜର ଖରାପ ସମୟ ପାଇଁ ରଖନ୍ତୁ।

ଅଚାନକ ମିଳିଥିବା ଧନର ବ୍ୟବହାର କେବେ ବି ଆପଣ ଦୈନିକ ଖର୍ଚ୍ଚରେ ବ୍ୟବହାର ନକରନ୍ତୁ। ଯଦି ଆପଣ ରାସ୍ତାରେ ମିଳିଥିବା ଧନର ବ୍ୟବହାର ମଜା-ମସ୍ତି ପାଇଁ କରନ୍ତି ତେବେ  ଆଗକୁ ଚାଲିକ ଆପଣଙ୍କୁ ଏହାର କ୍ଷତି ସହିବାକୁ ପଡିପାରେ। ଏହା ମାଧ୍ୟମରେ ଇଶ୍ବରଙ୍କୁ ଏହି ସଙ୍କେତ ମିଳିଥାଏ ଯେ, ଆପଣଙ୍କ ଭିତରେ ଦାୟିତ୍ବ ଉଠାଇବାର କ୍ଷମତା ଅଛି କି ନାହିଁ। ଏଭଳି ଭାବରେ ଧନ ହରାଇବା ଉଚିତ ନୁହେଁ, କିନ୍ତୁ ହରାଇଥିବା ଧନ ଜରିଆରେ ମଧ୍ୟ ଇଶ୍ବର ଆପଣଙ୍କ ଧର୍ୟ୍ୟର ପରୀକ୍ଷା ନେଇଥାନ୍ତି। ଯେପରିକି ଧନ ହରାଇବା ପରେ ବ୍ୟକ୍ତି କ’ଣ କରିଥାଏ। କାରଣ ସେ କାହାକୁ ପ୍ରତାରିତ କରେ କିମ୍ବା ଇଶ୍ବରଙ୍କ ଶରଣରେ ଯାଇଥାଏ କିମ୍ବା ପୁଣିଥରେ ଧନ ଅର୍ଜିତ କରିବାର ଚେଷ୍ଟାରେ ଲାଗିରହେ। ଧନ ହରାଇବାର ମାଧ୍ୟମ ଠିକ୍ କିନ୍ତୁ ବ୍ୟକ୍ତିକୁ ନିଜର ଦାୟିତ୍ବର ଅନୁଭବ ରହିଛି। ଯଦି ଧନ ହରାଇବା ପରେ ବ୍ୟକ୍ତି କୌଣସି ଭୁଲ କାମରେ ଲାଗିଯାଏ ତେବେ ଏହାର ପରିଣାମ ଖୁବ୍ ଶୀଘ୍ର ମିଳିଯାଇଥାଏ।

Powered by Froala Editor

Tags Coin

Related articles Odisha News Lens 4.1

  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ...

    15491
    Sep 23, 2026
  • କ୍ୟାନ୍ସର ଔଷଧ ଦାମ୍ ୨୭ ହଜାର ଟଙ୍କା
    ଦେଶ-ଦେଶାନ୍ତର

    କ୍ୟାନ୍ସର ଔଷଧ ଦାମ୍ ୨୭ ହଜାର ଟଙ୍କା

    14553
    Sep 23, 2026
  • ବୃଦ୍ଧାଙ୍କ ଉପରେ ଝପ୍‌ଟି ପଡ଼ିଲା ମାଙ୍କଡ଼, ଚାଲିଗଲା ଜୀବନ
    ଦେଶ-ଦେଶାନ୍ତର

    ବୃଦ୍ଧାଙ୍କ ଉପରେ ଝପ୍‌ଟି ପଡ଼ିଲା ମାଙ୍କଡ଼, ଚାଲିଗଲା ଜୀବନ

    14728
    Sep 23, 2026
  • ସୁନା ଖଣିରେ ସୁଡ଼ଙ୍ଗ ଧସି ୧୧ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ସୁନା ଖଣିରେ ସୁଡ଼ଙ୍ଗ ଧସି ୧୧ ଜଣଙ୍କ ମୃତ୍ୟୁ

    14977
    Sep 23, 2026
  • ୮ ଘଣ୍ଟାର ଅପରେସନ ସଫଳ, ୪ ଜଣଙ୍କୁ ହତ୍ୟା କରିଥିବା ହତ୍ୟାକାରୀକୁ ପୁଲିସର ଏନକାଉଣ୍ଟର
    ଦେଶ-ଦେଶାନ୍ତର

    ୮ ଘଣ୍ଟାର ଅପରେସନ ସଫଳ, ୪ ଜଣଙ୍କୁ ହତ୍ୟା କରିଥିବା ହତ୍ୟାକାରୀକୁ ପୁଲିସର ଏନକାଉଣ୍ଟର

    14143
    Sep 23, 2026
  • ଦେଶରେ ମୌସୁମୀ ବର୍ଷା ସ୍ବାଭାବିକ ଠାରୁ ୧୫ ପ୍ରତିଶତ କମ୍ ରହିଛି
    ଦେଶ-ଦେଶାନ୍ତର

    ଦେଶରେ ମୌସୁମୀ ବର୍ଷା ସ୍ବାଭାବିକ ଠାରୁ ୧୫ ପ୍ରତିଶତ କମ୍ ରହିଛି

    13575
    Sep 23, 2026
  • ସିୟା କେତନଙ୍କୁ ଧକ୍କା, ଚେତନ ଗୋଇଠା ମାରିଥିଲେ
    ଦେଶ-ଦେଶାନ୍ତର

    ସିୟା କେତନଙ୍କୁ ଧକ୍କା, ଚେତନ ଗୋଇଠା ମାରିଥିଲେ

    14676
    Sep 23, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା
    ବିଶେଷ

    ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15346
    Sep 23, 2026
  • ବନ୍ଦେ ମାତରମ୍‌ ଗାନ କରିବାକୁ ମନା କରୁଥିବା ଜଣେ ବିବେକବାଦୀ ପ୍ରତିବାଦୀଙ୍କୁ ଦଣ୍ଡିତ ...
    ଦେଶ-ଦେଶାନ୍ତର

    ବନ୍ଦେ ମାତରମ୍‌ ଗାନ କରିବାକୁ ମନା କରୁଥିବା ଜଣେ ବିବେକବାଦୀ ପ୍ରତିବାଦୀଙ୍କୁ ଦଣ୍ଡିତ ...

    14078
    Sep 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କ୍ୟାନ୍ସର ଔଷଧ ଦାମ୍ ୨୭ ହଜାର ଟଙ୍କା

    14553
    Sep 23, 2026
  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ...

    15491
    Sep 23, 2026
  • ଦେଶ-ଦେଶାନ୍ତର

    ବନ୍ଦେ ମାତରମ୍‌ ଗାନ କରିବାକୁ ମନା କରୁଥିବା ଜଣେ ବିବେକବାଦୀ ପ୍ରତିବାଦୀଙ୍କୁ ଦଣ୍ଡିତ କରାଯିବା ଉଚିତ ନୁହେଁ: ସୁପ୍ରିମକୋର୍ଟ

    14078
    Sep 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17121
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17808
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17782
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18191
    Sep 06, 2023

ବିଶେଷ

  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15346
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15117
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14496
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14743
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16374
    Sep 09, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

ଭୁବନେଶ୍ୱର : କଳାହାଣ୍ଡିର ଯୁବକଯୁବତୀଙ୍କ ପାଇଁ ଧନ୍ଦାମୂଳକ ତାଲିମ ଏବଂ ସ୍ଥାୟୀ ଜୀବିକା ନିର୍ବାହ ଏକ ଗୁରୁତ୍ୱପୂର୍ଣ୍ଣ ଆହ୍ୱାନ ହୋଇ ରହିଛି। ଏହି ଆବଶ୍ୟକତାକୁ ପୂରଣ କରି, ବେଦାନ୍ତ ଆଲୁମିନିୟମ ସ୍ଥାନୀୟ ଅଞ୍ଚଳର ଯୁ ...

  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14420
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15614
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    15377
    Sep 16, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14668
    Sep 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15491
    Sep 23, 2026
  • ବନ୍ଦେ ମାତରମ୍‌ ଗାନ କରିବାକୁ ମନା କରୁଥିବା ଜଣେ ବିବେକବାଦୀ ପ୍ରତିବାଦୀଙ୍କୁ ଦଣ୍ଡିତ କରାଯିବା ଉଚିତ ନୁହେଁ: ସୁପ୍ରିମକୋର୍ଟ

    14078
    Sep 23, 2026
  • ୮ ଘଣ୍ଟାର ଅପରେସନ ସଫଳ, ୪ ଜଣଙ୍କୁ ହତ୍ୟା କରିଥିବା ହତ୍ୟାକାରୀକୁ ପୁଲିସର ଏନକାଉଣ୍ଟର

    14143
    Sep 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In