Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, February 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଘୋଷଣା କଲେ ପ୍ରଧାନମନ୍ତ୍ରୀ : ମାଲେସିଆରେ ...

  • ବଡ଼ ଆଶ୍ୱସ୍ତି : ଭାରତ-ଆମେରିକା ବାଣିଜ୍ୟ ...

  • ଗୋଲାପ ଦିବସ

  • ଅଗ୍ନି-୩ ମଧ୍ୟବର୍ତ୍ତୀ-ଦୂରବର୍ତ୍ତୀ ...

  • ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୁଇ ...

  • ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦୀ, କାରଣ ...

  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ...

  • ନିଜ ଶୈଳୀରେ ପାଠ ପଢିବାକୁ ପରାମର୍ଶ ଦେଲେ ...

  • କଂଗ୍ରେସକୁ କଟାକ୍ଷ କରି ଏମିତି କହିଲେ ...

  • ପ୍ରବଳ ହଟ୍ଟଗୋଳ: ଆସନ୍ତା ସୋମବାର ଦିନ ...

ରାଜ୍ୟ
Home ›› ରାଜ୍ୟ ››ମୁଖ୍ୟମନ୍ତ୍ରୀଙ୍କ ସହ ମଞ୍ଚରେ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର

ମୁଖ୍ୟମନ୍ତ୍ରୀଙ୍କ ସହ ମଞ୍ଚରେ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର

2021-11-08 06:49:34
14186
Share:
Facebook
Twitter
E-Mail
WhatsApp
Telegram
ମୁଖ୍ୟମନ୍ତ୍ରୀଙ୍କ ସହ ମଞ୍ଚରେ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର

କଳାହାଣ୍ଡି:ବର୍ତ୍ତମାନ ସ୍ୱତନ୍ତ୍ର ବିମାନ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭବାନୀପାଟଣାରେ ପହଞ୍ଚିଛନ୍ତି । ଏହାପରେ ଭବାନୀପାଟଣାର ଓୟୁଏଟି ପଡିଆରେ ବିଜୁ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ କରିବାର କାର୍ଯ୍ୟକ୍ରମରେ, ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିବା ପାଇଁ ବିଜେଡି ଏକ ବିଶାଳ ରାଲି ବାହାରିଥିଲା । ମହିଳାମାନେ ମୁଖ୍ୟମନ୍ତ୍ରୀଙ୍କୁ ହୁଳହୁଳି ପକାଇ ମଞ୍ଚକୁ ସ୍ୱାଗତ କରିଛନ୍ତି । ବିଜୁ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ ସଭା ମଂଚରେ  ମୁଖ୍ୟମନ୍ତ୍ରୀଙ୍କ ସହ ଗୃହମନ୍ତ୍ରୀ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର ମଧ୍ୟ ମଞ୍ଚରେ ଉପସ୍ଥିତ ଅଛନ୍ତି । ମମିତା ମେହେର ମୃତୁ୍ୟ ପ୍ରସଙ୍ଗରେ ପ୍ରବଳ ବିରୋଧ ସତ୍ତ୍ୱେ ମଞ୍ଚରେ ଗୃହମନ୍ତ୍ରୀ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର ଉପସ୍ଥିତ ଅଛନ୍ତି । କଳାହାଣ୍ଡିରେ ବିଜେପି  ଏହାକୁ କଡା ନିନ୍ଦା କରିବା ସହିତ, ମୁଖ୍ୟମନ୍ତ୍ରୀଙ୍କୁ ଅପଦାର୍ଥ ମୁଖ୍ୟମନ୍ତ୍ରୀ ବୋଲି ବିଜେପି କର୍ମୀମାନେ କହିଛନ୍ତି ।  

ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଜିଲ୍ଲା ଗସ୍ତକୁ ବିରୋଧ କରି ବିଜେପି ପକ୍ଷରୁ ଭୁବନେଶ୍ୱରରେ ବିଶାଳ ଶୋଭାଯାତ୍ରାର ଆୟୋଜନ କରାଯାଇଛି। ଦଳୀୟ କର୍ମୀମାନେ ଶୋଭାଯାତ୍ରାରେ ନବୀନ ନିବାସ ଆଡ଼କୁ ଯାଉଥିବା ବେଳେ ସେମାନଙ୍କୁ ଶିଶୁ ଭବନ ଛକ ନିକଟରେ ପୁଲିସ୍ ଅଟକାଇଛି। ଆନ୍ଦୋଳନକାରୀଙ୍କୁ ଅଟକାଇବା ପାଇଁ ସେଠାରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ତେବେ ବିଜେପି କର୍ମୀ ପ୍ରଥମ ସ୍ତର ସୁରକ୍ଷା ବ୍ୟବସ୍ଥାକୁ ପାର ହେବା ପରେ ପୁଲିସ୍ ସହିତ ସେମାନଙ୍କର ଧସ୍ତାଧସ୍ତି ହୋଇଛି। ପୁଲିସ୍ ଅନେକ କର୍ମୀଙ୍କୁ ଉଠାଇ ନେଇଥିବା ବେଳେ ଆହୁରି ଅନେକ କର୍ମୀ ସେଠାରେ ଧାରଣାରେ ବସିଛନ୍ତି।

ଶିଶୁ ଭବନ ଛକରେ ବିଜେପି କର୍ମୀମାନେ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ନାରା ଦେବା ସହିତ ତାଙ୍କ କୁଶପୁତ୍ତଳିକା ଦାହ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ସେମାନେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଓ ପ୍ରତାପ ଜେନାଙ୍କ କୁଶପୁତ୍ତଳିକା ମଧ୍ୟ ଦାହ କରିଛନ୍ତି। ଅନ୍ୟପକ୍ଷରେ ଭୁବନେଶ୍ୱରର ଏୟାରପୋର୍ଟ ଛକରେ ବିଜେପି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ କଳାପତାକା ପ୍ରଦର୍ଶନ କରାଯାଇଥିଲା। କଳାପତାକା ପ୍ରଦର୍ଶନ କରୁଥିବା ବିଜେପି କର୍ମୀଙ୍କୁ ପୁଲିସ୍ ଉଠାଇ ନେଇଥିଲା।

ସେହିପରି ଭବାନୀପାଟଣାରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଥିବା ବେଳେ ବିଜେପି ସହିତ ମୁଖ୍ୟମନ୍ତ୍ରୀଙ୍କୁ ବିରୋଧ କରୁଥିବା କଂଗ୍ରେସ କର୍ମୀଙ୍କୁ ପୁଲିସ୍ ଉଠାଇ ନେଉଥିବା ଦେଖିବାକୁ ମିଳିଛି। ଭବାନୀପାଟଣା ସହିତ ଧର୍ମଗଡ଼ ଓ ଜୁନାଗଡ଼ ପ୍ରଭୃତି ସ୍ଥାନରୁ ଉଭୟ କଂଗ୍ରେସ ଓ ବିଜେପି କର୍ମୀଙ୍କୁ ଉଠାଇ ନିଆଯାଉଛି। ମୁଖ୍ୟମନ୍ତ୍ରୀଙ୍କ ସଭା ସ୍ଥଳ ଠାରୁ ଗୋଟିଏ କିଲୋମିଟର ପରିଧି ମଧ୍ୟରେ ସମସ୍ତଙ୍କୁ କଡ଼ା ଯାଞ୍ଚ କରାଯାଉଛି। ଆଜି ସକାଳୁ ମଧ୍ୟ ଖବର ଆସିଥିଲା ଯେ ଜିଲ୍ଲାର ବିଭିନ୍ନ ଥାନାରେ ବିଜେପି କର୍ମୀଙ୍କୁ ଅଟକ ରଖାଯାଇଛି।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ବଡ଼ ଆଶ୍ୱସ୍ତି : ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି
    ଦେଶ-ଦେଶାନ୍ତର

    ବଡ଼ ଆଶ୍ୱସ୍ତି : ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି

    13361
    Feb 07, 2026
  • ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୁଇ ଦିନିଆ ମାଲେସିଆ ଗସ୍ତ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୁଇ ଦିନିଆ ମାଲେସିଆ ଗସ୍ତ

    14854
    Feb 07, 2026
  • ଗୋଲାପ ଦିବସ
    ବିଶେଷ

    ଗୋଲାପ ଦିବସ

    15463
    Feb 07, 2026
  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ
    ବିଶେଷ

    ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ

    15377
    Feb 06, 2026
  • ଘୋଷଣା କଲେ ପ୍ରଧାନମନ୍ତ୍ରୀ : ମାଲେସିଆରେ ଚାଲିବ ଭାରତର UPI
    ଦେଶ-ଦେଶାନ୍ତର

    ଘୋଷଣା କଲେ ପ୍ରଧାନମନ୍ତ୍ରୀ : ମାଲେସିଆରେ ଚାଲିବ ଭାରତର UPI

    14846
    Feb 07, 2026
  •  କଂଗ୍ରେସକୁ କଟାକ୍ଷ କରି ଏମିତି କହିଲେ ମୋଦୀ
    ଦେଶ-ଦେଶାନ୍ତର

    କଂଗ୍ରେସକୁ କଟାକ୍ଷ କରି ଏମିତି କହିଲେ ମୋଦୀ

    13649
    Feb 06, 2026
  •  ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦୀ, କାରଣ ଜାଣନ୍ତୁ......
    ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦୀ, କାରଣ ଜାଣନ୍ତୁ......

    14805
    Feb 07, 2026
  • ନିଜ ଶୈଳୀରେ ପାଠ ପଢିବାକୁ ପରାମର୍ଶ ଦେଲେ ମୋଦୀ
    ଦେଶ-ଦେଶାନ୍ତର

    ନିଜ ଶୈଳୀରେ ପାଠ ପଢିବାକୁ ପରାମର୍ଶ ଦେଲେ ମୋଦୀ

    14395
    Feb 06, 2026
  • ଅଗ୍ନି-୩ ମଧ୍ୟବର୍ତ୍ତୀ-ଦୂରବର୍ତ୍ତୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ
    ଦେଶ-ଦେଶାନ୍ତର

    ଅଗ୍ନି-୩ ମଧ୍ୟବର୍ତ୍ତୀ-ଦୂରବର୍ତ୍ତୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

    15129
    Feb 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦୀ, କାରଣ ଜାଣନ୍ତୁ......

    14805
    Feb 07, 2026
  • ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୁଇ ଦିନିଆ ମାଲେସିଆ ଗସ୍ତ

    14854
    Feb 07, 2026
  • ଦେଶ-ଦେଶାନ୍ତର

    ବଡ଼ ଆଶ୍ୱସ୍ତି : ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି

    13361
    Feb 07, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17327
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17400
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17743
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16220
    Apr 03, 2021

ବିଶେଷ

  • ଗୋଲାପ ଦିବସ

    15463
    Feb 07, 2026
  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ

    15377
    Feb 06, 2026
  • ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର

    15930
    Feb 04, 2026
  • ସକାଳେ ଖାଲି ପେଟରେ ଉଷୁମ ପାଣି ସହିତ ଆପଣଙ୍କ ଦିନ କରନ୍ତୁ ଆରମ୍ଭ

    14208
    Feb 02, 2026
  • କ୍ଷୀରକୁ କଦାପି ଖୋଲା ରଖନ୍ତୁ ନାହିଁ, ପରିବାରରେ ସୃଷ୍ଟି ହୁଏ କଳହ

    14424
    Jan 31, 2026

ବାଣିଜ୍ୟ

ଭୁଶୁଡିଲା ସେୟାର ମାର୍କେଟ

ଘରୋଇ ସେୟାର ବଜାରରେ ଏକ ଭୟଙ୍କର ସୁନାମି ଦେଖିବାକୁ ମିଳିଛି। ରବିବାର ଦିନ, BSE ସେନସେକ୍ସରେ ୧୫୪୬.୮୪ ପଏଣ୍ଟ (୧.୮୮%) ହ୍ରାସ ଘଟି ୮୦୭୨୨.୯୪ ପଏଣ୍ଟରେ ବନ୍ଦ ହୋଇଛି । ସେହିଭଳି NSE ନିଫ୍ଟି ୫୦ ଇଣ୍ଡେକ୍ସରେ ୪୯୫.୨୦ (୧.୯୬%) ହ୍ରାସ ଘଟି ୨୪୮୨୫.୪୫ ପଏଣ୍ଟରେ ବନ୍ଦ ହୋଇଥିଲା । ତେବେ ବଜେଟ୍ ଦିନ ସବୁଜ ରଙ୍ଗରେ ଖୋଲିଥ ...

  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16059
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15334
    Jan 22, 2026
  • ୧.୪୦ ଲକ୍ଷ ଟପିଲା ସୁନା

    15746
    Jan 12, 2026
  • ଆମୱେ ଇଣ୍ଡିଆ ଦ୍ରୁତ ଓ ସହଜ ସେବା ସହିତ ହୋମ୍‌ ଡେଲିଭରି ଅନୁଭୂତିକୁ ନୂଆ ରୂପ ପ୍ରଦାନ କରିଛି

    15499
    Jan 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗୋଲାପ ଦିବସ

    15463
    Feb 07, 2026
  • ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୁଇ ଦିନିଆ ମାଲେସିଆ ଗସ୍ତ

    14854
    Feb 07, 2026
  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ

    15377
    Feb 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In