Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ...

  • ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ...

  • ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ...

  • NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ...

  • 'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ...

  • ଆମେରିକୀୟ ବାୟୁସେନା ବିମାନ ...

  • 'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' : ପ୍ରଥମ ...

  • NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ...

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ...

  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››୧୧୯ ଜଣଙ୍କୁ ମିଳିଲା ସମ୍ମାନଜନକ ପଦ୍ମ ପୁରସ୍କାର

୧୧୯ ଜଣଙ୍କୁ ମିଳିଲା ସମ୍ମାନଜନକ ପଦ୍ମ ପୁରସ୍କାର

2021-11-08 17:32:21
15522
Share:
Facebook
Twitter
E-Mail
WhatsApp
Telegram
୧୧୯ ଜଣଙ୍କୁ ମିଳିଲା ସମ୍ମାନଜନକ ପଦ୍ମ ପୁରସ୍କାର

ରାଷ୍ଟ୍ରପତି ଭବନରେ ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ ସମ୍ମାନଜନକ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି। ରାଷ୍ଟ୍ରପତି ବିଭିନ୍ନ କ୍ଷେତ୍ରର ବ୍ୟକ୍ତିତ୍ୱଙ୍କୁ ଏହି ପୁରସ୍କାରରେ ସମ୍ମାନିତ କରିଛନ୍ତି। ‘ବିଜେପି’ର ପୁରଖା ନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲୀ ଏବଂ ପୂର୍ବତନ ବୈଦେଶିକ ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ ଏବଂ କେନ୍ଦ୍ରମନ୍ତ୍ରୀ ରାମବିଳାସ ପାସୱାନ୍‌ଙ୍କ ସମେତ ପ୍ରାୟ ୧୧୯ଜଣଙ୍କୁ ଏଥର ଏହି ସମ୍ମାନ ମିଳିଛି। ଏହି ନେତାଙ୍କୁ ମ‌ରଣୋତ୍ତର ଭାବେ ପଦ୍ମବିଭୂଷଣ ସମ୍ମାନ ପ୍ରଦାନ କରାଯାଇଥିବାରୁ ସେମାନଙ୍କ ପରିବାର ଲୋକେ ଉକ୍ତ ସମ୍ମାନ ଗ୍ରହଣ କରିଛନ୍ତି। ସ୍ବରାଜଙ୍କ ଝିଅ ବାଂଶୁରୀ ଏବଂ ଜେଟ୍‌ଲୀଙ୍କ ପତ୍ନୀ ସଙ୍ଗୀତା ରାଷ୍ଟ୍ରପତିଙ୍କ ଠାରୁ ଏହି ସମ୍ମାନ ଗ୍ରହଣ କରିଛନ୍ତି।

ଅଭିନେତ୍ରୀ କଙ୍ଗନା ରାନାୱତଙ୍କୁ ପଦ୍ମଶ୍ରୀ ପୁରସ୍କାର ମଧ୍ୟ ପ୍ରଦାନ କରାଯାଇଥିଲା। ଶ୍ରେଷ୍ଠ ଅଭିନେତ୍ରୀ ପାଇଁ କଙ୍ଗନା ରାଣାୱତଙ୍କୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରାଯାଇଥିଲା। କଙ୍ଗନା ତାଙ୍କର ଦୁଇଟି ଚଳଚ୍ଚିତ୍ର ‘ମାଣିକର୍ଣ୍ଣିକା’ ଏବଂ ‘ପଙ୍ଗା’ ପାଇଁ ଏହି ପୁରସ୍କାର ଗ୍ରହଣ କରିଥିଲେ । କଙ୍ଗନା ସହିତ ତାଙ୍କ ଭଉଣୀ ରଙ୍ଗୋଲି ଚାନ୍ଦେଲ ମଧ୍ୟ ଏହି ଉତ୍ସବରେ ଉପସ୍ଥିତ ଥିଲେ।

ଅନ୍ୟପଟେ ଗାୟକ ଆଦନାନ୍‌ ସାମି, ବ୍ୟାଡ୍‌ମିଣ୍ଟନ୍‌ ଖେଳାଳି ପି. ଭି. ସିଦ୍ଧୁ ଏବଂ ଓଡ଼ିଶାର ପୂର୍ବତନ ରାଜ୍ୟପାଳ ଏସ୍‌. ସି. ଜମିର୍‌ଙ୍କୁ ମଧ୍ୟ ଦେଶର ଏହି ସର୍ବୋଚ୍ଚ ବେସାମରିକ ସମ୍ମାନରେ ସମ୍ମାନିତ କରାଯାଇଛି। ମ୍ମାନ ପ୍ରଦାନ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଏବଂ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କରଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।

Powered by Froala Editor

Tags padma

Related articles Odisha News Lens 4.1

  • 'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' :  ପ୍ରଥମ ଦିନରେ ୨.୫୦ କୋଟି ସଂଗ୍ରହ
    ମନୋରଞ୍ଜନ

    'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' : ପ୍ରଥମ ଦିନରେ ୨.୫୦ କୋଟି ସଂଗ୍ରହ

    14515
    Jun 16, 2026
  • NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ବ୍ୟାନ୍
    ଦେଶ-ଦେଶାନ୍ତର

    NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ବ୍ୟାନ୍

    14772
    Jun 16, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ
    ବାଣିଜ୍ୟ

    ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13386
    Jun 16, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....
    ବିଶେଷ

    ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14562
    Jun 16, 2026
  • ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ମନା
    ଦେଶ-ଦେଶାନ୍ତର

    ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ମନା

    15037
    Jun 16, 2026
  •  ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ସୁରକ୍ଷିତ ଭାବେ ଅତିକ୍ରମ କଲା ହର୍ମୁଜ ପ୍ରଣାଳୀ
    ଦେଶ-ଦେଶାନ୍ତର

    ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ସୁରକ୍ଷିତ ଭାବେ ଅତିକ୍ରମ କଲା ହର୍ମୁଜ ପ୍ରଣାଳୀ

    15299
    Jun 16, 2026
  • 'କୁମକୁମ ଭାଗ୍ୟ'ର ଅଭିନେତ୍ରୀ  ସଞ୍ଚିତାଙ୍କ ପରଲୋକ
    ମନୋରଞ୍ଜନ

    'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ପରଲୋକ

    14696
    Jun 16, 2026
  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଚାପୁଡ଼ା
    ଦେଶ-ଦେଶାନ୍ତର

    କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଚାପୁଡ଼ା

    14132
    Jun 15, 2026
  • NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ନିଷ୍ପତ୍ତି ନେଲା କେନ୍ଦ୍ର, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ନିଷ୍ପତ୍ତି ନେଲା କେନ୍ଦ୍ର, ଜାଣନ୍ତୁ କ’ଣ ?

    14518
    Jun 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ସୁରକ୍ଷିତ ଭାବେ ଅତିକ୍ରମ କଲା ହର୍ମୁଜ ପ୍ରଣାଳୀ

    15299
    Jun 16, 2026
  • ବିଶେଷ

    ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14562
    Jun 16, 2026
  • ବାଣିଜ୍ୟ

    ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13386
    Jun 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16929
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17546
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17595
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17989
    Sep 06, 2023

ବିଶେଷ

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14562
    Jun 16, 2026
  • ପାଟିରେ ଘା’ ହେବାର ଅନେକ କାରଣ ବିଷୟରେ ଜାଣନ୍ତୁ.....

    14269
    Jun 15, 2026
  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    15036
    Jun 13, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13638
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15521
    Jun 09, 2026

ବାଣିଜ୍ୟ

ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

ଭୁବନେଶ୍ୱର: ଓଡ଼ିଶାର ଅଗ୍ରଣୀ ଅଳଙ୍କାର ବ୍ରାଣ୍ଡ୍ ତଥା ନଅ ଦଶନ୍ଧିର ବିଶ୍ୱାସର ସଂସ୍କୃତି ସହିତ ଜଡ଼ିତ ଖିମଜୀ ଜୁଏଲର୍ସ ପକ୍ଷରୁ ତିନି-ଦିନିଆ ରଜ ମଉଜ ପାଳନ କରାଯାଇଛି । ଏଥି ସହିତ ଏହା ଓଡ଼ିଶାର ସାଂସ୍କୃତିକ ଐତିହ୍ୟ ଓ ...

  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14855
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15469
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15217
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15699
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆମେରିକୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, କେହି ବଞ୍ଚି ନାହାଁନ୍ତି

    14402
    Jun 16, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13386
    Jun 16, 2026
  • NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ବ୍ୟାନ୍

    14772
    Jun 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In