Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, August 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ...

  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ ...

  • ବିଗ୍ ବିସ୍ ୨୦ରେ ପ୍ରତିଯୋଗୀ ହେବେନି ଶେୟା

  • ଅମରନାଥ ଯାତ୍ରା ସ୍ଥଗିତ

  • ହଟିବ Google Assistant

  • ଆସାମରେ ବନ୍ୟା ପୀଡ଼ିତଙ୍କୁ ୫୦୦ ଘର ...

  • କୂଅ ପାଣି ହଲଚଲ, ଭୂ-ବିଜ୍ଞାନୀ କହିଲେ ...

  • ଅଲଗା ହେବେନି ସଙ୍ଗୀତା-ବିଜୟ

  • ୧୨ ରେ ସବୁଠୁ ଚମତ୍କାର ମହାଜାଗତିକ ଘଟଣା ...

  • କେରଳରେ ‘ରାଟ୍ ଫିଭର୍’ ଆତଙ୍କ, ୫୮ ମୃତ

ରାଜ୍ୟ
Home ›› ରାଜ୍ୟ ››ସୁରକ୍ଷା ପାଇଁ ତାଲିମ କାର୍ଯ୍ୟକ୍ରମ ‘ରକ୍ଷକ’ର ଶୁଭାରମ୍ଭ

ସୁରକ୍ଷା ପାଇଁ ତାଲିମ କାର୍ଯ୍ୟକ୍ରମ ‘ରକ୍ଷକ’ର ଶୁଭାରମ୍ଭ

2021-11-11 02:45:47
14317
Share:
Facebook
Twitter
E-Mail
WhatsApp
Telegram
ସୁରକ୍ଷା ପାଇଁ ତାଲିମ କାର୍ଯ୍ୟକ୍ରମ ‘ରକ୍ଷକ’ର ଶୁଭାରମ୍ଭ

ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନର କନ୍‌ଭେନ୍‌ସନ ସେଣ୍ଟର ଠାରେ ସଡକ ସୁରକ୍ଷା ପାଇଁ ଏକ ଅଭିନବ ତାଲିମ କାର୍ଯ୍ୟକ୍ରମ ‘ରକ୍ଷକ’ର ଶୁଭାରମ୍ଭ କରିଛନ୍ତି। ରାଜ୍ୟ ପରିବହନ ବିଭାଗ ଦ୍ବାରା ଆୟୋଜିତ ଏହି ତାଲିମ କାର୍ଯ୍ୟକ୍ରମରେ ୩୦ ହଜାର ପ୍ରଥମ ଜୀବନ ରକ୍ଷାକାରୀ (First Responder)  ତାଲିମ ପାଇବେ। ୩୦୦ ପ୍ରଶିକ୍ଷକ ରାଜ୍ୟର ୩୦ଟି ଜିଲ୍ଲାରେ ୩୦ ସପ୍ତାହ ପାଇଁ ତାଲିମ ପ୍ରଦାନ କରିବେ । ଏହାଦ୍ବାରା ସଡକ ଦୁର୍ଘଟଣାର ଶିକାର ହେଉଥିବା ବ୍ୟକ୍ତି ମାନଙ୍କୁ ତୁରନ୍ତ ସହାୟତା ଓ ଚିକିତ୍ସା ମିଳିପାରିବ ଓ ଅନେକ ଜୀବନ ବଞ୍ଚାଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଶାପ୍ରକାଶ କରିଛନ୍ତି ।  

 

କାର୍ଯ୍ୟକ୍ରମରେ ନିଜର ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଡକ ଦୁର୍ଘଟଣା  କେବଳ ଜଣେ ବ୍ୟକ୍ତି ବା ଗୋଟିଏ ପରିବାରର କ୍ଷତି ନୁହେଁ। ଏହା ସମାଜର କ୍ଷତି । ଅର୍ଥନୀତିର ମଧ୍ୟ ବଡ କ୍ଷତି। ତେଣୁ ଏହାକୁ ରୋକିବା ପାଇଁ ଆମେ ସମସ୍ତେ ଏକାଠି ହୋଇ କାମ କରିବା ଦରକାର ବୋଲି ସେ ମତବ୍ୟକ୍ତ କରିଥିଲେ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଏ କ୍ଷେତ୍ରରେ ଡ୍ରାଇଭର ମାନଙ୍କର ଯେତିକି ଦାୟିତ୍ବ, ସଡକ ବ୍ୟବହାର କରୁଥିବା ବ୍ୟକ୍ତିର ମଧ୍ୟ ସେତିକି ଦାୟିତ୍ବ । ତା ସହିତ ଦୁର୍ଘଟଣା ସ୍ଥଳରେ ଥିବା ଅନ୍ୟ ଲୋକମାନଙ୍କର ମଧ୍ୟ ବିଶେଷ ଦାୟିତ୍ବ ରହିଛି। ତେଣୁ ସେମାନେ ସାମାନ୍ୟ ସହଯୋଗ କଲେ, ଅନେକ ଜୀବନ ରକ୍ଷା ହୋଇପାରିବ ଓ ଅନେକ ପରିବାର ଦୁର୍ଦ୍ଦିନରୁ ରକ୍ଷା ପାଇପାରିବେ ବୋଲି ସେ କହିଥିଲେ।

 

 ତାଲିମ ବ୍ୟବସ୍ଥା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଆପଣମାନେ ହେଉଛନ୍ତି ଜଣେ ଜଣେ ଉତ୍ତମ ନାଗରିକ (Good Samaritan)। ଦୁର୍ଘଟଣାର ପ୍ରଥମ ଏକ ଘଣ୍ଟା ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ଏହି ସମୟରେ ଆମେ ଯଦି ତୁରନ୍ତ ଚିକିତ୍ସା କରିବା, ତେବେ ଆମେ ଅନେକ ଜୀବନ ରକ୍ଷା କରିପାରିବା ବୋଲି ସେ କହିଥିଲେ। 

 

ବିପଦରେ ଥିବା ଲୋକର ଜୀବନ ବଞ୍ଚାଇବା ଠାରୁ ବଡ ପୁଣ୍ୟ କିଛି ନାହିଁ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଡକ ଦୁର୍ଘଟଣାର ଶିକାର ହେଉଥିବା ଲୋକ ମାନଙ୍କୁ ସାହାଯ୍ୟ ପାଇଁ ଆଗେଇ ଆସୁଥିବା ଲୋକକୁ ୨୦୦୦ ଟଙ୍କା ସହାୟତା ଦେବାର ବ୍ୟବସ୍ଥା କରାଯାଇଛି । ଏହାସହିତ ଦୁର୍ଘଟଣାର ଶିକାର ହୋଇଥିବା ବ୍ୟକ୍ତି ମାନଙ୍କର ଚିକିତ୍ସା ପାଇଁ ରାଜ୍ୟ ସରକାର ୧୪୭ କୋଟି ଟଙ୍କାର ଏକ ପାଣ୍ଠି ଗଠନ କରିଛନ୍ତି ।

 

ସଡକ ଦୁର୍ଘଟଣା ରୋକିବା ପାଇଁ ସରକାରଙ୍କ ଏ ଉଦ୍ୟମରେ ସହଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିବେଦନ କରିଥିଲେ । 

 

ବିଭିନ୍ନ ଅଣ-ସରକାରୀ ସଂଗଠନ (NGO) ମାନେ ସଡକ ଦୁର୍ଘଟଣା ସମୟରେ ତୁରନ୍ତ ସହାୟତା ଯୋଗାଇଦେବା ଓ ସଚେତନତା ସୃଷ୍ଟି କ୍ଷେତ୍ରରେ ଯେଉଁ ଉଦ୍ୟମ କରୁଛନ୍ତି, ମୁଖ୍ୟମନ୍ତ୍ରୀ ତାର ଉଚ୍ଚ ପ୍ରଶଂସା କରିଥିଲେ। ସେମାନଙ୍କର ଏହି ଉଦ୍ୟମ ସଫଳ ହେବ ଓ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା କମିପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ ।

 

ଏହି ତାଲିମ କାର୍ଯ୍ୟକ୍ରମ ପାଇଁ ପରିବହନ ବିଭାଗକୁ ଧନ୍ୟବାଦ ଦେବା ସହିତ ରାଜ୍ୟସ୍ତରରେ ଏଭଳି କାର୍ଯ୍ୟକ୍ରମ ପ୍ରଥମ ବୋଲି କହିଥିଲେ । ତାଲିମ କାର୍ଯ୍ୟକ୍ରମ ଶେଷ ହେବା ପରେ ସଡକ ସୁରକ୍ଷା କ୍ଷେତ୍ରରେ ବହୁତ ଉନ୍ନତି ଆସିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ବିଭିନ୍ନ ସ୍ବେଚ୍ଛାସେବୀ, ରେଡକ୍ରସ ଓ ଅନ୍ୟାନ୍ୟ ସଂସ୍ଥା ମାନଙ୍କୁ ମୁଖ୍ୟମନ୍ତ୍ର ଧନ୍ୟବାଦ ଦେଇ ଜୀବନ ରକ୍ଷା କ୍ଷେତ୍ରରେ ସମସ୍ତଙ୍କ ସହଯୋଗ କାମନା କରିଥିଲେ ।

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ରକ୍ଷକ ତାଲିମ କାର୍ଯ୍ୟକ୍ରମର ଲୋଗୋ ଉନ୍ମୋଚନ କରିବା ସହିତ ଏହାର ୱେବସାଇଟ OPTICS ଉଦ୍‌ଘାଟନ କରିଥିଲେ ।  ତାଲିମରେ ଯୋଗ ଦେଇଥିବା first responder ମାନଙ୍କୁ କିଟ୍‌ ଓ ଟି-ସାର୍ଟ ବଣ୍ଟନ କରିଥିଲେ ।

 

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀ ପଦ୍ମନାଭ ବେହେରା ସଡକ ଦୁର୍ଘଟଣା ରୋକିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଉଥିବା ବିଭିନ୍ନ କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଥିଲେ ।

 

ବିଭାଗୀୟ ପ୍ରମୁଖ ସଚିବ ଶ୍ରୀ ମଧୁସୂଦନ ପାଢୀ ସ୍ବାଗତ ଭାଷଣ ଦେଇଥିଲେ ଏବଂ ପରିବହନ କମିଶନର ଶ୍ରୀ ଅରୁଣ ବୋଥ୍ରା ଧନ୍ୟବାଦ ଅର୍ପଣ କରିଥିଲେ ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ବିଗ୍ ବିସ୍ ୨୦ରେ ପ୍ରତିଯୋଗୀ ହେବେନି ଶେୟା
    ମନୋରଞ୍ଜନ

    ବିଗ୍ ବିସ୍ ୨୦ରେ ପ୍ରତିଯୋଗୀ ହେବେନି ଶେୟା

    15212
    Aug 09, 2026
  • ଅମରନାଥ ଯାତ୍ରା ସ୍ଥଗିତ
    ଦେଶ-ଦେଶାନ୍ତର

    ଅମରନାଥ ଯାତ୍ରା ସ୍ଥଗିତ

    13813
    Aug 09, 2026
  • ଆସାମରେ ବନ୍ୟା ପୀଡ଼ିତଙ୍କୁ ୫୦୦ ଘର ଯୋଗାଇଦେବେ ସଲମାନ
    ମନୋରଞ୍ଜନ

    ଆସାମରେ ବନ୍ୟା ପୀଡ଼ିତଙ୍କୁ ୫୦୦ ଘର ଯୋଗାଇଦେବେ ସଲମାନ

    14562
    Aug 09, 2026
  • କୂଅ ପାଣି ହଲଚଲ, ଭୂ-ବିଜ୍ଞାନୀ କହିଲେ ଏମିତି...
    ଦେଶ-ଦେଶାନ୍ତର

    କୂଅ ପାଣି ହଲଚଲ, ଭୂ-ବିଜ୍ଞାନୀ କହିଲେ ଏମିତି...

    14277
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ...

    14811
    Aug 09, 2026
  • କେରଳରେ ‘ରାଟ୍ ଫିଭର୍’ ଆତଙ୍କ, ୫୮ ମୃତ
    ଦେଶ-ଦେଶାନ୍ତର

    କେରଳରେ ‘ରାଟ୍ ଫିଭର୍’ ଆତଙ୍କ, ୫୮ ମୃତ

    14870
    Aug 08, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ...
    ବାଣିଜ୍ୟ

    ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ...

    13888
    Aug 09, 2026
  • ହଟିବ Google Assistant
    ଦେଶ-ଦେଶାନ୍ତର

    ହଟିବ Google Assistant

    14672
    Aug 09, 2026
  • ଅଲଗା ହେବେନି ସଙ୍ଗୀତା-ବିଜୟ
    ମନୋରଞ୍ଜନ

    ଅଲଗା ହେବେନି ସଙ୍ଗୀତା-ବିଜୟ

    14581
    Aug 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଅଲଗା ହେବେନି ସଙ୍ଗୀତା-ବିଜୟ

    14581
    Aug 09, 2026
  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ...

    14811
    Aug 09, 2026
  • ବାଣିଜ୍ୟ

    ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    13888
    Aug 09, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17020
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17631
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17682
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18081
    Sep 06, 2023

ବିଶେଷ

  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14086
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15808
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16225
    Aug 02, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    15078
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14570
    Jul 28, 2026

ବାଣିଜ୍ୟ

ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

ଐତିହ୍ୟ, କାରିଗରୀ ଓ ପ୍ରଯୁକ୍ତି ଜରିଆରେ ଋଥ ନିର୍ମାଣର ଚିରନ୍ତନ ପରମ୍ପରାକୁ ଅନୁଭବ ଓ ପାଳନ କରିବାକୁ ତଲ୍ଲିନକାରୀ ଅନୁଭୂତି ୧୩,୭୫୦ରୁ ଅଧିକ ଭକ୍ତଙ୍କୁ ସମର୍ଥ କରାଇଲା

ପୁରୀ : ଆଇଟିସିର ଆଶୀର୍ବାଦ ଅ ...

  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    14811
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14481
    Aug 07, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ବିଦ୍ୟା ଜରିଆରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଗ୍ରାମୀଣ ଶିକ୍ଷାକୁ ସୁଦୃଢ଼ କରୁଛି

    14152
    Aug 04, 2026
  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

    14445
    Aug 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    14811
    Aug 09, 2026
  • ୧୨ ରେ ସବୁଠୁ ଚମତ୍କାର ମହାଜାଗତିକ ଘଟଣା ଦେଖିବ ୟୁରୋପ, ଚନ୍ଦ୍ର ପଛରେ ଲୁଚିଯିବ ସୂର୍ଯ୍ୟ

    14836
    Aug 08, 2026
  • କୂଅ ପାଣି ହଲଚଲ, ଭୂ-ବିଜ୍ଞାନୀ କହିଲେ ଏମିତି...

    14277
    Aug 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In