Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 04, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

୫୦୦ ଟଙ୍କିଆ ନୋଟ୍ ବନ୍ଦ ନେଇ ଆସିଲା ଅପଡେଟ୍

ବିଶେଷ
Home ›› ବିଶେଷ ››ଏହି ଫଳର ମୂଲ୍ୟ ଜାଣିଲେ ହେବେ ଆଶ୍ଚର୍ଯ୍ୟ.....

ଏହି ଫଳର ମୂଲ୍ୟ ଜାଣିଲେ ହେବେ ଆଶ୍ଚର୍ଯ୍ୟ.....

2021-11-11 03:24:51
15843
Share:
Facebook
Twitter
E-Mail
WhatsApp
Telegram
ଏହି ଫଳର ମୂଲ୍ୟ ଜାଣିଲେ ହେବେ ଆଶ୍ଚର୍ଯ୍ୟ.....

ଭୁବନେଶ୍ୱର: ଦୁନିଆରେ ଅନେକ ପ୍ରକାର ଫଳ ରହିଛି, ଯାହାର ମୂଲ୍ୟ ଭିନ୍ନ ଅଟେ । ସାଧାରଣତଃ ବଜାରରେ ବିଭିନ୍ନ ଫଳ ଗୁଡିକର ମୂଲ୍ୟ ୪୦୦ରୁ ୫୦୦ଟଙ୍କା ମଧ୍ୟରେ ରହିଥାଏ । ଏହାକୁ ଲୋକମାନେ ମହଙ୍ଗା ମନେ କରନ୍ତି । ଆମେ ବଜାରରୁ ପ୍ରାୟତଃ ସେଓ, ଅଙ୍ଗୁର, କମଳା, ଆମ୍ବ, ଲିଚୁ ଆଦି ଫଳ କିଣି ଖାଇଥାଉ । କିନ୍ତୁ ଯଦି କୌଣସି ଫଳର ମୂଲ୍ୟ କିଲୋ ପିଛା ଲକ୍ଷ ଟଙ୍କା ହେବ, ତେବେ ଆପଣ କ’ଣ କରିବେ? ଆପଣ ଭାବିବେ ଏ ଫଳ ଖାଇବା ବଦଳରେ ହୀରା କିମ୍ବା ସୁନା କିଣିଦେବା ଭଲ ହେବ । 
କଥାଟି ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗିଲେ ବି ସତ । ଜାପାନରେ ଏପରି ଏକ ଫଳ ଅଛି ଯାହାର ମୂଲ୍ୟ ଲକ୍ଷ ଲକ୍ଷ ଟଙ୍କା । ଏହି ଫଳକୁ ସାଧାରଣ ଲୋକ କିଣିବାକୁ ଚିନ୍ତା ବି କରନ୍ତି ନାହିଁ । ତେବେ ଆସନ୍ତୁ ଜାଣିବା ସେହି ଫଳ ବିଷୟରେ, 
ଦୁନିଆର ଏହି ମହଙ୍ଗା ଫଳର ନାମ ହେଉଛି ୟୁବରୀ ତରଭୁଜ । ଏହି ଫଳକୁ ଇଂରାଜୀରେ ‘ୟୁବରୀ ମେଲନ’ ବୋଲି କୁହନ୍ତି । ଏହି ଫଳ ଜାପାନରେ ଚାଷ କରାଯାଏ ଓ ସେଠାରେ ହିଁ ବିକ୍ରି ହୋଇଥାଏ । ଏହି ଫଳର ରପ୍ତାନି ବହୁତ କମ୍ ହୋଇଥାଏ । ଏହା ସୂର୍ଯ୍ୟ କିରଣରେ ନୁହେଁ ବରଂ ସବୁଜ ଗୃହରେ ବଢିଥାଏ । ତେବେ ଜାପାନରେ ମିଳୁଥିବା ଏକ ୟୁବରୀ କସ୍ତୁରୀ ତରଭୁଜର ମୂଲ୍ୟ ୧୦ଲକ୍ଷ ଅଟେ । ୨୦ଲକ୍ଷ ଟଙ୍କାରେ ୨ଟି ତରଭୁଜ ମିଳିଥାଏ । ୨୦୧୯ ମସିହାରେ ଏହି ତରଭୁଜ ଗୁଡିକ ୩୩ଲକ୍ଷ ଟଙ୍କାରେ ନିଲାମ କରାଯାଇଥିଲା । ଭିତରୁ କମଳା ଏହି ଫଳର ସ୍ୱାଦ ମିଠା ହୋଇଥାଏ ।

Powered by Froala Editor

Tags Fruit

Related articles Odisha News Lens 4.1

  • ଭୁଶୁଡ଼ିଲା ପୁରୁଣା ଛାତ; ୩ ଶ୍ରମିକ ଗୁରୁତର
    ଜିଲ୍ଲା ପରିକ୍ରମା

    ଭୁଶୁଡ଼ିଲା ପୁରୁଣା ଛାତ; ୩ ଶ୍ରମିକ ଗୁରୁତର

    15357
    Jun 04, 2025
  • ୫୦୦ ଟଙ୍କିଆ ନୋଟ୍ ବନ୍ଦ ନେଇ ଆସିଲା ଅପଡେଟ୍
    ଦେଶ-ଦେଶାନ୍ତର

    ୫୦୦ ଟଙ୍କିଆ ନୋଟ୍ ବନ୍ଦ ନେଇ ଆସିଲା ଅପଡେଟ୍

    14010
    Jun 04, 2025
  • ଜୁଲାଇ ୨୧ରୁ ମୌସୁମୀ ଅଧିବେଶନ ଆରମ୍ଭ
    ଦେଶ-ଦେଶାନ୍ତର

    ଜୁଲାଇ ୨୧ରୁ ମୌସୁମୀ ଅଧିବେଶନ ଆରମ୍ଭ

    13808
    Jun 04, 2025
  • ଜ୍ୟୋତିଙ୍କ ପରେ ଆଉ ଜଣେ ୟୁଟ୍ୟୁବର ଗିରଫ
    ଦେଶ-ଦେଶାନ୍ତର

    ଜ୍ୟୋତିଙ୍କ ପରେ ଆଉ ଜଣେ ୟୁଟ୍ୟୁବର ଗିରଫ

    14166
    Jun 04, 2025
  • ୨୦୨୭ ମାର୍ଚ୍ଚ ୧ରୁ ହୋଇପାରେ ଜନଗଣନା
    ଦେଶ-ଦେଶାନ୍ତର

    ୨୦୨୭ ମାର୍ଚ୍ଚ ୧ରୁ ହୋଇପାରେ ଜନଗଣନା

    15426
    Jun 04, 2025
  • RCBର ବିଜୟ ରାଲିରେ ଦଳାଚକଟା, ୧୧ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    RCBର ବିଜୟ ରାଲିରେ ଦଳାଚକଟା, ୧୧ ଜଣଙ୍କ ମୃତ୍ୟୁ

    13659
    Jun 04, 2025
  • ରକିଙ୍କ ହାତ ଧରିଲେ ହିନା
    ମନୋରଞ୍ଜନ

    ରକିଙ୍କ ହାତ ଧରିଲେ ହିନା

    13953
    Jun 04, 2025
  • ୨୧ରୁ ଆରମ୍ଭ ହେବ ସଂସଦର ମୌସୁମୀ ଅଧିବେଶନ
    ଦେଶ-ଦେଶାନ୍ତର

    ୨୧ରୁ ଆରମ୍ଭ ହେବ ସଂସଦର ମୌସୁମୀ ଅଧିବେଶନ

    13503
    Jun 04, 2025
  • ICUରେ ଦୀପିକା, କର୍କଟ ଅସ୍ତ୍ରୋପଚାର ଶେଷ
    ମନୋରଞ୍ଜନ

    ICUରେ ଦୀପିକା, କର୍କଟ ଅସ୍ତ୍ରୋପଚାର ଶେଷ

    14840
    Jun 04, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜୁଲାଇ ୨୧ରୁ ମୌସୁମୀ ଅଧିବେଶନ ଆରମ୍ଭ

    13808
    Jun 04, 2025
  • ଦେଶ-ଦେଶାନ୍ତର

    ଜ୍ୟୋତିଙ୍କ ପରେ ଆଉ ଜଣେ ୟୁଟ୍ୟୁବର ଗିରଫ

    14166
    Jun 04, 2025
  • ଦେଶ-ଦେଶାନ୍ତର

    ୨୧ରୁ ଆରମ୍ଭ ହେବ ସଂସଦର ମୌସୁମୀ ଅଧିବେଶନ

    13503
    Jun 04, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16642
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16935
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15470
    Apr 03, 2021

ବିଶେଷ

  • ଅଧା କପ୍‌ ବିଟ୍‌ ରସର କରାମତି

    13688
    Jun 04, 2025
  • ଖରାଦିନେ ତ୍ୱଚାରେ ଚମକ ଆଣିବା ପାଇଁ ଜାଣନ୍ତୁ ଉପାୟ....

    13523
    Jun 04, 2025
  • କୋଲେଷ୍ଟରଲ କମାଏ ଅଁଳାରସ

    13566
    Jun 03, 2025
  • ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

    15167
    Jun 03, 2025
  • ଅବସାଦ ଦୂର କରିବାର ସହଜ ଉପାୟ ଜାଣନ୍ତୁ....

    15277
    Jun 02, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15688
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16304
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14013
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14810
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ICUରେ ଦୀପିକା, କର୍କଟ ଅସ୍ତ୍ରୋପଚାର ଶେଷ

    14840
    Jun 04, 2025
  • ଜୁଲାଇ ୨୧ରୁ ମୌସୁମୀ ଅଧିବେଶନ ଆରମ୍ଭ

    13808
    Jun 04, 2025
  • ୨୧ରୁ ଆରମ୍ଭ ହେବ ସଂସଦର ମୌସୁମୀ ଅଧିବେଶନ

    13503
    Jun 04, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In