Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, September 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନେପାଳକୁ ୬୫୪ ମେଗାୱାଟ ବିଦ୍ୟୁତ୍ ଯୋଗାଣ ...

  • ପାର୍ବତୀକୁ ମିଳିଲା ନୂଆ ସାଥୀ ଦୁର୍ଗା

  • ଆସୁଛି ବଡ଼ ବର୍ଷା, ରେଡ୍ ଆଲର୍ଟରେ ଗୁଜୁରାଟ

  • ପାର୍ବଣରେ ବଢ଼ିଯିବ ସୁନା, ରୁପା ଦର

  • ଏହି ମାସରେ ହେବ ତିନି ଶକ୍ତିଶାଳୀ ବାତ୍ୟା

  • ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ...

  • ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି ...

  • ବ୍ରିକ୍ସ ସମ୍ମିଳନୀର ନିରାମିଷ ଖାଦ୍ୟକୁ ...

  • କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ...

  • ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ...

ରାଜ୍ୟ
Home ›› ରାଜ୍ୟ ››ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ: ମୁଖ୍ୟମନ୍ତ୍ରୀ

ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ: ମୁଖ୍ୟମନ୍ତ୍ରୀ

2021-11-12 06:00:24
15624
Share:
Facebook
Twitter
E-Mail
WhatsApp
Telegram
ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ: ମୁଖ୍ୟମନ୍ତ୍ରୀ


ଆରମ୍ଭ ହେଲା ସ୍କୁଲ ରୂପାନ୍ତର ପର୍ବ । ୫-ଟି School Transformation କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ଟି ଜିଲ୍ଲାର ୧୦୭୫ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଶେଷ ହୋଇଛି। ସାତ ଦିନ ଧରି ଚାଲିବାକୁ ଥିବା ଏହି ପର୍ବର ପ୍ରଥମ ଦିନରେ ଆଜି ସୁନ୍ଦରଗଡ, କଟକ, ନବରଙ୍ଗପୁର, କନ୍ଧମାଳ ଓ ବାଲେଶ୍ବର ଆଦି ୫ଟି ଜିଲ୍ଲାର ୧୪୨ଟି ରୂପାନ୍ତର ସ୍କୁଲକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗତକାଲି ଲୋକାର୍ପିତ କରିଛନ୍ତି। ପୂର୍ବରୁ ଗତ ଅଗଷ୍ଟ ରେ ହିଞିଳିର ପଚାଶଟି ରୂପାନ୍ତରିତ  ସ୍କୁଲର  ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଥିଲେ। ଏଥିରେ ସୁନ୍ଦରଗଡର ୬୭ଟି, କଟକର ୩୦ଟି, ବାଲେଶ୍ବରର ୨୩ଟି, ନବରଙ୍ଗପୁରର ୨୨ଟି ଓ କନ୍ଧମାଳର ୧୦ଟି ସ୍କୁଲ ରହିଛି ।

 

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ କହିଥିଲେ ଯେ ସ୍କୁଲରେ ତିଆରି ହୁଏ ଦେଶର ଭବିଷ୍ୟତ। ଜାତିର ଭବିଷ୍ୟତ । କଥାରେ ଅଛି, ପିଲାମାନେ ଆମ ଜନସଂଖ୍ୟାରେ ଏକ ତୃତୀୟାଂଶ ହେଲେ ବି ସେମାନେ ଆମର ପୁରା ଭବିଷ୍ୟତ (There is a saying that Children constitute one-third of our population, but all of our future.)। ସ୍କୁଲ ସମୟ ପିଲାମାନଙ୍କ ଜୀବନର ସବୁଠାରୁ ଗୁରୁତ୍ବପୂର୍ଣ୍ଣ ସମୟ  ବୋଲି ମତଦେଇ ସେ କହିଥିଲେ ଯେ ଏ ସମୟରେ ପିଲାମାନଙ୍କୁ ସେମାନଙ୍କର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ଆମର ଦାୟିତ୍ବ।  

 

ମୁଖ୍ୟମନ୍ତ୍ରୀ କହିଲେ, “ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ। ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ । ନୂଆ ନୂଆ technology ବିଷୟରେ ଜାଣନ୍ତୁ । ବଡ ବଡ ସ୍ବପ୍ନ ଦେଖନ୍ତୁ ଓ ଜୀବନର ସବୁ challengeକୁ ସାମନା କରିବା ପାଇଁ ଆତ୍ମବିଶ୍ବାସର ସହ ଆଗକୁ ବଢନ୍ତୁ । ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ ।”

 

ଓଡିଶାର ଶିକ୍ଷା ବିକାଶ କ୍ଷେତ୍ରରେ ଆଜି ଦିନଟି ସବୁବେଳେ ସ୍ବତନ୍ତ୍ର ହୋଇରହିବ। ମୁଁ ବହୁତ ଖୁସି ଯେ 5-T transformationକାର୍ଯ୍ୟକ୍ରମର first phaseରେ ରୂପାନ୍ତର ହୋଇଥିବା 1025 ହାଇସ୍କୁଲର ଲୋକାର୍ପଣ ଉତ୍ସବ ଆଜିଠାରୁ ଆରମ୍ଭ କରାଗଲା । ୨୪ ନଭେମ୍ବର ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଜାରି ରହିବ। 

 

୫-ଟି ନୀତି ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ସ୍କୁଲ ରୂପାନ୍ତର ହେଉଛି ଆମର 5-ଟି କାର୍ଯ୍ୟକ୍ରମର ଶ୍ରେଷ୍ଠ ଉଦାହରଣ।   ୫-ଟି ହେଲା ଟେକ୍ନୋଲେଜି, ଟିମ୍ ୱାର୍କ, ଟାଇମ, ଟ୍ରାନ୍ସପାରେନ୍ସି ଓ ଟ୍ରାନ୍ସଫରମେସନ୍।   ଏହା ହିଁ ରୂପାନ୍ତରକୁ ସମ୍ଭବ କରିପାରିଛି । ଟେକ୍ନୋଲେଜି ଆମକୁ ସ୍ମାର୍ଟ କ୍ଲାସ୍‌ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର ଓ ଆଧୁନିକ ଲାବୋରେଟୋରୀର  ସୁବିଧା ଦେଇଛି । ସେହିପରି ଆମ ସମସ୍ତଙ୍କ ମିଳିତ ଉଦ୍ୟମ ହେଉଛି ଟିମ୍‌ ୱାର୍କ । ତୃତୀୟ ନୀତି ହେଉଛି ଟାଇମ୍‌ ବା ସମୟ ।.  ନଭେମ୍ବର ୧୪ ସୁଦ୍ଧା ୧୦୭୨ଟି ସ୍କୁଲର ରୂପାନ୍ତର କାମ ସାରିବା ପାଇଁ ମୁଁ ନିର୍ଦ୍ଦେଶ ଦେଇଥିଲି। ଆପଣମାନଙ୍କ ସମସ୍ତଙ୍କ ନିଷ୍ଠା ଓ ପରିଶ୍ରମ ଦ୍ବାରା ଏହା ଆଜି ଠିକ୍‌ ସମୟରେ ଶେଷ ହୋଇପାରିଛି ।

 

ଚତୁର୍ଥ ନୀତି  ହେଉଛି ଟ୍ରାନ୍ସପାରେନ୍ସି ବା ସ୍ବଚ୍ଛତା । ସ୍କୁଲ ମାନଙ୍କରେ ଯାହା କିଛି ପରିବର୍ତ୍ତନ ହୋଇଛି, ତାହା ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରି କରାଯାଇଛି । ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି । ଏସବୁ ଆଣିଛି ରୂପାନ୍ତର, ଯାହାକୁ ଆମେ ସମସ୍ତେ ଦେଖିପାରୁଛୁ ଓ ଅନୁଭବ ମଧ୍ୟ କରିପାରୁଛୁ ।

 

ଗାଁ ଓ ସହରର ସ୍କୁଲ ମଧ୍ୟରେ ଥିବା ପାର୍ଥକ୍ୟ ଦୂର ଉପରେ ମତଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ଏ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁ ର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିଛି । ଗାଁର ସ୍କୁଲରେ ଆଜି ସହରର ଭଲ ଭଲ ବେସରକାରୀ ସ୍କୁଲର ପରିବେଶ ସୃଷ୍ଟି ହୋଇଛି । ଆଉ ଗୋଟିଏ ଗୁରୁତ୍ବପୂର୍ଣ୍ଣ କଥା ହେଲା  ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ଡାକ୍ତର, ଇଞ୍ଜିନିୟର ହେବାର ସ୍ବପ୍ନ ଯେପରି ସାକାର ହୋଇପାରିବ, ସେଥିପାଇଁ ରାଜ୍ୟ ସରକାର ତୁମ ମାନଙ୍କ ପାଇଁ ୧୫ ପ୍ରତିଶତ ଆସନ ସଂରକ୍ଷିତ  କରିଛନ୍ତି ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ
    ଦେଶ-ଦେଶାନ୍ତର

    କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ

    15168
    Sep 13, 2026
  • ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ରାଷ୍ଟ୍ରପତି

    13741
    Sep 13, 2026
  • ଏହି ମାସରେ ହେବ ତିନି ଶକ୍ତିଶାଳୀ ବାତ୍ୟା
    ଦେଶ-ଦେଶାନ୍ତର

    ଏହି ମାସରେ ହେବ ତିନି ଶକ୍ତିଶାଳୀ ବାତ୍ୟା

    15438
    Sep 15, 2026
  • ଆସୁଛି ବଡ଼ ବର୍ଷା, ରେଡ୍ ଆଲର୍ଟରେ ଗୁଜୁରାଟ
    ଦେଶ-ଦେଶାନ୍ତର

    ଆସୁଛି ବଡ଼ ବର୍ଷା, ରେଡ୍ ଆଲର୍ଟରେ ଗୁଜୁରାଟ

    14879
    Sep 15, 2026
  • ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି କନେଷ୍ଟବଳ ହଟହଟା
    ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି କନେଷ୍ଟବଳ ହଟହଟା

    14649
    Sep 14, 2026
  • ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ଫେରସ୍ତ ମାଗିଲେ ସିଇଓ
    ଦେଶ-ଦେଶାନ୍ତର

    ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ଫେରସ୍ତ ମାଗିଲେ ସିଇଓ

    13972
    Sep 14, 2026
  • ନେପାଳକୁ ୬୫୪ ମେଗାୱାଟ ବିଦ୍ୟୁତ୍ ଯୋଗାଣ କରିବ ଭାରତ
    ଦେଶ-ଦେଶାନ୍ତର

    ନେପାଳକୁ ୬୫୪ ମେଗାୱାଟ ବିଦ୍ୟୁତ୍ ଯୋଗାଣ କରିବ ଭାରତ

    13260
    Sep 15, 2026
  • ବ୍ରିକ୍ସ ସମ୍ମିଳନୀର ନିରାମିଷ ଖାଦ୍ୟକୁ ନେଇ ବିବାଦ
    ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀର ନିରାମିଷ ଖାଦ୍ୟକୁ ନେଇ ବିବାଦ

    15140
    Sep 14, 2026
  • ପାର୍ବଣରେ ବଢ଼ିଯିବ ସୁନା, ରୁପା ଦର
    ଦେଶ-ଦେଶାନ୍ତର

    ପାର୍ବଣରେ ବଢ଼ିଯିବ ସୁନା, ରୁପା ଦର

    13359
    Sep 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନେପାଳକୁ ୬୫୪ ମେଗାୱାଟ ବିଦ୍ୟୁତ୍ ଯୋଗାଣ କରିବ ଭାରତ

    13260
    Sep 15, 2026
  • ଦେଶ-ଦେଶାନ୍ତର

    ଏହି ମାସରେ ହେବ ତିନି ଶକ୍ତିଶାଳୀ ବାତ୍ୟା

    15438
    Sep 15, 2026
  • ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀର ନିରାମିଷ ଖାଦ୍ୟକୁ ନେଇ ବିବାଦ

    15140
    Sep 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17094
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17771
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17762
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18166
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14511
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16129
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14664
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13973
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14781
    Aug 31, 2026

ବାଣିଜ୍ୟ

୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

୯ ଅକ୍ଟୋବରରୁ ଆରମ୍ଭ ହେବ ଫ୍ଲିପକାର୍ଟର Big Billion Days Sale । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ସୂଚନା ଅନୁସାରେ, Flipkart Big Billion Days Sale ୨୦୨୬ ଅକ୍ଟୋବର ୯ ତାରିଖରୁ ଆରମ୍ଭ ହୋଇପାରେ। ଜଣେ X ୟୁଜର ଫ୍ଲିପକାର୍ଟ ମୋବାଇଲ୍ ଆପ୍‌ର ଏକ ସ୍କ୍ରିନ୍‌ସଟ୍ ସେୟାର କରିଛନ୍ତି। ଏଥିରେ ବିଗ୍ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14311
    Sep 09, 2026
  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    14077
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14705
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15041
    Sep 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହି ମାସରେ ହେବ ତିନି ଶକ୍ତିଶାଳୀ ବାତ୍ୟା

    15438
    Sep 15, 2026
  • ନେପାଳକୁ ୬୫୪ ମେଗାୱାଟ ବିଦ୍ୟୁତ୍ ଯୋଗାଣ କରିବ ଭାରତ

    13260
    Sep 15, 2026
  • ପାର୍ବଣରେ ବଢ଼ିଯିବ ସୁନା, ରୁପା ଦର

    13359
    Sep 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In