Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ...

  • ୭୮ଟି ସାହସିକତା ପୁରସ୍କାରକୁ ...

  • ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ...

  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ...

  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ...

  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

  • ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ...

  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ...

  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ...

  • ଆମେରିକୀୟ ସେନା ହେଲିକପ୍ଟର ...

ରାଜ୍ୟ
Home ›› ରାଜ୍ୟ ›› ବେଙ୍ଗଲ ସୀମା ବ୍ୟାରିକେଡକୁ ନେଇ ଉତ୍ତେଜନା

ବେଙ୍ଗଲ ସୀମା ବ୍ୟାରିକେଡକୁ ନେଇ ଉତ୍ତେଜନା

2021-04-23 07:49:36
13926
Share:
Facebook
Twitter
E-Mail
WhatsApp
Telegram
 ବେଙ୍ଗଲ ସୀମା  ବ୍ୟାରିକେଡକୁ ନେଇ ଉତ୍ତେଜନା

ବାଲେଶ୍ୱର:ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି ।  ବଢୁଛି କରୋନାର କାୟା ।  ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ  ଗୋଟିଏ ଜିଲ୍ଲାରେ ପ୍ରବେଶ କରିବା ସହ ଆତଙ୍କ ଖେଳାଇ ଚାଲିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଏହାରି ଭିତରେ  ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ବାଲେଶ୍ୱର ଜିଲ୍ଲା ସୀମାନ୍ତ ବେଙ୍ଗଲ ସୀମା  ବ୍ୟାରିକେଡକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି । ଆଉ ଉତ୍ତେଜନା ପରେ ବ୍ୟାରିକେଡକୁ ଖୋଲି ଦିଆଯାଇଥିବା ଜଣାଯାଇଛି ।  ବାଲେଶ୍ୱର-ଦୀଘା ସୀମାନ୍ତ ଉଦୟପୁରରେ   ବ୍ୟାରିକେଡକୁ ନେଇ ଉତ୍ତେଜନାମୂଳକ ପରିସ୍ଥିତି ଦେଖିବାକୁ ମିଳିଛି ।   ବିନା ପୂର୍ବ ସୂଚନାରେ ସୀମା ସିଲ କରାଯିବାକୁ ନେଇ ଲୋକେ ତାତିଛନ୍ତି ।  ହଟ୍ଟଗୋଳ ଓ ପାଟିତୁଣ୍ଡ ପରେ ଅଧଘଣ୍ଟା ପାଇଁ ପୁଲିସ ସିଲ ହଟାଇଥିବା ଜଣାଯାଇଛି ।  ଭୋଗରାଇ ତହସିଲଦାର ଓ ବେଙ୍ଗଲ ପୁଲିସ ମଧ୍ୟରେ ଏନେଇ ଆଲୋଚନା ଜାରି ରହିଛି ।
ପ୍ରକାଶ ଯେ,  ପଶ୍ଚିମବଙ୍ଗରୁ ଓଡ଼ିଶା ଆସୁଥିଲେ ୧୪ ଦିନିଆ କ୍ବାରେଣ୍ଟାଇନ୍‌ ବାଧ୍ୟତାମୂଳକ କରିଛନ୍ତି ରାଜ୍ୟ ସରକାର। କିନ୍ତୁ ଯେଉଁମାନଙ୍କ ପାଖରେ ୪୮ ଘଣ୍ଟା ପୂର୍ବର ଆରଟିପିସିଆର ନେଗେଟିଭ୍ ରିପୋର୍ଟ ଏବଂ କୋଭିଡ-୧୯ ଟିକାର ୨ଟି ଡୋଜ୍‌ ନେଇଥିବା ପ୍ରମାଣପତ୍ର ଥିବ ସେମାନଙ୍କୁ ଗୃହ ସଂଗରୋଧରେ ରହିବାକୁ ଅନୁମତି ମିଳିବ। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଗୁରୁବାର ଏହି ସୂଚନା ଦେଇଥିଲେ ।

ମୁଖ୍ୟ ଶାସନ ସଚିବ କହିଥିଲେ  ଯେ, ପଶ୍ଚିମବଙ୍ଗରେ ଦୈନିକ ୧୦,୦୦୦ ସଂକ୍ରମିତ ହେଉଛନ୍ତି। ତେଣୁ ପଶ୍ଚିମବଙ୍ଗ ସୀମାନ୍ତ ଜିଲ୍ଲାଗୁଡ଼ିକରେ ମଧ୍ୟ ଅଧିକ ଲୋକ କରୋନା ପଜିଟିଭ ଚିହ୍ନଟ ହେଉଛନ୍ତି। ପଶ୍ଚିମବଙ୍ଗରେ ଏବେ ସ୍ୱଦେଶୀ ଟ୍ରିପଲ-ମ୍ୟୁଟେସନ ବା ତିନିଥର ରୂପାନ୍ତରିତ ହୋଇଥିବା  ଭୂତାଣୁ (ବେଙ୍ଗଲ୍ ଷ୍ଟ୍ରେନ୍) ବ୍ୟାପୁଥିବା ନେଇ ଖବର ପ୍ରକାଶ ହେବା ପରେ ରାଜ୍ୟ ସରକାର ଅଧିକ ସତର୍କ ରହିଛନ୍ତି। ଏଣୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ଯେ, ପଶ୍ଚିମବଙ୍ଗରୁ ଆସୁଥିବା ଲୋକଙ୍କୁ ୧୪ ଦିନ କ୍ବାରେଣ୍ଟାଇନ ରହିବାକୁ ପଡ଼ିବ।

ରାଜ୍ୟ ସରକାର ବାଲେଶ୍ବର ଓ ମୟୂରଭଂଜ ଜିଲ୍ଲାପାଳ ଏବଂ ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଯେ, ସେମାନେ ପଶ୍ଚିମବଙ୍ଗ-ଓଡ଼ିଶା ସୀମାରେ ଚେକିଂକୁ କଡ଼ାକଡ଼ି କରିବେ। ପ୍ରତି ରାସ୍ତାରେ ଚେକପୋଷ୍ଟ କରାଯିବ। ପଶ୍ଚିମବଙ୍ଗରୁ ଆସୁଥିବା ସମସ୍ତ ଯାତ୍ରୀଙ୍କୁ ଯାଞ୍ଚ କରାଯିବ। ଯେଉଁମାନେ ‌୪୮ ଘଣ୍ଟାର ଆରଟିପିସିଆର ନମୁନା ରିପୋର୍ଟ  ଅଥବା କୋଭିଡ-୧୯ଟିକାର ୨ଟି ଯାଗ ଡୋଜ୍‌ ନେଇ ସାରିଥିବେ, ତା’ର ପ୍ରମାଣ ପତ୍ର ଦେଖାଇ ପାରିବେ ସେମାନେ ଗୃହ ସଂଗରୋଧରେ ରହିପାରି‌ବେ। କିନ୍ତୁ ଏହି ୨ଟି ପ୍ରମାଣ ପତ୍ର ନଥିବା ଲୋକଙ୍କ ପାଇଁ ସରକାର କ୍ଲଷ୍ଟର ଟିଏମ୍‌ସିର ବ୍ୟବସ୍ଥା କରିଛନ୍ତି।  ଏହି କ୍ଲଷ୍ଟର ଟିଏମ୍‌ସିରେ ସରକାର ଖାଦ୍ୟ-ପେୟର ବ୍ୟବସ୍ଥା କରିଛନ୍ତି। କିନ୍ତୁ ଯେଉଁମାନେ ସରକାରୀ ଟିଏମ୍‌ସିରେ ରହବାକୁ ଚାହିଁବେ ନାହିଁ, ଦେୟଯୁକ୍ତ ସଂଗରୋଧରେ ରହିପାରିବେ। ଏଥି ପାଇଁ ସରକାର ଲଜ୍‌ ଏବଂ ହୋଟେଲର ବ୍ୟବସ୍ଥା ମଧ୍ୟ କରିଛନ୍ତି।

ପଶ୍ଚିମବଙ୍ଗରୁ ବିମାନରେ ଭୁବନେଶ୍ବର ଓ ଝାରସୁଗୁଡ଼ା ଆସୁଥିଲେ ମଧ୍ୟ ୧୪ ଦିନ କ୍ବାରେଣ୍ଟାଇନ ରହିବାକୁ ପଡ଼ିବ। ପଶ୍ଚିମବଙ୍ଗ ଫେରନ୍ତା ସିଧାସଳଖ ନିଜ ଇଚ୍ଛାରେ ଘରକୁ ଯାଇପାରିବେ ନାହିଁ। ଜାତୀୟ ରାଜପଥ ଓ ଅନ୍ୟ ସମସ୍ତ ରାସ୍ତାକୁ ସିଲ କରାଯିବ। ପଶ୍ଚିମବଙ୍ଗ-ଓଡ଼ିଶା ସୀମାରେ ବାଲେଶ୍ବର ଓ ମୟୂରଭଂଜ ଜିଲ୍ଲା ପ୍ରଶାସନ ପକ୍ଷରୁ ମାଇକରେ ଲୋକଙ୍କୁ ସତର୍କ ସୂଚନା ଦିିଆଯିବ। ଆସନ୍ତାକାଲି ଠାରୁ ପଶ୍ଚିମବଙ୍ଗ ସୀମାରେ କଡ଼ାକଡ଼ି ଯାଂଚ କରାଯିବ।

Powered by Froala Editor

Tags corona

Related articles Odisha News Lens 4.1

  •  ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...

    14443
    Aug 14, 2026
  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା
    ଦେଶ-ଦେଶାନ୍ତର

    ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    14185
    Aug 13, 2026
  •  ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌
    ଦେଶ-ଦେଶାନ୍ତର

    ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌

    13902
    Aug 15, 2026
  • ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ
    ଦେଶ-ଦେଶାନ୍ତର

    ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14258
    Aug 15, 2026
  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ
    ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13708
    Aug 14, 2026
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...
    ଦେଶ-ଦେଶାନ୍ତର

    ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...

    15321
    Aug 15, 2026
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ,  ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14292
    Aug 14, 2026
  • ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15881
    Aug 13, 2026
  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15486
    Aug 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ

    15321
    Aug 15, 2026
  • ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13708
    Aug 14, 2026
  • ଦେଶ-ଦେଶାନ୍ତର

    ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    14040
    Aug 13, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17031
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17647
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17696
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18097
    Sep 06, 2023

ବିଶେଷ

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14671
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14549
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14387
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15966
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16379
    Aug 02, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14171
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14361
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15265
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14637
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13708
    Aug 14, 2026
  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    14040
    Aug 13, 2026
  • ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌

    13902
    Aug 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In