Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, August 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ...

  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ ...

  • ବିଗ୍ ବିସ୍ ୨୦ରେ ପ୍ରତିଯୋଗୀ ହେବେନି ଶେୟା

  • ଅମରନାଥ ଯାତ୍ରା ସ୍ଥଗିତ

  • ହଟିବ Google Assistant

  • ଆସାମରେ ବନ୍ୟା ପୀଡ଼ିତଙ୍କୁ ୫୦୦ ଘର ...

  • କୂଅ ପାଣି ହଲଚଲ, ଭୂ-ବିଜ୍ଞାନୀ କହିଲେ ...

  • ଅଲଗା ହେବେନି ସଙ୍ଗୀତା-ବିଜୟ

  • ୧୨ ରେ ସବୁଠୁ ଚମତ୍କାର ମହାଜାଗତିକ ଘଟଣା ...

  • କେରଳରେ ‘ରାଟ୍ ଫିଭର୍’ ଆତଙ୍କ, ୫୮ ମୃତ

ରାଜ୍ୟ
Home ›› ରାଜ୍ୟ ››ଲଘୁଚାପ ବର୍ଷା, ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଲଘୁଚାପ ବର୍ଷା, ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

2021-11-13 06:13:17
15365
Share:
Facebook
Twitter
E-Mail
WhatsApp
Telegram
ଲଘୁଚାପ ବର୍ଷା,  ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ପ୍ରବଳ ବର୍ଷା । ଗୋଟିଏ ଲଘୁଚାପ ଦୁର୍ବଳ ହେଲା ପରେ ଆଉ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବ । ଏହାର ପ୍ରଭାବରେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆରମ୍ଭ ହୋଇ ଯାଇଛି । ଏଥିପାଇଁ ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି ।

ଏଥିସହ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ବୌଦ୍ଧ, ନୂଆପଡ଼ା, ଢେଙ୍କାନାଳ, ମାଲକାନଗିରି ଏବଂ ବଲାଙ୍ଗିର ଜିଲ୍ଲାରେ ମଧ୍ୟ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲିଠୁ ୧୭ ତାରିଖ ପର୍ୟ୍ୟନ୍ତ ଉତ୍ତର ଓ ଉପକୂଳ ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଦକ୍ଷିଣ ଓଡ଼ିଶାର ୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବର୍ଷା ପ୍ରଭାବରେ ଆସନ୍ତା ୪ରୁ ୫ ଦିନ ପର୍ୟ୍ୟନ୍ତ ରାତିର ସର୍ବନିମ୍ନ ତାପମାତ୍ରା ୨-୩ ଡିଗ୍ରୀ ବଢ଼ିବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Powered by Froala Editor

Tags Rain

Related articles Odisha News Lens 4.1

  • ଅଲଗା ହେବେନି ସଙ୍ଗୀତା-ବିଜୟ
    ମନୋରଞ୍ଜନ

    ଅଲଗା ହେବେନି ସଙ୍ଗୀତା-ବିଜୟ

    14579
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ...

    14810
    Aug 09, 2026
  • ବିଗ୍ ବିସ୍ ୨୦ରେ ପ୍ରତିଯୋଗୀ ହେବେନି ଶେୟା
    ମନୋରଞ୍ଜନ

    ବିଗ୍ ବିସ୍ ୨୦ରେ ପ୍ରତିଯୋଗୀ ହେବେନି ଶେୟା

    15210
    Aug 09, 2026
  • ଆସାମରେ ବନ୍ୟା ପୀଡ଼ିତଙ୍କୁ ୫୦୦ ଘର ଯୋଗାଇଦେବେ ସଲମାନ
    ମନୋରଞ୍ଜନ

    ଆସାମରେ ବନ୍ୟା ପୀଡ଼ିତଙ୍କୁ ୫୦୦ ଘର ଯୋଗାଇଦେବେ ସଲମାନ

    14560
    Aug 09, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ...
    ବାଣିଜ୍ୟ

    ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ...

    13887
    Aug 09, 2026
  • କୂଅ ପାଣି ହଲଚଲ, ଭୂ-ବିଜ୍ଞାନୀ କହିଲେ ଏମିତି...
    ଦେଶ-ଦେଶାନ୍ତର

    କୂଅ ପାଣି ହଲଚଲ, ଭୂ-ବିଜ୍ଞାନୀ କହିଲେ ଏମିତି...

    14275
    Aug 09, 2026
  • ହଟିବ Google Assistant
    ଦେଶ-ଦେଶାନ୍ତର

    ହଟିବ Google Assistant

    14670
    Aug 09, 2026
  • ୧୨ ରେ ସବୁଠୁ ଚମତ୍କାର ମହାଜାଗତିକ ଘଟଣା ଦେଖିବ ୟୁରୋପ, ଚନ୍ଦ୍ର ପଛରେ ଲୁଚିଯିବ ...
    ଦେଶ-ଦେଶାନ୍ତର

    ୧୨ ରେ ସବୁଠୁ ଚମତ୍କାର ମହାଜାଗତିକ ଘଟଣା ଦେଖିବ ୟୁରୋପ, ଚନ୍ଦ୍ର ପଛରେ ଲୁଚିଯିବ ...

    14834
    Aug 08, 2026
  • ଅମରନାଥ ଯାତ୍ରା ସ୍ଥଗିତ
    ଦେଶ-ଦେଶାନ୍ତର

    ଅମରନାଥ ଯାତ୍ରା ସ୍ଥଗିତ

    13811
    Aug 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କୂଅ ପାଣି ହଲଚଲ, ଭୂ-ବିଜ୍ଞାନୀ କହିଲେ ଏମିତି...

    14275
    Aug 09, 2026
  • ମନୋରଞ୍ଜନ

    ଆସାମରେ ବନ୍ୟା ପୀଡ଼ିତଙ୍କୁ ୫୦୦ ଘର ଯୋଗାଇଦେବେ ସଲମାନ

    14560
    Aug 09, 2026
  • ଦେଶ-ଦେଶାନ୍ତର

    ଅମରନାଥ ଯାତ୍ରା ସ୍ଥଗିତ

    13811
    Aug 09, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17020
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17631
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17682
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18081
    Sep 06, 2023

ବିଶେଷ

  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14084
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15807
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16224
    Aug 02, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    15077
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14569
    Jul 28, 2026

ବାଣିଜ୍ୟ

ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

ଐତିହ୍ୟ, କାରିଗରୀ ଓ ପ୍ରଯୁକ୍ତି ଜରିଆରେ ଋଥ ନିର୍ମାଣର ଚିରନ୍ତନ ପରମ୍ପରାକୁ ଅନୁଭବ ଓ ପାଳନ କରିବାକୁ ତଲ୍ଲିନକାରୀ ଅନୁଭୂତି ୧୩,୭୫୦ରୁ ଅଧିକ ଭକ୍ତଙ୍କୁ ସମର୍ଥ କରାଇଲା

ପୁରୀ : ଆଇଟିସିର ଆଶୀର୍ବାଦ ଅ ...

  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    14810
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14480
    Aug 07, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ବିଦ୍ୟା ଜରିଆରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଗ୍ରାମୀଣ ଶିକ୍ଷାକୁ ସୁଦୃଢ଼ କରୁଛି

    14152
    Aug 04, 2026
  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

    14445
    Aug 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    13887
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    14810
    Aug 09, 2026
  • ୧୨ ରେ ସବୁଠୁ ଚମତ୍କାର ମହାଜାଗତିକ ଘଟଣା ଦେଖିବ ୟୁରୋପ, ଚନ୍ଦ୍ର ପଛରେ ଲୁଚିଯିବ ସୂର୍ଯ୍ୟ

    14834
    Aug 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In