Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, May 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ...

  • ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ...

  • ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ...

  • ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ, ସୁନା ...

  • ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ...

  • ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ: ୟୁପିଆଇ ...

  • ଛୋଟ ଡ୍ରେସ୍ ପିନ୍ଧି ରିଲ୍ସ କରୁଥିଲା ବୋହୂ, ...

  • ପେଟ୍ରୋଲ, ଡିଜେଲ ସଙ୍କଟ : ଆରମ୍ଭ ହୋଇପାରେ ...

  • ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ...

  • ବିଜୟଙ୍କ ଶପଥ ଗ୍ରହଣ ଉତ୍ସବରେ ଭାବପ୍ରବଣ ...

Home ›› ››କଂଗ୍ରେସ କର୍ମୀଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଲେ ବିଜେଡି କର୍ମୀ

କଂଗ୍ରେସ କର୍ମୀଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଲେ ବିଜେଡି କର୍ମୀ

2021-11-13 07:08:21
14461
Share:
Facebook
Twitter
E-Mail
WhatsApp
Telegram
କଂଗ୍ରେସ କର୍ମୀଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଲେ ବିଜେଡି କର୍ମୀ


ସମ୍ବଲପୁର: ମୁଖ୍ୟମନ୍ତ୍ରୀଙ୍କ ବରଗଡ଼ ଗସ୍ତ ପୂର୍ବରୁ ମୁହାଁମୁହିଁ ହେଲେ ବିଜେଡି -କଂଗ୍ରେସ କର୍ମୀ। ମୁଖ୍ୟମନ୍ତ୍ରୀଙ୍କର ଆଜି ବିଜେପୁର ଗସ୍ତ କାର୍ୟ୍ୟକ୍ରମ ଥିବା ବେଳେ ଏହା ପୂର୍ବରୁ ଅଲିବାଲି ଛକ କିଛି କ୍ଷଣ ପାଇଁ ରଣକ୍ଷେତ୍ର  ପାଲଟି ଯାଇଥିଲା । ପୁଲିସ୍‌ ଉପସ୍ଥିତିରେ ବିଜେଡି କର୍ମୀ କଂଗ୍ରେସ କର୍ମୀଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଥିବା ବେଳେ ପୁଲିସ୍‌ ସାଜିଲା ମୁକସାକ୍ଷୀ। ହେଲେ ଆଇଆଇସି ଏପରି ଘଟଣା ନଜରକୁ ଆସି ନ ଥିବା କହି ସମ୍ପୂର୍ଣ୍ଣ ଘଟଣାକୁ ଏଡ଼ାଇ ଯାଇଛନ୍ତି।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଯୁବ କଂଗ୍ରେସ କର୍ମୀ ହାତରେ ଅଣ୍ଡା ଓ କଳା ପତକା ଧରି ଅଲିବାଲି ଛକରେ ଛକି ରହିଥିଲେ। ଖବର ପାଇ ପୁଲିସ୍‌ ସେଠାରେ ପହଞ୍ଚିଥିଲା। ଏହା ପରେ ପରେ ହାତରେ ବିଜେଡି ପତାକା ଧରି କିଛି ଯୁବକ ପହଞ୍ଚିଥିଲେ। ଅଶ୍ଳିଳ ଭାଷାରେ ଗାଳିଗୁଲଜ କଲେ। ଜିଲ୍ଲା ଛାତ୍ର କଂଗ୍ରେସ ସଭାପତିଙ୍କ ସମେତ ୪ କର୍ମୀଙ୍କୁ ଗୋଡ଼ାଇ ଗୋଡ଼ାଇ ନିସ୍ତୁକ ମାଡ଼ ମାରିଛନ୍ତି ବିଜେଡି କର୍ମୀ । ଏହି ଆକ୍ରମଣରେ  କଂଗ୍ରେସର ଆଜାଦ ପତି, ନିହାର ବେହେରା, ରମୋଣି ଗନ୍ତା ଆହତ ହୋଇଛନ୍ତି।  ଏପରିକି ପୁଲିସ୍‌ ଭ୍ୟାନରେ କଂଗ୍ରେସ କର୍ମୀ ବସିଲା ପରେ ବି ଭ୍ୟାନରୁ ଟାଣି ଆଣି ସେମାନଙ୍କୁ ମାଡ଼ ମାରିଲେ ବିଜେଡି କର୍ମୀ।
ପୁଲିସ୍‌ ଉପସ୍ଥିତିରେ ଏତେ ସବୁ ଘଟଣା ଘଟିଥିବା ବେଳେ କିଛି ଜାଣି ନ ଥିବା କି ଦେଖି ନ ଥିବା କହିଛନ୍ତି ସେଠାରେ ଉପସ୍ଥିତି ଥିବା ଆଇଆଇସି। ବରଗଡ଼ ଟାଉନଥାନା  ଆଇଆଇସି ସଦାନନ୍ଦ ପୂଜାରୀ କହିଛନ୍ତି,ମୋ ଉପସ୍ଥିତିରେ କିଛି ମାରପିଟ ହୋଇ ନାହିଁ। ମୁଁ ପହଞ୍ଚି କଂଗ୍ରେସ କର୍ମୀଙ୍କୁ ହେପାଜତକୁ ନେଇଥିବା କହିଛନ୍ତି।

Powered by Froala Editor

Tags BJD-congress

Related articles Odisha News Lens 4.1

  • ବିଜୟଙ୍କ ଶପଥ ଗ୍ରହଣ ଉତ୍ସବରେ ଭାବପ୍ରବଣ ହେଲେ ଟିଭିକେ ଦଳର ସଦସ୍ୟ
    ଦେଶ-ଦେଶାନ୍ତର

    ବିଜୟଙ୍କ ଶପଥ ଗ୍ରହଣ ଉତ୍ସବରେ ଭାବପ୍ରବଣ ହେଲେ ଟିଭିକେ ଦଳର ସଦସ୍ୟ

    14443
    May 10, 2026
  • ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ଜମି ଯୋଗାଇବାକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ଜମି ଯୋଗାଇବାକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    13300
    May 11, 2026
  • ପେଟ୍ରୋଲ, ଡିଜେଲ ସଙ୍କଟ : ଆରମ୍ଭ ହୋଇପାରେ ୱାର୍କଫ୍ରମ ହୋମ୍ ଓ ଲକ୍‌ଡାଉନ
    ଦେଶ-ଦେଶାନ୍ତର

    ପେଟ୍ରୋଲ, ଡିଜେଲ ସଙ୍କଟ : ଆରମ୍ଭ ହୋଇପାରେ ୱାର୍କଫ୍ରମ ହୋମ୍ ଓ ଲକ୍‌ଡାଉନ

    14283
    May 11, 2026
  • ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ, ସୁନା ଗହଣା କିଣନ୍ତୁ ନାହିଁ
    ଦେଶ-ଦେଶାନ୍ତର

    ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ, ସୁନା ଗହଣା କିଣନ୍ତୁ ନାହିଁ

    13876
    May 11, 2026
  • ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ପଦକ୍ଷେପ, ଜାଣନ୍ତୁ କ’ଣ?
    ଦେଶ-ଦେଶାନ୍ତର

    ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ପଦକ୍ଷେପ, ଜାଣନ୍ତୁ କ’ଣ?

    13750
    May 10, 2026
  • ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ଜାଣନ୍ତୁ ଏସ୍ କିର୍ତ୍ତନାଙ୍କ ବିଷୟରେ...
    ରାଜନୀତି

    ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ଜାଣନ୍ତୁ ଏସ୍ କିର୍ତ୍ତନାଙ୍କ ବିଷୟରେ...

    13583
    May 11, 2026
  • ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ:  ୟୁପିଆଇ ପେମେଣ୍ଟ ପାଇଁ ଧରାପଡ଼ିଲେ ୩ ସନ୍ଦିଗ୍ଧ
    ଦେଶ-ଦେଶାନ୍ତର

    ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ: ୟୁପିଆଇ ପେମେଣ୍ଟ ପାଇଁ ଧରାପଡ଼ିଲେ ୩ ସନ୍ଦିଗ୍ଧ

    13723
    May 11, 2026
  • ଛୋଟ ଡ୍ରେସ୍ ପିନ୍ଧି ରିଲ୍ସ କରୁଥିଲା ବୋହୂ, ବିଷ ପିଇଦେଲେ ଶାଶୂ-ଶ୍ୱଶୁର
    ଦେଶ-ଦେଶାନ୍ତର

    ଛୋଟ ଡ୍ରେସ୍ ପିନ୍ଧି ରିଲ୍ସ କରୁଥିଲା ବୋହୂ, ବିଷ ପିଇଦେଲେ ଶାଶୂ-ଶ୍ୱଶୁର

    14000
    May 11, 2026
  • ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ
    ଦେଶ-ଦେଶାନ୍ତର

    ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ

    14970
    May 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ: ୟୁପିଆଇ ପେମେଣ୍ଟ ପାଇଁ ଧରାପଡ଼ିଲେ ୩ ସନ୍ଦିଗ୍ଧ

    13723
    May 11, 2026
  • ରାଜନୀତି

    ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ଜାଣନ୍ତୁ ଏସ୍ କିର୍ତ୍ତନାଙ୍କ ବିଷୟରେ...

    13583
    May 11, 2026
  • ଦେଶ-ଦେଶାନ୍ତର

    ବିଜୟଙ୍କ ଶପଥ ଗ୍ରହଣ ଉତ୍ସବରେ ଭାବପ୍ରବଣ ହେଲେ ଟିଭିକେ ଦଳର ସଦସ୍ୟ

    14443
    May 10, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17469
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17519
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17877
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16350
    Apr 03, 2021

ବିଶେଷ

  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    15962
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14504
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15464
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15211
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    14011
    May 02, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15392
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15132
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15624
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13946
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପେଟ୍ରୋଲ, ଡିଜେଲ ସଙ୍କଟ : ଆରମ୍ଭ ହୋଇପାରେ ୱାର୍କଫ୍ରମ ହୋମ୍ ଓ ଲକ୍‌ଡାଉନ

    14283
    May 11, 2026
  • ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ଜାଣନ୍ତୁ ଏସ୍ କିର୍ତ୍ତନାଙ୍କ ବିଷୟରେ...

    13583
    May 11, 2026
  • ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ଘଟଣା: ତିନି ସନ୍ଦିଗ୍ଧ ଗିରଫ

    15535
    May 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In