Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, May 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ...

  • ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ...

  • ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ...

  • ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ, ସୁନା ...

  • ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ...

  • ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ: ୟୁପିଆଇ ...

  • ଛୋଟ ଡ୍ରେସ୍ ପିନ୍ଧି ରିଲ୍ସ କରୁଥିଲା ବୋହୂ, ...

  • ପେଟ୍ରୋଲ, ଡିଜେଲ ସଙ୍କଟ : ଆରମ୍ଭ ହୋଇପାରେ ...

  • ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ...

  • ବିଜୟଙ୍କ ଶପଥ ଗ୍ରହଣ ଉତ୍ସବରେ ଭାବପ୍ରବଣ ...

Home ›› ››ଥମୁନି ମମିତା ମେହେର ମର୍ଡର ତାତି, ପୁଲିସ କେସକୁ ଦୁର୍ବଳ କରୁଥିବା କହିଲେ ବିଜୟ

ଥମୁନି ମମିତା ମେହେର ମର୍ଡର ତାତି, ପୁଲିସ କେସକୁ ଦୁର୍ବଳ କରୁଥିବା କହିଲେ ବିଜୟ

2021-11-13 09:03:43
13829
Share:
Facebook
Twitter
E-Mail
WhatsApp
Telegram
ଥମୁନି ମମିତା ମେହେର ମର୍ଡର ତାତି, ପୁଲିସ କେସକୁ ଦୁର୍ବଳ କରୁଥିବା କହିଲେ ବିଜୟ

ଭୁବନେଶ୍ୱର: ରାଜ୍ୟରେ ଥମୁନି ମମିତା ମେହେର ମର୍ଡର ତାତି । ବିରୋଧିଙ୍କ ହୋହାଲ୍ଲା ମଧ୍ୟରେ କମ୍ପୁଛି ରାଜ୍ୟ । ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ସହ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଲିଙ୍କ ଥିବା ନେଇ ରାଜ୍ୟ ସରକାରଙ୍କୁ ଘେରୁଛନ୍ତି ବିରୋଧୀ । ଗୋଟିଏ ପଟେ ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିରୋଧି ଅଡି ବସିଥିବାବେଳେ ଏନେଇ ଅଧିକାଂଶ ମନ୍ତ୍ରୀ କଳାପତକା ପ୍ରଦର୍ଶନର ସମ୍ମୁଖୀନ ହେଉଛନ୍ତି ।। ଏପରିକି ଅଧିକାଂଶ ମନ୍ତ୍ରୀଙ୍କୁ ମଧ୍ୟ ଅଣ୍ଡାମାଡ଼ କରାଯାଉଛି । ଏହାରି ଭିତରେ ବିଜେପି ନେତା ବିଜୟ ମହାପାତ୍ର ପୁଲିସକୁ ଟାର୍ଗେଟ କରିଛନ୍ତି ।  ପୁଲିସ କେସକୁ ଦୁର୍ବଳ କରୁଥିବା ବିଜୟ କହିଛନ୍ତି ।
ତଦନ୍ତ ପ୍ରକ୍ରିୟାକୁ ନେଇ ପ୍ରଶ୍ନ ଉଠାଇଲେ ବିଜୟ ମହାପାତ୍ର । ୧୩ ତାରିଖରେ ମମିତା ମାମଲାରେ ଏଫଆଇଆର୍ ହୋଇଥିଲା । ୧୬ ତାରିଖରେ କୋର୍ଟରେ କେସ୍ ଡାଏରୀ ହେଲା । ୩ଦିନ ପରେ ପୋଲିସ କାହିଁକି କୋର୍ଟକୁ ଗଲା ? ଏପରିକି ବଙ୍ଗୋମୁୁଣ୍ଡା କୋର୍ଟରେ ପୋଲିସର କେସ୍ ଦାଖଲକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଛନ୍ତି । ଜରୁରୀ କାରଣରୁ ପୋଲିସ ବିଳମ୍ବ ନେଇ କୋର୍ଟଙ୍କୁ ଜଣାଇବା କଥା ଥିଲା । ମାମଲାରେ କାହିଁକି ବିଳମ୍ବ ହେଲା ପୋଲିସ ଜଣାଇଲା ମଧ୍ୟ ନାହିଁ । ପୋଲିସ କେସକୁ ଦୁର୍ବଳ କରିବାକୁ ଆହୁରି ଷଡଯନ୍ତ୍ର କରୁଛି ।

ମାସେ ମଧ୍ୟରେ ଅନୁସନ୍ଧାନ କେଉଁ ଦିଗକୁ ଗଲା । ପ୍ରତିବାଦ ଭିନ୍ନ କଥା । ମାତ୍ର ମାସକ ଭିତରେ ପୋଲିସ କେତେବାଟ ତଦନ୍ତ କରିଛି ତାହା ସମସ୍ତେ ଜାଣିବାକୁ ଚାହୁଁଛନ୍ତି। ୧୨ ତାରିଖ ରାତି ୧୨ ଟାରେ ଏତଲା ରଖିଛି ତାକୁ ୧୩ ତାରିଖ ବୋଲି ଦର୍ଶା ଯାଇଛି । ମୁଁ ଏକଥା କହୁନି ପୋଲିସ ଏହି ରିପୋର୍ଟ କୋର୍ଟରେ ଦାଖଲ କରିଛି । ଏତଲା କୋର୍ଟକୁ ଆସିବାକୁ ୩ ଦିନ ଲାଗିଲା ଏହାର ଉତ୍ତର କିଏ ଦେବ । ଆଇନ କହୁଛି ଏତଲା ସଙ୍ଗେ ସଙ୍ଗେ କୋର୍ଟ ଆସିବ । ସିନ୍ଧେଇକେଲା ଥାନା ରୁ ବଙ୍ଗମୁଣ୍ଡା କୋର୍ଟ ଏତଲା ଆସିବା ପାଇଁ ଏକ ଘଣ୍ଟା ଲାଗିବ ମାତ୍ର ଏଠି ତିନି ଦିନ ଲାଗିଲା । ଯଦି କିଛି ଅସୁବିଧା ଥିଲା ତାହାର କାରଣ ପୋଲିସ ଦର୍ଶାଇବାର ଆବଶ୍ୟକତା ରହିଛି । ମାତ୍ର ପୋଲିସ ତାହା କରି ନାହିଁ । ଏହି ଘଟଣା ରାଜ୍ୟବାସୀଙ୍କ ମନରେ ସୃଷ୍ଟି ହେଉଥିବା ପ୍ରଶ୍ନକୁ ଆହୁରି ଘନୀଭୂତ କରୁଛି ।
ବାହାରେ ପ୍ରଚାର କରାଗଲା ସ୍କୁଲ ଅଲଗା କଲେଜ ଅଲଗା । ମାତ୍ର ଏତଲା କହୁଛି କଲେଜର ହଷ୍ଟେଲରେ ମମିତା ରହୁଥିଲେ । ଏବଂ ସେଠି ସେକ୍ସ ସ୍କାଣ୍ଡଲ ଚାଲୁଥିବା ଏହି ଏତଲାରେ ରହିଛି । ଯେଉଁ ସେକ୍ସ ରାକେଟ ଚାଲୁଥିଲା ତାହାର ତଦନ୍ତ ଏବେ କିଏ କରୁଛି । ଯଦି ପୋଲିସ ଗୋବିନ୍ଦକୁ ଏହା ପଚାରିଲା ତେବେ ତାହାର ରିପୋର୍ଟ କୋର୍ଟରେ କାହିଁକି ପୋଲିସ ଦେଇନାହିଁ । ୧୬୧ କିମ୍ବା ୧୬୪ ରେ କାହିଁକି ପୋଲିସ ଷ୍ଟେଟମେଣ୍ଟ ନେଲା ନାହିଁ । କୋର୍ଟ କୁ ଦିଆଯାଇଥିବା ରିପୋର୍ଟରେ ଗୋବିନ୍ଦ ସାହୁ ବିଷୟରେ ମାତ୍ର ଗୋଟିଏ ପଦ ଲେଖା ଯାଇଛି । ସେ ଆଡମିଟ କରିଛି କିନ୍ତୁ କନଫେସନ କରିନି ।

Powered by Froala Editor

Tags Bijaya mohapatra

Related articles Odisha News Lens 4.1

  • ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ଜାଣନ୍ତୁ ଏସ୍ କିର୍ତ୍ତନାଙ୍କ ବିଷୟରେ...
    ରାଜନୀତି

    ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ଜାଣନ୍ତୁ ଏସ୍ କିର୍ତ୍ତନାଙ୍କ ବିଷୟରେ...

    13584
    May 11, 2026
  • ପେଟ୍ରୋଲ, ଡିଜେଲ ସଙ୍କଟ : ଆରମ୍ଭ ହୋଇପାରେ ୱାର୍କଫ୍ରମ ହୋମ୍ ଓ ଲକ୍‌ଡାଉନ
    ଦେଶ-ଦେଶାନ୍ତର

    ପେଟ୍ରୋଲ, ଡିଜେଲ ସଙ୍କଟ : ଆରମ୍ଭ ହୋଇପାରେ ୱାର୍କଫ୍ରମ ହୋମ୍ ଓ ଲକ୍‌ଡାଉନ

    14284
    May 11, 2026
  • ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ
    ଦେଶ-ଦେଶାନ୍ତର

    ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ

    14971
    May 11, 2026
  • ଛୋଟ ଡ୍ରେସ୍ ପିନ୍ଧି ରିଲ୍ସ କରୁଥିଲା ବୋହୂ, ବିଷ ପିଇଦେଲେ ଶାଶୂ-ଶ୍ୱଶୁର
    ଦେଶ-ଦେଶାନ୍ତର

    ଛୋଟ ଡ୍ରେସ୍ ପିନ୍ଧି ରିଲ୍ସ କରୁଥିଲା ବୋହୂ, ବିଷ ପିଇଦେଲେ ଶାଶୂ-ଶ୍ୱଶୁର

    14001
    May 11, 2026
  • ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ, ସୁନା ଗହଣା କିଣନ୍ତୁ ନାହିଁ
    ଦେଶ-ଦେଶାନ୍ତର

    ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ, ସୁନା ଗହଣା କିଣନ୍ତୁ ନାହିଁ

    13877
    May 11, 2026
  • ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ଜମି ଯୋଗାଇବାକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ଜମି ଯୋଗାଇବାକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    13301
    May 11, 2026
  • ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ:  ୟୁପିଆଇ ପେମେଣ୍ଟ ପାଇଁ ଧରାପଡ଼ିଲେ ୩ ସନ୍ଦିଗ୍ଧ
    ଦେଶ-ଦେଶାନ୍ତର

    ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ: ୟୁପିଆଇ ପେମେଣ୍ଟ ପାଇଁ ଧରାପଡ଼ିଲେ ୩ ସନ୍ଦିଗ୍ଧ

    13724
    May 11, 2026
  • ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ପଦକ୍ଷେପ, ଜାଣନ୍ତୁ କ’ଣ?
    ଦେଶ-ଦେଶାନ୍ତର

    ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ପଦକ୍ଷେପ, ଜାଣନ୍ତୁ କ’ଣ?

    13751
    May 10, 2026
  • ବିଜୟଙ୍କ ଶପଥ ଗ୍ରହଣ ଉତ୍ସବରେ ଭାବପ୍ରବଣ ହେଲେ ଟିଭିକେ ଦଳର ସଦସ୍ୟ
    ଦେଶ-ଦେଶାନ୍ତର

    ବିଜୟଙ୍କ ଶପଥ ଗ୍ରହଣ ଉତ୍ସବରେ ଭାବପ୍ରବଣ ହେଲେ ଟିଭିକେ ଦଳର ସଦସ୍ୟ

    14444
    May 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ: ୟୁପିଆଇ ପେମେଣ୍ଟ ପାଇଁ ଧରାପଡ଼ିଲେ ୩ ସନ୍ଦିଗ୍ଧ

    13724
    May 11, 2026
  • ଦେଶ-ଦେଶାନ୍ତର

    ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ଘଟଣା: ତିନି ସନ୍ଦିଗ୍ଧ ଗିରଫ

    15536
    May 11, 2026
  • ଦେଶ-ଦେଶାନ୍ତର

    ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ପଦକ୍ଷେପ, ଜାଣନ୍ତୁ କ’ଣ?

    13751
    May 10, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17469
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17519
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17877
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16350
    Apr 03, 2021

ବିଶେଷ

  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    15963
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14504
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15464
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15211
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    14011
    May 02, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15392
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15132
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15624
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13946
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପେଟ୍ରୋଲ, ଡିଜେଲ ସଙ୍କଟ : ଆରମ୍ଭ ହୋଇପାରେ ୱାର୍କଫ୍ରମ ହୋମ୍ ଓ ଲକ୍‌ଡାଉନ

    14284
    May 11, 2026
  • ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ପଦକ୍ଷେପ, ଜାଣନ୍ତୁ କ’ଣ?

    13751
    May 10, 2026
  • ବିଜୟଙ୍କ ଶପଥ ଗ୍ରହଣ ଉତ୍ସବରେ ଭାବପ୍ରବଣ ହେଲେ ଟିଭିକେ ଦଳର ସଦସ୍ୟ

    14444
    May 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In