Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, March 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

  • ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ...

  • ପୁଣି ଦୁବାଇ ବିମାନବନ୍ଦର ଉପରେ ଡ୍ରୋନ୍ ...

  • ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ଲାଗୁ କଲେ ...

  • ଫୋନରେ କଥା ହେଲେ ଭାରତର ବୈଦେଶିକ ମନ୍ତ୍ରୀ ...

  • ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେଡି ...

  • କୋଭିଡ୍ ଭ୍ୟାକସିନ୍‌ର ପାର୍ଶ୍ୱ ...

  • LPG ସିଲିଣ୍ଡର ସଙ୍କଟ, ଦେଶବ୍ୟାପୀ ଏସମା ଲାଗୁ

  • ଯୁଦ୍ଧ ଯୋଗୁଁ ପାକିସ୍ତାନରେ ସ୍କୁଲ ଦୁଇ ...

  • 'ଦୁର୍ନୀତିଗ୍ରସ୍ତ ନ୍ୟାୟପାଳିକା' ଚାପ୍ଟର ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଆତଙ୍କବାଦୀ ହମ୍‌ଲା : କମାଣ୍ଡିଂ ଅଫିସର କର୍ଣ୍ଣଲଙ୍କ ସହ ୪ ଜଣ ଯବାନ ସହିଦ

ଆତଙ୍କବାଦୀ ହମ୍‌ଲା : କମାଣ୍ଡିଂ ଅଫିସର କର୍ଣ୍ଣଲଙ୍କ ସହ ୪ ଜଣ ଯବାନ ସହିଦ

2021-11-13 13:30:42
14414
Share:
Facebook
Twitter
E-Mail
WhatsApp
Telegram
ଆତଙ୍କବାଦୀ ହମ୍‌ଲା : କମାଣ୍ଡିଂ ଅଫିସର କର୍ଣ୍ଣଲଙ୍କ ସହ ୪ ଜଣ ଯବାନ ସହିଦ

ମଣିପୁରରେ ୪୬ ଆସାମ ରାଇଫଲ ଉପରେ ଆତଙ୍କବାଦୀ ଆକ୍ରମଣ ଘଟଣାରେ  ୪ଜଣ ଯବାନଙ୍କ ସହ ମୋଟ ୭ ଜଣଙ୍କର ମୃତ୍ୟୁ ହୋଇଛି । ଆକ୍ରମଣରେ କମାଣ୍ଡିଂ ଅଫିସର କର୍ଣ୍ଣଲ ବିପ୍ଲବ ତ୍ରିପାଠୀ ଏବଂ ୪ ଜଣ ଯବାନ ସହିଦ ହୋଇଛନ୍ତି । ସେହିପରି କର୍ଣ୍ଣଲଙ୍କ ପତ୍ନୀ ଏବଂ ପୁଅର ମୃତ୍ୟୁ ଘଟିଛି । ଘଟଣା ଚୁରାଚାନ୍ଦପୁର ଜିଲ୍ଲା ସିଂଘାଟରେ ଘଟିଛି ।  ମଣିପୁରସ୍ଥିତ ପିପୁଲ୍ସ ଲିବରେସନ୍ ଆର୍ମି ଏହି ଆକ୍ରମଣ ପଛରେ ଥିବା ସନ୍ଦେହ କରାଯାଉଛି।

ସୂଚନା ମୁତାବକ, ଶନିବାର ସକାଳ ୧୦ ଟାରେ ମଣିପୁର ଆସାମ ରାଇଫଲର କମାଣ୍ଡିଙ୍ଗ ଅଫିସର କର୍ଣ୍ଣେଲ ବିପ୍ଲବ ତ୍ରିପାଠୀ ଓ ତାଙ୍କ ପରିବାର ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଥିଲେ । ସେଖନ-ବୋହିଅଙ୍ଗ ପୁଲିସ ଷ୍ଟେସନ ନିକଟରେ ଏ ଘଟଣା ଘଟିଥିଲା । ୪୬ ଆସାମ ରାଇଫଲର କମାଣ୍ଡିଙ୍ଗ ଅଫିସର ନିଜ ପରିବାର ସହିତ ଯାଉଥିବା ବେଳେ ଆତଙ୍କବାଦୀମାନେ ତାଙ୍କ ଗାଡି ଉପରକୁ ହଠାତ ଆକ୍ରମଣ କରିଥିଲେ । ଆକ୍ରମଣରେ କମାଣ୍ଡିଙ୍ଗ ଅଫିସରଙ୍କ ପତ୍ନୀଙ୍କ ସହ ମୋଟ ୭ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ କମାଣ୍ଡିଂ ଅଫିସରଙ୍କୁ ମିଶାଇ ୫ଜଣ ଯବାନ ଏବଂ କମାଣ୍ଡିଂ ଅଫିସରଙ୍କ ପତ୍ନୀ ଓ ପୁଅ ଥିବା ଜଣାପଡ଼ିଛି।

ଘଟଣା ପରେ ପୂରା ଅଞ୍ଚଳକୁ ସୁରକ୍ଷାକର୍ମୀ ଘେରି ରହିଛନ୍ତି । ଘଟଣା ପରେ ଦୁଇ ସନ୍ଦିଗ୍ଧଙ୍କୁ ସୁରକ୍ଷାକର୍ମୀ ଅଟକ ରଖି ପଚରାଉଚରା କରିବା ପରେ ଛାଡ଼ି ଦେଇଛନ୍ତି । ଚାରିଆଡୁ ଏହି ଆକ୍ରମଣକୁ ନିନ୍ଦା କରାଯିବା ସହ ଆତଙ୍କବଦୀଙ୍କୁ ଉଚିତ ଜବାବ ଦେବାକୁ ଦାବି ଉଠୁଛି ।

Powered by Froala Editor

Tags terrorist

Related articles Odisha News Lens 4.1

  • ଯୁଦ୍ଧ ଯୋଗୁଁ ପାକିସ୍ତାନରେ ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ
    ଦେଶ-ଦେଶାନ୍ତର

    ଯୁଦ୍ଧ ଯୋଗୁଁ ପାକିସ୍ତାନରେ ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ

    13534
    Mar 11, 2026
  • ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେଡି ଛାଡ଼ିଲେ ରବୀନ୍ଦ୍ର ଜେନା
    ରାଜନୀତି

    ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେଡି ଛାଡ଼ିଲେ ରବୀନ୍ଦ୍ର ଜେନା

    14193
    Mar 11, 2026
  • ପୁଣି ଦୁବାଇ ବିମାନବନ୍ଦର ଉପରେ ଡ୍ରୋନ୍ ଆକ୍ରମଣ କଲା ଇରାନ, ୪ଆହତ
    ଦେଶ-ଦେଶାନ୍ତର

    ପୁଣି ଦୁବାଇ ବିମାନବନ୍ଦର ଉପରେ ଡ୍ରୋନ୍ ଆକ୍ରମଣ କଲା ଇରାନ, ୪ଆହତ

    14861
    Mar 11, 2026
  •  ଫୋନରେ କଥା ହେଲେ ଭାରତର ବୈଦେଶିକ ମନ୍ତ୍ରୀ ଓ ଇରାନ ବୈଦେଶିକ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଫୋନରେ କଥା ହେଲେ ଭାରତର ବୈଦେଶିକ ମନ୍ତ୍ରୀ ଓ ଇରାନ ବୈଦେଶିକ ମନ୍ତ୍ରୀ

    15460
    Mar 11, 2026
  • ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ
    ଦେଶ-ଦେଶାନ୍ତର

    ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ

    14365
    Mar 11, 2026
  • 'ଦୁର୍ନୀତିଗ୍ରସ୍ତ ନ୍ୟାୟପାଳିକା' ଚାପ୍ଟର ପାଇଁ ଭୁଲ ମାଗିଲା NCERT
    ଦେଶ-ଦେଶାନ୍ତର

    'ଦୁର୍ନୀତିଗ୍ରସ୍ତ ନ୍ୟାୟପାଳିକା' ଚାପ୍ଟର ପାଇଁ ଭୁଲ ମାଗିଲା NCERT

    15224
    Mar 11, 2026
  • କୋଭିଡ୍ ଭ୍ୟାକସିନ୍‌ର ପାର୍ଶ୍ୱ ପ୍ରତିକ୍ରିୟା ପାଇଁ କ୍ଷତିପୂରଣ ନୀତି ପ୍ରସ୍ତୁତ ହେବ
    ଦେଶ-ଦେଶାନ୍ତର

    କୋଭିଡ୍ ଭ୍ୟାକସିନ୍‌ର ପାର୍ଶ୍ୱ ପ୍ରତିକ୍ରିୟା ପାଇଁ କ୍ଷତିପୂରଣ ନୀତି ପ୍ରସ୍ତୁତ ହେବ

    14934
    Mar 11, 2026
  • ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ଲାଗୁ କଲେ ସରକାର
    ଦେଶ-ଦେଶାନ୍ତର

    ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ଲାଗୁ କଲେ ସରକାର

    14329
    Mar 11, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ
    ବିଶେଷ

    ଏହି ରୋଗୀ ଖାଆନ୍ତୁନି ତରଭୁଜ

    13849
    Mar 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କୋଭିଡ୍ ଭ୍ୟାକସିନ୍‌ର ପାର୍ଶ୍ୱ ପ୍ରତିକ୍ରିୟା ପାଇଁ କ୍ଷତିପୂରଣ ନୀତି ପ୍ରସ୍ତୁତ ହେବ

    14934
    Mar 11, 2026
  • ଦେଶ-ଦେଶାନ୍ତର

    ଇଚ୍ଛାମୃତ୍ୟୁକୁ ସୁପ୍ରିମକୋର୍ଟଙ୍କ ଅନୁମତି ପ୍ରଦାନ

    14365
    Mar 11, 2026
  • ଦେଶ-ଦେଶାନ୍ତର

    ଫୋନରେ କଥା ହେଲେ ଭାରତର ବୈଦେଶିକ ମନ୍ତ୍ରୀ ଓ ଇରାନ ବୈଦେଶିକ ମନ୍ତ୍ରୀ

    15460
    Mar 11, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17365
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17429
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17776
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16249
    Apr 03, 2021

ବିଶେଷ

  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    13849
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15013
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14767
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    15212
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15366
    Mar 03, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15673
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15132
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14983
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14497
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଯୁଦ୍ଧ ଯୋଗୁଁ ପାକିସ୍ତାନରେ ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ

    13534
    Mar 11, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    13849
    Mar 11, 2026
  • ପୁଣି ଦୁବାଇ ବିମାନବନ୍ଦର ଉପରେ ଡ୍ରୋନ୍ ଆକ୍ରମଣ କଲା ଇରାନ, ୪ଆହତ

    14861
    Mar 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In