Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, April 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ...

  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ...

  • ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ...

  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ...

  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ...

  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ...

  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ...

  • ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ...

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ...

  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ...

ବିଶେଷ
Home ›› ବିଶେଷ ››ଏହି କାରଣରୁ କାନରେ ହୋଇଥାଏ ଯନ୍ତ୍ରଣା, ଆପଣାନ୍ତୁ ଏହି ଘରୋଇ ଉପଚାର

ଏହି କାରଣରୁ କାନରେ ହୋଇଥାଏ ଯନ୍ତ୍ରଣା, ଆପଣାନ୍ତୁ ଏହି ଘରୋଇ ଉପଚାର

2021-11-14 03:58:55
14264
Share:
Facebook
Twitter
E-Mail
WhatsApp
Telegram
ଏହି କାରଣରୁ କାନରେ ହୋଇଥାଏ ଯନ୍ତ୍ରଣା, ଆପଣାନ୍ତୁ ଏହି ଘରୋଇ ଉପଚାର


କାନରେ ଯନ୍ତ୍ରଣା ହେବା ଏକ ସାଧାରଣ ସମସ୍ୟା । ଏହି ଯନ୍ତ୍ରଣା ଉଭୟ କାନରେ ହୋଇପାରେ , ହେଲେ ଅଧିକାଂଶ ଭାବେ ଏହା ଗୋଟିଏ କାନରେ ବି ହୋଇପାରେ । କାନର ଯନ୍ତ୍ରଣା କିଛି ସମୟ ବା ବେଶୀ ସମୟ ଧରି ଲାଗି ରହିପାରେ । ଏହି ଯନ୍ତ୍ରଣା କେତେବେଳେ ହାଲକା , ତ ଆଉ କେତେବେଳେ ଖୁବ୍‌ ଅଧିକ ହୋଇଥାଏ । ଇୟର ଇନଫେକ୍ସନ  ବ୍ୟତୀତ ଆହୁରି ବି କେତେକ କାରଣରୁ କାନରେ ଯନ୍ତ୍ରଣା ହୋଇଥାଏ । ଆସନ୍ତୁ ଏହି ବିଷୟରେ ଜାଣିବା ।

କାନରେ ଯନ୍ତ୍ରଣାର ଲକ୍ଷଣ – କେବେ କେବେ କାମରେ ଯନ୍ତ୍ରଣା ହେବା କାରଣରୁ ଠିକ୍‌ରେ ଶୁଣା ଯାଏନି । କିଛି ଲୋକଙ୍କ କାନରେ ତରଳ ପଦାର୍ଥ ବି ବାହାରି ଥାଏ । କାନ ଯନ୍ତ୍ରଣା କାରଣରୁ ପିଲାଙ୍କୁ ଶବ୍ଦ ରହି ରହି ଶୁଣାଯାଏ ।  ଜ୍ୱର ଆସିବା , ଶୋଇବାରେ  ସମସ୍ୟା ଦେଖାଦେବା , କାନରେ ଅସହଜ ଲାଗିବା , ଚିଡିଚିଡ଼ାପଣ , ମୁଣ୍ଡବ୍ୟଥା  ଓ ଭୋକ କମିଯିବା ଭଳି ଲକ୍ଷଣ ଦେଖା ଦେଇପାରେ ।

କାନ ଯନ୍ତ୍ରଣାର ସାମାନ୍ୟ କାରଣ – ସଂକ୍ରମଣ , ଆଘାତ , କାନରେ ଜ୍ୱଳନ କାରଣରୁ କାନରେ ଯନ୍ତ୍ରଣା ହୋଇପାରେ ।  ଦାନ୍ତରେ ଯନ୍ତ୍ରଣା କାରଣରୁ ମଧ୍ୟ କାନରେ କଷ୍ଟ ଅନୁଭବ ହୁଏ ।  ଇନ୍‌ଫେକ୍ସନ କାରଣରୁ  କାନ ଭିତରୁ ଯନ୍ତ୍ରଣା ହୋଇଥାଏ ।

ଇନଫେକ୍ସନ ସ୍ୱିମିଂ ହେଡ୍‌ଫୋନ୍‌ , କଟନ ଓ ଆଙ୍ଗୁଠି ପୁରାଇବା ଦ୍ୱାରା ବାହାରୁ ସଂକ୍ରମଣ ହୋଇପାରେ । କାନ ଭିତରେ ତ୍ୱଚା ଛାଡ଼ି ଯିବା ଦ୍ୱାରା ଓ ପାଣି ଚାଲିଯିବା କାରଣରୁ କାନରେ ବ୍ୟାକ୍ଟେରିଆ ମଧ୍ୟ ହୋଇପାରେ ।

କାନ ଯନ୍ତ୍ରଣା ଅନ୍ୟ କାରଣ – ବାୟୁର ପ୍ରଭାବ , କାନରେ ମଇଳା , ଗଳା ଖରାପ ହେଲେ , ସାଇନସର ସଂକ୍ରମଣ , କାନରେ ପାଣି ବା ସାମ୍ପୁ ପଶିଗଲେ , ଦାନ୍ତରେ ସଂକ୍ରମଣ , କାନରେ ଏକ୍‌ଜିମା ହେବା କାରଣରୁ ମଧ୍ୟ ଯନ୍ତ୍ରଣା  ହୋଇଥାଏ ।

ଘରେ କେମିତି କରିବେ ଚିକିତ୍ସା – କାନରେ ଯନ୍ତ୍ରଣା ହେଲେ ଏହାର ଚିକିତ୍ସା ଘରେ କରାଯାଇ ପାରିବ । କାନକୁ ଓଦା ହେବାକୁ ଦିଅନ୍ତୁ ନାହିଁ ।କାନରୁ ଯନ୍ତ୍ରଣା ହ୍ରାସ କରିବା ପାଇଁ ସିଧା ହୋଇ ବସନ୍ତୁ । ଚୁଇଗମ୍‌ ଚୋବାଇବାରେ ମଧ୍ୟ କମ୍‌ ପ୍ରଭାବ ପଡ଼ିପାରେ ।  ନବଜାତ ଶିଶୁ  କାନରେ ଯନ୍ତ୍ରଣାଯଦି ହୁଏ ତାକୁ କ୍ଷୀର ପିଆନ୍ତୁ । ଏଥିରେ କାନରେ ଯନ୍ତ୍ରଣା ପ୍ରଭାବ କମିଯାଏ ।

ମେଡିକାଲ ଚିକିତ୍ସା – ଯଦି ଆପଣଙ୍କ କାନରେ  ଖୁବ୍‌  ଯନ୍ତ୍ରଣା ସହ ଜ୍ୱର ହୋଇଥାଏ , ତ ଡାକ୍ତରଙ୍କୁ ନିଶ୍ଚୟ ଦେଖାନ୍ତୁ ।  ଏଥିପାଇଁ  ଡାକ୍ତର ଆପଣଙ୍କୁ କିଛି ଆଣ୍ଟିବାୟୋଟିକ୍‌ ଔଷଧ  ଓ ଇୟର ଟ୍ରପ୍ସ ଦେଇପାରନ୍ତି ।  କେବେ ବି ଆରାମ ମିଳିବା ପରେ  ଔଷଧ ନେବାରେ ବନ୍ଦ କରନ୍ତୁ ନାହିଁ । ଯେପର୍ୟ୍ୟନ୍ତ  ଔଷଧର କୋର୍ସ ନସରିଛି , ସଂକ୍ରମଣ ସଂପୂର୍ଣ୍ଣ ରୂପେ ଠିକ୍‌ ହୋଇନାହିଁ ।

ଯଦି ଆପଣଙ୍କୁ ଅନେକ ସମୟରେ କାନରେ  ଯନ୍ତ୍ରଣାର ଅନୁଭବ ହେଉଛି  ତ କିଛି କଥାକୁ ଧ୍ୟାନ ଦିଅନ୍ତୁ । ଯେମିତି କି ସିଗାରେଟ୍‌ ନ ପିଅନ୍ତୁ । କାନରେ କୌଣସି ପ୍ରକାର ଜିନିଷ ପୂରାନ୍ତୁ ନାହିଁ । ଗାଧୋଇବା ବା  ସ୍ୱିମିଂ  ପରେ କାନକୁ ଶୁଖାଇ ଦିଅନ୍ତୁ , ଧୂଳି ଓ ଆଲର୍ଜି ଥିବା ଜିନିଷରୁ ଦୂରେଇ ରୁହନ୍ତୁ ।

Powered by Froala Editor

Tags Ear pain

Related articles Odisha News Lens 4.1

  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ

    15442
    Apr 14, 2026
  • ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ
    ଦେଶ-ଦେଶାନ୍ତର

    ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ

    14966
    Apr 13, 2026
  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା
    ଦେଶ-ଦେଶାନ୍ତର

    ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା

    14983
    Apr 15, 2026
  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ
    ଦେଶ-ଦେଶାନ୍ତର

    ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ

    14409
    Apr 13, 2026
  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା
    ଦେଶ-ଦେଶାନ୍ତର

    ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା

    15660
    Apr 14, 2026
  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା
    ଦେଶ-ଦେଶାନ୍ତର

    ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା

    15524
    Apr 13, 2026
  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ
    ଦେଶ-ଦେଶାନ୍ତର

    ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ

    13545
    Apr 15, 2026
  •  ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ
    ବିଶେଷ

    ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15213
    Apr 13, 2026
  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା
    ଦେଶ-ଦେଶାନ୍ତର

    ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା

    13593
    Apr 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା

    15524
    Apr 13, 2026
  • ବିଶେଷ

    ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15213
    Apr 13, 2026
  • ଦେଶ-ଦେଶାନ୍ତର

    ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ

    15442
    Apr 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17417
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17474
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17830
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16302
    Apr 03, 2021

ବିଶେଷ

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15213
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    15932
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14667
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15647
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    14500
    Apr 08, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15333
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15064
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15567
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13864
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ

    14966
    Apr 13, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15213
    Apr 13, 2026
  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା

    15524
    Apr 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In