Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ...

  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ...

  • ରାଷ୍ଟ୍ରପତି ଭବନ ଉପରେ ହୁତି ...

  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ...

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, ...

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ...

  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ...

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ...

  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ...

ରାଜ୍ୟ
Home ›› ରାଜ୍ୟ ››ତଦନ୍ତକାରୀ ଅଧିକାରୀଙ୍କ ଉପରେ ଚାପ ପକାଇବାକୁ ପ୍ରେସମିଟ୍ ଡାକିଥିଲେ ଡିଆଇଜି:ଲେଖାଶ୍ରୀ

ତଦନ୍ତକାରୀ ଅଧିକାରୀଙ୍କ ଉପରେ ଚାପ ପକାଇବାକୁ ପ୍ରେସମିଟ୍ ଡାକିଥିଲେ ଡିଆଇଜି:ଲେଖାଶ୍ରୀ

2021-11-14 09:48:08
15803
Share:
Facebook
Twitter
E-Mail
WhatsApp
Telegram
ତଦନ୍ତକାରୀ ଅଧିକାରୀଙ୍କ ଉପରେ ଚାପ ପକାଇବାକୁ ପ୍ରେସମିଟ୍ ଡାକିଥିଲେ ଡିଆଇଜି:ଲେଖାଶ୍ରୀ

ଭୁବନେଶ୍ୱର:  ଉତ୍ତରାଞ୍ଚଳର ଡିଆଇଜି  ରାଜନୈତିକ ଦଳର କଥା କହୁଛନ୍ତି । ମମିତା ହତ୍ୟା ମାମଲାରେ ଦୋଷୀକୁ ସୁରକ୍ଷା ଦେଉଛନ୍ତି ଡିଆଇଜି । ଦୋଷୀକୁ ଯିଏ ସୁରକ୍ଷା ଦିଏ, ସେ ଆଇନ ଆଗରେ ଦୋଷୀ । ତଦନ୍ତ ସରିନି, ମଝିରେ ଆସି କହିବା, କେସକୁ ଚାପ ପକାଇବା ସହ ସମାନ । ତଦନ୍ତକାରୀ ଅଧିକାରୀଙ୍କ ଉପରେ ଚାପ ପକାଇବାକୁ ପ୍ରେସମିଟ୍ ଡାକିଥିଲେ ଡିଆଇଜି । ମନ୍ତ୍ରୀ ଦିବ୍ୟଶଙ୍କରଙ୍କୁ କ୍ଲିନଚିଟ୍ ଦେବାକୁ ଚେଷ୍ଟା କରାଯାଇଛି । ଡିଆଇଜି  କିପରି ପ୍ରେସମିଟ୍‌ କରି ମନ୍ତ୍ରୀଙ୍କୁ କ୍ଲିନଚିଟ୍‌ ଦେଇଦେଲେ ବୋଲି ପ୍ରଶ୍ନ ଉଠାଇଛନ୍ତି ବିଜେପି ରାଜ୍ୟ ସାଧାରଣ ସଂପାଦିକା ଲେଖାଶ୍ରୀ ସାମନ୍ତସିଂହାର । 

 ସେ କହିଛନ୍ତି, ପୋଲିସ ଜାଣି ଶୁଣି ପ୍ରଭାବଶାଳୀ ଲୋକଙ୍କୁ ଘଣ୍ଟ ଘୋଡ଼ାଉଛି । ମମିତାଙ୍କୁ ଅତି ବୀଭତ୍ସ ଭାବେ ହତ୍ୟା କରାଗଲା, ତାଙ୍କୁ ନ୍ୟାୟ ମିଳିଲାନି । ମମିତାଙ୍କ ପରିବାର ଲୋକ ଏଫଆଇଆର  ଦେବାକୁ ୩ଟି ଥାନା ବୁଲିଲେ । କାହିଁକି ପୋଲିସ ଏଫଆଇଆର  ରଖିଲାନି ତା'ର ଉତ୍ତର ଦିଆଗଲାନି।

କାଲି ଉତ୍ତରାଞ୍ଚଳ ଡିଆଇଜି  ପ୍ରେସମିଟ୍ କରି ଘଟଣାକୁ ଆହୁରି ସଙ୍ଗୀନ କରିଛନ୍ତି । ଦୋଷୀଙ୍କୁ ଘଣ୍ଟ ଘୋଡ଼ାଇବା ପାଇଁ ପ୍ରୟାସ କରାଯାଇଛି । ମମିତାଙ୍କ ବାପା ସୋସିଆଲ୍ ମିଡିଆରେ ବଡ଼ ଅଭିଯୋଗ କରୁଥିବା ଭିଡିଓ ଆସିଛି । ମମିତା ସେହି ସ୍କୁଲରେ ଅନୈତିକ କାରବାର ଚାଲିଥିଲା ବୋଲି ଜାଣିଥିଲେ ।  ଉତ୍ତରାଞ୍ଚଳର ଡିଆଇଜି  ରାଜନୈତିକ ଦଳର କଥା କହୁଛନ୍ତି । ଡିଆଇଜି  କିପରି ପ୍ରେସମିଟ୍‌ କରି ମନ୍ତ୍ରୀଙ୍କୁ କ୍ଲିନଚିଟ୍‌ ଦେଇଦେଲେ ବୋଲି ପ୍ରଶ୍ନ ଉଠାଇଛନ୍ତି ଲେଖାଶ୍ରୀ ।

Powered by Froala Editor

Tags Mamita meher case

Related articles Odisha News Lens 4.1

  • ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼

    14765
    Oct 16, 2026
  • ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା
    ଦେଶ-ଦେଶାନ୍ତର

    ପାଣି ବୋତଲରେ ଅଧିକ ୨ ଟଙ୍କା ନେଇ ଫସିଲା ରେସ୍ତୋରାଁ, ଲକ୍ଷେ ଟଙ୍କାର ଜରିମାନା

    13471
    Oct 16, 2026
  • ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ ...
    ଦେଶ-ଦେଶାନ୍ତର

    ଜ୍ଞାନେଶଙ୍କ ସୁରକ୍ଷା ପାଇଁ ରାଜଧାନୀ ଦିଲ୍ଲୀକୁ ଭାରତ-ପାକିସ୍ତାନ ସୀମାରେ ପରିଣତ ...

    13756
    Oct 16, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....
    ବିଶେଷ

    କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14729
    Oct 16, 2026
  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍
    ଦେଶ-ଦେଶାନ୍ତର

    ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    15193
    Oct 15, 2026
  •  ଇମ୍ରାନ ଖାନଙ୍କୁ  ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14593
    Oct 15, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...
    ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...

    14256
    Oct 15, 2026
  • ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା
    ଅପରାଧ

    ପାନ ଖିଆରୁ ମାରପିଟ୍‌, ଯୁବକକୁ ଛୁରୀ ଭୁସି ହତ୍ୟା

    13690
    Oct 16, 2026
  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି
    ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13773
    Oct 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼

    14765
    Oct 16, 2026
  • ବିଶେଷ

    କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14729
    Oct 16, 2026
  • ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ...

    14256
    Oct 15, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17184
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17878
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17828
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18249
    Sep 06, 2023

ବିଶେଷ

  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    14729
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14617
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14723
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15725
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14399
    Sep 27, 2026

ବାଣିଜ୍ୟ

କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

ଅନେକ ଗ୍ରାମରେ ସୌର ଶକ୍ତି ଚାଳିତ ପାନୀୟ ଜଳ ସୁବିଧା ସହିତ କଳାହାଣ୍ଡି ଏବଂ ରାୟଗଡ଼ାରେ ୧୪୬ରୁ ଅଧିକ ସୌର ଶକ୍ତି ଚାଳିତ ଷ୍ଟ୍ରିଟ୍ ଲାଇଟ୍ ଲଗାଯାଇଛି

ଭୁବନେଶ୍ୱର: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପା ...

  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13965
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15101
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15808
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15043
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରାଷ୍ଟ୍ରପତି ଭବନ ଉପରେ ହୁତି ବିଦ୍ରୋହୀଙ୍କ ୫ ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼

    14765
    Oct 16, 2026
  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ଅଧିକାର ଶେଷ ହୋଇଯାଏ

    15423
    Oct 15, 2026
  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14593
    Oct 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In