Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, July 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ...

  • ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ...

  • ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ ...

  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ...

  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ...

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ...

  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ...

  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ...

Home ›› ››ଏହି ୱାର୍ଡରେ ହେବନାହିଁ ନିର୍ବାଚନ, ଜାଣନ୍ତୁ କାହିଁକି

ଏହି ୱାର୍ଡରେ ହେବନାହିଁ ନିର୍ବାଚନ, ଜାଣନ୍ତୁ କାହିଁକି

2021-11-16 09:18:34
14456
Share:
Facebook
Twitter
E-Mail
WhatsApp
Telegram
ଏହି ୱାର୍ଡରେ ହେବନାହିଁ ନିର୍ବାଚନ, ଜାଣନ୍ତୁ କାହିଁକି

ଭୁବନେଶ୍ୱର: ପାଖେଇ ଅସୁଛି ପଞ୍ଚାୟତ ନିର୍ବାଚନ । ଏଥିପାଇଁ ଜୋରଦାର ପ୍ରସ୍ତୁତି ପ୍ରକ୍ରିୟା ଚାଲିଛି । ଗତକାଲି ରାଜ୍ୟ ନିର୍ବାଚନ କମିଶନ ପାର୍ଥୀଙ୍କ ଖର୍ଚ୍ଚ ଓ ନିର୍ବାଚନ ପାଇଁ ବ୍ୟବହୃତ ହେଉଥିବା ଯାନବାହନ ପାଇଁ ନିଦେ୍ର୍ଧଶନାମା ଜାରି କରିଥିଲେ । 

 ତେବେ ଅସନ୍ତା ନିର୍ବାଚନରେ ୬ ହଜାର ୭୯୪ ପଂଚାୟତରେ ପଂଚାୟତ ନିର୍ବାଚନ ହେବ । ଏଥର ୭ଟି ଗ୍ରାମ ପଂଚାୟତକୁ ଏନ୍ଏସିରେ ମିଶାଇ ଦିଆଯାଇଛି । ବାଲେଶ୍ୱର ରେମୁଣାର ୪ଟି ଗ୍ରାମ ପଂଚାୟତ, ନୟାଗଡ ଓଡଗାଁର ୨ଟି ଗ୍ରାମ ପଂଚାୟତ ଏବଂ ବରଗଡ ବିଜେପୁରର ଗୋଟିଏ ଗ୍ରାମ ପଂଚାୟତ ଏନ୍ଏସିରେ ସାମିଲ କରାଯାଇଛି  । ତେଣୁ ସେହି ପଂଚାୟତ ଗୁଡିକରେ ନିର୍ବାଚନ ହେବ ନାହିଁ । ସେହିପରି ୧୧୧ଟି ୱାର୍ଡରେ ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ହେବ ନାହିଁ ବୋଲି ସୂଚନା ମିଳିଛି ।

Powered by Froala Editor

Tags Panchayat election

Related articles Odisha News Lens 4.1

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା
    ବିଶେଷ

    ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14900
    Jul 03, 2026
  • ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ: ...
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ: ...

    14810
    Jul 04, 2026
  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ
    ଦେଶ-ଦେଶାନ୍ତର

    ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15985
    Jul 02, 2026
  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ
    ଦେଶ-ଦେଶାନ୍ତର

    ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    15082
    Jul 02, 2026
  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ
    ଦେଶ-ଦେଶାନ୍ତର

    ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ

    14794
    Jul 03, 2026
  • ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ, ପାଇରେସି ନୋଟିସ ଜାରି
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ, ପାଇରେସି ନୋଟିସ ଜାରି

    15615
    Jul 04, 2026
  •  ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ
    ଦେଶ-ଦେଶାନ୍ତର

    ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14555
    Jul 02, 2026
  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ
    ଦେଶ-ଦେଶାନ୍ତର

    ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ

    15501
    Jul 03, 2026
  • ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର
    ଦେଶ-ଦେଶାନ୍ତର

    ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର

    13721
    Jul 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14900
    Jul 03, 2026
  • ଦେଶ-ଦେଶାନ୍ତର

    ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    15082
    Jul 02, 2026
  • ଦେଶ-ଦେଶାନ୍ତର

    ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର

    13721
    Jul 04, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16964
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17575
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17627
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18024
    Sep 06, 2023

ବିଶେଷ

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14900
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14550
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14319
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15937
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15810
    Jun 24, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15794
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15697
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13801
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14909
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    15082
    Jul 02, 2026
  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

    13647
    Jul 03, 2026
  • ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର

    13721
    Jul 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In