Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, March 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିକ୍ରି ହୋଇଗଲେ ୩ ଜଣ ବିଧାୟକ

  • ହରିଶଙ୍କୁ ଶେଷ ବାର୍ତ୍ତା, ଭିଡିଓ ଭାଇରାଲ

  • ପଶ୍ଚିମବଙ୍ଗ ନିର୍ବାଚନ: ମମତାଙ୍କ ...

  • ଥାଲାପତି ବିଜୟଙ୍କୁ ଉପ-ମୁଖ୍ୟମନ୍ତ୍ରୀ ପଦ ...

  • ମନ୍ଦିର ଦର୍ଶନ କରି ଫେରୁଥିଲେ, ଖାଇରେ ବସ୍ ...

  • ଏକ୍ସପ୍ରେସ୍ ୱେରେ ରିଲ୍ସ କରି ଜୀବନ ...

  • ୫ ରାଜ୍ୟ ପାଇଁ ନିର୍ବାଚନ ତାରିଖ ଘୋଷଣା, ମେ ...

  • ପେଟ୍ରୋଲିୟମ୍ ଗ୍ୟାସ୍ ଟ୍ୟାଙ୍କର ...

  • ଏସସିବି ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କାର ...

  • ଇରାନର କ୍ଷେପଣାସ୍ତ୍ର ମାଡରେ ଇସ୍ରାଏଲରେ ...

Home ›› ››ଖାଦ୍ୟରେ ଅଧିକ ଲୁଣ ଖାଇଲେ ଏହି ସବୁ ସମସ୍ୟା ଦେଖାଦିଏ

ଖାଦ୍ୟରେ ଅଧିକ ଲୁଣ ଖାଇଲେ ଏହି ସବୁ ସମସ୍ୟା ଦେଖାଦିଏ

2021-11-17 04:18:01
15067
Share:
Facebook
Twitter
E-Mail
WhatsApp
Telegram
ଖାଦ୍ୟରେ ଅଧିକ ଲୁଣ ଖାଇଲେ ଏହି ସବୁ ସମସ୍ୟା ଦେଖାଦିଏ


ଶରୀରରେ ଲୁଣର ମାତ୍ରା ଅଧିକା ହେଲେ ସ୍ୱାସ୍ଥ୍ୟ ପକ୍ଷେ କ୍ଷତିକାରକ ହୋଇଥାଏ ।  ଏହା ହାଇ ବ୍ଲଡ୍‌ ପ୍ରେସରର କାରଣ ହୋଇଥାଏ । ଏଥିପାଇଁ ହାଇପରଟେନସନ ବା ଉଚ୍ଚ ରକ୍ତଚାପ ଥିବା ରୋଗୀଙ୍କୁ ସତର୍କତାର ସହ ଏହାର ବ୍ୟବହାର କରିବା ଉଚିତ୍‌ । ଖାଲି ଏତିକି ନୁହେଁ , ଲୁଣ କିଡନୀ ସହ ଜଡ଼ିତ ଅନେକ ରୋଗର ମଧ୍ୟ କାରଣ ହୋଇପାରେ । କିଛି ଅଧ୍ୟୟନ ମୁତାବିକ୍‌ ଲୁଣରୁ ଇମ୍ୟୁନି ସିଷ୍ଟମ ମଧ୍ୟ ଖରାପ ହୋଇଥାଏ ।

ଯଦି ଆପଣ ଖାଦ୍ୟରେ ଲୁଣ ଅଧିକ ବ୍ୟବହାର କରିବାକୁ ପସନ୍ଦ କରନ୍ତି ବା ଅଧିକ  ଲୁଣ ଖାଆନ୍ତି  ତ ସାବଧାନ ହୋଇ ଯାଆନ୍ତୁ । ଫୁଡ୍‌ ସେଫ୍‌ଟି ଆଣ୍ଡ ଷ୍ଟାଣ୍ଡାର୍ଡ ଅଥୋରିଟି ଅଫ୍‌ ଇଣ୍ଡିଆ ( ଏଫ୍‌ଏସ୍‌ଏସ୍‌ଏଆଇ) ଖାଦ୍ୟରେ ଲୁଣର ମାତ୍ରାକୁ କଣ୍ଟ୍ରୋଲ କରିବା ପାଇଁ  କିଛି ଉତ୍ତମ ଉପାୟ କହିଛନ୍ତି । ହାଇ ବ୍ଲଡ୍‌ ପ୍ରେସର ବା କିଡନୀ ରୋଗରୁ ରକ୍ଷା ପାଇବା ପାଇଁ ଏହା ବହୁତ ଫଳପ୍ରଦ ହୋଇପାରେ।

ଖାଇବାରେ ଅଧିକ ମାତ୍ରାରେ ଲୁଣ ବ୍ୟବହାର କରିବା ପରିବର୍ତ୍ତେ ସିଜନ୍‌ରେ ମିଳୁଥିବା ଦ୍ୱିତୀୟ ବିକଳ୍ପକୁ ଖୋଜନ୍ତୁ। ଆପଣ ଲୁଣ ସ୍ଥାନରେ ଲେମନ ପାଉଡ଼ର ମ୍ୟାଙ୍ଗୋ ପାଉଡ଼ର ( ଆମ୍ୱର ପେଶା ଯାଇଥିବା ଚୂର୍ଣ୍ଣ ), ଜୁଆଣୀ ଓ ଗୋଲମରିଚ ଆଦି ବ୍ୟବହାର କରିପାରିବେ।  

ଏଫ୍‌ଏସ୍‌ଏସ୍‌ଏଆଇ ନିଜର ଟ୍ୱିଟ୍‌ରେ ଲେଖିଛି ,ଖାଦ୍ୟ ପ୍ରସ୍ତୁତ ବେଳେ ମଝିରେ ଲୁଣ ପକାଇବା  ବଦଳରେ , ଶେଷରେ ଲୁଣ ପକାନ୍ତୁ । ଏହି ପ୍ରକାରରେ ଆପଣ ଖାଦ୍ୟ ପ୍ରସ୍ତୁତ ପ୍ରକ୍ରିୟାରେ କମ୍‌ ଲୁଣର ଉପଯୋଗ କରିପାରିବେ ।

ଅନେକ ସମୟରେ ଦେଖିବାକୁ ମିଳେ ଲୋକେ  ଲଞ୍ଚ-ଡିନରରେ ଖାଇବା ସହ ପାମ୍ପଡ଼ , ଚଟନୀ ବା ନମକିନ୍‌ ସହ ଖାଇଥାନ୍ତି । ଏହି ସବି ଜିନିଷରେ ଲୁଣର ମାତ୍ରା ଅଧିକ ଥାଏ । ଏହା ସତ ଯେ ଜିଭକୁ ସ୍ୱାଦଯୁକ୍ତ ଲାଗିଥାଏ , ହେଲେ ବ୍ଲଡ୍‌ ପ୍ରେସର ପାଇଁ କ୍ଷତିକାରକ। ଏଥିପାଇଁ ଏହାର କମ୍‌ ବ୍ୟବହାର କରନ୍ତୁ।

କିଛି ଲୋକ ପନିପରିବା ବ୍ୟତୀତ ଖାଦ୍ୟର ଅନେକ ଜିନିଷରେ ଅତି ମାତ୍ରାରେ ଲୁଣ ପକାଇଥାନ୍ତି । ଦୋସା , ରୁଟି , ରାଇସ୍‌, ପୁରି ଓ ସାଲାଡରେ ବିନା ଲୁଣ ପକାଇ ମଧ୍ୟ ଖାଇପାରିବେ । ଏହସବୁ ଜିନିଷରେ ଲୁଣ ମିଶାଇଲେ , ଏହାର ପ୍ରାକୃତିକ ଗୁଣ କମିଯାଏ ।

Powered by Froala Editor

Tags Salt in food

Related articles Odisha News Lens 4.1

  • ହରିଶଙ୍କୁ ଶେଷ ବାର୍ତ୍ତା, ଭିଡିଓ ଭାଇରାଲ
    ଦେଶ-ଦେଶାନ୍ତର

    ହରିଶଙ୍କୁ ଶେଷ ବାର୍ତ୍ତା, ଭିଡିଓ ଭାଇରାଲ

    14531
    Mar 16, 2026
  • ଥାଲାପତି ବିଜୟଙ୍କୁ ଉପ-ମୁଖ୍ୟମନ୍ତ୍ରୀ ପଦ ଅଫର୍
    ଦେଶ-ଦେଶାନ୍ତର

    ଥାଲାପତି ବିଜୟଙ୍କୁ ଉପ-ମୁଖ୍ୟମନ୍ତ୍ରୀ ପଦ ଅଫର୍

    14050
    Mar 16, 2026
  • ପଶ୍ଚିମବଙ୍ଗ ନିର୍ବାଚନ: ମମତାଙ୍କ ନିର୍ବାଚନ ମଣ୍ଡଳୀରୁ ଶୁଭେନ୍ଦୁଙ୍କୁ ପ୍ରାର୍ଥୀ ...
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗ ନିର୍ବାଚନ: ମମତାଙ୍କ ନିର୍ବାଚନ ମଣ୍ଡଳୀରୁ ଶୁଭେନ୍ଦୁଙ୍କୁ ପ୍ରାର୍ଥୀ ...

    14969
    Mar 16, 2026
  • ମନ୍ଦିର ଦର୍ଶନ କରି ଫେରୁଥିଲେ, ଖାଇରେ ବସ୍ ଖସି ୭ ମୃତ
    ଦେଶ-ଦେଶାନ୍ତର

    ମନ୍ଦିର ଦର୍ଶନ କରି ଫେରୁଥିଲେ, ଖାଇରେ ବସ୍ ଖସି ୭ ମୃତ

    14040
    Mar 16, 2026
  • ଏସସିବି ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କଲେ ...
    ଦେଶ-ଦେଶାନ୍ତର

    ଏସସିବି ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କଲେ ...

    13702
    Mar 16, 2026
  • ପେଟ୍ରୋଲିୟମ୍ ଗ୍ୟାସ୍ ଟ୍ୟାଙ୍କର ଶିବାଲିକ୍ ପହଞ୍ଚିଲା ଗୁଜରାଟର ମୁନ୍ଦ୍ରା ବନ୍ଦରରେ
    ଦେଶ-ଦେଶାନ୍ତର

    ପେଟ୍ରୋଲିୟମ୍ ଗ୍ୟାସ୍ ଟ୍ୟାଙ୍କର ଶିବାଲିକ୍ ପହଞ୍ଚିଲା ଗୁଜରାଟର ମୁନ୍ଦ୍ରା ବନ୍ଦରରେ

    14128
    Mar 16, 2026
  • ଇରାନର କ୍ଷେପଣାସ୍ତ୍ର ମାଡରେ ଇସ୍ରାଏଲରେ ୮ ଆହତ
    ଦେଶ-ଦେଶାନ୍ତର

    ଇରାନର କ୍ଷେପଣାସ୍ତ୍ର ମାଡରେ ଇସ୍ରାଏଲରେ ୮ ଆହତ

    14742
    Mar 16, 2026
  • ବିକ୍ରି ହୋଇଗଲେ ୩ ଜଣ ବିଧାୟକ
    ରାଜନୀତି

    ବିକ୍ରି ହୋଇଗଲେ ୩ ଜଣ ବିଧାୟକ

    13690
    Mar 16, 2026
  • ଏକ୍ସପ୍ରେସ୍ ୱେରେ ରିଲ୍ସ କରି ଜୀବନ ହରାଇଲେ ଛାତ୍ର
    ଦେଶ-ଦେଶାନ୍ତର

    ଏକ୍ସପ୍ରେସ୍ ୱେରେ ରିଲ୍ସ କରି ଜୀବନ ହରାଇଲେ ଛାତ୍ର

    15613
    Mar 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ରାଜନୀତି

    ବିକ୍ରି ହୋଇଗଲେ ୩ ଜଣ ବିଧାୟକ

    13690
    Mar 16, 2026
  • ଦେଶ-ଦେଶାନ୍ତର

    ଏକ୍ସପ୍ରେସ୍ ୱେରେ ରିଲ୍ସ କରି ଜୀବନ ହରାଇଲେ ଛାତ୍ର

    15613
    Mar 16, 2026
  • ଦେଶ-ଦେଶାନ୍ତର

    ଏସସିବି ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

    13702
    Mar 16, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17374
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17437
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17783
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16255
    Apr 03, 2021

ବିଶେଷ

  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    13784
    Mar 15, 2026
  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    14204
    Mar 14, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13956
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14526
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15140
    Mar 08, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15682
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15145
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14995
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14504
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହରିଶଙ୍କୁ ଶେଷ ବାର୍ତ୍ତା, ଭିଡିଓ ଭାଇରାଲ

    14531
    Mar 16, 2026
  • ଥାଲାପତି ବିଜୟଙ୍କୁ ଉପ-ମୁଖ୍ୟମନ୍ତ୍ରୀ ପଦ ଅଫର୍

    14050
    Mar 16, 2026
  • ବିକ୍ରି ହୋଇଗଲେ ୩ ଜଣ ବିଧାୟକ

    13690
    Mar 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In