Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, September 02, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରଥମ ଭାରତୀୟ ଏନ୍‌ଜିଓ ଭାବେ ‘ଏଜୁକେଟ୍‌ ...

  • ଶିକ୍ଷକମାନେ TET ପାସ୍‌ କରିବାକୁ ପଡ଼ିବ

  • ସାଂଘାଇରେ ଆତଙ୍କବାଦ ବିରୁଦ୍ଧରେ ବର୍ଷିଲେ ...

  • ଆଫଗାନିସ୍ତାନରେ ପ୍ରଚଣ୍ଡ ଭୂକମ୍ପ : ୮୦୦ ...

  • ଏକଘରିକିଆ ହେଲା ପାକିସ୍ତାନ, ଶେହବାଜ ...

  • ଏଲପିଜି ସିଲିଣ୍ଡର ଠାରୁ ଆରମ୍ଭ କରି ...

  • ଦ୍ୱିପାକ୍ଷିକ ଆଲୋଚନା ପରେ ଏହା କହିଲେ ...

  • ସରିଲା ନିର୍ବନ୍ଧ, ଖୁବ୍‌ଶୀଘ୍ର ବିବାହ ...

  • ଅଭିନେତ୍ରୀଙ୍କ ଅଣ୍ଟାରେ ହାତ ମାରିଲେ ...

  • ‘ପବିତ୍ର ରିସ୍ତା’ ଅଭିନେତ୍ରୀଙ୍କ ବିୟୋଗ, ...

ରାଜ୍ୟ
Home ›› ରାଜ୍ୟ ››ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ତ୍ରିବିକ୍ରମ ବେଶ

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ତ୍ରିବିକ୍ରମ ବେଶ

2021-11-17 07:52:15
14176
Share:
Facebook
Twitter
E-Mail
WhatsApp
Telegram
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ତ୍ରିବିକ୍ରମ ବେଶ


ପୁରୀ: ଆଜି କାର୍ତ୍ତିକମାସ ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥି । ଏହି ଦିନ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଆଡ଼କିଆ ବା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହୋଇଥାଏ । ପ୍ରାତଃ ସମୟରେ ଶ୍ରୀଜୀଉମାନଙ୍କର ଅବକାଶ ନୀତି ଶେଷ ହେବା ପରେ ଏହି ବେଶ ଆରମ୍ଭ ହୋଇଥାଏ । ପୁଷ୍ପାଳକ ସେବକମାନେ ଏହି ବେଶ ସମ୍ପାଦନ କରିଥାନ୍ତି ।
ଆଡ଼କିଆ ବେଶରେ ମହାପ୍ରଭୁ ଜଗନ୍ନାଥ ଓ ବଳଭଦ୍ରଙ୍କ ମସ୍ତକରେ ଚୂଳ ଲଗାଯାଏ । ଚୂଳ ଦୁଇଟି ସୋଲ, କନା, ବେତ, ଜମ୍ବୁରା, କଇଁଥ ଅଠା ଇତ୍ୟାଦିରେ ନିର୍ମିତ ହୋଇଥାଏ । ଏହି ଚୂଳରେ ସ୍ୱର୍ଣ୍ଣ ନିର୍ମିତ କିଆ ଆଡବାଗରେ ଖୋସା ଯାଇଥାଏ । ଦେବୀ ସୁଭଦ୍ରା ଓ ଅନ୍ୟ ଦୁଇ ଠାକୁରଙ୍କ ମସ୍ତକର ଶୀର୍ଷ ଭାଗରେ ସ୍ୱର୍ଣ୍ଣ ଚନ୍ଦ୍ରିକା ମଧ୍ୟ ଖଞ୍ଜା ଯାଇଥାଏ । ଏଥି ସହିତ ପୂର୍ବ ଦିନ ପରି ଅନ୍ୟାନ୍ୟ ସ୍ୱର୍ଣ୍ଣ ଅଳଙ୍କାର ଓ ହଳ, ମୂଷଳ, ଶଙ୍ଖ, ଚକ୍ର ଏବଂ ପାଟ ବସ୍ତ୍ର ଇତ୍ୟାଦିରେ ଠାକୁରମାନଙ୍କୁ ଆଡକିଆ ବା ତ୍ରିବିକ୍ରମ ବେଶରେ ଭୂଷିତ କରାଯାଇଥାଏ । ।
ଏହି ବେଶରେ ଘାଗଡା ମାଳି, ବରକୋଳି ମାଳି, ପଦ୍ମମାଳି, ଗିନିମାଳି, ପଦକ ମାଳି ପିନ୍ଧାଯାଏ । ଏହା ବ୍ୟତିତ ମହାପ୍ରଭୁଙ୍କ ଅନ୍ୟାନ୍ୟ ଅଳଙ୍କାର, ମାଳି, ଶ୍ରୀପୟର, ଶ୍ରୀହସ୍ତ ଏବଂ ଆୟୁଧ ମଧ୍ୟ ଲାଗି କରାଯାଏ । ଏହି ବେଶରେ ଶ୍ରୀଜୀଉମାନଙ୍କ ଶ୍ରୀମସ୍ତକରେ ସୋଲ, କନା, ବେତ, ଜମ୍ବୁରା ଓ କଇଁଥ ଅଠାରେ ତିଆରି ହୋଇଥିବା ଚୁଳ ଲଗାଯାଏ । ଏହି ଚୁଳରେ ସ୍ୱର୍ଣ୍ଣ ନିର୍ମିତ କିଆ ଆଡ଼ବାଗରେ ଖୋସାଯାଇ ଥିବାବେଳେ ଶୀର୍ଷଭାଗରେ ସ୍ୱର୍ଣ୍ଣ ଚନ୍ଦ୍ରିକା ଖୋସାଯାଇଥାଏ ।

Powered by Froala Editor

Tags Puri temple

Related articles Odisha News Lens 4.1

  • ସରିଲା ନିର୍ବନ୍ଧ, ଖୁବ୍‌ଶୀଘ୍ର ବିବାହ କରିବେ ସାଇ ଧନଶିକା ଓ ବିଶାଲ
    ମନୋରଞ୍ଜନ

    ସରିଲା ନିର୍ବନ୍ଧ, ଖୁବ୍‌ଶୀଘ୍ର ବିବାହ କରିବେ ସାଇ ଧନଶିକା ଓ ବିଶାଲ

    13708
    Aug 31, 2025
  • ଏକଘରିକିଆ ହେଲା ପାକିସ୍ତାନ, ଶେହବାଜ ସରିଫଙ୍କୁ  ଆଡ ଆଖିରେ ଚାହିଁଲେନି ମୋଦୀ
    ଦେଶ-ଦେଶାନ୍ତର

    ଏକଘରିକିଆ ହେଲା ପାକିସ୍ତାନ, ଶେହବାଜ ସରିଫଙ୍କୁ ଆଡ ଆଖିରେ ଚାହିଁଲେନି ମୋଦୀ

    13770
    Sep 01, 2025
  • ଆଫଗାନିସ୍ତାନରେ ପ୍ରଚଣ୍ଡ ଭୂକମ୍ପ : ୮୦୦ ଲୋକଙ୍କ ମୃତ୍ୟୁ ସୂଚନା
    ଦେଶ-ଦେଶାନ୍ତର

    ଆଫଗାନିସ୍ତାନରେ ପ୍ରଚଣ୍ଡ ଭୂକମ୍ପ : ୮୦୦ ଲୋକଙ୍କ ମୃତ୍ୟୁ ସୂଚନା

    15079
    Sep 01, 2025
  • ‘ପବିତ୍ର ରିସ୍ତା’ ଅଭିନେତ୍ରୀଙ୍କ ବିୟୋଗ, କ୍ୟାନସରରେ ପୀଡ଼ିତ ଥିଲେ
    ମନୋରଞ୍ଜନ

    ‘ପବିତ୍ର ରିସ୍ତା’ ଅଭିନେତ୍ରୀଙ୍କ ବିୟୋଗ, କ୍ୟାନସରରେ ପୀଡ଼ିତ ଥିଲେ

    13725
    Aug 31, 2025
  • ଦ୍ୱିପାକ୍ଷିକ ଆଲୋଚନା ପରେ ଏହା କହିଲେ ପୁଟିନ୍
    ଦେଶ-ଦେଶାନ୍ତର

    ଦ୍ୱିପାକ୍ଷିକ ଆଲୋଚନା ପରେ ଏହା କହିଲେ ପୁଟିନ୍

    15013
    Sep 01, 2025
  • ଶିକ୍ଷକମାନେ TET  ପାସ୍‌ କରିବାକୁ ପଡ଼ିବ
    ଦେଶ-ଦେଶାନ୍ତର

    ଶିକ୍ଷକମାନେ TET ପାସ୍‌ କରିବାକୁ ପଡ଼ିବ

    14155
    Sep 01, 2025
  • ଏଲପିଜି ସିଲିଣ୍ଡର ଠାରୁ ଆରମ୍ଭ କରି କ୍ରେଡିଟ୍‌ କାର୍ଡ ପର୍ଯ୍ୟନ୍ତ ସବୁ ନିୟମରେ ହେଲା ...
    ଦେଶ-ଦେଶାନ୍ତର

    ଏଲପିଜି ସିଲିଣ୍ଡର ଠାରୁ ଆରମ୍ଭ କରି କ୍ରେଡିଟ୍‌ କାର୍ଡ ପର୍ଯ୍ୟନ୍ତ ସବୁ ନିୟମରେ ହେଲା ...

    15367
    Sep 01, 2025
  • ଅଭିନେତ୍ରୀଙ୍କ ଅଣ୍ଟାରେ ହାତ ମାରିଲେ ଅଭିନେତା, ୟୁଜର୍ସ ଦେଲେ ଏମିତି ପ୍ରତିକ୍ରିୟା
    ମନୋରଞ୍ଜନ

    ଅଭିନେତ୍ରୀଙ୍କ ଅଣ୍ଟାରେ ହାତ ମାରିଲେ ଅଭିନେତା, ୟୁଜର୍ସ ଦେଲେ ଏମିତି ପ୍ରତିକ୍ରିୟା

    15464
    Aug 31, 2025
  • ପ୍ରଥମ ଭାରତୀୟ ଏନ୍‌ଜିଓ ଭାବେ ‘ଏଜୁକେଟ୍‌ ଗାର୍ଲସ୍‌’କୁ ମାଗାସେସ୍ ପୁରସ୍କାର
    ଦେଶ-ଦେଶାନ୍ତର

    ପ୍ରଥମ ଭାରତୀୟ ଏନ୍‌ଜିଓ ଭାବେ ‘ଏଜୁକେଟ୍‌ ଗାର୍ଲସ୍‌’କୁ ମାଗାସେସ୍ ପୁରସ୍କାର

    13396
    Sep 01, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ‘ପବିତ୍ର ରିସ୍ତା’ ଅଭିନେତ୍ରୀଙ୍କ ବିୟୋଗ, କ୍ୟାନସରରେ ପୀଡ଼ିତ ଥିଲେ

    13725
    Aug 31, 2025
  • ଦେଶ-ଦେଶାନ୍ତର

    ସାଂଘାଇରେ ଆତଙ୍କବାଦ ବିରୁଦ୍ଧରେ ବର୍ଷିଲେ ମୋଦୀ

    14576
    Sep 01, 2025
  • ଦେଶ-ଦେଶାନ୍ତର

    ଆଫଗାନିସ୍ତାନରେ ପ୍ରଚଣ୍ଡ ଭୂକମ୍ପ : ୮୦୦ ଲୋକଙ୍କ ମୃତ୍ୟୁ ସୂଚନା

    15079
    Sep 01, 2025

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16710
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16812
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17163
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15628
    Apr 03, 2021

ବିଶେଷ

  • ଏତିକି ମାତ୍ରା ଅଲମଣ୍ଡ ଖାଇବା ଶରୀର ପାଇଁ ଭଲ

    15572
    Aug 31, 2025
  • ପାର୍ଟନରଙ୍କ ସହ ଏମିତି କଲେ ହୁଏ ସମ୍ପର୍କ ନଷ୍ଟ

    14322
    Aug 30, 2025
  • ଦୈନିକ ପିଅନ୍ତୁ ଏହି ଜୁସ୍‌

    15050
    Aug 28, 2025
  • ଧରାପୃଷ୍ଠରେ ବିରାଜିଛନ୍ତି ପ୍ରଭୁ ଶ୍ରୀଗଣେଶ

    16230
    Aug 27, 2025
  • ରୋଷେଇ ଘର କୋଣରେ ତମ୍ବା ପାତ୍ରରେ ରଖନ୍ତୁ ଗଙ୍ଗାଜଳ, ସୁଧୁରିଥାଏ ଆର୍ଥିକ ପରିସ୍ଥିତି

    14388
    Aug 26, 2025

ବାଣିଜ୍ୟ

ଗ୍ରାମବାସୀଙ୍କ ଜୀବନଶୈଳୀରେ ପରିବର୍ତ୍ତନ ଆଣିଲା ଉତ୍କଳ ଆଲୁମିନା ସିଏସଆର

ରାୟଗଡା , 28 /8; ଉତ୍କଳ ଆଲୁମିନା, ହିଣ୍ଡାଲ୍କୋ ଇଣ୍ଡଷ୍ଟ୍ରିଜ ଆଦିତ୍ୟ ବିର୍ଲା ଗୃପର ସହଯୋଗୀ କମ୍ପାନୀ ପକ୍ଷରୁ ସିଏସଆର ଜରିଆରେ ଗ୍ରାମାଞ୍ଚଳରେ ବିଭିନ୍ନ ସାମାଜିକ ଓ ଅର୍ଥନୈତିକ ଭିତ୍ତିଭୂମି ବିକାଶ ମୂଳକ କାର୍ଯ୍ୟ ...

  • ହିଣ୍ଡାଲ୍କୋ ମିନାକ୍ଷୀ କୋଇଲା ଖଣି ପକ୍ଷରୁ ଛାତ୍ରଛାତ୍ରୀଙ୍କ ପାଇଁ ଦନ୍ତ ସଚେତନତା ଶିବିର ଅନୁଷ୍ଠିତ

    15201
    Aug 19, 2025
  • ଭାସମଲ ବିଦ୍ୟା ବାଲାନ୍ଙ୍କ ସହିତ ନୂଆ ହେନ୍ନା କ୍ରିମେ ହେୟାର କଲର ଟିଭିସିର ଶୁଭାରମ୍ଭ କରିଛି

    15686
    Aug 10, 2025
  • ହିମାଳୟ ବେବିକେୟାର ବିଶ୍ୱ ସ୍ତନ୍ୟପାନ ସପ୍ତାହ ନିମନ୍ତେ ଶୁଭାରମ୍ଭ କଲା #ହରକଦମହରମାକେସାଥ୍ ଅଭିଯାନ

    14783
    Aug 06, 2025
  • ଇଫ୍‌କୋ ଚେୟାରମ୍ୟାନ ଶ୍ରୀ ଦିଲୀପ ସଂଘାନିଙ୍କ ଘୋଷଣା; ଇଫ୍‌କୋର ନୂତନ ମ୍ୟାନେଜିଂ ଡାଇରେକ୍ଟର ହେଲେ ଶ୍ରୀ କେ ଜେ ପଟେଲ

    14594
    Aug 01, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦ୍ୱିପାକ୍ଷିକ ଆଲୋଚନା ପରେ ଏହା କହିଲେ ପୁଟିନ୍

    15013
    Sep 01, 2025
  • ଏଲପିଜି ସିଲିଣ୍ଡର ଠାରୁ ଆରମ୍ଭ କରି କ୍ରେଡିଟ୍‌ କାର୍ଡ ପର୍ଯ୍ୟନ୍ତ ସବୁ ନିୟମରେ ହେଲା ପରିବର୍ତ୍ତନ ଜାଣନ୍ତୁ..

    15367
    Sep 01, 2025
  • ଅଭିନେତ୍ରୀଙ୍କ ଅଣ୍ଟାରେ ହାତ ମାରିଲେ ଅଭିନେତା, ୟୁଜର୍ସ ଦେଲେ ଏମିତି ପ୍ରତିକ୍ରିୟା

    15464
    Aug 31, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In