Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, July 13, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....

  • ରାଜ୍ୟସଭାକୁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ...

  • ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ...

  • ଆଉ ନାହାନ୍ତି କୋଟା ଶ୍ରୀନିବାସ ରାଓ

  • ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ...

  • ଫିଲ୍ମରୁ ପ୍ରେରଣା : ଏଣିକି ସ୍କୁଲ୍‌ରୁ ...

  • ୧୫ ତାରିଖରେ ପୃଥିବୀକୁ ଫେରିବେ ଶୁଭାଂଶୁ

  • ଲଦାଖଲେ ଦଲାଇ ଲାମା, ଚୀନ୍ ଖପ୍ପା

  • ଦୁର୍ଘଟଣାର ପ୍ରମୁଖ କାରଣ: ହଠାତ୍‍ କାମ ...

  • ନୀତିଶ ସରକାରଙ୍କ ବଡ ଭେଟି: ମାଗଣାରେ ମିଳିବ ...

ରାଜ୍ୟ
Home ›› ରାଜ୍ୟ ››ଆଜି ୧୫୮ଟି ସ୍ମାର୍ଟ ସ୍କୁଲକୁ ଲୋକାର୍ପିତ କରିବେ ମୁଖ୍ୟମନ୍ତ୍ରୀ

ଆଜି ୧୫୮ଟି ସ୍ମାର୍ଟ ସ୍କୁଲକୁ ଲୋକାର୍ପିତ କରିବେ ମୁଖ୍ୟମନ୍ତ୍ରୀ

2021-11-18 06:02:49
15284
Share:
Facebook
Twitter
E-Mail
WhatsApp
Telegram
ଆଜି ୧୫୮ଟି ସ୍ମାର୍ଟ ସ୍କୁଲକୁ ଲୋକାର୍ପିତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବଦଳୁଛି ରାଜ୍ୟରେ ଥିବା ଅନେକ ସ୍କୁଲର ରୂପରେଖ । । ଆଜି ୫ ଜିଲ୍ଲାରେ ୧୫୮ଟି ରୂପାନ୍ତରିତ ହାଇସ୍କୁଲକୁ ଲୋକାର୍ପିତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ପିଲାମାନଙ୍କୁ ଉନ୍ନତ ଜ୍ଞାନକୌଶଳରେ ପାଠପଢା ପାଇଁ ସ୍କୁଲରେ ସ୍ମାର୍ଟ କ୍ଲାସରୁମ ବ୍ୟବସ୍ଥା ହୋଇଛି । ବିଦ୍ୟାଳୟ କାନ୍ଥବାଡରେ ଚମକୁଛି ଭଳିକି ଭଳି ଚିତ୍ର । ପାଠ ପଢିବା ପ୍ରତି ପିଲାଙ୍କୁ ଉତ୍ସାହିତ କରିବା ପାଇଁ ସ୍କୁଲଗୁଡିକ ଏକ ନୂଆ ରୂପ ଦେଉଛନ୍ତି ରାଜ୍ୟ ସରକାର ।ଆଜି ଲୋକାର୍ପିତ ହେବାକୁ ଥିବା ସ୍କୁଲଗୁଡିକ ମଧ୍ୟରେ ମୟୂରଭଞ୍ଜରେ ୬୦ଟି ସ୍କୁଲ, ଖୋର୍ଦ୍ଧାରେ ୩୮, କଳାହାଣ୍ଡିରେ ୨୯ଟି, ଝାରସୁଗୁଡାରେ ୨୫ଟି ଓ ମାଲକାନଗିରିରେ ୬ଟି ସ୍କୁଲ ରହିଛି । ଭିସି ଯୋଗେ ବିଦ୍ୟାଳୟଗୁଡିକ ଲୋକାର୍ପଣ ହେବାକୁ ଥିବା ବେଳେ ଜିଲ୍ଲା ସ୍ତରରେ ଏନେଇ ବିଶେଷ ଆୟୋଜନ କରାଯାଇଛି ।ପ୍ରକାଶ ଥାଉ କି, ଗତ ନଭେମ୍ବର ୧୬ରେ ୫ ଜିଲ୍ଲାରେ ୧୩୦ଟି ସ୍ମାର୍ଟ ସ୍କୁଲ ଉଦଘାଟନ କରିଥିଲେ । ଏହା ପୂର୍ବରୁ ନଭେମ୍ବର ୧୪ ତାରିଖରେ ବୌଦ୍ଧ ଜିଲ୍ଲା ୧୦ ହାଇସ୍କୁଲ, ସୋନପୁରର ୧୧ ହାଇସ୍କୁଲ, ଭଦ୍ରକର ୧୭ ହାଇସ୍କୁଲ ଓ କେନ୍ଦୁଝରର ୧୦୦ ହାଇସ୍କୁଲ ଓ ନଭେମ୍ବର ୧୧ ତାରିଖରେ ୫ଟି ଜିଲ୍ଲାର ୧୪୨ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିସାରିଛନ୍ତି ମୁଖ୍ୟମନ୍ତ୍ରୀ । ସୁନ୍ଦରଗଡ, କଟକ, ନବରଙ୍ଗପୁର, କନ୍ଧମାଳ ଓ ବାଲେଶ୍ବର ଆଦି ୫ଟି ଜିଲ୍ଲାର ଥିବା ୧୪୨ଟି ରୂପାନ୍ତର ସ୍କୁଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଥିଲେ ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ଫିଲ୍ମରୁ ପ୍ରେରଣା : ଏଣିକି ସ୍କୁଲ୍‌ରୁ ହଟିବ ‘ବ୍ୟାକ୍ ବେଞ୍ଚ’, ନୂଆ ଢାଞ୍ଚରେ ହେବ ...
    ଦେଶ-ଦେଶାନ୍ତର

    ଫିଲ୍ମରୁ ପ୍ରେରଣା : ଏଣିକି ସ୍କୁଲ୍‌ରୁ ହଟିବ ‘ବ୍ୟାକ୍ ବେଞ୍ଚ’, ନୂଆ ଢାଞ୍ଚରେ ହେବ ...

    14668
    Jul 12, 2025
  • ରାଜ୍ୟସଭାକୁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ମନୋନୀତ କଲେ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ରାଜ୍ୟସଭାକୁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ମନୋନୀତ କଲେ ରାଷ୍ଟ୍ରପତି

    14766
    Jul 13, 2025
  • ଦୁର୍ଘଟଣାର ପ୍ରମୁଖ କାରଣ: ହଠାତ୍‍ କାମ କରିଲାନି ବିମାନର ଦୁଇଟି ଇଞ୍ଜିନ
    ଦେଶ-ଦେଶାନ୍ତର

    ଦୁର୍ଘଟଣାର ପ୍ରମୁଖ କାରଣ: ହଠାତ୍‍ କାମ କରିଲାନି ବିମାନର ଦୁଇଟି ଇଞ୍ଜିନ

    15764
    Jul 12, 2025
  • ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....
    ବିଶେଷ

    ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....

    13834
    Jul 13, 2025
  • ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ଧରିଲେ ଲୋକ
    ଦେଶ-ଦେଶାନ୍ତର

    ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ଧରିଲେ ଲୋକ

    15021
    Jul 12, 2025
  • ଲଦାଖଲେ ଦଲାଇ ଲାମା,  ଚୀନ୍ ଖପ୍ପା
    ଦେଶ-ଦେଶାନ୍ତର

    ଲଦାଖଲେ ଦଲାଇ ଲାମା, ଚୀନ୍ ଖପ୍ପା

    15648
    Jul 12, 2025
  • ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ଚଢ଼ିଗଲା କାର
    ଦେଶ-ଦେଶାନ୍ତର

    ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ଚଢ଼ିଗଲା କାର

    15015
    Jul 13, 2025
  • ନୀତିଶ ସରକାରଙ୍କ ବଡ ଭେଟି: ମାଗଣାରେ ମିଳିବ ୧୦୦ ୟୁନିଟ୍‌ ବିଜୁଳି
    ଦେଶ-ଦେଶାନ୍ତର

    ନୀତିଶ ସରକାରଙ୍କ ବଡ ଭେଟି: ମାଗଣାରେ ମିଳିବ ୧୦୦ ୟୁନିଟ୍‌ ବିଜୁଳି

    15611
    Jul 12, 2025
  • ୧୫ ତାରିଖରେ ପୃଥିବୀକୁ ଫେରିବେ ଶୁଭାଂଶୁ
    ଦେଶ-ଦେଶାନ୍ତର

    ୧୫ ତାରିଖରେ ପୃଥିବୀକୁ ଫେରିବେ ଶୁଭାଂଶୁ

    15653
    Jul 12, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ଧରିଲେ ଲୋକ

    15021
    Jul 12, 2025
  • ଦେଶ-ଦେଶାନ୍ତର

    ଫିଲ୍ମରୁ ପ୍ରେରଣା : ଏଣିକି ସ୍କୁଲ୍‌ରୁ ହଟିବ ‘ବ୍ୟାକ୍ ବେଞ୍ଚ’, ନୂଆ ଢାଞ୍ଚରେ ହେବ ପାଠପଢା

    14668
    Jul 12, 2025
  • ଦେଶ-ଦେଶାନ୍ତର

    ଆଉ ନାହାନ୍ତି କୋଟା ଶ୍ରୀନିବାସ ରାଓ

    15435
    Jul 13, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16615
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16732
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17045
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15534
    Apr 03, 2021

ବିଶେଷ

  • ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....

    13834
    Jul 13, 2025
  • ସମୟର ସଦୁପଯୋଗ କରନ୍ତୁ ଏହିପରି

    14664
    Jul 12, 2025
  • ଔଷଧୀୟ ଗୁଣରେ ଭରପୁର ଅର୍ଜୁନ ଗଛ

    15534
    Jul 12, 2025
  • ଅନେକ ଔଷଧିୟ ଗୁଣରେ ଭରପୁର କ୍ୟାପସିକମ

    14524
    Jul 11, 2025
  • ନିରୋଗ ରହିବା ପାଇଁ ଆପଣାନ୍ତୁ ଏହି ଉପାୟ

    14681
    Jul 10, 2025

ବାଣିଜ୍ୟ

ଆଦିତ୍ୟ ଆଲୁମିନିୟମ ର ପ୍ରତିଭା ସମ୍ମାନ ରେ ସମ୍ମାନିତ ହେଲେ ରେଙ୍ଗାଲି ବ୍ଲକ ର ୨୩ ଜଣ ଛାତ୍ର ଛାତ୍ରୀ

ଭୁବନେଶ୍ୱର:- ଆଦିତ୍ୟ ଆଲୁମିନିୟମ ପାରିପାର୍ଶ୍ବିକ ଉନ୍ନୟନ କାର୍ଯ୍ୟକ୍ରମରେ  ମାଟ୍ରିକ ରେ ୭୦% ରୁ ଅଧିକ ମାର୍କ ରଖି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ସାମୁହିକ ପ୍ରତିଭା ସମ୍ମାନ କାର୍ ...

  • ଆଶୀର୍ବାଦ ଲୁଣ ‘ଆୟୋଡିନ ର ତିଳକ’ରଥ ଯାତ୍ରା ଅଭିଯାନ ଭ୍ରାମ୍ୟମାଣ ଆକାରରେ ପହଞ୍ଚୁଛି

    15868
    Jul 04, 2025
  • ପୁରୀ ରଥ ଯାତ୍ରାରେ ଆଶୀର୍ବାଦ ଭକ୍ତଗଣଙ୍କୁ ‘ଭକ୍ତି ପଥେ’ ଆଗେଇ ନେଉଛି

    16409
    Jul 01, 2025
  • ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

    14056
    Jun 28, 2025
  • ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

    15577
    Jun 25, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ଧରିଲେ ଲୋକ

    15021
    Jul 12, 2025
  • ୧୫ ତାରିଖରେ ପୃଥିବୀକୁ ଫେରିବେ ଶୁଭାଂଶୁ

    15653
    Jul 12, 2025
  • ଆଉ ନାହାନ୍ତି କୋଟା ଶ୍ରୀନିବାସ ରାଓ

    15435
    Jul 13, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In