Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 05, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

୫୦୦ ଟଙ୍କିଆ ନୋଟ୍ ବନ୍ଦ ନେଇ ଆସିଲା ଅପଡେଟ୍

ରାଜ୍ୟ
Home ›› ରାଜ୍ୟ ››ସରକାରୀ କର୍ମଚାରୀଙ୍କ ପାଇଁ ଛୁଟି ତାଲିକା ଘୋଷଣା,ଆସନ୍ତାବର୍ଷ ମିଳିବ ୧୦୪ଦିନ ଛୁଟି

ସରକାରୀ କର୍ମଚାରୀଙ୍କ ପାଇଁ ଛୁଟି ତାଲିକା ଘୋଷଣା,ଆସନ୍ତାବର୍ଷ ମିଳିବ ୧୦୪ଦିନ ଛୁଟି

2021-11-18 09:25:44
15409
Share:
Facebook
Twitter
E-Mail
WhatsApp
Telegram
ସରକାରୀ କର୍ମଚାରୀଙ୍କ ପାଇଁ ଛୁଟି ତାଲିକା ଘୋଷଣା,ଆସନ୍ତାବର୍ଷ ମିଳିବ ୧୦୪ଦିନ ଛୁଟି


ଭୁବନେଶ୍ୱର: ରାଜ୍ୟ ସରକାର ୨୦୨୨ ମସିହା ପାଇଁ ଆଜି ସରକାରୀ କର୍ମଚାରୀଙ୍କ ପାଇଁ ଛୁଟି ତାଲିକା ଘୋଷଣା କରିଛନ୍ତି। ରବିବାର, ଦ୍ୱିତୀୟ ଓ ଚତୁର୍ଥ ଶନିବାରକୁ ମିଶାଇ ଜଣେ କର୍ମଚାରୀ ନିଶ୍ଚିତ ୧୦୪ଦିନ ଛୁଟି ପାଇପାରିବେ। ଅବଶ୍ୟ କର୍ମଚାରୀ ଚାହିଁଲେ ଏହାଠୁ ଅଧିକ ଛୁଟି ବ୍ୟକ୍ତିଗତ ଭାବେ ନେଇପାରିବେ। ଚଳିତବର୍ଷ ତୁଳନାରେ ଆସନ୍ତାବର୍ଷରେ ଛୁଟି ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି।

ରାଜସ୍ୱ ଓ ବିପର୍ୟ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୨୦୨୨ ମସିହା କ୍ୟାଲେଣ୍ଡର ବର୍ଷରେ ରାଜ୍ୟର ସମସ୍ତ ସରକାରୀ ଅଫିସ୍ ଓ ରାଜସ୍ୱ ଓ ମାଜିଷ୍ଟ୍ରେଟ୍ କୋର୍ଟ ପାଇଁ ଏହି ଛୁଟି ନିର୍ଦ୍ଦେଶନାମା ଲାଗୁ ହେବ। ୨୦୨୨ କ୍ୟାଲେଣ୍ଡର ବର୍ଷରେ ୨୭ଦିନ ସରକାରୀ ଛୁଟି ଥିବାବେଳେ ଇଚ୍ଛାଧୀନ ଛୁଟି ଭାବେ ୫ଟି ଛୁଟିଦିନକୁ ଘୋଷଣା କରାଯାଇଛି। କିନ୍ତୁ ଏହି ଇଚ୍ଛାଧୀନ ଛୁଟିଦିନ ମଧ୍ୟରୁ କେବଳ ଗୋଟିଏ ଛୁଟିକୁ କର୍ମଚାରୀମାନେ ନିଜ ସୁବିଧା ହିସାବରେ ଉପଯୋଗ କରିପାରିବେ। ଅର୍ଥାତ୍ ୨୮(୨୭+୧)ଟି ଛୁଟି ଜଣେ କର୍ମଚାରୀଙ୍କୁ ମିଳୁଥିବାବେଳେ ୫୨ଟି ରବିବାର ଏବଂ ୨୪ଟି ଦ୍ୱିତୀୟ ଓ ଚତୁର୍ଥ ଶନିବାରକୁ ମିଶାଇଲେ ୨୦୨୨ ମସିହା କ୍ୟାଲେଣ୍ଡର ବର୍ଷରେ ମୋଟ ୧୦୪ଟି ଛୁଟି ମିଳିବ।

ରାଜ୍ୟ ସରକାର ଯେଉଁ ୫ଟି ଛୁଟିଦିନକୁ ଇଚ୍ଛାକୃତ ଛୁଟି ତାଲିକାରେ ସାମିଲ କରିଛନ୍ତି ତାହା ହେଲା ଜାନୁୟାରୀ ୨୫ରେ ବ୍ରହ୍ମସମାଜ ପ୍ରତିଷ୍ଠା ଦିବସ, ଏପ୍ରିଲ ୧୬ରେ ଇଷ୍ଟର ଶନିବାର, ଏପ୍ରିଲ ୨୭ରେ ଶବ୍‌-ଇ-କ୍ୱାଦର, ନଭେମ୍ବର ୨ ଅଁଳା ନବମୀ ଓ ନଭେମ୍ବର ୧୧ ପ୍ରଥମାଷ୍ଟମୀ । ଏହି ୫ଟି ଇଚ୍ଛାକୃତ ଛୁଟି ଦିନ ମଧ୍ୟରୁ ଯେକୌଣସି ଗୋଟିଏ ଛୁଟିକୁ କର୍ମଚାରୀମାନେ ନିଜ ସୁବିଧା ହିସାବରେ ଚୟନ କରିପାରିବେ।
ରବିବାର ଏବଂ ଦ୍ୱିତୀୟ ଓ ଚତୁର୍ଥ ଶନିବାର ଛୁଟି ଦିନରେ ଆଉ କେତେକ ପର୍ବପର୍ବାଣୀ ପଡ଼ୁଥିବାରୁ ସେହିଦିନ ଗୁଡ଼ିକ ସ୍ୱତନ୍ତ୍ର ଭାବେ ଛୁଟି ଘୋଷଣା ହୋଇପାରିନି । ରବିବାର ଛୁଟିଦିନରେ ସୁବାସଚନ୍ଦ୍ର ବୋଷ ଜୟନ୍ତୀ ଜାନୁୟାରୀ ୨୩ରେ , ରାମନବମୀ ଏପ୍ରିଲ ୧୦ରେ , ଇଦ୍‌-ଉଲ-ଜୁହା ଜୁଲାଇ ୧୦ରେ , ମହାଳୟା ସେପ୍ଟେମ୍ବର ୨୫ରେ , ଗାନ୍ଧି ଜୟନ୍ତୀ ଅକ୍ଟୋବର ୨ରେ , ମହମ୍ମଦଙ୍କ ଜୟନ୍ତୀ ଅକ୍ଟୋବର ୯ରେ , ଖ୍ରୀଷ୍ଟମାସ ଡେ’ ଡିସେମ୍ବର ୨୫ରେ ପଡ଼ୁଥିବାରୁ ସ୍ୱତନ୍ତ୍ର ଭାବେ ଛୁଟିଦିନ ଘୋଷଣା ହୋଇନି। ସେହିପରି ଗୁରୁଗୋବିନ୍ଦ ସିଂ ଜୟନ୍ତୀ,ରାଜାରାମ ମୋହନ ରାୟ ଜୟନ୍ତୀ, ବାହୁଡ଼ା ଓ ଖ୍ରଷ୍ଟମାସ ପାଇଁ ୪ଦିନକୁ ଇଚ୍ଛାଧୀନ ଛୁଟି ଭାବେ ବିବେଚନା ହେଉଥିଲେ ମଧ୍ୟ ଏସବୁ ରବିବାର ଓ ଶନିବାର ଛୁଟିଦିନରେ ପଡ଼ୁଛି । ବିଜ୍ଞପ୍ତି ଅନୁସାରେ, ଯେହେତୁ ରବିବାର, ଦ୍ୱିତୀୟ ଓ ଚତୁର୍ଥ ଶନିବାର କେତେକ ପର୍ବପର୍ବାଣୀ ଓ ଉତ୍ସବ ପାଳନ ହେଉଛି ତେଣୁ ସେହିଦିନଗୁଡ଼ିକୁ ନିର୍ଦ୍ଦିଷ୍ଟ ଭାବେ ଛୁଟି ଘୋଷଣା କରାଯାଇନାହିଁ।
ସୂଚନାଯୋଗ୍ୟ, ଗତବର୍ଷ କର୍ମଚାରୀଙ୍କୁ ୧୦୬ଦିନ ସରକାରୀ ଛୁଟି ମିଳିଥିବାବେଳେ ଚଳିତଥର ୧୦୪ଦିନ ସରକାରୀ ଛୁଟି ମିଳିବ ବୋଲି ଜଣାପଡ଼ିଛି। ଏହି ଛୁଟି ରାଜ୍ୟର ସମସ୍ତ ସରକାରୀ ଅଫିସ ଓ ରାଜସ୍ୱ କୋର୍ଟ ପାଇଁ ଉଦ୍ଦିଷ୍ଟ।

Powered by Froala Editor

Tags Holiday list

Related articles Odisha News Lens 4.1

  • RCBର ବିଜୟ ରାଲିରେ ଦଳାଚକଟା, ୧୧ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    RCBର ବିଜୟ ରାଲିରେ ଦଳାଚକଟା, ୧୧ ଜଣଙ୍କ ମୃତ୍ୟୁ

    13681
    Jun 04, 2025
  • ଧାରୁଆ ଛୁରୀରେ ପ୍ରେମିକାକୁ ଆକ୍ରମଣ କଲା ପ୍ରେମିକ
    ଦେଶ-ଦେଶାନ୍ତର

    ଧାରୁଆ ଛୁରୀରେ ପ୍ରେମିକାକୁ ଆକ୍ରମଣ କଲା ପ୍ରେମିକ

    15524
    Jun 04, 2025
  • ୫୦୦ ଟଙ୍କିଆ ନୋଟ୍ ବନ୍ଦ ନେଇ ଆସିଲା ଅପଡେଟ୍
    ଦେଶ-ଦେଶାନ୍ତର

    ୫୦୦ ଟଙ୍କିଆ ନୋଟ୍ ବନ୍ଦ ନେଇ ଆସିଲା ଅପଡେଟ୍

    14032
    Jun 04, 2025
  • ICUରେ ଦୀପିକା, କର୍କଟ ଅସ୍ତ୍ରୋପଚାର ଶେଷ
    ମନୋରଞ୍ଜନ

    ICUରେ ଦୀପିକା, କର୍କଟ ଅସ୍ତ୍ରୋପଚାର ଶେଷ

    14862
    Jun 04, 2025
  • ୨୦୨୭ ମାର୍ଚ୍ଚ ୧ରୁ ହୋଇପାରେ ଜନଗଣନା
    ଦେଶ-ଦେଶାନ୍ତର

    ୨୦୨୭ ମାର୍ଚ୍ଚ ୧ରୁ ହୋଇପାରେ ଜନଗଣନା

    15448
    Jun 04, 2025
  • ଜୁଲାଇ ୨୧ରୁ ମୌସୁମୀ ଅଧିବେଶନ ଆରମ୍ଭ
    ଦେଶ-ଦେଶାନ୍ତର

    ଜୁଲାଇ ୨୧ରୁ ମୌସୁମୀ ଅଧିବେଶନ ଆରମ୍ଭ

    13830
    Jun 04, 2025
  • ଭୁଶୁଡ଼ିଲା ପୁରୁଣା ଛାତ; ୩ ଶ୍ରମିକ ଗୁରୁତର
    ଜିଲ୍ଲା ପରିକ୍ରମା

    ଭୁଶୁଡ଼ିଲା ପୁରୁଣା ଛାତ; ୩ ଶ୍ରମିକ ଗୁରୁତର

    15377
    Jun 04, 2025
  • ଜ୍ୟୋତିଙ୍କ ପରେ ଆଉ ଜଣେ ୟୁଟ୍ୟୁବର ଗିରଫ
    ଦେଶ-ଦେଶାନ୍ତର

    ଜ୍ୟୋତିଙ୍କ ପରେ ଆଉ ଜଣେ ୟୁଟ୍ୟୁବର ଗିରଫ

    14188
    Jun 04, 2025
  • ୨୧ରୁ ଆରମ୍ଭ ହେବ ସଂସଦର ମୌସୁମୀ ଅଧିବେଶନ
    ଦେଶ-ଦେଶାନ୍ତର

    ୨୧ରୁ ଆରମ୍ଭ ହେବ ସଂସଦର ମୌସୁମୀ ଅଧିବେଶନ

    13525
    Jun 04, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ICUରେ ଦୀପିକା, କର୍କଟ ଅସ୍ତ୍ରୋପଚାର ଶେଷ

    14862
    Jun 04, 2025
  • ଦେଶ-ଦେଶାନ୍ତର

    ଧାରୁଆ ଛୁରୀରେ ପ୍ରେମିକାକୁ ଆକ୍ରମଣ କଲା ପ୍ରେମିକ

    15524
    Jun 04, 2025
  • ଜିଲ୍ଲା ପରିକ୍ରମା

    ଭୁଶୁଡ଼ିଲା ପୁରୁଣା ଛାତ; ୩ ଶ୍ରମିକ ଗୁରୁତର

    15377
    Jun 04, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16644
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16937
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15472
    Apr 03, 2021

ବିଶେଷ

  • ଅଧା କପ୍‌ ବିଟ୍‌ ରସର କରାମତି

    13710
    Jun 04, 2025
  • ଖରାଦିନେ ତ୍ୱଚାରେ ଚମକ ଆଣିବା ପାଇଁ ଜାଣନ୍ତୁ ଉପାୟ....

    13545
    Jun 04, 2025
  • କୋଲେଷ୍ଟରଲ କମାଏ ଅଁଳାରସ

    13587
    Jun 03, 2025
  • ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

    15189
    Jun 03, 2025
  • ଅବସାଦ ଦୂର କରିବାର ସହଜ ଉପାୟ ଜାଣନ୍ତୁ....

    15280
    Jun 02, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15689
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16306
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14015
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14812
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜୁଲାଇ ୨୧ରୁ ମୌସୁମୀ ଅଧିବେଶନ ଆରମ୍ଭ

    13830
    Jun 04, 2025
  • ୨୦୨୭ ମାର୍ଚ୍ଚ ୧ରୁ ହୋଇପାରେ ଜନଗଣନା

    15448
    Jun 04, 2025
  • ଭୁଶୁଡ଼ିଲା ପୁରୁଣା ଛାତ; ୩ ଶ୍ରମିକ ଗୁରୁତର

    15377
    Jun 04, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In