Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, February 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ...

  • ନିଜ ଶୈଳୀରେ ପାଠ ପଢିବାକୁ ପରାମର୍ଶ ଦେଲେ ...

  • କଂଗ୍ରେସକୁ କଟାକ୍ଷ କରି ଏମିତି କହିଲେ ...

  • ପ୍ରବଳ ହଟ୍ଟଗୋଳ: ଆସନ୍ତା ସୋମବାର ଦିନ ...

  • ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରୁ ...

  • ନାଇଜେରିଆର ଦୁଇଟି ଗାଁରେ ଉଗ୍ରବାଦୀଙ୍କ ...

  • ଆଜି ପୁଣି କମିଛି ସୁନା ଓ ରୂପା ଦର

  • ଅନ୍‌ଲାଇନ୍ ଗେମ୍ ନିଶା, ୯ ମହଲାରୁ ଡେଇଁଲେ ...

  • ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ...

  • ମୋଦିଙ୍କ ଲୋକପ୍ରିୟ କାର୍ୟ୍ୟକ୍ରମ ...

ରାଜ୍ୟ
Home ›› ରାଜ୍ୟ ››ପ୍ରକାଶ ପାଇଲା ଯୁକ୍ତ୨ ପରୀକ୍ଷା ଫଳ , ଜାଣନ୍ତୁ କେତେ ପାସ୍

ପ୍ରକାଶ ପାଇଲା ଯୁକ୍ତ୨ ପରୀକ୍ଷା ଫଳ , ଜାଣନ୍ତୁ କେତେ ପାସ୍

2021-11-20 06:07:13
13665
Share:
Facebook
Twitter
E-Mail
WhatsApp
Telegram
ପ୍ରକାଶ ପାଇଲା ଯୁକ୍ତ୨ ପରୀକ୍ଷା ଫଳ , ଜାଣନ୍ତୁ କେତେ ପାସ୍

ଭୁବେନେଶ୍ୱର: ପ୍ରକାଶ ପାଇଲା ବହୁ ପ୍ରତୀକ୍ଷିତ ଯୁକ୍ତ ଦୁଇ ପରୀକ୍ଷା ଫଳ । ଗତକାଲି ସନ୍ଧ୍ୟାରେ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି କୁହାଯାଉଥିଲା କିନ୍ତୁ କୌଣସି କାରଣ ପାଇଁ କାଲି ପ୍ରକାଶ ପାଇନଥିଲା । ତେବେ ଆଜି ଅଫଲାଇନରେ ହୋଇଥିବା ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇଛି । 
ସୂଚନା ଅନୁସାରେ ଚଳିତ ବର୍ଷ ୧୨ହଜାର ୩୨୧ ଜଣ ଛାତ୍ରଛାତ୍ରୀ ଅଫଲାଇନରେ ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରୁ ୮ହଜାର ୪୬୦ଜଣ କୃତକାର୍ଯ୍ୟ ହୋଇଛନ୍ତି । ଏହି ପରୀକ୍ଷାରେ ପାସ୍ ହାର ରହିଛି ୬୮.୬୬ ପ୍ରତିଶତ । ଏମାନଙ୍କ ମଧ୍ୟରୁ କଳାରେ ୬ହଜାର ୩୧୦ ଜଣ ପାସ୍ କରିଥିବାବେଳେ ବାଣିଜ୍ୟରେ ୪୨୨ଜଣ ଓ ବିଜ୍ଞାନରେ ୧ହଜାର ୫୦୧ ଜଣ ପାସ୍ କରିଛନ୍ତି । ସେହିପରି ଧନ୍ଦାମୂଳକ ଶିକ୍ଷାରେ
୨୨୭ଜଣ ପାସ୍ କରିଛନ୍ତି । 
ତେବେ ଏହି ପରୀକ୍ଷା ଫଳରେ ଛାତ୍ରଙ୍କୁ ପଛରେ ପକାଇଛନ୍ତି ଛାତ୍ରୀ । ଛାତ୍ରଙ୍କ ପାସ୍ ହାର ୬୨.୭ ରହିଥିବାବେଳେ ଛାତ୍ରୀଙ୍କ ପାସ୍ ହାର ୬୬.୭୬ ରହିଛି ।

Powered by Froala Editor

Tags Result

Related articles Odisha News Lens 4.1

  • ନାଇଜେରିଆର ଦୁଇଟି ଗାଁରେ ଉଗ୍ରବାଦୀଙ୍କ ଆକ୍ରମଣ, ୧୬୨ ମୃତ
    ଦେଶ-ଦେଶାନ୍ତର

    ନାଇଜେରିଆର ଦୁଇଟି ଗାଁରେ ଉଗ୍ରବାଦୀଙ୍କ ଆକ୍ରମଣ, ୧୬୨ ମୃତ

    13915
    Feb 05, 2026
  • ନିଜ ଶୈଳୀରେ ପାଠ ପଢିବାକୁ ପରାମର୍ଶ ଦେଲେ ମୋଦୀ
    ଦେଶ-ଦେଶାନ୍ତର

    ନିଜ ଶୈଳୀରେ ପାଠ ପଢିବାକୁ ପରାମର୍ଶ ଦେଲେ ମୋଦୀ

    14172
    Feb 06, 2026
  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ
    ବିଶେଷ

    ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ

    15154
    Feb 06, 2026
  • ଭୃଷଙ୍ଗ ପତ୍ରରେ ଅଛି  ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର
    ବିଶେଷ

    ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର

    15714
    Feb 04, 2026
  • ମୋଦିଙ୍କ ଲୋକପ୍ରିୟ କାର୍ୟ୍ୟକ୍ରମ ‘ପରୀକ୍ଷା ପେ ଚର୍ଚ୍ଚା’ ର ୯ମ ସଂସ୍କରଣ ୬ରେ
    ଦେଶ-ଦେଶାନ୍ତର

    ମୋଦିଙ୍କ ଲୋକପ୍ରିୟ କାର୍ୟ୍ୟକ୍ରମ ‘ପରୀକ୍ଷା ପେ ଚର୍ଚ୍ଚା’ ର ୯ମ ସଂସ୍କରଣ ୬ରେ

    15788
    Feb 04, 2026
  • ଅନ୍‌ଲାଇନ୍ ଗେମ୍ ନିଶା, ୯ ମହଲାରୁ ଡେଇଁଲେ ୩ ଭଉଣୀ
    ଦେଶ-ଦେଶାନ୍ତର

    ଅନ୍‌ଲାଇନ୍ ଗେମ୍ ନିଶା, ୯ ମହଲାରୁ ଡେଇଁଲେ ୩ ଭଉଣୀ

    14952
    Feb 04, 2026
  • ଆଜି ପୁଣି କମିଛି ସୁନା ଓ ରୂପା ଦର
    ଦେଶ-ଦେଶାନ୍ତର

    ଆଜି ପୁଣି କମିଛି ସୁନା ଓ ରୂପା ଦର

    13651
    Feb 05, 2026
  •  କଂଗ୍ରେସକୁ କଟାକ୍ଷ କରି ଏମିତି କହିଲେ ମୋଦୀ
    ଦେଶ-ଦେଶାନ୍ତର

    କଂଗ୍ରେସକୁ କଟାକ୍ଷ କରି ଏମିତି କହିଲେ ମୋଦୀ

    13430
    Feb 06, 2026
  •  ପ୍ରବଳ ହଟ୍ଟଗୋଳ: ଆସନ୍ତା ସୋମବାର ଦିନ ୧୧ଟା ପର୍ୟ୍ୟନ୍ତ ଗୃହ ମୁଲତବୀ ଘୋଷଣା
    ଦେଶ-ଦେଶାନ୍ତର

    ପ୍ରବଳ ହଟ୍ଟଗୋଳ: ଆସନ୍ତା ସୋମବାର ଦିନ ୧୧ଟା ପର୍ୟ୍ୟନ୍ତ ଗୃହ ମୁଲତବୀ ଘୋଷଣା

    14168
    Feb 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଜି ପୁଣି କମିଛି ସୁନା ଓ ରୂପା ଦର

    13651
    Feb 05, 2026
  • ଦେଶ-ଦେଶାନ୍ତର

    ନାଇଜେରିଆର ଦୁଇଟି ଗାଁରେ ଉଗ୍ରବାଦୀଙ୍କ ଆକ୍ରମଣ, ୧୬୨ ମୃତ

    13915
    Feb 05, 2026
  • ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା: ଜାଣନ୍ତୁ କାହିଁକି ?

    14765
    Feb 05, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17326
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17396
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17742
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16219
    Apr 03, 2021

ବିଶେଷ

  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ

    15154
    Feb 06, 2026
  • ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର

    15714
    Feb 04, 2026
  • ସକାଳେ ଖାଲି ପେଟରେ ଉଷୁମ ପାଣି ସହିତ ଆପଣଙ୍କ ଦିନ କରନ୍ତୁ ଆରମ୍ଭ

    14181
    Feb 02, 2026
  • କ୍ଷୀରକୁ କଦାପି ଖୋଲା ରଖନ୍ତୁ ନାହିଁ, ପରିବାରରେ ସୃଷ୍ଟି ହୁଏ କଳହ

    14397
    Jan 31, 2026
  • ଏମିତି କଲେ ହେବ ନାହିଁ ଗ୍ୟାସ୍

    14543
    Jan 29, 2026

ବାଣିଜ୍ୟ

ଭୁଶୁଡିଲା ସେୟାର ମାର୍କେଟ

ଘରୋଇ ସେୟାର ବଜାରରେ ଏକ ଭୟଙ୍କର ସୁନାମି ଦେଖିବାକୁ ମିଳିଛି। ରବିବାର ଦିନ, BSE ସେନସେକ୍ସରେ ୧୫୪୬.୮୪ ପଏଣ୍ଟ (୧.୮୮%) ହ୍ରାସ ଘଟି ୮୦୭୨୨.୯୪ ପଏଣ୍ଟରେ ବନ୍ଦ ହୋଇଛି । ସେହିଭଳି NSE ନିଫ୍ଟି ୫୦ ଇଣ୍ଡେକ୍ସରେ ୪୯୫.୨୦ (୧.୯୬%) ହ୍ରାସ ଘଟି ୨୪୮୨୫.୪୫ ପଏଣ୍ଟରେ ବନ୍ଦ ହୋଇଥିଲା । ତେବେ ବଜେଟ୍ ଦିନ ସବୁଜ ରଙ୍ଗରେ ଖୋଲିଥ ...

  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16055
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15331
    Jan 22, 2026
  • ୧.୪୦ ଲକ୍ଷ ଟପିଲା ସୁନା

    15743
    Jan 12, 2026
  • ଆମୱେ ଇଣ୍ଡିଆ ଦ୍ରୁତ ଓ ସହଜ ସେବା ସହିତ ହୋମ୍‌ ଡେଲିଭରି ଅନୁଭୂତିକୁ ନୂଆ ରୂପ ପ୍ରଦାନ କରିଛି

    15498
    Jan 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରବଳ ହଟ୍ଟଗୋଳ: ଆସନ୍ତା ସୋମବାର ଦିନ ୧୧ଟା ପର୍ୟ୍ୟନ୍ତ ଗୃହ ମୁଲତବୀ ଘୋଷଣା

    14168
    Feb 06, 2026
  • ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା: ଜାଣନ୍ତୁ କାହିଁକି ?

    14765
    Feb 05, 2026
  • ଆଜି ପୁଣି କମିଛି ସୁନା ଓ ରୂପା ଦର

    13651
    Feb 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In