Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, October 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତ ଅଟୋ ପ୍ରେମରେ ବ୍ରିଟେନ ଦମ୍ପତି

  • ଅତି ଭୟଙ୍କର ହେଲାଣି ବାତ୍ୟା ‘ଅର୍ଣ୍ଣବ’ : ...

  • ମନ୍ଦିରରୁ ନବବଧୂକୁ ଉଠାଇନେଲେ

  • ଥେନି ଜିଲ୍ଲା ଜେଲରୁ ୧୭ କଏଦୀ ଫେରାର

  • ହୋଟେଲ୍‌ ଲିଜ୍‌ ଚୁକ୍ତିକୁ ନେଇ ବିବାଦ, ...

  • ବାଲକୋନିରୁ ଛେପ ପକାଉଥିବା ବେଳେ ୧୧ ହଜାର ...

  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ ...

  • କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ...

  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ...

  • ବିଲୁପ୍ତପ୍ରାୟ ସ୍ଲୋ ଲୋରିସ୍‌ ଚିହ୍ନଟ, ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଏହି ବ୍ୟାଟ୍ସମ୍ୟାନ୍ଙ୍କୁ ଆଇ ଲଭ୍ ୟୁ କହିଲେ ବିରାଟ, ଜାଣନ୍ତୁ କାହିଁକି

ଏହି ବ୍ୟାଟ୍ସମ୍ୟାନ୍ଙ୍କୁ ଆଇ ଲଭ୍ ୟୁ କହିଲେ ବିରାଟ, ଜାଣନ୍ତୁ କାହିଁକି

2021-11-20 13:32:59
16047
Share:
Facebook
Twitter
E-Mail
WhatsApp
Telegram
ଏହି ବ୍ୟାଟ୍ସମ୍ୟାନ୍ଙ୍କୁ ଆଇ ଲଭ୍ ୟୁ କହିଲେ ବିରାଟ, ଜାଣନ୍ତୁ କାହିଁକି


ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟ୍ସମ୍ୟାନ୍ ଏବି ଡି'ଭିଲିୟର୍ସ ଶୁକ୍ରବାର କ୍ରିକେଟର ସମସ୍ତ ଫର୍ମାଟରୁ ସନ୍ନ୍ୟାସ ଘୋଷଣା କରିଛନ୍ତି। ୨୦୧୮ରେ ଅନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କହିସାରିଥିବା ଡି'ଭିଲିୟର୍ସ ଫ୍ରାଞ୍ଚାଇଜି କ୍ରିକେଟ୍ ଖେଳିବା ଜାରି ରଖିଥିଲେ। ସେ ଆଇପିଏଲରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ପକ୍ଷରୁ ଖେଳୁଥିଲେ। ସେ ଆରମ୍ଭରୁ ଦିଲ୍ଲୀ ଡେୟାରଡେଭିଲ୍ସ ପକ୍ଷରୁ ଖେଳି ଆଇପିଏଲର ଶୁଭାରମ୍ଭ କରିଥିଲେ। ଚତୁର୍ଥ ସିଜନ୍ ପରେ ସେ ଆରସିବି ପକ୍ଷରୁ ଖେଳିଥିଲେ। ସେତେବେଳୁ ସେ ବିରାଟ୍ କୋହଲି ଓ ତାଙ୍କର ବନ୍ଧୁତା ଆରମ୍ଭ ହୋଇଥିଲା। ଆଜି ଯେତେବେଳ ଡି'ଭିଲିୟର୍ସ ଅବସର ଘୋଷଣା କଲେ, କୋହଲି ନିଜ ଭାବନାକୁ କାବୁ କରିପାରିନଥିଲେ ଏବଂ ଟ୍ୱିଟ୍ ମାଧ୍ୟମରେ ନିଜର ଖାସ୍ ବନ୍ଧୁଙ୍କୁ ଭାବାତ୍ମକ ବାର୍ତ୍ତା ପଠାଇଛନ୍ତି।

କୋହଲି ଟ୍ୱିଟ୍ କରି ଲେଖିଛନ୍ତି, ଏବିଙ୍କ ଏହି ନିଷ୍ପତ୍ତି ମୋତେ ବହୁତ ଦୁଃଖିତ କରିଛି। କିନ୍ତୁ ମୁଁ ଜାଣିଛି ତୁମେ ନିଜ ପାଇଁ ଏବଂ ନିଜ ପରିବାର ପାଇଁ ସର୍ବଦା ସଠିକ୍ ନିଷ୍ପତ୍ତି ନେଇଛ। ଆଇ ଲଭ୍ ୟୁ'। ନିଜ ବନ୍ଧୁଙ୍କ ଠାରୁ ଏଭଳି ବାର୍ତ୍ତା ପାଇ ଡି'ଭିଲିୟର୍ସ ମଧ୍ୟ ଜବାବ ଦେଇ ଲେଖିଛନ୍ତି, 'ଲଭ୍ ୟୁ ଠୁ ମୋ ଭାଇ'। କୋହଲି ଆଉଏକ ଟ୍ୱିଟ୍ କରି ଡି'ଭିଲିୟର୍ସଙ୍କୁ ନିଜ ସମୟର ସର୍ବଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍ କହିଛନ୍ତି। କୋହଲି ଲେଖିଛନ୍ତି, ଡି'ଭିଲିୟର୍ସ ଆମ ସମୟର ସର୍ବଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍। ମୁଁ ଯେତେ ଲୋକଙ୍କୁ ଭେଟିଛି, ସେମାନଙ୍କ ମଧ୍ୟରୁ ଡି'ଭିଲିୟର୍ସ ସବୁଠାରୁ ପ୍ରେରଣାଦାୟୀ ବ୍ୟକ୍ତି। ଆପଣ ଯାହା କରିଛନ୍ତି ଏବଂ ଆରସିବିକୁ ଯାହା ଦେଇଛନ୍ତି, ଆପଣ ତାକୁ ନେଇ ଗର୍ବ କରିପାରିବେ। ଆମର ବନ୍ଧୁତା ଏହି ଖେଳଠାରୁ ବହୁତ ଆଗରେ ଏବଂ ଏହା ଚିରଦିନ ପାଇଁ ରହିବ।

ଉଭୟ କୋହଲି ଓ ଡି'ଭିଲିୟର୍ସଙ୍କ ବର୍ତ୍ତମାନ ସମୟରେ ମହାନ ବ୍ୟାଟ୍ସମ୍ୟାନ୍ କୁହାଯାଉଛି। ଏହି ଯୋଡ଼ି ଆରସିବି ପାଇଁ ଅନେକ ସ୍ମରଣୀୟ ଇନିଂସ୍ ଖେଳିଛନ୍ତି। ଦୁହେଁ ମେ' ୧୪, ୨୦୧୬ରେ ବେଙ୍ଗାଲୁରୁରେ ଗୁଜରାଟ ଲାୟନ୍ସ ବିପକ୍ଷ ମ୍ୟାଚରେ ୨୨୯ ରନର ଭାଗିଦାରୀ କରିଥିଲେ, ଯାହା ଆଇପିଏଲ୍ ଇତିହାସରେ ସବୁଠାରୁ ବଡ଼ ଭାଗିଦାରୀ। କୋହଲି ସେହି ମ୍ୟାଚରେ ୫୫ ବଲରେ ୫ ଚୌକା ଓ ୮ ଛକା ସହ ୧୦୯ ଏବଂ ଡି'ଭିଲିୟର୍ସ ୫୨ ବଲରେ ୧୦ ଚୌକା ଓ ୧୨ ଛକା ସହ ୧୨୯ ରନର ଇନିଂସ୍ ଖେଳିଥିଲେ।

Powered by Froala Editor

Tags Viral kohli

Related articles Odisha News Lens 4.1

  • ମନ୍ଦିରରୁ ନବବଧୂକୁ ଉଠାଇନେଲେ
    ଦେଶ-ଦେଶାନ୍ତର

    ମନ୍ଦିରରୁ ନବବଧୂକୁ ଉଠାଇନେଲେ

    14417
    Oct 27, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....
    ବିଶେଷ

    ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14325
    Oct 27, 2026
  • ଭାରତ ଅଟୋ ପ୍ରେମରେ ବ୍ରିଟେନ ଦମ୍ପତି
    ଦେଶ-ଦେଶାନ୍ତର

    ଭାରତ ଅଟୋ ପ୍ରେମରେ ବ୍ରିଟେନ ଦମ୍ପତି

    14903
    Oct 27, 2026
  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା
    ବାଣିଜ୍ୟ

    ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା

    15692
    Oct 26, 2026
  • ଥେନି ଜିଲ୍ଲା ଜେଲରୁ ୧୭ କଏଦୀ ଫେରାର
    ଦେଶ-ଦେଶାନ୍ତର

    ଥେନି ଜିଲ୍ଲା ଜେଲରୁ ୧୭ କଏଦୀ ଫେରାର

    15097
    Oct 27, 2026
  • ବାଲକୋନିରୁ ଛେପ ପକାଉଥିବା ବେଳେ ୧୧ ହଜାର ଭୋଲ୍ଟ ସକ୍ ଲାଗି ବୃଦ୍ଧ ମୃତ
    ଦେଶ-ଦେଶାନ୍ତର

    ବାଲକୋନିରୁ ଛେପ ପକାଉଥିବା ବେଳେ ୧୧ ହଜାର ଭୋଲ୍ଟ ସକ୍ ଲାଗି ବୃଦ୍ଧ ମୃତ

    15151
    Oct 27, 2026
  • ବିଲୁପ୍ତପ୍ରାୟ ସ୍ଲୋ ଲୋରିସ୍‌ ଚିହ୍ନଟ, ୧୯୩୦ ଦଶକରୁ ଗାଏବ ହୋଇଯାଇଥିଲେ
    ଦେଶ-ଦେଶାନ୍ତର

    ବିଲୁପ୍ତପ୍ରାୟ ସ୍ଲୋ ଲୋରିସ୍‌ ଚିହ୍ନଟ, ୧୯୩୦ ଦଶକରୁ ଗାଏବ ହୋଇଯାଇଥିଲେ

    15485
    Oct 26, 2026
  • ଅତି ଭୟଙ୍କର ହେଲାଣି ବାତ୍ୟା ‘ଅର୍ଣ୍ଣବ’ : ୫ ରାଜ୍ୟକୁ ଆଲର୍ଟ
    ଦେଶ-ଦେଶାନ୍ତର

    ଅତି ଭୟଙ୍କର ହେଲାଣି ବାତ୍ୟା ‘ଅର୍ଣ୍ଣବ’ : ୫ ରାଜ୍ୟକୁ ଆଲର୍ଟ

    13555
    Oct 27, 2026
  • କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ  ସ୍ତନ କର୍କଟ ସଚେତନତା ମାସ ...
    ବାଣିଜ୍ୟ

    କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ...

    14756
    Oct 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ନିମନ୍ତେ ଟଙ୍କପାଣି ରୋଡ କୋଠାକୁ ଗୋଲାପି ...

    14756
    Oct 26, 2026
  • ଦେଶ-ଦେଶାନ୍ତର

    ବାଲକୋନିରୁ ଛେପ ପକାଉଥିବା ବେଳେ ୧୧ ହଜାର ଭୋଲ୍ଟ ସକ୍ ଲାଗି ବୃଦ୍ଧ ମୃତ

    15151
    Oct 27, 2026
  • ଦେଶ-ଦେଶାନ୍ତର

    ମନ୍ଦିରରୁ ନବବଧୂକୁ ଉଠାଇନେଲେ

    14417
    Oct 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17225
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17916
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17864
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18286
    Sep 06, 2023

ବିଶେଷ

  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14325
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    15750
    Oct 26, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14865
    Oct 25, 2026
  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15597
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15759
    Oct 23, 2026

ବାଣିଜ୍ୟ

କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ନିମନ୍ତେ ଟଙ୍କପାଣି ରୋଡ କୋଠାକୁ ଗୋଲାପି ରଙ୍ଗରେ ଆଲୋକିତ କଲା

ଭୁବନେଶ୍ୱରର ଅଗ୍ରଣୀ ଡାଏଗ୍ନୋଷ୍ଟିକ ସେଣ୍ଟର ୨୦୨୬ ନଭେମ୍ବର ୧୫ ପର୍ଯ୍ୟନ୍ତ ସୋନୋମାମ୍ମୋଗ୍ରାଫି ଉପରେ ଫ୍ଲାଟ୍ ୧୫% ରିହାତି ଘୋଷଣା କଲା

ଭୁବନେଶ୍ୱର : ଭୁବନେଶ୍ୱର ଟଙ୍କପାଣି ରୋଡରେ କିଓରବେ ଦ୍ଵାରା ପ ...

  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା

    15692
    Oct 26, 2026
  • ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

    14276
    Oct 25, 2026
  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    15123
    Oct 24, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14817
    Oct 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମନ୍ଦିରରୁ ନବବଧୂକୁ ଉଠାଇନେଲେ

    14417
    Oct 27, 2026
  • ବାଲକୋନିରୁ ଛେପ ପକାଉଥିବା ବେଳେ ୧୧ ହଜାର ଭୋଲ୍ଟ ସକ୍ ଲାଗି ବୃଦ୍ଧ ମୃତ

    15151
    Oct 27, 2026
  • ଭାରତ ଅଟୋ ପ୍ରେମରେ ବ୍ରିଟେନ ଦମ୍ପତି

    14903
    Oct 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In