Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, April 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ...

  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ...

  • ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ...

  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ...

  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ...

  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ...

  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ...

  • ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ...

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ...

  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ...

ବିଶେଷ
Home ›› ବିଶେଷ ››ଜାଣନ୍ତୁ ଟମାଟୋର ଆଶ୍ଚର୍ୟ୍ୟଜନକ ଲାଭ

ଜାଣନ୍ତୁ ଟମାଟୋର ଆଶ୍ଚର୍ୟ୍ୟଜନକ ଲାଭ

2021-11-21 04:21:34
14797
Share:
Facebook
Twitter
E-Mail
WhatsApp
Telegram
ଜାଣନ୍ତୁ ଟମାଟୋର ଆଶ୍ଚର୍ୟ୍ୟଜନକ ଲାଭ


ବିଲାତି ପରିବା ଭାବେ ଜଣାଯାଉଥିବା ଟମାଟୋ କେବଳ ଯେ ତରକାରୀର ରଙ୍ଗ ଓ ସୁଆଦ ବଢ଼ାଇଥାଏ, ତା’ ନୁହେଁ। ବରଂ ସ୍ବାସ୍ଥ୍ୟ ପାଇଁ ଏହା ଏକ ସର୍ବୋତ୍ତମ ପରିବା ଭାବେ ପରିଚିତ। ଆଜିକାଲି ପ୍ରାୟତଃ ଅଧିକାଂଶ ବ୍ୟଞ୍ଜନରେ ଟମାଟୋର ଉପଯୋଗ ହେଉଛି। ଯେପରି ଟମାଟୋ ସସ୍, ଖଟା ଇତ୍ୟାଦି। ଟମାଟୋରେ ଭରପୂର ଆଣ୍ଟିଅକ୍ସିଡାଣ୍ଟ ଶରୀରର ରୋଗପ୍ରତିରୋଧକ ଶକ୍ତି ବଢ଼ାଇଥାଏ। ଭିଟାମିନ୍ ‘ସି’ର ଉତ୍ତମ ସ୍ରୋତ ଭାବେ ଜଣାଯାଉଥିବା ଟମାଟୋରେ ସୋଡିୟମ୍, ଫସଫରସ୍, କ୍ୟାଲସିୟମ୍, ମ୍ୟାଗ୍ନେସିୟମ୍, ସଲଫର ଅଛି। ନିୟମିତ ଭାବେ ଖାଇଲେ କର୍କଟ ହେବାର ଆଶଙ୍କା କମ୍ ହୋଇଥାଏ ବୋଲି ଖାଦ୍ୟ ବିଶେଷଜ୍ଞଙ୍କ ମତ।
-ଏହାର ରସ ପିଇଲେ କିମ୍ବା ଟମାଟୋକୁ ଚକଟି ଖାଇବା ଦ୍ବାରା ଶରୀରକୁ ତୁରନ୍ତ ଶକ୍ତି ମିଳିଥାଏ ବୋଲି ପରୀକ୍ଷାରୁ ଜଣାପଡ଼ିଛି।
-ଲୋ-କ୍ୟାଲୋରୀଯୁକ୍ତ ଟମାଟୋ ଖାଇଲେ ଶରୀରର ଓଜନ ମଧ୍ୟ କମିଥାଏ। ପ୍ରଚୁର ମାତ୍ରାରେ ପାଣି ଓ ଫାଇବର୍ ଥିବା ଏହି ପରିବା ଅଳ୍ପ ପରିମାଣରେ ଖାଇଲେ ମଧ୍ୟ ପେଟ ଭର୍ତ୍ତି ହୋଇଯାଏ।
-ଏଥିରେ ଥିବା ଭିଟାମିନ୍ ଓ କ୍ୟାଲସିୟମ୍ ହାଡ଼ ମଜବୁତ୍ ହେବାରେ ସହାୟକ ହୋଇଥାଏ। ନିୟମିତ ଭାବେ ଟମାଟୋ ଖାଇଲେ ମସ୍ତିଷ୍କଜନିତ ରୋଗ ଯେପରି ବ୍ରେନ୍-ହାମରେଜ୍ ହେବାର ଆଶଙ୍କା ମଧ୍ୟ କମ୍ ହୁଏ।
ଟମାଟୋରେ ପାଣି ଏବଂ ଫାଇବରର ମାତ୍ରା ଖୁବ ଅଧିକ। ଏହାକୁ ଜୁସ୍‍ , ସୁପ, ସାଲାଡ଼ ଯେଉଁଭଳି ଖାଇଲେ ମଧ୍ୟ ଏହା ସ୍ୱାସ୍ଥ୍ୟ ପାଇଁ ହିତକାରକ। ଟମାଟୋକୁ ଜୁସ୍‍ କରି ପିଇବା ଦ୍ୱାରା ଆମ ସ୍ୱାସ୍ଥ୍ୟ ପାଇଁ ଅଧିକ ଲାଭଦାୟକ ଓ ଉପକାରୀ ଅଟେ। ଜାଣନ୍ତୁ ତାହା କଣ ଟ୍ଟଟ୍ଟ.
ଟମାଟୋକୁ ଜୁସ୍‍ କରି ପିଇଲେ , ଏଥିରେ ଖୁବ କମ୍‍ କ୍ୟାଲେରୀ ଥିବାରୁ ଓଜନ କମାଇବା ପାଇଁ ସହାୟକ ହୁଏ।
ଏହାକୁ ଜୁସ୍‍ କରି ପିଇବା ଦ୍ୱାରା ହାଡ଼ ବହୁତ ଶକ୍ତ ହୋଇଥାଏ।
ଏହା ଶରୀରକୁ କାର୍ୟ୍ୟ କରିବା ପାଇଁ ଶକ୍ତି ପ୍ରଦାନ କରିଥାଏ।
ସ୍ତନ କର୍କଟରୁ ରକ୍ଷା କରିଥାଏ।
ରକ୍ତ ସଞ୍ଚାଳନ ସୂଚାରୁ ରୂପେ ହୋଇଥାଏ।
ଏହାକୁ ପ୍ରସ୍ତୁତ କରିବାର ପ୍ରଣାଳୀ –
ଏକ ପାତ୍ରକୁ ଗ୍ୟାସରେ ବସାଇ ସେଥିରେ ଟମାଟୋ, ଧନିଆ ପତ୍ର, ଅଳ୍ପ ପିଆଜ, ପାଣି ଦେଇ ଏହାକୁ ଫୁଟାନ୍ତୁ। ଫୁଟାଇବା ବେଳେ ଅଳ୍ପ ଚିନି ଓ ଲୁଣ ପକାନ୍ତୁ। ଏହାକୁ ଭଲ ଭାବେ ଘାଣ୍ଟି ଗ୍ୟାସ ବନ୍ଦ କରି ,ଏକ ଛଣା ଦ୍ୱାରା ଛାଣି ପାତ୍ରକୁ କାଢନ୍ତୁ। କିଛି ସମୟ ଫ୍ରିଜରେ ରଖି ଏହାକୁ ପିଅନ୍ତୁ।

Powered by Froala Editor

Tags tamato

Related articles Odisha News Lens 4.1

  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା
    ଦେଶ-ଦେଶାନ୍ତର

    ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା

    15659
    Apr 14, 2026
  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ

    15441
    Apr 14, 2026
  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ
    ଦେଶ-ଦେଶାନ୍ତର

    ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ

    14408
    Apr 13, 2026
  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା
    ଦେଶ-ଦେଶାନ୍ତର

    ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା

    13592
    Apr 14, 2026
  • ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶିତ
    ଦେଶ-ଦେଶାନ୍ତର

    ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶିତ

    15146
    Apr 15, 2026
  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା
    ଦେଶ-ଦେଶାନ୍ତର

    ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା

    14982
    Apr 15, 2026
  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା
    ଦେଶ-ଦେଶାନ୍ତର

    ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା

    15523
    Apr 13, 2026
  • ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ
    ଦେଶ-ଦେଶାନ୍ତର

    ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ

    14965
    Apr 13, 2026
  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ
    ଦେଶ-ଦେଶାନ୍ତର

    ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ

    13544
    Apr 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ

    14408
    Apr 13, 2026
  • ଦେଶ-ଦେଶାନ୍ତର

    ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା

    15523
    Apr 13, 2026
  • ଦେଶ-ଦେଶାନ୍ତର

    ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା

    13592
    Apr 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17417
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17474
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17830
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16302
    Apr 03, 2021

ବିଶେଷ

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15212
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    15931
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14667
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15647
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    14500
    Apr 08, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15333
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15064
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15567
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13864
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା

    15523
    Apr 13, 2026
  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା

    14982
    Apr 15, 2026
  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା

    15659
    Apr 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In