Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ...

  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ...

  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ...

  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ...

  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ...

  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ...

  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ...

  • ଏକ ନୂଆ ଦଳ "ମଖି ଜନତା ପାର୍ଟି" : ୭୨ ଘଣ୍ଟା ...

  • ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌

  • ଆଗପଛ ହୋଇ ଚାଲିଗଲେ ୩ ଭାଈ: ମୋ ଭାଇ ମୋତେ ...

ରାଜ୍ୟ
Home ›› ରାଜ୍ୟ ››ସ୍ତ୍ରୀର ଟାଙ୍ଗିଆ ଚୋଟରେ ଗଲା ସ୍ୱାମୀ ଜୀବନ

ସ୍ତ୍ରୀର ଟାଙ୍ଗିଆ ଚୋଟରେ ଗଲା ସ୍ୱାମୀ ଜୀବନ

2021-11-21 05:02:19
13642
Share:
Facebook
Twitter
E-Mail
WhatsApp
Telegram
ସ୍ତ୍ରୀର ଟାଙ୍ଗିଆ ଚୋଟରେ ଗଲା ସ୍ୱାମୀ ଜୀବନ

କରଞ୍ଜିଆ : ସ୍ତ୍ରୀର ଟାଙ୍ଗିଆ ଚୋଟରେ ଯାଇଛି ସ୍ୱାମୀଙ୍କ ଜୀବନ। ଆଜି ଏପରି ହୃଦୟବିଦାରକ ଘଟଣା ମୟୂରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ଥାନା ଅଞ୍ଚଳରୁ। ଏନେଇ ଅଭିଯୋଗ ହେବା ପରେ ପୁଲିସ ମାମଲା ରୁଜୁ କରି ଅଭିଯୁକ୍ତକୁ ଗିରଫ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

ପଞ୍ଚାୟତ କାର୍ୟ୍ୟାଳୟରେ କଣ୍ଟ୍ରୋଲ୍‌ ସାମଗ୍ରୀ ଦିଆଯାଉଥିଲା। ସେଥିପାଇଁ ରାଣୀଭୋଳ ଗାଁର ଅନନ୍ତ ଗୋପ କଣ୍ଟ୍ରୋଲ୍‌ ସାମଗ୍ରୀ ଆଣିବାକୁ ଯାଇଥିଲେ। କଣ୍ଟ୍ରୋଲ ସାମଗ୍ରୀ ଧରି ଘରକୁ ଫେରିଥିଲେ। ଘରେ ପହଞ୍ଚିବା ପରେ ହାଣ୍ଡିଆ ପିଇବା ପାଇଁ ପତ୍ନୀ ମସୁରୀ ସୟଙ୍କୁ ମାଗିଥିଲେ ଟଙ୍କା। ହେଲେ ମସୁରୀ ଟଙ୍କା ଦେଇନଥିଲେ। ଯାହାକୁ ନେଇ ସ୍ୱାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା।

ଏଥିରେ ଉତକ୍ଷିପ୍ତ ହଇ ସ୍ତ୍ରୀ ମସୁରୀ ଘର ଭିତରକୁ ଯାଇ ଏକ ଟାଙ୍ଗିଆ ଆଣି ସ୍ୱାମୀର ବେକ ଓ ମୁଣ୍ଡକୁ ଚୋଟ ପରେ ଚୋଟ ପକାଇଥିଲେ। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ଖବର ପାଇ ଠାକୁରମୁଣ୍ଡା ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ସ୍ତ୍ରୀ ମସୁରୀ ସୟକୁ ଗିରଫ କରିଛି। 

Powered by Froala Editor

Tags murder

Related articles Odisha News Lens 4.1

  • ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌
    ଦେଶ-ଦେଶାନ୍ତର

    ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌

    14005
    Oct 14, 2026
  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ
    ଦେଶ-ଦେଶାନ୍ତର

    ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ

    14946
    Oct 14, 2026
  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି
    ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13484
    Oct 15, 2026
  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ
    ଦେଶ-ଦେଶାନ୍ତର

    ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ

    15612
    Oct 14, 2026
  • ଏକ ନୂଆ ଦଳ
    ଦେଶ-ଦେଶାନ୍ତର

    ଏକ ନୂଆ ଦଳ "ମଖି ଜନତା ପାର୍ଟି" : ୭୨ ଘଣ୍ଟା ମଧ୍ୟରେ ୪ ମିଲିୟନରୁ ଅଧିକ ଭ୍ୟୁ

    15467
    Oct 14, 2026
  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍
    ଦେଶ-ଦେଶାନ୍ତର

    ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    14899
    Oct 15, 2026
  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର
    ଦେଶ-ଦେଶାନ୍ତର

    କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    13878
    Oct 14, 2026
  • ଆଗପଛ ହୋଇ ଚାଲିଗଲେ ୩ ଭାଈ: ମୋ ଭାଇ ମୋତେ ଡାକୁଛି...
    ଦେଶ-ଦେଶାନ୍ତର

    ଆଗପଛ ହୋଇ ଚାଲିଗଲେ ୩ ଭାଈ: ମୋ ଭାଇ ମୋତେ ଡାକୁଛି...

    14064
    Oct 14, 2026
  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ
    ଅପରାଧ

    ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

    15174
    Oct 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଗପଛ ହୋଇ ଚାଲିଗଲେ ୩ ଭାଈ: ମୋ ଭାଇ ମୋତେ ଡାକୁଛି...

    14064
    Oct 14, 2026
  • ଦେଶ-ଦେଶାନ୍ତର

    ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌

    14005
    Oct 14, 2026
  • ଦେଶ-ଦେଶାନ୍ତର

    ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ

    15612
    Oct 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17180
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17873
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17823
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18243
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14581
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14686
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15691
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14364
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16100
    Sep 23, 2026

ବାଣିଜ୍ୟ

BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

ଭାରତୀୟ ଶେୟାର ବଜାରରେ ଜୋରଦାର ଉତ୍ସାହ ଦେଖିବାକୁ ମିଳିଛି। BSE ସେନ୍‌ସେକ୍ସ ଓ NSE ନିଫ୍ଟି ୫୦ ଉଭୟ ୧ ପ୍ରତିଶତରୁ ଅଧିକ ବୃଦ୍ଧି ସହ କାରବାର ଶେଷ କରିଛନ୍ତି। କାରବାର ଶେଷରେ BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବା ୧.୫୪ ପ୍ରତିଶତ ବୃଦ୍ଧି ପାଇ ୭୩,୦୩୩.୭୮ ପଏଣ୍ଟରେ ବନ୍ଦ ହୋଇଛି। ସେହିପରି NSE ନିଫ୍ଟି ୫୦ ୩ ...

  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15095
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15805
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15032
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15562
    Oct 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    13878
    Oct 14, 2026
  • ଆଗପଛ ହୋଇ ଚାଲିଗଲେ ୩ ଭାଈ: ମୋ ଭାଇ ମୋତେ ଡାକୁଛି...

    14064
    Oct 14, 2026
  • ଏକ ନୂଆ ଦଳ "ମଖି ଜନତା ପାର୍ଟି" : ୭୨ ଘଣ୍ଟା ମଧ୍ୟରେ ୪ ମିଲିୟନରୁ ଅଧିକ ଭ୍ୟୁ

    15467
    Oct 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In