Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, July 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିକ୍ଷୋଭକାରୀ ଛାତ୍ରଙ୍କ ଉପରକୁ ଗୁଳି କଲେ, ...

  • ହସ୍ପିଟାଲରୁ ସୋନମ ୱାଙ୍ଗଚୁକ ହେଲେ ...

  • ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା ‘ଦ ...

  • ଫିକା ପଡିବ ସୁନାର ଚମକ

  • ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ

  • ନିଟ୍‌ ଛାତ୍ରୀଙ୍କ ଫାଶୀ ଲଗାଇ ଆତ୍ମହତ୍ୟା

  • ସାଉଦି ଉପରେ ଆକ୍ରମଣ : ବାବ୍ ଏଲ୍-ମାଣ୍ଡେବ ...

  • ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ...

  • ମୋଦି ସରକାର ପେପର ଲିକ୍ ବିରୋଧରେ ...

  • 'ମନ୍ କି ବାତ' କାର୍ଯ୍ୟକ୍ରମ: ଯୁବପିଢ଼ି ...

ରାଜ୍ୟ
Home ›› ରାଜ୍ୟ ››ପୂର୍ବ ଭାରତରେ ସମ୍ ହସ୍ପିଟାଲ୍ ତୃତୀୟ

ପୂର୍ବ ଭାରତରେ ସମ୍ ହସ୍ପିଟାଲ୍ ତୃତୀୟ

2021-11-21 08:29:31
13724
Share:
Facebook
Twitter
E-Mail
WhatsApp
Telegram
ପୂର୍ବ ଭାରତରେ ସମ୍ ହସ୍ପିଟାଲ୍ ତୃତୀୟ


ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚୁ୍ୟଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଶୁକ୍ରବାର ପ୍ରକାଶିତ ଟାଇମ୍ସ ଅଲ୍ ଇଣ୍ଡିଆ ମଲ୍ଟି ସ୍ପେଶିଆଲିଟି ହସ୍ପିଟାଲ୍ ର୍ୟାଙ୍କିଙ୍ଗ୍ରେ ପୂର୍ବାଂଚଳରେ ତୃତୀୟ ସ୍ଥାନରେ ସ୍ଥାନୀତ ହୋଇଛି । ଏହି ର୍ୟାଙ୍କିଙ୍ଗରେ ଭୁବନେଶ୍ୱରର ହସ୍ପିଟାଲ୍ଗୁଡ଼ିକ ମଧ୍ୟରେ ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ପ୍ରଥମ ସ୍ଥାନ ହାସଲ କରିଥିବା ବେଳେ ପୂର୍ବାଂଚଳରେ ସମ୍ ହସ୍ପିଟାଲ୍ ଉପରେ କୋଲକାତାର ଆପୋଲୋ ଗ୍ଲିନିଆଗଲସ୍ ହସ୍ପିଟାଲ୍ ଏବଂ ଫୋର୍ଟିସ୍ ହସ୍ପିଟାଲ୍ ଯଥାକ୍ରମେ ପ୍ରଥମ ଓ ଦ୍ୱିତୀୟ ର୍ୟାଙ୍କରେ ଅଛନ୍ତି ।

 ୨୦୨୦-୨୧ ମସିହା ନିମନ୍ତେ ଯେଉଁ ହସ୍ପିଟାଲ୍ଗୁଡ଼ିକରେ ଅନୁନ୍ୟ ୩ କିମ୍ବା ତତୋଧିକ କି୍ରଟିକାଲ୍ କେୟାର ସ୍ପେଶିଆଲିଟି ଡିପାର୍ଟମେଂଟ ରହିଛି ସେହି ହସ୍ପିଟାଲ୍ଗୁଡ଼ିକୁ ଅନୁଧ୍ୟାନ କରାଯିବା ସହ ସର୍ବେକ୍ଷଣ, ଉପଯୁକ୍ତ ତଥ୍ୟ ସଂଗ୍ରହ ଓ ଗବେଷଣା କରାଯାଇ ଏହି ଶ୍ରେଷ୍ଠ ମଲ୍ଟି ସ୍ପେଶିଆଲିଟି ହସ୍ପିଟାଲ୍ ର୍ୟାଙ୍କିଙ୍ଗ ପ୍ରସ୍ତୁତ କରାଯାଇଛି ।
୧୬୦୦ ଶଯ୍ୟା ବିଶିଷ୍ଟ ଅତ୍ୟାଧୁନିକ ସ୍ୱାସ୍ଥ୍ୟସେବା ପ୍ରଦାନକାରୀ ତଥା ଏନଏବିଏଚ ଆକ୍ରେଡିଟେସନ ଲାଭ କରିଥିବା ସମ୍ ହସ୍ପିଟାଲ୍ରେ ସର୍ବାଧିକ ଡାକ୍ତର ଓ ବିଶେଷଜ୍ଞ ସ୍ୱାସ୍ଥ୍ୟସେବା ଯୋଗାଉଛନ୍ତି । ଏହି ହସ୍ପିଟାଲ୍ରେ ଗୋଟିଏ ଛାତ ତଳେ ଉକ୍ରୃଷ୍ଟଧରଣର ନର୍ସିଂ ସେବା, ଶ୍ରେଷ୍ଠ ଏନ୍ଏବିଏଲ୍ ଲାବୋରାଟୋରୀ ତଥା ରେଡିଓଲଜିକାଲ୍ ପରୀକ୍ଷଣ ଓ ସମସ୍ତ ପ୍ରକାର ସୁବିଧା ଉପଲବ୍ଧ ।
ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ହେଉଛି ଏକ ମାତ୍ର ହସ୍ପିଟାଲ୍ ଯାହାକି ରାଜ୍ୟରେ ମୋଟ ୨୨୦୦ ଶଯ୍ୟା ବିଶିଷ୍ଟ ୫ଟି କୋଭିଡ ହସ୍ପିଟାଲ୍ ସ୍ଥାପନ କରି ମହାମାରୀ ସମୟରେ ଉକ୍ରୃଷ୍ଟ ଧରଣର ସ୍ୱାସ୍ଥ୍ୟସେବା ପ୍ରଦାନ କରିସାରିଛି । ଅନୁଭୂତି ସମ୍ପନ୍ନ ଡାକ୍ତର, ନର୍ସ ଓ ପାରାମେଡିକ୍ସ ମାନେ ଏହି ହସ୍ପିଟାଲ୍ଗୁଡ଼ିକରେ ନିୟୋଜିତ ହୋଇ କୋଭିଡ୍ ସଂକ୍ରମିତ ମାନଙ୍କୁ ସ୍ୱାସ୍ଥ୍ୟସେବା ପ୍ରଦାନ କରିଛନ୍ତି ।
ହସ୍ପିଟାଲ୍ର କାର୍ଡିଓଲୋଜି, ସିଟିଭିଏସ୍, କ୍ଲିନିକାଲ୍ ହେମାଟୋଲୋଜି, ହେମାଟୋ-ଅଙ୍କୋଲୋଜି, ଇମୁ୍ୟନୋଲୋଜି ଆଣ୍ଡ ରୁ୍ୟମାଟୋଲୋଜି, ନୁ୍ୟରୋଲୋଜି, ନୁ୍ୟରୋସର୍ଜରୀ, ଗ୍ୟାଷ୍ଟ୍ରୋଏନ୍ଟେରୋଲୋଜି, ଗ୍ୟାଷ୍ଟ୍ରୋ ଇନ୍ଟେଷ୍ଟାଇନାଲ୍ ସର୍ଜରୀ, ନେଫ୍ରୋଲୋଜି, ୟୁରୋଲୋଜି, ଏଣ୍ଡୋକ୍ରାଇନୋଲୋଜି, ପେଡିଆଟି୍ରକ୍ ସର୍ଜରୀ, ମେଡିକାଲ୍ ଅଙ୍କୋଲୋଜି, ସର୍ଜିକାଲ୍ ଅଙ୍କୋଲୋଜି ଏବଂ ପ୍ଲାଷ୍ଟିକ୍ ଆଣ୍ଡ କସ୍ମେଟିକ୍ ସର୍ଜରୀ ଭଳି ସୁପରସ୍ପେଶିଆଲିଟି ବିଭାଗଗୁଡ଼ିକରେ ଖୁବ୍ କମ୍ ମୂଲ୍ୟରେ ଉତମ ଚିକିତ୍ସା ପ୍ରଦାନ କରାଯାଉଛି ।
ଆଇଏମଏସ ଆଣ୍ଡ ସମ୍ ହସ୍ପିଟାଲ ଏକ ମେଡିକାଲ କଲେଜ ଯେଉଁଠାରେ ପ୍ରତିବର୍ଷ ୨୫୦ ଛାତ୍ରଛାତ୍ରୀ ଏମବିବିଏସ ପାଠ୍ୟକ୍ରମରେ ଯୋଗଦେଇଥାନ୍ତି । ଏଠାରେ ପ୍ରାୟ ସମସ୍ତ ସ୍ପେସିଆଲିଟି ବିଭାଗ ନିମନ୍ତେ ପୋଷ୍ଟ ଗ୍ରାଜୁଏଟ୍ କୋର୍ସ ବ୍ୟତୀତ ବିଭିନ୍ନ ସୁପରସ୍ପେସିଆଲିଟି ବିଭାଗରେ ଏମସିଏଚ ଓ ଡିଏମ ପାଠ୍ୟକ୍ରମ ମଧ୍ୟ ଉପଲବ୍ଧ ଅଟେ ।

Powered by Froala Editor

Tags Sum hospital

Related articles Odisha News Lens 4.1

  •   'ମନ୍ କି ବାତ' କାର୍ଯ୍ୟକ୍ରମ:  ଯୁବପିଢ଼ି ହିଁ ଭାରତର ଶକ୍ତି
    ଦେଶ-ଦେଶାନ୍ତର

    'ମନ୍ କି ବାତ' କାର୍ଯ୍ୟକ୍ରମ: ଯୁବପିଢ଼ି ହିଁ ଭାରତର ଶକ୍ତି

    13809
    Jul 26, 2026
  • ନିଟ୍‌ ଛାତ୍ରୀଙ୍କ ଫାଶୀ ଲଗାଇ ଆତ୍ମହତ୍ୟା
    ଦେଶ-ଦେଶାନ୍ତର

    ନିଟ୍‌ ଛାତ୍ରୀଙ୍କ ଫାଶୀ ଲଗାଇ ଆତ୍ମହତ୍ୟା

    14442
    Jul 27, 2026
  • ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ
    ଦେଶ-ଦେଶାନ୍ତର

    ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ

    13742
    Jul 26, 2026
  • ବିକ୍ଷୋଭକାରୀ ଛାତ୍ରଙ୍କ ଉପରକୁ ଗୁଳି କଲେ, ନିଲମ୍ବିତ ହେଲେ କନଷ୍ଟେବଲ
    ଦେଶ-ଦେଶାନ୍ତର

    ବିକ୍ଷୋଭକାରୀ ଛାତ୍ରଙ୍କ ଉପରକୁ ଗୁଳି କଲେ, ନିଲମ୍ବିତ ହେଲେ କନଷ୍ଟେବଲ

    13474
    Jul 27, 2026
  • ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା  ‘ଦ ଓଡିସି’
    ମନୋରଞ୍ଜନ

    ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା ‘ଦ ଓଡିସି’

    13551
    Jul 27, 2026
  • ଫିକା ପଡିବ ସୁନାର ଚମକ
    ବାଣିଜ୍ୟ

    ଫିକା ପଡିବ ସୁନାର ଚମକ

    13675
    Jul 27, 2026
  • ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ
    ଦେଶ-ଦେଶାନ୍ତର

    ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ

    15068
    Jul 27, 2026
  • ସାଉଦି ଉପରେ ଆକ୍ରମଣ : ବାବ୍ ଏଲ୍-ମାଣ୍ଡେବ ଦେଇ ଜାହାଜ ଯାତାୟାତ ହ୍ରାସ
    ଦେଶ-ଦେଶାନ୍ତର

    ସାଉଦି ଉପରେ ଆକ୍ରମଣ : ବାବ୍ ଏଲ୍-ମାଣ୍ଡେବ ଦେଇ ଜାହାଜ ଯାତାୟାତ ହ୍ରାସ

    15458
    Jul 27, 2026
  •  ହସ୍ପିଟାଲରୁ ସୋନମ ୱାଙ୍ଗଚୁକ ହେଲେ ଡିସଚାର୍ଜ
    ଦେଶ-ଦେଶାନ୍ତର

    ହସ୍ପିଟାଲରୁ ସୋନମ ୱାଙ୍ଗଚୁକ ହେଲେ ଡିସଚାର୍ଜ

    13744
    Jul 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ

    15068
    Jul 27, 2026
  • ଦେଶ-ଦେଶାନ୍ତର

    'ମନ୍ କି ବାତ' କାର୍ଯ୍ୟକ୍ରମ: ଯୁବପିଢ଼ି ହିଁ ଭାରତର ଶକ୍ତି

    13809
    Jul 26, 2026
  • ମନୋରଞ୍ଜନ

    ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା ‘ଦ ଓଡିସି’

    13551
    Jul 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17002
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17607
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17659
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18060
    Sep 06, 2023

ବିଶେଷ

  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15733
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15385
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    16044
    Jul 21, 2026
  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    14295
    Jul 18, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14568
    Jul 15, 2026

ବାଣିଜ୍ୟ

ଫିକା ପଡିବ ସୁନାର ଚମକ

ସୁନାର ଚମକ ଧିରେ ଧିରେ ଫିକା ପଡିବା ପରି ଅନୁମାନ କରାଯାଉଛି । ଜାନୁଆରୀ ୨୦୨୬ରେ ସୁନା ମୂଲ୍ୟ ପ୍ରତି ଆଉନ୍ସ ୫, ୬୦୨ର ରେକର୍ଡ ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି । ଏହା ପ୍ରାୟ ୨୮ ପ୍ରତିଶତ ହ୍ରାସ ପାଇଛି । ଗତ କିଛି ଦିନରେ ମୂଲ୍ୟ ୨ ଥର ଆଉନ୍ସ ୪ ହଜାର ତଳକୁ ଖସି ଆସିଛି । ବର୍ତ୍ତମାନ ପ୍ରାୟ ୪,୦୪୦ରେ କାରବାର ହେଉଛି ।< ...

  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

    15755
    Jul 23, 2026
  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15928
    Jul 22, 2026
  • ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି

    15299
    Jul 21, 2026
  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ଭିଟାମିନ ଡି’ ସଚେତନତାକୁ ଆଗେଇ ନେଲା

    13900
    Jul 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଫିକା ପଡିବ ସୁନାର ଚମକ

    13675
    Jul 27, 2026
  • ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା ‘ଦ ଓଡିସି’

    13551
    Jul 27, 2026
  • 'ମନ୍ କି ବାତ' କାର୍ଯ୍ୟକ୍ରମ: ଯୁବପିଢ଼ି ହିଁ ଭାରତର ଶକ୍ତି

    13809
    Jul 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In